Home Left

କେନ୍ଦୁଝର-ହାଓ୍ବଡାକୁ ଟ୍ରେନ ଚଳାଚଳ ଦାବି

କେନ୍ଦୁଝର,୨୭।୫(ଡି.ଏନ.ଏ): କେନ୍ଦୁଝର ଜିଲା ମୁଖ୍ୟାଳୟରୁ ହାଓ୍ବଡାକୁ ସିଧାସଳଖ ଟ୍ରେନ ଚଳାଚଳ କରିବାକୁ ଏସ୍‌ସିୟୁଆଇ ପକ୍ଷରୁ ଦାବି କରାଯାଇଛି। କେନ୍ଦୁଝରରୁ ଟାଟା ଦେଇ କିମ୍ବା ଯାଜପୁରରୋଡ ଦେଇ ଟ୍ରେନ ଚଳାଚଳ କଲେ ଜିଲାର ବହୁ ବ୍ୟବସାୟୀ, ସାଧାରଣ ଲୋକ ଉପକୃତ ହୋଇପାରିବେ ବୋଲି…

ବାଲିଗୁଡା ହତ୍ୟାକାଣ୍ଡ ଘଟଣା: ଅଭିଯୋଗର ଚାରିଦିନ ଭିତରେ ୪ ଅଭିଯୁକ୍ତ ଗିରଫ

ବାଲିଗୁଡା,୨୭।୫(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ବୁଡ଼ାଗୁଡା ଅଞ୍ଚଳରେ ଏକ ହତ୍ୟା ଘଟଣାର ଅଭିଯୋଗ ପରେ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି ବାଲିଗୁଡ଼ା ପୋଲିସ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।…

କାଳବୈଶାଖୀ ତାଣ୍ଡବ: ଉପୁଡିଲା ଗଛ, ଯାତାୟାତ ବାଧାପ୍ରାପ୍ତ

ହିଞ୍ଜିଳିକାଟୁ,୨୭।୫(ଡି.ଏନ.ଏ.): ହିଞ୍ଜିଳିକାଟୁ ସମେତ ଆଖପାଖରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବିଜୁଳି ବର୍ଷା ହୋଇଛି। ଏହାର ପ୍ରଭାବରେ ହିଞ୍ଜିଳିକାଟୁ ପୌରାଞ୍ଚଳ ଆରଏମସି ଓ ସିନେମାହଲ ଛକ ରାସ୍ତା ପ୍ବାର୍ଶରେ ଥିବା ବଡ ବଡ ଗଛ ଉପୁଡିପଡିଛି। ଫଳରେ ୫୯…

ଅନୁଶାସନ ନାମରେ ୩୦ ପିଲାଙ୍କ କେଶ କାଟିଲେ ଶିକ୍ଷକ…

ଗୁଆହାଟୀ,୨୭।୫ : ଆସାମର ମାଜୁଲି ଜିଲାରେ ଅନୁଶାସନ ନାମରେ ଜଣେ ଶିକ୍ଷକ ୩୦ ଜଣ ପିଲାଙ୍କ କେଶ କାଟିବା ମାମଲା ସାମ୍ନାକୁ ଆସିଛି। ଜିଲାର ଡେପୁଟି କମିଶନର ଏ ସମ୍ପର୍କରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସ ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କ ସ୍ପଷ୍ଟୀକରଣରେ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୩ ମୃତ, ୫ ଆହତ

ଭୋପାଳ,୨୭।୫: ମଧ୍ୟପ୍ରଦେଶର ମନ୍ଦସୌର ଜିଲାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଟ୍ରଲି ସହିତ କାର ଧକ୍କା ହେବା ଫଳରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଆହତ ହୋଇଛନ୍ତି। ଜଣେ ଅଧିକାରୀ କହିଛନ୍ତି, ଉଜୈନରୁ ମନ୍ଦସୌର ଅଭିମୁଖେ…

ତିନି ଦିନିଆ ନାଇଜେରିଆ ଗସ୍ତରେ ଯିବେ ରାଜନାଥ ସିଂ

ନୂଆଦିଲ୍ଲୀ,୨୭।୫: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୨୮ରୁ ମେ’୩୦ ପର୍ଯ୍ୟନ୍ତ ତିନି ଦିନିଆ ନାଇଜେରିଆ ଗସ୍ତ କରିବେ। ସେ ପଶ୍ଚିମ ଆଫ୍ରିକୀୟ ଦେଶର ନୂତନ ନିର୍ବାଚିତ ରାଷ୍ଟ୍ରପତି ବୋଲା ଅହମ୍ମଦ ଟିନୁବୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ। ପ୍ରତିରକ୍ଷା ମନ୍ତ୍ରଣାଳୟ ଶନିବାର…

‘ନୂଆ ସଂସଦ ଭବନ ଉଦ୍‌ଘାଟନୀରେ କାହିଁକି ସାମିଲ ହେବେନି ରାଷ୍ଟ୍ରପତି’,ପ୍ରଧାନମନ୍ତ୍ରଙ୍କୁ କମଲ ହାସନଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନୂଆ ସଂସଦ ଭବନର ଉଦ୍‌ଘାଟନ କରିବେ। ତେବେ ଏହି ଉଦ୍‌ଘାଟନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାହିଁକି ସାମିଲ ହେବେ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତି ମକ୍କଲ ନିଧି ମୟମ…

ମଣିପୁର ଗସ୍ତ କରିବେ ସେନା ମୁଖ୍ୟ: ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ଆଲୋଚନା

ନୂଆଦିଲ୍ଲୀ,୨୭।୫: ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଶନିବାର ହିଂସା ପ୍ରଭାବିତ ମଣିପୁର ଗସ୍ତ କରି ରାଜ୍ୟର ସ୍ଥିତି ସମୀକ୍ଷା କରିବେ ବୋଲି ସୂଚନା ମିଳିଛି। ପୂର୍ବ କମାଣ୍ଡର ସେନାଧ୍ୟକ୍ଷ ଲେଫ୍ଟନାଣ୍ଟ ଜେନେରାଲ ରାଣା ପ୍ରତାପ କାଲିତା ମଧ୍ୟ ସେନା…

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ସିସୋଡିଆଙ୍କ ସମେତ ୪ ଜଣଙ୍କୁ ସମନ

ନୂଆଦିଲ୍ଲୀ,୨୭।୫: ଦିଲ୍ଲୀ ମଦ ଦୁର୍ନୀତିରେ ସିବିଆଇ ଦାଖଲ କରିଥିବା ସପ୍ଲିମେଣ୍ଟାରୀ ଚାର୍ଜସିଟରେ ୪ ଜଣଙ୍କ ବିରୋଧରେ ସମନ ଜାରି କରାଯାଇଛି। ସେମାନେ ହେଲେ ଏଏପି ମନୀଷ ସିସୋଡିଆ, ଅର୍ଜୁନ ପାଣ୍ଡେ, ବୁଚି ବାବୁ ଏବଂ ଅମାନଦୀପ ଧଳ। ତେବେ ଦାଖଲ ହୋଇଥିବା…

ଗୁଜରାଟ ଫାଇନାଲରେ ପହଞ୍ଚିବା ପଛରେ କାହାର ବଡ଼ ଭୂମିକା? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୫: ଇତିହାସ ସୃଷ୍ଟି କଲା ଗୁଜରାଟ ଟାଇଟାନ୍ସ(ଜିଟି)। ସେ ଆଇପିଏଲର କ୍ରମାଗତ ଦ୍ୱିତୀୟ ସିଜନର ଫାଇନାଲରେ ପ୍ରବେଶ କରିଛି। ଦ୍ୱିତୀୟ କ୍ୱାଲିଫାୟରରେ ମୁମ୍ବାଇ ଇଣ୍ଡିଆନ୍ସକୁ ୬୨ ରନରେ ହରାଇ ଗୁଜରାଟ ବିଜୟୀ ହୋଇଛି। ଦଳର ସାମଗ୍ରିକ ପ୍ରଦର୍ଶନ ଅନ୍ୟ ଦଳ ଅପେକ୍ଷା…

ପ୍ରଥମଥର ପାଇଁ ଗର୍ଲଫ୍ରେଣ୍ଡଙ୍କ ସହ ନଜର ଆସିଲେ ପୃଥ୍ବୀ ଶ’

ନୂଆଦିଲ୍ଲୀ,୨୭।୫: ଆଇପିଏଲର ୧୬ତମ ସିଜନରେ ଯଦି କୌଣସି ଖେଳାଳିଙ୍କୁ ତାଙ୍କ ପ୍ରଦର୍ଶନ ଯୋଗୁ ସର୍ବାଧିକ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଥିଲା, ତେବେ ସେ ଦିଲ୍ଲୀ କ୍ୟାପିଟାଲ (ଡିସି) ଖେଳାଳି ପୃଥ୍ବୀ ଶ’। ବର୍ତ୍ତମାନ ଲିଗ ପର୍ଯ୍ୟାୟ ସହିତ ଦଳର ଯାତ୍ରା ସମାପ୍ତ…

ଆଇପିଏଲ୍‌ ୨୦୨୩ର ଟପ୍‌ ୫ ବ୍ୟାଟ୍ସମ୍ୟାନଙ୍କ ତାଲିକା ପ୍ରକାଶ କଲେ ସେହଓ୍ବାଗ୍‌: କୋହଲି, ଗିଲ୍‌ ପଡିଲେ ବାଦ୍‌

ନୂଆଦିଲ୍ଲୀ,୨୭।୫: ଆଇପିଏଲ୍‌ ୨୦୨୩ର ପ୍ଲେ ଅଫ୍‌ ମ୍ୟାଚ ଗତକାଲି ଅର୍ଥାତ୍‌ ଶୁକ୍ରବାର ଶେଷ ହୋଇଛି। ରବିବାର ଗୁଜୁରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ। ପ୍ରାୟ ଦୁଇମାସ ଧରି ୧୦ଟି ଦଳ ଆଇପିଏଲ୍‌ ଟ୍ରଫି ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri