ସେମିଫାଇନାଲରେ ପାରାମାଉଣ୍ଟ
ଭୁବନେଶ୍ୱର, ୨୭।୫ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଏଠାରେ ଚାଲିଥିବା ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର(୧୬ ବର୍ଷରୁ କମ୍) କ୍ରିକେଟ ଟୁର୍ନାମେଣ୍ଟର ସେମିଫାଇନାଲରେ ପାରାମାଉଣ୍ଟ ସ୍ପୋର୍ଟିଂ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ କ୍ୱାର୍ଟର ଫାଇନାଲରେ ଏହି…
ବିଜେତାକୁ ୧.୬ ନିୟୁତ ଡଲାର ପୁରସ୍କାର
ଦୁବାଇ, ୨୭ା୫ (ପି.ଟି.): ଓଭାଲଠାରେ ଆସନ୍ତା ମାସରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ବିଜେତା ଦଳ ପୁରସ୍କାର ବାବଦରେ ୧.୬ ନିୟୁତ ଆମେରିକୀୟ ଡଲାର ପାଇବ। ରନରଅପ୍ ଦଳ ପାଇଁ ୮,୦୦,୦୦୦ ଡଲାର…
ରାସ୍ତାକଡ଼ରେ ଅଚଳ ଗାଡ଼ି, ଘର ଆଗରେ ଭଙ୍ଗା ଫର୍ନିଚର ରହିବନି
ଭୁବନେଶ୍ୱର,୨୭ା୫(ବ୍ୟୁରୋ): ରାଜଧାନୀ ରାସ୍ତାକଡ଼ରେ ଆଉ ରହିବନି ଅଚଳ ଗାଡ଼ି। ଗାଡ଼ି ମାଲିକମାନେ ମନଇଚ୍ଛା ଅଚଳ ଗାଡ଼ିକୁ ଥୋଇ ପାରିବେ ନାହିଁ। ସେହିଭଳି ଲୋକଙ୍କ ଘର ଆଗରେ ଭଙ୍ଗା ଗାଡି ଓ ଫର୍ନିଚର ଗଦା ହୋଇପାରିବନି। ଏନେଇ ବିଏମ୍ସି ପକ୍ଷରୁ କଡ଼ା ନିର୍ଦ୍ଦେଶ…
୩୦ ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ‘ଶଲା ବୁଢ଼ାର ବଦ୍ଲା’
ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଚଳଚ୍ଚିତ୍ର କହୁଛି ଓଡ଼ିଶାର ପରମ୍ପରା। ଗାଁର କଥା, ସାହିର କଥା ଆଉ ମଣିଷ ମଣିଷର କଥା। ମଣିଷ ଭିତରେ ଥିବା ରାଗ, କ୍ରୋଧକୁ ସମ୍ଭାଳି ନ ପାରି ସେ ଅନ୍ୟଠୁ ବଦଲା ନେବାକୁ ସବୁବେଳେ ଆଗଭର ଥାଏ। ତାହା ବି…
ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ୭.୨୮ ଲକ୍ଷ ଲୁଟ୍
ଖୋର୍ଦ୍ଧା ଅଫିସ,୨୭ା୫: ଗତ କିଛିଦିନର ନୀରବତା ପରେ ଖୋର୍ଦ୍ଧାରେ ପୁଣି ମାତିଛନ୍ତି ଲୁଟେରା। ଏମାନଙ୍କ ଟାର୍ଗେଟରେ ରହିଛନ୍ତି ଫାଇନାନ୍ସ କମ୍ପାନୀ ଏଜେଣ୍ଟ। ଶୁକ୍ରବାର ଅପରାହ୍ନ ୩ଟା ୩୦ରେ ଆଦର୍ଶ ଥାନା ସାମନ୍ତରାପୁର ବୁଡ଼ିବଗିଚା ଛକରୁ ଦୁଇଜଣ ବ୍ଲାକ୍ ପଲ୍ସରଧାରୀ ଫାଇନାନ୍ସ କମ୍ପାନୀ…
ସହର ହେବ ୫ ଜୋନ୍, ଜଗିବେ ୭୦ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ,୨୭ା୫: ଆସନ୍ତା ଜୁନ ୪ରେ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବା ସହ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନଯାତ୍ରା ସହ ହାତୀବେଶ ଦର୍ଶନ ନିମନ୍ତେ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ସୁଅ ଛୁଟିବ। ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ସ୍ନାନଯାତ୍ରାକୁ…
ଜୁନ୍ରେ ମେଟ୍ରୋ ଟ୍ରେନ୍ ଶୁଭ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୫(ବ୍ୟୁରୋ): ୨୦୨୩ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍ କାମ ଆରମ୍ଭ ହେବ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ ଶୁକ୍ରବାର ବିଭାଗର ସମୀକ୍ଷା ପରେ ଗୀତଗୋବିନ୍ଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଖବରଦାତା…
ରହସ୍ୟ ଖୋଲିଲେନି
ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍ବ୍ରାଞ୍ଚ ଶୁକ୍ରବାର ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟରେ ଚାର୍ଜଶିଟ୍ ଦାଖଲ କରିଛି। ହତ୍ୟାର ୧୧୮ଦିନ ପରେ ଅର୍ଥାତ୍ ଧାର୍ଯ୍ୟ ସମୟର ୨ଦିନ ପୂର୍ବରୁ ୫୩୪ ପୃଷ୍ଠାର ଚାର୍ଜଶିଟ ଦାଖଲ କରାଯାଇଛି। କାର୍ଯ୍ୟରତ ପୋଲିସ ଏଏସ୍ଆଇ…
ମିଲେଟ୍ ମିଶନ କାର୍ଯ୍ୟକାରିତା ନେଇ ସନ୍ଦେହ
ଯୋଡ଼ା,୨୭ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ରେ ଓଡ଼ିଶା ମିଲେଟ୍ ମିଶନ କାର୍ଯ୍ୟକାରିତା ନେଇ ସନ୍ଦେହ ଉପୁଜିଛି। ଯୋଜନା ମାଧ୍ୟମରେ ଅନେକ କୋଟି ଖର୍ଚ୍ଚ ହେଉଛି। ଚାଷୀଙ୍କୁ ଉତ୍ସାହିତ କରିବାକୁ ପ୍ରୋତ୍ସାହନ ରାଶି ପ୍ରଦାନ କରିବାର ବ୍ୟବସ୍ଥା ରହିଛି। କିନ୍ତୁ ଯୋଡ଼ା ବ୍ଲକ୍ରେ…
ଉପରମୁଣ୍ଡରେ ଅପବ୍ୟବହାର, ତଳମୁଣ୍ଡରେ ହାହାକାର
ଖଇରା,୨୭ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ଗ୍ରାମରେ ଥିବା ପାନୀୟଜଳ ପ୍ରକଳ୍ପ ସମସ୍ତ ଗ୍ରାମବାସୀଙ୍କ ଶୋଷ ମେଣ୍ଟାଇପାରୁନାହିଁ। ପାହାଡ଼ ପାଦଦେଶରେ ଥିବା ଏହି ଅଞ୍ଚଳରେ ଜଳସ୍ତର ବହୁ ତଳେ ଥିବାରୁ ଠିକ୍ ଭାବେ ପମ୍ପିଂ ହୋଇପାରୁନି। ଉପରମୁଣ୍ଡର ଲୋକେ…
ଶାଳମଞ୍ଜି ଦେଇଛି ଜୀବିକା
ଚମ୍ପୁଆ,୨୭ା୫: କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡରେ ଶାଳମଞ୍ଜି ଆଦିବାସୀମାନଙ୍କ ଏକ ପ୍ରମୁଖ ଉପାର୍ଜନର ମାଧ୍ୟମ ସାଜିଛି। ଆଦିବାସୀମାନେ ସପରିବାରେ ଏକ ମାସ ଧରି ଶାଳଫୁଲରୁ ମଞ୍ଜି ସଂଗ୍ରହ କରୁଛନ୍ତି। ମାତ୍ର ମଞ୍ଜି ସଂଗ୍ରହ ପରେ ବଜାର ଅଭାବରୁ ସ୍ଥାନୀୟ ବ୍ୟବସାୟୀଙ୍କ ହାତରେ…
ଏସ୍ଏଚ୍ଜିଙ୍କୁ ସ୍ବାବଲମ୍ବୀ କରିଛି ଅଣ୍ଡାଦିଆ କୁକୁଡ଼ା ପାଳନ କେନ୍ଦ୍ର
ଫୁଲବାଣୀ ଅଫିସ,୨୭ା୫: ରାଜ୍ୟ ସରକାର ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାକୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍ଏଚ୍ଜି) ମାଧ୍ୟମରେ ବିଭିନ୍ନ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ୬ଟି ବ୍ଲକରେ…
Archives


