Home Left

ନିରାଶ ହେଲେ ତେନ୍ତୁଳିଖୁଣ୍ଟିବାସୀ

ତେନ୍ତୁଳିଖୁଣ୍ଟ,୨୭ା୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି, ପାପଡ଼ାହାଣ୍ଡି ଓ କୋଷାଗୁମୁଡ଼ା ବ୍ୟତୀତ ଅନ୍ୟ ୭ ବ୍ଲକରେ ଯୁକ୍ତ ୩ ମହାବିଦ୍ୟାଳୟ (ସରକାରୀ, ଅନୁଦାନପ୍ରାପ୍ତ ନ ହେଲେ ଘରୋଇ) ରହିଛି। ପାପଡ଼ାହାଣ୍ଡି ଓ କୋଷାଗୁମୁଡ଼ା ବ୍ଲକରେ ଯୁକ୍ତ ୩ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସବୁଜ ସଙ୍କେତ…

ବୀମା ଅର୍ଥ ଦେଉନି ଏଜେନ୍ସି

ଅନୁଗୋଳ ଅଫିସ,୨୭ା୫:ଗ୍ୟାସ୍‌ ଦୁର୍ଘଟଣାରେ ମା’ ବାପା ଚାଲିଗଲା ପରେ ଅସହାୟ ହୋଇପଡ଼ିଛନ୍ତି ୨ ପିଲା। ପ୍ରଶାସନ ପକ୍ଷରୁ କିଛି ସହାୟତା ମିଳୁଥିଲେ ମଧ୍ୟ ଗ୍ୟାସ୍‌ ଏଜେନ୍ସି ବୀମା ଅର୍ଥ ପ୍ରଦାନ କରୁନାହିଁ। ଫଳରେ ୨ ପିଲାଙ୍କ ଭବିଷ୍ୟତ ନେଇ ପ୍ରଶ୍ନବାଚୀ ସୃଷ୍ଟି…

ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ

ଖଣ୍ଡପଡ଼ା,୨୭ା୫(ସ୍ବ.ପ୍ର):ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀନୀଳମାଧବ ଜୀଉ ମନ୍ଦିରରେ ଜଣେ ବଭ୍ଗୀୟ ପର୍ଯ୍ୟଟକଙ୍କୁ ଅସଦାଚରଣ କରାଯାଇଥିଲା। ଏହି ଘଟଣାକୁ ୧୮ ଦିନ ବତିଥିବା ବେଳେ ଖଣ୍ଡପଡ଼ା ଥାନା ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ବିଫଳ ହୋଇଛି। ଏହାକୁ ନେଇ…

ବନ୍ଧାହେବେ ଦୁର୍ନୀତିଗ୍ରସ୍ତ ଅଧିକାରୀ

ଭାପୁର,୨୭ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଦୁର୍ନୀତିକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚିତ। କେତେବେଳେ ଗୋଟିଏ ଶହେ ମିଟର ରାସ୍ତାକୁ ୨୧ ଥର ବିଲ କରି ତ କେତେବେଳେ ନାଳ ଭିତରେ ପୋଖରୀ ଖୋଳି। ପୁଣି କେତେବେଳେ କୂଅ, ପୋଖରୀ,…

ଦୁର୍ନୀତି ଅଭିଯୋଗକୁ ୧୫ ଦିନ ପୂରିଲା, ତଦନ୍ତ ଶୂନ

ନାଉଗାଁ,୨୭ା୫(ସ୍ବ.ପ୍ର.): ନାଉଗାଁ ବ୍ଲକ ଘୋଡାଂଶ ପଞ୍ଚାୟତ ସରପଞ୍ଚ ନୀହାର ରଞ୍ଜନ ବସ୍ତିଆଙ୍କ ଅଜାଣତରେ ତାଙ୍କ ଡିଏସ୍‌ସି(ଡିଜିଟାଲ ସିଗ୍ନେଚର ସାର୍ଟିଫିକେଟ୍‌)କୁ ଅପବ୍ୟବହାର କରି ପଞ୍ଚାୟତର ଅର୍ଥ ହଡ଼ପ ସହ ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାର୍ଯ୍ୟ ନ ହୋଇ ଲକ୍ଷାଧିକ ଟଙ୍କାର ବିଲ୍‌ ହୋଇଛି। ଗତ ୮…

କୂଅ ଖୋଳିବାକୁ ଯାଇ ହାତୀ ଆକ୍ରମଣରେ ପ୍ରାଣ ହରାଇଲେ

ନିରାକାରପୁର,୨୭।୫(ଡି.ଏନ.ଏ): କୂଅ ଖୋଳିବାକୁ ଆସି ହାତୀ ଆକ୍ରମଣରେ ପ୍ରାଣ ହରାଇଲେ ଜଣେ ବୟସ୍କ। ଏପରି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅନ୍ତର୍ଗତ କାମଗୁରୁଠାରେ। ମୃତକ ଜଣକ ହେଲେ ନୟାଗଡ ଜିଲା ରଣପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣ…

ବିନା ସିଓଆର୍‌ରେ ଚାଲିଛି ବେସରକାରୀ ବିଦ୍ୟାଳୟ

ଜଗତ୍‌ସିଂହପୁର ଅଫିସ,୨୭ା୫: ବେସରକାରୀ ବିଦ୍ୟାଳୟଗୁଡ଼ିକ ମନଇଚ୍ଛା ଖୋଲି ପାରିବ ନାହିଁ ବୋଲି ସରକାରୀ କଟକଣା ଅଛି। କାରଣ ଏହିସବୁ ଶିକ୍ଷାନୁଷ୍ଠାନ (୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ) କାର୍ଯ୍ୟକ୍ଷମ ହେବାକୁ ହେଲେ ଅନୁମୋଦନ ପ୍ରମାଣପତ୍ର ତଥା ସିଓଆର୍‌ (ସାର୍ଟିଫିକେଟ୍‌ ଅଫ ରେକଗ୍‌ନାଇଜେଶନ୍‌) ବାଧ୍ୟତାମୂଳକ।…

ଅମୃତଜୟ, ମୈତ୍ରେୟ-ଶିବମ୍‌ ଚାମ୍ପିୟନ

ଭୁବନେଶ୍ୱର, ୨୭।୫ (କ୍ରୀଡ଼ା ପ୍ରତିନିଧି): ଅଲ୍‌ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଓ ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ)ର ମିଳିତ ଆନୁକୂଲ୍ୟରେ ଖୋର୍ଦ୍ଧା ବରୁଣେଇସ୍ଥିତ କେଟି ଗ୍ଲୋବାଲ ସ୍କୁଲ ପରିସରରେ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଗତ ୧୯ ତାରିଖରେ…

୬ ବର୍ଷ ବିତିଲା ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ହେଲାନି

ଆଳି,୨୭ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ଦଶିପୁର ଓ ଏକମାଣିଆ ପଞ୍ଚାୟତ ଗଠନ ହେବାର ୬ ବର୍ଷ ବିତିଯାଇଥିବା ବେଳେ ଆଜି ପର୍ଯ୍ୟନ୍ତ କାର୍ଯ୍ୟାଳୟ ନିର୍ମାଣ ହୋଇପାରୁନି। ଏହି ୨ଟି ପଞ୍ଚାୟତ ଗଠନ ହେବାର କିଛିଦିନ ମଧ୍ୟରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ…

ଫିଲିପୋ ଜିତିଲେ ୧୮ଶ ଷ୍ଟେଜ୍‌

ରୋମ୍‌, ୨୭।୫: ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୮ଶ ରେସ୍‌ ଜିତିଛନ୍ତି ଇଟାଲିର ଜୟକୋ-ଏଆଇୟୁଆଇଏ ଟିମ୍‌ ରାଇଡର ଫିଲିପୋ ଜାନା। ଓଡେର୍ଜୋଠାରୁ ଜୋଲ୍ଡୋ ଅଲ୍ଟୋ ପର୍ଯ୍ୟନ୍ତ ୧୬୧ କିଲୋମିଟର ବିଶିଷ୍ଟ ମାଉଣ୍ଟେନ ଷ୍ଟେଜ୍‌କୁ ଫିଲିପୋ ୪ ଘଣ୍ଟା ୫୨.୧୨ ସେକେଣ୍ଡ…

ପୁଣି ଅଳଭା ବ୍ରାହ୍ମଣୀ ପଠାରୁ ବାଲିମାଟି ଚାଲାଣ

ପଟ୍ଟାମୁଣ୍ଡାଇ,୨୭ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ଅଳଭା ବ୍ରାହ୍ମଣୀ ନଦୀ ଅଳଭାପାଳରେ ବଡ଼ ବଡ଼ ଗାତ କରାଯାଇ ପୁଣି ମାଟି ଚାଲାଣ କରାଯାଇଛି। ମାଟି ବ୍ୟବସାୟୀମାନେ ଏଥିରେ ଲାଭବାନ୍‌ ହେଉଥିବା ବେଳେ ରାଜ୍ୟ ସରକାର ରାଜସ୍ବ ହରାଉଛନ୍ତି। ସରକାରଙ୍କ ସମସ୍ତ…

ଭାରତ ଆଜି ପାକିସ୍ତାନକୁ ଭେଟିବ

ସାଲାଲା (ଓମାନ), ୨୭।୫ (ପି.ଟି.): ଏଠାରେ ଚାଲିଥିବା ଜୁନିୟର ଏସିଆ କପ୍‌ ପୁରୁଷ ହକିରେ ଭାରତ ଶନିବାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଭାରତ ଏହା ପୂର୍ବରୁ ଖେଳିଥିବା ୨ଟି ମ୍ୟାଚରେ ଚାଇନିଜ୍‌ ତାଇପେକୁ ୧୮-୦ ଏବଂ ଜାପାନକୁ ୩-୧ ଗୋଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri