ବେଆଇନ କଳାପଥର ଉତ୍ତୋଳନ ଅଣାୟତ୍ତ
ଯାଜପୁର ଅଫିସ,୧୭ା୪: ବର୍ତ୍ତମାନ ଜିଲାରେ ଖରାର ପ୍ରକୋପ ଜାରି ରହିଛି। ଏଭଳିସ୍ଥଳେ ପାନୀୟ ଜଳ ସମସ୍ୟାର ମୁକାବିଲା ପାଇଁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ(ଆର୍ଡବ୍ଲ୍ୟୁଏସ୍ଏସ୍) ପକ୍ଷରୁ ପ୍ରସ୍ତୁତି ହେଉଥିବା ଦେଖିବାକୁ ମିଳିଛି। ଗାଁ ଲୋକଙ୍କ ଶୋଷ ମେଣ୍ଟାଇବାକୁ ରିପୋର୍ଟରେ ଜିଲାର…
ଆଦ୍ୟାଶା ‘ମିସ୍ ଓଡ଼ିଶା’, ଜୟାନୀ ‘ଟିନ୍ ମିସ୍ ଓଡ଼ିଶା
ଭୁବନେଶ୍ୱର,୧୭।୪(ବ୍ୟୁରୋ): ଓଡ଼ିଶା ଫ୍ୟାଶନ ଭିଲ୍ଲା ପକ୍ଷରୁ ‘କଳିଙ୍ଗ ରାଜକୁମାରୀ’ ରବିବାର ନିକୋପାର୍କ ନିକଟ ୯ ଷ୍ଟ୍ରିଟ୍ କନ୍ଭେନ୍ଶନ୍ ହଲ୍ରେ ଅନୁଷ୍ଠିତ ହୋଇଯାଇଛି। ଆଦ୍ୟାଶା ପ୍ରିୟଦର୍ଶିନୀ ‘ଦି ମିସ୍ ଓଡ଼ିଶା’ ମୁକୁଟ ପିନ୍ଧିଥିବାବେଳେ ଅନନ୍ୟା ବିଶ୍ୱାଳ ରନର୍ସ ଅପ୍ ହୋଇଛନ୍ତି। ସେହିପରି ଜୟାନୀ…
୬୧ ହଜାର ମାମଲା, ୪୯ ହଜାରରୁ ଊର୍ଦ୍ଧ୍ୱ ଗିରଫ
ଭୁବନେଶ୍ୱର,୧୭।୪ (ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷରେ ଅବକାରୀ ବିଭାଗ ପକ୍ଷରୁ ୬୧ ହଜାରରୁ ଊର୍ଦ୍ଧ୍ୱ ମାମଲା ରୁଜୁ କରାଯାଇ ୪୯ରୁ ଊର୍ଦ୍ଧ୍ୱ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମାମଲା ଓ ଗିରଫଦାରି ସଂଖ୍ୟା ପୂର୍ବବର୍ଷ ତୁଳନାରେ ପ୍ରାୟ ୫୦ ପ୍ରତିଶତ ବୃଦ୍ଧି ହୋଇଛି।…
ସମ୍ମାନ ଦ୍ୱାରା ବରିଷ୍ଠ ନାଗରିକଙ୍କ ମାନସିକସ୍ତର ବିକଶିତ ହୁଏ: ଗବେଷଣା ରିପୋର୍ଟ…
ଓ୍ବାଶିଂଟନ,୧୭।୪ : ଆମ ଚାରିପାଖରେ ଏପରି ଅନେକ ବରିଷ୍ଠ ନାଗରିକଙ୍କୁ ଆମେ ଦେଖିଥାଉ। ବୟସ ବଢ଼ିବା ସହିତ ସେମାନେ ସ୍ମୃତି ଶକ୍ତି ଦୁର୍ବଳ ହେବା ସମସ୍ୟାର ଶିକାର ହୋଇଥାନ୍ତି। ବିଶେଷକରି ୬୫ ବର୍ଷରୁ ଅଧିକ ବୟସ୍କମାନଙ୍କଠାରେ ଏହି ସମସ୍ୟା ଅଧିକ ଦେଖାଯାଇଥାଏ।…
ଏଲ୍ଆଇସି ଏଚ୍ଏଫ୍ଏଲ୍ର ସିଏସ୍ଆର୍ ଅଭିଯାନ
ଭୁବନେଶ୍ୱର,୧୭।୪: ଏଲ୍ଆଇସି ହାଉସିଂ ଫାଇନାନ୍ସ ଲିମିଟେଡ୍ (ଏଲ୍ଆଇସି ଏଚ୍ଏଫ୍ଏଲ୍) ପକ୍ଷରୁ ସ୍ବାସ୍ଥ୍ୟ ସ୍ବରାଜ ସୋସାଇଟିକୁ ଏକ ଆମ୍ବୁଲାନ୍ସ ପ୍ରଦାନ କରାଯାଇଛି। ବିଶେଷ କରି ଏଲ୍ଆଇସି ଏଚ୍ଏଫ୍ଏଲ୍ର କର୍ପୋରେଟ ସୋସିଆଲ ରେସପନସିବିଲିଟି (ସିଏସଆର) କାର୍ଯ୍ୟକ୍ରମ ଜରିଆରେ ଉକ୍ତ ଆମ୍ବୁଲାନ୍ସ ଦିଆଯାଇଛି। ଏପରିକି ଏଲ୍ଆଇସି…
ଏମ୍ଜିର ସ୍ମାର୍ଟ ଇଭି-କମେଟ ପ୍ରଦର୍ଶିତ
ନୂଆଦିଲ୍ଲୀ,୧୭।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଏମଜି ମୋଟର ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ସ୍ମାର୍ଟ ଇଲେକଟ୍ରିକ ଭେହିକିଲ (ଇଭି) କମେଟ’ର ଉତ୍ପାଦନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀର ଗୁଜରାଟସ୍ଥିତ ହାଲୋଲ କାରଖାନାରୁ ପ୍ରଥମ…
ଗୁଣାତ୍ମକ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱାରୋପ
ଭୁବନେଶ୍ୱର,୧୭।୪: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ ନିରାପଦ ମାତୃତ୍ୱ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡିଶା ୟୁନିଟ ଝାରସୁଗୁଡାଠାରେ ଏକ ସ୍ବାସ୍ଥ୍ୟ ସଚେତନତା ଅଧିବେଶନର ଆୟୋଜନ କରାଯାଇଥିଲା। ବିଶେଷ କରି ଗର୍ଭବତୀ ଏବଂ…
ପିଏନ୍ବି କଟକ ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ
ଭୁବନେଶ୍ୱର,୧୭।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର କଟକ ମଣ୍ଡଳ ନୂତନ ମଣ୍ଡଳ ମୁଖ୍ୟ ଭାବେ ଜଗବନ୍ଧୁ ପାଢ଼ୀ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପାଢ଼ୀ ଏହା ପୂର୍ବରୁ କୋଲକାତା ଜୋନ୍ରେ ଭିଜିଲାନ୍ସ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ଏପରିକି ୧୯୯୩ରେ ପାଢ଼ୀ…
ପାଣି ଭିତରେ ଫୁଲରେ ତିଆରି ହୋଇଛି ଭଗବାନ ଶ୍ରୀକୃଷ୍ଣଙ୍କ ଛବି, ଭିଡିଓ ଦେଖିଲେ…
ସମଗ୍ର ବିଶ୍ୱରେ କୁଶଳୀ ପ୍ରତିଭାଙ୍କର ଅଭାବ ନାହିଁ। ଅନେକ ଥର ଏହିପରି ପ୍ରତିଭା ଆଖି ସାମ୍ନାକୁ ଆସିଥାଏ, ଯାହା ବିଶ୍ୱାସ କରିବା ଆମ ପକ୍ଷେ କଷ୍ଟକର ହୋଇଥାଏ। ଅନେକ କଳାକାର ଅଛନ୍ତି,ଯେଉଁମାନେ ସେମାନଙ୍କର କଳାକୁ ନେଇ ବେଶ୍ ବିସ୍ମିତ। ସୋସିଆଲ ମିଡିଆରେ…
ୱି୨୦ ଫ୍ୟାନ୍ ଫେଷ୍ଟ ଚାଲେଞ୍ଜ
ନୂଆଦିଲ୍ଲୀ,୧୭।୪: ଦେଶର ପ୍ରମୁଖ ଟେଲିକମ୍ ବ୍ରାଣ୍ଡ୍ ୱି ପକ୍ଷରୁ ଏକ ଅଭିନବ ପ୍ରତିଯୋଗିତାର ଶୁଭାରମ୍ଭ କରାଯାଇଛି। ଏପରିକି ୱି ୨୦ ଫ୍ୟାନ୍ ଫେଷ୍ଟ ଚାଲେଞ୍ଜରେ ଅଂଶଗ୍ରହଣ କରିବା ଲାଗି କମ୍ପାନୀ ପକ୍ଷରୁ ଗ୍ରାହକମାନଙ୍କୁ ଆମନ୍ତ୍ରଣ କରାଯାଉଛି, ଯେଉଁଥିରେ ସେମାନଙ୍କୁ ପ୍ରତି ମ୍ୟାଚ୍…
କାବୁ ହେଲା ଅସୁସ୍ଥ କଲରାପତରିଆ
ନୂଆପଡ଼ା,୧୭।୪(ଡି.ଏନ୍.ଏ.): କିଛିଦିନ ଧରି ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଏଥିରୁ ଜୀବଜନ୍ତୁ ମଧ୍ୟ ବାଦ୍ ପଡ଼ି ନାହାନ୍ତି। ଜଙ୍ଗଲରେ ଆବଶ୍ୟକ ପରିମାଣର ପାଣି ମିଳୁ ନ ଥିବା କାରଣରୁ ଜୀବଜନ୍ତୁ ଅସୁସ୍ଥ ମଧ୍ୟ ହେଉଛନ୍ତି। ନୂଆପଡ଼ା ଜଙ୍ଗଲରେ ଏକ…
ଡିଜିପି କହୁଛନ୍ତି ଶାନ୍ତି, ଚାଲିଛି ଜଳାପୋଡ଼ା
ସମ୍ବଲପୁର,୧୭ା୪(ବ୍ୟୁରୋ): ହନୁମାନ ଜୟନ୍ତୀ ଉପଲକ୍ଷେ ଗତ ବୁଧବାର ସମ୍ବଲପୁର ସହରରେ ବାଇକ୍ ଶୋଭାଯାତ୍ରାବେଳେ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଥିଲା। ଶୁକ୍ରବାର ହନୁମାନ ଜୟନ୍ତୀରେ ଶୋଭାଯାତ୍ରା ଚାଲିଥିବାବେଳେ ପୁଣି ପଥରମାଡ଼, ପୋଡ଼ାଜଳା, ଭଙ୍ଗାରୁଜା ସମେତ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଫଳରେ ସେହିଦିନ…
Archives


