Home Left

୩ ଲକ୍ଷର ଓ୍ବାଟର ପ୍ୟୁରିଫାୟାର ଧରି ବୁଲୁଛନ୍ତି ଗିଲ, ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ ଦଳ ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚ ପାଇଁ ଇନ୍ଦୋରରେ ପହଞ୍ଚିଛି। ଇନ୍ଦୋର ସମ୍ପ୍ରତି ଏଠାରେ ଥିବା ଦୂଷିତ ପାଣି ଯୋଗୁ ସାରା ଭାରତରେ ଖବରରେ ରହିଛି, ଯାହା ଅନେକ ଲୋକଙ୍କ ଜୀବନ ନେଇଛି। ଏହି ପ୍ରସଙ୍ଗ ଏକ…

ସ୍କୁଲରେ ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ

ସମ୍ବଲପୁର, ୧୭।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭାବନୀୟ ଘଟଣା ଘଟିଥିବାର ସୂଚନା ମିଳିଛି। ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି ୨ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସଂଘର୍ଷରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଆହତ…

ଘର ବାହାରେ ଦେଖୁଛନ୍ତି କି ଏସବୁ ପକ୍ଷୀ, ଜାଣି ରଖନ୍ତୁ ମାଡ଼ି ଆସୁଛି ଘୋର ବିପତ୍ତି!

ଭାରତୀୟ ଜ୍ୟୋତିଷ ଶାସ୍ତ୍ରରେ ଅଶୁଭ ଶାସ୍ତ୍ରକୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଏ। ଏହା ଅନୁଯାୟୀ, ଆମ ଚାରିପାଖରେ ପଶୁ ଏବଂ ପକ୍ଷୀଙ୍କ ଗତିବିଧି ଆମକୁ ଭବିଷ୍ୟତର ଶୁଭ ଏବଂ ଅଶୁଭ ଘଟଣାର ସୂଚନା ଦିଏ। ତଥାପି, ଲୋକମାନେ ପ୍ରାୟତଃ ଏହି ସଙ୍କେତଗୁଡ଼ିକୁ…

ବିଜେଡି ନେତାଙ୍କ ସସପେଣ୍ଡ ଉପରେ ଚାଞ୍ଚଲ୍ୟକର ବୟାନ ଦେଲେ ଜୟନାରାୟଣ: କହିଲେ ମୋତେ ଦୁଃଖ ଲାଗୁଛି…

ଭୁବନେଶ୍ୱର, ୧୭।୧: ବିଜେଡି ନେତାଙ୍କ ସସପେଣ୍ଡ ନେଇ ଜୟନାରାୟଣ ମିଶ୍ର ବିସ୍ଫୋରକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ବହୁତ ଜଣଙ୍କ ମନରେ କ୍ଷୋଭ ଥିଲା। ଭାଜପା ଭାଙ୍ଗିବା ପାଇଁ ଚାହୁଁନି, ଯାହା ଚାଲିଛି ମୋତେ ଦୁଃଖ ଲାଗୁଛି। ବିଜେଡି ଆପଣା…

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ: ୬ ଗିରଫ, ଖୋଲିଲା ସ୍କୁଲ, କଲେଜ

ସୁନ୍ଦରଗଡ,୧୭।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ରେ ଘଟିଥିବା ୨ ଗୋଷ୍ଠୀ ସଂଘର୍ଷ ଘଟଣାରେ ଟାଉନଥାନା ପୋଲିସ ଶୁକ୍ରବାର ରାତିରେ ଉଭୟ ପକ୍ଷରୁ ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗୁରୁବାର ପ୍ରଶାସନ ପକ୍ଷରୁ ଶାନ୍ତି କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି କ୍ରମେ…

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଉପରେ ନିଶା ମହାରଣା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଜାନୁଆରୀ ୧୨ରେ ବଲାଙ୍ଗୀର…

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା ପରି ଛେଳି ପାଇଁ ବି ଓଡ଼ିଶା ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ ଉପରେ…

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ ବିଳାସପୂର୍ଣ୍ଣ ବଙ୍ଗଳା ଅଛି ଏବଂ ଏବେ ସେଠାରେ ସେ ଜମିରେ ଅର୍ଥ ବିନିଯୋଗ କରିଛନ୍ତି।…

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି । ଏହି ଅଭିଯାନରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ତୁରୁମୁଙ୍ଗାର ତାପସ ସାହୁ, ସିପୁ ସାହୁ…

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ ଯାହା ଆଜି ମଧ୍ୟ ଆଲୋଚନା ହେଉଛି। ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ ୨୦୨୬ ବର୍ଷର ଏକ…

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ୮୦୦ ରୁ ଅଧିକ ରାଜନୈତିକ କଏଦୀଙ୍କ ମୃତ୍ୟୁଦଣ୍ଡକୁ ବାତିଲ କରିଛି,…

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା ପ୍ରାଧାନ୍ୟ ଭାଙ୍ଗିଛି। ପୁଣେରେ ମଧ୍ୟ ଭାଜପା ଏକ ବଡ଼ ବିଜୟ ହାସଲ କରିଛି, ଯେଉଁଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri