ସିନ୍ଧୁ, ଶ୍ରୀକାନ୍ତ, ପ୍ରଣୟ କ୍ୱାର୍ଟରଫାଇନାଲରେ
କୁଆଲାଲମ୍ପୁର, ୨୫ା୫ :ଭାରତର ଷ୍ଟାର ବ୍ୟାଡ୍ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ, ଏଚ.ଏସ୍ ପ୍ରଣୟ ଓ କିଡାମ୍ବି ଶ୍ରୀକାନ୍ତ ମାଲେସିଆ ମାଷ୍ଟର୍ସ ସୁପର ୫୦୦ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଡବଲ ଅଲିମ୍ପିକ ପଦକ ବିଜେତା ୬ଷ୍ଠ ସିଡ୍ ସିନ୍ଧୁ ମହିଳା…
ନବ ଦାସ ହତ୍ୟା ମାମଲା: ଆଜି ଦାଖଲ ହୋଇପାରେ ଚାର୍ଜଶିଟ୍
ଭୁବନେଶ୍ୱର,୨୬ା୫(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ସୋମବାର ଚାର୍ଜଶିଟ୍ ଦାଖଲ ହୋଇପାରେ। ଏଥିପାଇଁ କ୍ରାଇମବ୍ରାଞ୍ଚ ଟିମ୍ ଭୁବନେଶ୍ବରରୁ ଝାରସୁଗୁଡ଼ା ଅଭିମୁଖେ ଯାଇ ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟରେ ଚାର୍ଜଶିଟ୍ ଦାଖଲ କରିବ। ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ…
ଜାପାନକୁ ୩-୧ରେ ପରାସ୍ତକଲା ଭାରତ
ନୂଆଦିଲ୍ଲୀ,୨୬ା୫: ଜୁନିୟର ଏସିଆ କପ୍ ହକିରେ ଜାପାନକୁ ୩-୧ରେ ପରାସ୍ତ କରିଛି ଭାରତ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ୦-୧ରେ ପଛୁଆ ରହିବା ପରେ ଭାରତୀୟ ଖେଳାଳି ଚମତ୍କାର ପ୍ରତ୍ୟାବର୍ତ୍ତନ କରି ମ୍ୟାଚକୁ ସହଜରେ ଜିତି ନେଇଥିଲେ। ଭାରତ ପକ୍ଷରୁ…
ସବୁ ଜିଲାରେ ନିର୍ମାଣ ହେବ ଅଡିଟୋରିୟମ, କଲ୍ୟାଣମଣ୍ଡପ
ଭୁବନେଶ୍ୱର,୨୬ା୫(ବ୍ୟୁରୋ): ପ୍ରତ୍ୟେକ ଜିଲାରେ ଅଡିଟୋରିୟମ୍ ଏବଂ କଲ୍ୟାଣ ମଣ୍ଡପ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ବିଭାଗର କାର୍ଯ୍ୟ ସମୀକ୍ଷା ପରେ ଗୁରୁବାର ଖବରଦତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ। ମନ୍ତ୍ରୀ…
ବେଲ୍ଜିୟମକୁ ଭେଟିବ ଭାରତ
ଲଣ୍ଡନ,୨୬ା୫: ପ୍ରୋ ହକି ଲିଗ୍ର ୟୁରୋପ ଚରଣ ଶୁକ୍ରବାର ଆରମ୍ଭ ହେବ। ପ୍ରଥମ ମ୍ୟାଚରେ ଭାରତ ବିଶ୍ୱ ଚାମ୍ପିୟନ ବେଲ୍ଜିୟମକୁ ଭେଟିବ। ୧୯ ପଏଣ୍ଟ ସହିତ ଭାରତ ପ୍ରୋ ହକି ଲିଗ୍ ପଏଣ୍ଟ ଟେବୁଲରେ ଏକ ନମ୍ବର ସ୍ଥାନରେ ରହିଛି। ଭାରତ…
ଆଇପିଏଲ୍ ପରେ ଏସିଆ କପ୍ ଭେନ୍ୟୁ ସମ୍ପର୍କରେ ନିଷ୍ପତ୍ତି
ନୂଆଦିଲ୍ଲୀ, ୨୫ା୫: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଫାଇନାଲ ପରେ ଏସିଆ କପ୍ କ୍ରିକେଟର ଭେନ୍ୟୁ ସମ୍ପର୍କରେ ନିଷ୍ପିତ୍ତି ନିଆଯିବ। ଫାଇନାଲକୁ ଏସିଆନ କ୍ରିକେଟ କାଉନ୍ସିଲ (ଏସିସି)ର ଉଚ୍ଚପଦଧିକାରୀମାନଙ୍କୁ ଆମନ୍ତ୍ରିତ କରାଯାଇଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ…
ରଗ୍ବୀ ସେମିରେ କିଟ୍ ମହିଳା, ପୁରୁଷ ଦଳ
ଭୁବନେଶ୍ୱର, ୨୬ା୫ (ସ୍ପୋଟର୍ସ ବ୍ୟୁରୋ): ଉତ୍ତର ପ୍ରଦେଶର ବିଭିନ୍ନ ସହରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ରଗ୍ବୀ ବିଭାଗରେ କିଟ୍ ବିଶ୍ୱବିଦ୍ୟାଳୟର ମହିଳା ଓ ପୁରୁଷ ଦଳ ସେମି ଫାଇନାଲରେ ପ୍ରବେଶ କରିଛନ୍ତି। ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ)…
ମେ’ ୨୮ରୁ ଡିଜିଟାଲ ଅସହଯୋଗ ପାଇଁ ଚେତାବନୀ
ଭୁବନେଶ୍ୱର,୨୬ା୫(ବ୍ୟୁରୋ):ଦୀର୍ଘ ଦିନର ଦାବି ପୂରଣ ହେଉ ନ ଥିବାରୁ ଓଡ଼ିଶା ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି। ସେମାନଙ୍କ ଦାବି ପ୍ରତି ସରକାର କର୍ଣ୍ଣପାତ ନ କଲେ ଆସନ୍ତା ୨୮ରୁ ସେମାନେ ପ୍ରାଣୀ…
ଜୁନ୍ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ ନ ହେଲେ ଉତ୍ତରଦାୟୀ ରହିବେ ମୁଖ୍ୟଯନ୍ତ୍ରୀ
ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି। ଲୋକସେବା ଭବନ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ…
ଗୋପରୁ ପ୍ରାକୃତିକ ଗ୍ୟାସ ସନ୍ଧାନ ମିଳିବା ଘଟଣା: ମେଶିନରେ ପଥର ବାଜିବାରୁ ଖନନ ବନ୍ଦ
ଗୋପ,୨୬।୫(ଡି.ଏନ୍.ଏ.): ପୁରୀ ଜିଲା ଗୋପ ପଞ୍ଚାୟତର କୁଶୁପୁରୁ ଗ୍ରାମ ନିକଟରୁ ବାହାରିବାକୁ ଥିବା ପ୍ରାକୃତିକ ଗ୍ୟାସ ସନ୍ଧାନ ଏବେ ଆଶା ମଉଳିଛି। ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ କରାଯାଉଥିବା ସେସମିକ ସର୍ଭେରେ ଖନନ ପାଇଁ ଲଗାଯାଇଥିବା ରିଗ୍ ମେଶିନରୁ ବହୁ ତଳ…
ଏଏଚ୍ଏଲ୍ର ବାର୍ଷିକ ଫଳାଫଳ
ଭୁବନେଶ୍ୱର,୨୬।୫: ଦେଶର ପ୍ରମୁଖ ଅର୍ଥ ଲଗାଣକାରୀ ଘରୋଇ ସଂସ୍ଥା ଆବାନ୍ସ ହୋଲ୍ଡ୍ସିଂ ଲିମିଟେଡ୍(ଏଏଚ୍ଏଲ୍)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ସହ ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି…
ଗତି ବାଇକ୍ ଏକ୍ସପ୍ରେସ୍ର ଶୁଭାରମ୍ଭ
ଭୁବନେଶ୍ୱର,୨୬।୫: ଦେଶର ପ୍ରମୁଖ ଲଜିଷ୍ଟିକ୍ସ ସେବା ପ୍ରଦାନକାରୀ ସଂସ୍ଥା ଗତି ଲିମିଟେଡ୍ ପକ୍ଷରୁ ଏକ ଅଭିନବ ସେବା ‘ଗତି ବାଇକ୍ ଏକ୍ସପ୍ରେସ୍’ର ଶୁଭାରମ୍ଭ କରାଯାଇଛି। ବିଶେଷକରି ସ୍ବତନ୍ତ୍ର ଭାବେ ପରିକଳ୍ପିତ ଓ ସମ୍ପୂର୍ଣ୍ଣ ସୁରକ୍ଷିତ, ନିରାପଦ ଏବଂ ଗ୍ରାହକଙ୍କୁ ଅନ୍ ଟାଇମ୍…
Archives


