ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍ଜିଏନ୍ଆର୍ଇଜିଏସ୍ରେ ଅନିୟମିତତା ଅଭିଯୋଗ
ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ ଗ୍ରାମର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍) କାମରେ ମୃତ ରାଉତ…
କଳିଯୁଗରେ ରାହୁଙ୍କ ରାଜ୍, ୪ରାଶିଙ୍କୁ ମିଳିବ ଜବରଦସ୍ତ ଲାଭ…
ପ୍ରାଚୀନ ଶାସ୍ତ୍ରଗୁଡ଼ିକରେ ମୋଟ ଚାରୋଟି ଯୁଗର ଉଲ୍ଲେଖ ଅଛି, ଯେଉଁଥିରୁ ଗୋଟିଏ ହେଉଛି କଳିଯୁଗ (କଳିଯୁଗ)। ସତ୍ୟ ଯୁଗ, ତ୍ରେତୟା ଯୁଗ ଏବଂ ଦ୍ୱାପର ଯୁଗ ପରେ କଳିଯୁଗ ଆସୁଛି, ଯାହା ବର୍ତ୍ତମାନ ଚାଲିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ରରେ କୁହାଯାଇଛି ଯେ…
ମୁମ୍ବାଇ ଟିମକୁ ବଡ଼ ଝଟକା, ହଠାତ ରଣଜୀ ଟ୍ରଫିରୁ ଓହରିଗଲେ ଅଜିଙ୍କ୍ୟ ରାହାଣେ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୭।୧: ମୁମ୍ବାଇର ଅଭିଜ୍ଞ ବ୍ୟାଟସମ୍ୟାନ ଅଜିଙ୍କ୍ୟ ରାହାଣେ ରଣଜୀ ଟ୍ରଫିରେ ଖେଳିବେ ନାହିଁ। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (ଏମସିଏ)କୁ ସୂଚନା ଦେଇଛନ୍ତି ଯେ ସେ ବ୍ୟକ୍ତିଗତ କାରଣରୁ ଏହି ସିଜିନରେ ବାକି ଥିବା ରଣଜୀ ଟ୍ରଫି ମ୍ୟାଚ ଖେଳିବେ ନାହିଁ।…
ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…
ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ମରଣାନ୍ତକ ଆକ୍ରମଣ କରିଛି। ଘଟଣା ପରେ ସ୍ବାମୀ ଫେରାର ହୋଇଯାଇଛନ୍ତି। ପରେ ପୋଲିସ…
ମହାରାଷ୍ଟ୍ରର ‘ଧୁରନ୍ଧର’ ପାଲଟିଲେ ଦେବେନ୍ଦ୍ର ଫଡନଭିସ, ଚାରିଆଡେ ଛାଇଗଲା ପୋଷ୍ଟର
ମୁମ୍ବାଇ,୧୭।୧: ଦେଶର ସର୍ବବୃହତ ନଗର ନିଗମ, ବୃହନମୁମ୍ବାଇ ନଗର ନିଗମ (BMC) ପାଇଁ ନିର୍ବାଚନ ଫଳାଫଳ ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଭାଜପା ମୁମ୍ବାଇରେ ଏକକ ବୃହତ ଦଳ ଭାବରେ ଉଭା ହୋଇ ନିଜର ରାଜନୈତିକ ଶକ୍ତି ପ୍ରଦର୍ଶନ…
ଗୋ ମାଫିଆଙ୍କ ପାଖରେ ଏତେ ଟଙ୍କା! ୮ ସ୍ଥାନରେ ଏକକାଳୀନ ଚଢାଉ ଜାରି, ଜବତ ହେଲା…
ଆନନ୍ଦପୁର, ୧୭।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଏସପିଙ୍କ ନେତୃତ୍ୱରେ ୪୬ଟି ଟିମ ଜିଲା ତଥା ଜିଲା ବାହାରର ବିଭିନ୍ନ ଗୋ ମାଫିଆଙ୍କ ଉପରେ ଚଢାଉ ଜାରି ରଖିଛନ୍ତି। ଏହି କ୍ରମରେ କେନ୍ଦୁଝର ଜିଲାରେ ୮ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି…
‘ଅତି କମରେ ୧ କୋଟି ଲୋକଙ୍କ ଜୀବନ ବଞ୍ଚିଗଲା’, ଶହବାଜ ସରିଫଙ୍କ ନାଁ ନେଇ ଭାରତ-ପାକିସ୍ତାନ ଯୁଦ୍ଧ ବିରତିର କ୍ରେଡିଟ ନେଉଛନ୍ତି ଟ୍ରମ୍ପ
ଫ୍ଲୋରିଡା/ନୂଆଦିଲ୍ଲୀ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସାମରିକ ସଂଘର୍ଷ ରୋକିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି, ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବଞ୍ଚାଇଛନ୍ତି। ସେ ଫ୍ଲୋରିଡାରେ ଏକ କାର୍ଯ୍ୟକ୍ରମରେ…
ମଥାରେ ଚନ୍ଦନ ଲେପ, ମନରେ ଅପାର ଭକ୍ତି, ଭୋର ୪ଟାରୁ ଉଠି ମହାକାଳଙ୍କ ଭଷ୍ମ ଆରତୀରେ ସାମିଲ ହେଲେ ବିରାଟ
ନୂଆଦିଲ୍ଲୀ,୧୭।୧: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ବର୍ତ୍ତମାନ ତାଙ୍କ କ୍ୟାରିୟରର ଶେଷ ପର୍ଯ୍ୟାୟରେ ଅଛନ୍ତି। ଗତ କିଛି ବର୍ଷ ମଧ୍ୟରେ, ସେ ତାଙ୍କ କ୍ରିକେଟ କାମ ଅପେକ୍ଷା ତାଙ୍କ ଭକ୍ତି ପାଇଁ ଅଧିକ ଚର୍ଚ୍ଚାରେ ଅଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ…
ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…
ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ସୂଚନା ଅନୁଯାୟୀ, ବ୍ରିଜ ତଳୁ ଉଦ୍ଧାର କରଯାଇଥିବା ମୃତ ଯୁବକ ଜଣକ ହେଲେ…
ବିବାହ କରିବାକୁ ମନା କଲେ ଝିଅ, ବରଯାତ୍ରୀ ନେଇ ସିଧା ପୋଲିସ ଷ୍ଟେଶନରେ ପହଞ୍ଚିଲେ ବର, ଆଉ ତା’ପରେ…
ନୂଆଦିଲ୍ଲୀ,୧୭।୧: ବିବାହ କରିବାକୁ କନ୍ୟା ପକ୍ଷ ମନା କରିବାରୁ ବରଯାତ୍ରୀ ନେଇ ପୋଲିସ ଷ୍ଟେଶନରେ ସିଧା ପହଞ୍ଚିଗଲେ ବର। ଏଭଳି ଘଟଣା ପଞ୍ଜାବର ଯମୁନାନଗର ଅଞ୍ଚଳରେ ଘଟିଛି। ପୋଲିସ ସେମାନଙ୍କୁ ଫେରିବାକୁ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ବର ପକ୍ଷ କନ୍ୟାକୁ…
ରାଜ୍ୟର ସବୁ ଥଣ୍ଡା ସହର ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ
ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଚଳିତ ଶୀତ ଋ଼ତୁରେ ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଓ ଶୀତଳତମ ସହର କନ୍ଧମାଳ ଜିଲାର ଜି.ଉଦୟଗିରି। ହାଡ଼ଭଙ୍ଗା ଶୀତରେ ଥରୁଛି ସମଗ୍ର ଅଞ୍ଚଳ। ବେଶି ପ୍ରଭାବିତ ଆଭ୍ୟନ୍ତରୀଣ ଅଞ୍ଚଳ ତଥା ପାହାଡ଼ ଜଙ୍ଗଲ ନିକଟରେ…
ଦେବୀ ପ୍ରସାଦଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଛୁଟିଲା ଶୁଭେଚ୍ଛାର ସୁଅ
ରାଇକିଆ,୧୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ବିଜୁ ଜନତା ଦଳର ନୂତନ ଭାବେ ନଗର ଏବଂ ବ୍ଲକ ସଭାପତିଙ୍କ ନାମ ଘୋଷଣା କରାଯାଇଛି । ବିଜୁ ଜନତା ଦଳର ଏହି ନୂତନ ସଭାପତି ତାଲିକାରେ ରାଇକିଆ ବ୍ଲକ ବିଜୁ ଜନତା ଦଳ ସଭାପତି…
Archives


