Home Left

କ୍ୱାର୍ଟର ଫାଇନାଲରେ ମୁକ୍ତେଶ୍ୱର

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର (୧୬ ବର୍ଷରୁ କମ୍‌) କ୍ରିକେଟ ଟୁର୍ନାମେଣ୍ଟର ୬ଷ୍ଠ ପ୍ରି-କ୍ୱାର୍ଟର ଫାଇନାଲ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହିଦ ସ୍ପୋର୍ଟିଂକୁ…

ପୁଣି ଭାଙ୍ଗିଲା ୫-ଟି ସ୍କୁଲ ପାଚେରି

ନରସିଂହପୁର,୨୫ା୫(ସ୍ବ.ପ୍ର.): ନରସିଂହପୁର ସଦର ମହକୁମାରେ ଥିବା ସର୍ବପୁରାତନ ଅନନ୍ତ ନାରାୟଣ ଉଚ୍ଚ ବିଦ୍ୟାଳୟ ୫-ଟି ରୂପାନ୍ତରିତ କରାଯାଇଛି। ସାମାନ୍ୟ ବର୍ଷାରେ ସ୍କୁଲର ସମ୍ମୁଖ ଭାଗ ୩୦ ମିଟର ଲମ୍ବା ପାଚେରି ବୁଧବାର ଭୁଶୁଡ଼ି ପଡ଼ିଛି। ଦୀର୍ଘବର୍ଷର ପୁରୁଣା ପାଚେରିରେ ଠିକାଦାର ରଙ୍ଗ…

ଉତ୍ତର ପ୍ରଦେଶ, ଝାଡ଼ଖଣ୍ଡ ବିଜୟୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୫।୫: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଚାଲିଥିବା ଜାତୀୟ ସବ୍‌ଜୁନିୟର ପୁରୁଷ ହକିର ବୁଧବାର ଅନୁଷ୍ଠିତ ମ୍ୟାଚରେ ଉତ୍ତର ପ୍ରଦେଶ ଓ ଝାଡ଼ଖଣ୍ଡ ଦଳ ବିଜୟୀ ହୋଇଛି। ଦିବସର ପ୍ରଥମ ମ୍ୟାଚରେ ଉତ୍ତର ପ୍ରଦେଶ ୫-୦…

ସୂଚନା ଓ ଲୋକସମ୍ପର୍କ ବିଭାଗ ରନରଅପ୍‌

ଭୁବନେଶ୍ୱର, ୨୫।୫ (ସ୍ପୋଟର୍‌ସ ବ୍ୟୁରୋ): ଇସ୍ପାତ ଓ ଖଣି ବିଭାଗ ଦ୍ୱାରା ଆୟୋଜିତ ଆନ୍ତଃବିଭାଗୀୟ ସଚିବାଳୟ କ୍ରିକେଟ ଟୁର୍ନାମେଣ୍ଟରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଚାମ୍ପିୟନ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କ୍ରିକେଟ ଦଳ ରନରଅପ୍‌ ହୋଇଛି…

ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ଅନ୍‌ଲାଇନ୍‌ ଠକ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସେକେଣ୍ଡ୍‌ ହ୍ୟାଣ୍ଡ୍‌ ହେଲେ ମଧ୍ୟ କମ୍‌ ଦାମ୍‌ରେ ଏକ ନମ୍ବର କ୍ୱାଲିଟିର ଜିନିଷ ମିଳିବ। ଟଙ୍କା ଦେଲେ ସହଜରେ ଘରେ ପହଞ୍ଚତ୍ବ ସାମଗ୍ରୀ। ଟ୍ରାନ୍ସପୋର୍ଟେଶନ ମାଗଣା। ଭୁବନେଶ୍ୱର, କଟକ ସହ ରାଜ୍ୟର ଯେଉଁଠି କହିବେ ସେଠାରେ ଜିନିଷ ସୁରକ୍ଷିତ ଭାବେ…

ଦ୍ୱିତୀୟ ରାଉଣ୍ଡରେ ସିନ୍ଧୁ, ଶ୍ରୀକାନ୍ତ

କୁଆଲାଲମ୍ପୁର,୨୫ା୫(ପି.ଟି.): ମାଲେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି ପି.ଭି. ସିନ୍ଧୁ ଓ କିଡାମ୍ବୀ ଶ୍ରୀକାନ୍ତ। ମହିଳା ସିଙ୍ଗଲ୍ସରେ ବୁଧବାର ଷଷ୍ଠ ସିଡେଡ୍‌ ସିନ୍ଧୁ କଡା ସଂଘର୍ଷପୂର୍ଣ୍ଣ ମୁକାବିଲାରେ ଡେନ୍‌ମାର୍କର ଲାଇନ୍‌ କ୍ରିଷ୍ଟୋଫରସେନଙ୍କୁ ପରାସ୍ତ କରିଥିଲେ। ୧ ଘଣ୍ଟା…

ଭାଲେନ୍ସିଆକୁ ୪୦ ଲକ୍ଷ ଜରିମାନା

ମାଡ୍ରିଡ୍‌,୨୫ା୫(ପି.ଟି.): ସ୍ପାନିସ୍‌ ଲିଗ୍‌ ଫୁଟବଲରେ ବ୍ରାଜିଲର ଫରଓ୍ବାର୍ଡ ଖେଳାଳି ଭିନିସିୟସ୍‌ ଜୁନିୟରଙ୍କ ପ୍ରତି ଜାତିଆଣ ଆକ୍ଷେପ ମାମଲାରେ ପୋଲିସ ଆଉ ୩ ଜଣଙ୍କୁ ଗିରଫ କରିଛି। ଏହା ସହିତ ଫୁଟବଲ୍‌ କ୍ଲବ ଭାଲେନ୍ସିଆ ଉପରେ ୪୫ ହଜାର ୟୁରୋ ବା ଭାରତୀୟ…

ବିକାଶରେ ବାଧକ ଜବରଦଖଲ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସହରର ଅନ୍ୟତମ ମୁଖ୍ୟ ଡ୍ରେନ୍‌ ନଂ.୧୦ର ବିକାଶ ଓ ପୁନରୁଦ୍ଧର କାର୍ଯ୍ୟ ବିଏମ୍‌ସି ଦ୍ୱାରା କରାଯାଉଛି। ମୁକ୍ତା ଯୋଜନାରେ ଏସ୍‌ଏଚ୍‌ଜି ମହିଳାଙ୍କୁ ଏହାର ଦାୟିତ୍ୱ ଦିଆଯାଇଛି। ମୁଖ୍ୟ ନାଳରେ ପ୍ରାକୃତିକ ଉପାୟରେ କିପରି ଜଳ ପରିଚାଳନା ସହ ଏହାର ଆଖପାଖର…

କୋଚ୍‌ ନିଯୁକ୍ତ କଲା ଓସିଏ

ଭୁବନେଶ୍ୱର,୨୫ା୫ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ (ଓସିଏ) ପକ୍ଷରୁ ଏହାର ପୁରୁଷ ଓ ମହିଳା ଦଳ ପାଇଁ କୋଚଙ୍କ ନାମ ଘୋଷଣା କରାଯାଇଛି। ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ତଥା ନିର୍ଦ୍ଦେଶକ ଦୀନେଶ ମୋଙ୍ଗିଆ ଓ ବୈଷୟିକ ନିର୍ଦ୍ଦେଶକ…

କିଟ୍‌ ମହିଳା, ପୁରୁଷ ଦଳର ବିଜୟ ଅଭିଯାନ

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ବିଭିନ୍ନ ସହରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ରଗ୍‌ବୀ ବିଭାଗରେ କିଟ୍‌ ବିଶ୍ୱବିଦ୍ୟାଳୟର ମହିଳା ଓ ପୁରୁଷ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ…

ସାକ୍ଷୀଗୋପାଳ, କାଳୁପଡ଼ା ଘାଟରେ ଅଟକିବ ୩ ଟ୍ରେନ୍‌

ପୁରୀ ଅଫିସ,୨୫ା୫: ପୁରୀ ଚାରିଧାମ ମଧ୍ୟରେ ଅନ୍ୟତମ ପ୍ରମୁଖ ଧାମ। ପ୍ରତ୍ୟେକ ଦିନ ଲକ୍ଷାଧିକ ଭକ୍ତ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଖପାଖ ଅଞ୍ଚଳରେ ଥିବା ଦର୍ଶନୀୟ ସ୍ଥାନ ଭ୍ରମଣ କରିଥାନ୍ତି। ପୁରୀ ଜିଲାର ସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ…

ନୋକିଆ ସି ୩୨ ଉନ୍ମୋଚିତ

ଭୁବନେଶ୍ୱର,୨୫।୫: ଏଚ୍‌ଏମ୍‌ଡି ଗ୍ଲୋବାଲ ପକ୍ଷରୁ ନୋକିଆ ସି ୩୨କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଡି ଗ୍ଲୋବାଲର ଭିପି-ଭାରତ ଓ ଏପିଏସି ରବି କନ୍‌ୱର କହିଛନ୍ତି, ନୋକିଆ ସି୩୨କୁ ଉନ୍ମୋଚନକରି ଆମେ ବେଶ୍‌ ଉତ୍ସାହିତ ଅଛୁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri