ରେଳ ଚଳାଚଳ ଅଢ଼େଇ ଘଣ୍ଟା ବ୍ୟାହତ
କଟକ ଅଫିସ,୧୫।୪: ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍ (୧୨୮୯୧)ରେ ଶୁକ୍ରବାର ଯାନ୍ତ୍ରିକ ତ୍ରୁଟି ଯୋଗୁ ପ୍ରାୟ ଅଢ଼େଇ ଘଣ୍ଟା ଧରି ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। କଟକ ରେଳଷ୍ଟେଶନର ୫ ନମ୍ବର ପ୍ଲାଟଫର୍ମରେ ଗାଡ଼ିଟି ଅଟକି ରହିବା ହେତୁ ଅପ୍ ଲାଇନ୍ରେ…
କୋଲାବ ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ୩ ଜଣଙ୍କ ମୃତଦେହ ଜବତ
କୋରାପୁଟ,୧୫।୪(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକର ରାଜପୁଟ ପଞ୍ଚାୟତର କୋଲାବ ଜଳଭଣ୍ଡାରେ ଗୁରୁବାର ଅପରାହ୍ନରେ ଏକ ଦେଶୀଡଙ୍ଗା ବୁଡ଼ି ଘଟଣାରେ ନିଖୋଜ ଥିବା ୪ ଜଣଙ୍କ ମଧ୍ୟରୁ ରାତିରେ ବବିତା ହନ୍ତାଳଙ୍କ ମୃତଦେହ ମିଳିଥିଲା। ଅନ୍ୟ ନିଖୋଜମାନଙ୍କୁ ଉଦ୍ଧାର କରିବା ଲାଗି…
ଓଡ଼ିଶାର ୩୯ ସହରରେ ଜିଓ ଫାଇବର
ନୂଆଦିଲ୍ଲୀ,୧୫।୪: ହାଇ ସ୍ପିଡ୍ ବ୍ରଡ୍ବ୍ୟାଣ୍ଡ୍ ସେବା ପ୍ରଦାନକାରୀ ଜିଓ ଫାଇବର ବର୍ତ୍ତମାନ ଓଡ଼ିଶାର ୩୯ରୁ ଅଧିକ ସହର ଓ ନଗରରେ ଉପଲବ୍ଧ। ନିକଟରେ ବାରିପଦା, ଉମରକୋଟ୍, ପାରଳାଖେମୁଣ୍ଡି ଓ ସୋନପୁର ଭଳି ସହରର ପ୍ରମୁଖ ଅଞ୍ଚଳରେ ଜିଓ ଫାଇବର ବ୍ରଡ୍ବ୍ୟାଣ୍ଡ୍ ସେବାର…
ଡକାୟତି ଘଟଣାରେ ଦୋଷୀଙ୍କୁ ୭ ବର୍ଷ କାରାଦଣ୍ଡ
କେନ୍ଦୁଝର,୧୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଞ୍ଚଳର ଏକ ଡକାୟତି ମାମଲାର ବିଚାର କରି କେନ୍ଦୁଝର ସିଜେଏମ ରଞ୍ଜୁଲତା ଲେଙ୍କା ଜଣେ ଦୋଷୀଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୧୪ ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ…
ଟାଟା ପାଓ୍ବାର ଡିସ୍କମ୍ଗୁଡ଼ିକୁ ଶ୍ରେଷ୍ଠ ରେଟିଂ
ନୂଆଦିଲ୍ଲୀ,୧୫।୪: ଦେଶର ପ୍ରମୁଖ ଘରୋଇ ଶକ୍ତି ବିତରଣ କମ୍ପାନୀ ଟାଟା ପାଓ୍ବାରକୁ ଜାତୀୟ ସ୍ତରରେ ଶ୍ରେଷ୍ଠ ବିତରଣ ସଂସ୍ଥାର ସ୍ବୀକୃତି ପ୍ରଦାନ କରାଯାଇଛି। ବିଶେଷ କରି ପାୱାର ଫାଇନାନ୍ସ କର୍ପୋରେଶନ ଜରିଆରେ କରାଯାଇଥିବା ସର୍ଭେ ସହ କେନ୍ଦ୍ର ସରକାରଙ୍କ ଶକ୍ତି ମନ୍ତ୍ରଣାଳୟ…
ଯାଜପୁରରେ ଗାଡ଼ି, ଗଜପତିରୁ ଆସିଲା ଚାଲାଣ
ବ୍ରହ୍ମବରଦା,୧୫୪(ଡି.ଏନ.ଏ.): ରାଜ୍ୟରେ ଦିନକୁଦିନ ବଢ଼ିଚାଲିଛି ଚୋରି ଓ ରାହାଜାନି। ଦୁଇଚକିଆ ଯାନର ଅହେତୁକ ବୃଦ୍ଧି ଯୋଗୁ କିଛିଲୋକ ନିଶା କାରବାର ଓ ଅସାମାଜିକ କାର୍ଯ୍ୟରେ ବ୍ୟବହାର କରୁଛନ୍ତି ଅନ୍ୟ ଗାଡ଼ିର ନମ୍ବର ପ୍ଲେଟ୍ ଏବଂ ଚୋରାଗାଡ଼ି। ଏହିପରି ଏକ ଘଟଣା ଦେଖିବାକୁ…
ଟିଭିଏସ୍ ୟୁରୋଗ୍ରିପ୍ର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୧୫।୪: ଦେଶର ପ୍ରମୁଖ ଦୁଇ ଓ ତିନିଚକିଆ ଯାନର ଟାୟାର ବ୍ରାଣ୍ଡ୍ ଟିଭିଏସ୍ ୟୁରୋଗ୍ରିପ୍ର ନୂତନ ଉତ୍ପାଦ ନିକଟରେ ସର୍ବଭାରତୀୟ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଇପିଏଲ୍ ଟିମ୍ ସିଏସ୍କେ ଅଧିନାୟକ ଏମ୍.ଏସ୍. ଧୋନୀ ଓ ଅନ୍ୟ ସିଏସ୍କେ ଖେଳାଳି ସମ୍ମାନିତ…
ରିଅଲ୍ମି ନାର୍ଜୋ ଏନ୍ ୫୫ ଉନ୍ମୋଚିତ
ନୂଆଦିଲ୍ଲୀ,୧୫।୪: ସ୍ମାର୍ଟଫୋନ୍ ବ୍ରାଣ୍ଡ୍ ରିଅଲ୍ମିର ନାର୍ଜୋ ଏନ୍୫୫ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୬୪ଏମ୍ପି କ୍ୟାମେରା ଓ ୩୩ ୱାଟ୍ ଚାର୍ଜିଂକୁ ସୁଲଭ ମୂଲ୍ୟରେ ପ୍ରଦାନ କରୁଛି। ଏଥିରେ ମିନି କ୍ୟାପ୍ସୁଲ ଫିଚର ମଧ୍ୟ ରହିଛି, ଯାହା ୩ଟି…
ସମ୍ବଲପୁରରେ ଟ୍ରେଣ୍ଡ୍ସ ମ୍ୟାନର ଏକ୍ସକ୍ଲୁସିଭ ଆଉଟ୍ଲେଟ
ନୂଆଦିଲ୍ଲୀ,୧୫।୪: ରିଲାଏନ୍ସ ରିଟେଲର ପ୍ରମୁଖ ବ୍ରାଣ୍ଡ୍ ଟେଣ୍ଡ୍ସର ସ୍ବତନ୍ତ୍ର ଷ୍ଟୋର ଟ୍ରେଣ୍ଡ୍ସ ମ୍ୟାନ୍ ଏବଂ ଟ୍ରେଣ୍ଡ୍ସ ଓମ୍ୟାନ୍ ଆଉଟ୍ଲେଟ ନିକଟରେ ଉଦ୍ଘାଟିତ ହୋଇଯାଇଛି। ବିଶେଷ କରି ଓଡ଼ିଶା ବଜାରରେ ବ୍ରାଣ୍ଡ୍ର ଉକ୍ତ ଷ୍ଟୋରଗୁଡିକ ଖୋଲିଥିବା ଜଣାପଡ଼ିଛି। ଏପରିକି ସମ୍ବଲପୁର ସହରରେ ଟ୍ରେଣ୍ଡ୍ସ…
ଭିଜିଲାନ୍ସ ବ୍ୟୁରୋରେ ହାଜର ହେଲେ ଚନ୍ନି
ଚଣ୍ଡିଗଡ଼, ୧୫ା୪: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନି ଶୁକ୍ରବାର ଭିଜିଲାନ୍ସ ବ୍ୟୁରୋରେ ହାଜର ହୋଇଛନ୍ତି। ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଦୀର୍ଘ ସମୟ ଧରି ଜେରା କରିଥିଲେ। ସମ୍ପୂର୍ଣ୍ଣ ରାଜନୈତିକ ଉଦ୍ଦେଶ୍ୟ ରଖି…
ପ୍ରାଣୀ-ମଣିଷ ସଂଘର୍ଷ କରାଇବ ଜଳବାୟୁ ପରିବର୍ତ୍ତନ
ନୂଆଦିଲ୍ଲୀ, ୧୫।୪: ଜଳବାୟୁ ପରିବର୍ତ୍ତନ ଫଳରେ ଜଙ୍ଗଲରେ ନିଆଁ ଲାଗିବା ସାଙ୍ଗକୁ ବନସ୍ପତି ମାତ୍ରା କମିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲରେ ବାସ କରୁଥିବା ଜୀବଙ୍କ ଉପରେ ପଡ଼ିଛି। ଜଙ୍ଗଲ କ୍ଷୟ ଯୋଗୁ ପଶୁ ଖାଦ୍ୟ ଓ ବାସ ଅନ୍ବେଷଣରେ…
କେମୋଥେରାପି ବେଳେ ପୁଟିନ୍ଙ୍କୁ ହତ୍ୟା କରିବେ ନିଜ ଲୋକ
ମସ୍କୋ,୧୫।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ କର୍କଟ ରୋଗ ପାଇଁ କେମୋଥେରାପି ନେଉଛନ୍ତି। ଏହି ଚିକିତ୍ସା ବେଳେ ତାଙ୍କୁ ନିଜ ଲୋକ ହତ୍ୟା କରିପାରନ୍ତି। ପେଣ୍ଟାଗନ୍ ଡକ୍ୟୁମେଣ୍ଟରେ ଏ ସମ୍ପର୍କିତ ଯୋଜନାର ପ୍ରଘଟ ହୋଇଛି। ‘ଟପ୍ ସିକ୍ରେଟ୍’ ଭାବେ ବର୍ଗୀକୃତ ଉକ୍ତ…
Archives


