Home Left

ସାତକୋଶିଆ କ୍ଷତ ଦେଖିଲେ ଟ୍ରିବ୍ୟୁନାଲ

ଅନୁଗୋଳ ଅଫିସ,୨୫ା୫: ଛତିଶଗଡ଼ ସରକାର ଏକପାଖିଆ ଭାବେ ବ୍ୟାରେଜ ନିର୍ମାଣ କରିବା ଦ୍ୱାରା ଓଡ଼ିଶାର ଜୀବନରେଖା ମହାନଦୀରେ ଜଳ ପ୍ରଭାବ କିଭଳି ସାଂଘାତିକ ଭାବେ ହ୍ରାସପାଇଛି, ବୁଧବାର ତାହା ଅନୁଧ୍ୟାନ କରିଛନ୍ତି ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ ଟିମ୍‌। ଜୈବ ବିବିଧତାରେ ଭରପୂର…

ରାଜ୍ୟ ସଭା ସଦସ୍ୟଙ୍କ କାର୍‌ ଧକ୍କାରେ ସ୍କୁଟି ଆରୋହୀ ମୃତ

ବଲାଙ୍ଗୀର ଅଫିସ/ପାଟଣାଗଡ଼,୨୫ା୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼-ତମିଆଁ ରାସ୍ତାର ତମିଅଁା ଛକ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶିଙ୍କ କାର୍‌ ଧକ୍କାରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇନ୍ଦପୁର…

ମଣିପୁରରେ ପୁଣି ହିଂସା: ମୃତ୍ୟୁସଂଖ୍ୟା ୭୧କୁ ବୃଦ୍ଧି

ଗୁଆହାଟୀ,୨୪ା୫: ମଣିପୁରରେ ମେଇତି ସମ୍ପ୍ରଦାୟକୁ ତଫସିଲଭୁକ୍ତ ଜାତି(ଏସ୍‌ସି) ବର୍ଗରେ ସାମିଲ କରାଯିବା ନେଇ ହାଇକୋର୍ଟଙ୍କ ରାୟ ଆସିବା ପରଠୁ ଉତ୍ତରପୂର୍ବ ରାଜ୍ୟରେ ହିଂସା ଥମିବାର ନାଁ ନେଉନାହିଁ। ମେ’ ୩ରୁ ଚାଲିଥିବା ସଂଘର୍ଷରେ ଅଦ୍ୟାବଧି ୭୧ ଜଣଙ୍କ ମୃତ୍ୟୁ ଘଟିଲାଣି। ବୁଧବାର…

ମଜୁରି ଟଙ୍କା ମାଗିବାରୁ ହତ୍ୟା

ସଇଁତଳା,୨୪ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ଥାନା ଟିକ୍ରାପଡ଼ା ଫାଣ୍ଡି ଅଧୀନ ଦେଓଗାଁରେ ବୁଦ୍ଧଦେବ ନାଗ(୨୯)ଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଘଟଣାରେ ପୋଲିସ ବୁଧବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଦେବାଶିଷ ବେଣ୍ଟକାର ଓ ନକୁଳ ନାଗ। ଉଭୟଙ୍କୁ ସଇଁତଳା…

ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା

ସମ୍ବଲପୁର,୨୪ା୫(ବ୍ୟୁରୋ): ସମ୍ବଲପୁରର ପ୍ରସିଦ୍ଧ ଶୀଳତଷଷ୍ଠୀ ଯାତ୍ରାର ମୁଖ୍ୟ ଲୋକାଚାର ଭାବେ ରୀତିନୀତିରେ ମହାଦେବ ଓ ଜଗଜ୍ଜନନୀ ମା’ ପାର୍ବତୀଙ୍କ ଲୌକିକ ବିବାହ ସମ୍ପନ୍ନ ହୋଇଛି। ଗୁରୁବାର ବ୍ରାହ୍ମମୁହୂର୍ତ୍ତରେ ଦେବଦମ୍ପତି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସ୍ବମନ୍ଦିରରୁ ବୁଧବାର ରାତିରେ ମହାଦେବ ବରଯାତ୍ରୀ…

ଜବରଦଖଲରେ କେନାଲ ଜାଗା,ଚାଷରୁ ମୁହଁ ଫେରାଇଲେଣି ଚାଷୀ

ନିରାକାରପୁର,୨୪ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଷୀଙ୍କ ସୁବିଧା ପାଇଁ ୧୯୮୧ ଡିସେମ୍ବର ୨୧ରେ ରାମେଶ୍ୱରଗଡ଼ଠାରେ ଏକ ବ୍ୟାରେଜ ନିର୍ମାଣ କରାଯାଇ ନଦୀଠାରୁ ଦୂରରେ ଥିବା ଚାଷୀ କିଭଳି ଠିକ୍‌ ଭାବରେ ପାଣି ପାଇପାରିବେ ସେଥିପାଇଁ କେନାଲ…

ବିରୋଧୀଙ୍କ ନିଷ୍ପତ୍ତିକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୪ା୫: ଆସନ୍ତା ୨୮ ତାରିଖରେ ପାର୍ଲାମେଣ୍ଟର ନୂଆ ବିଲ୍ଡିଂକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସଂସଦର ନୂଆ କୋଠାକୁ ପ୍ରଧାନମନ୍ତ୍ରୀଙ୍କ ପରିବର୍ତ୍ତେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଉଦ୍‌ଘାଟନ କରିବା ଉଚିତ ବୋଲି କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ…

ସୋରଡ଼ାର ବିଭିନ୍ନ ଶୈବପୀଠରେ ଶୀତଳଷଷ୍ଠୀ

ସୋରଡ଼ା,୨୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ଶୈବପୀଠରେ ଶୀତଳଷଷ୍ଠୀ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଗାଜଲବାଡ଼ି ନିକଟ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ପ୍ରସିଦ୍ଧ ଶିବମନ୍ଦିରରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ କର୍ତ୍ତା ହୋଇ ଶିବ ପାର୍ବତୀଙ୍କ ବିବାହ…

ବଜ୍ରପାତରେ ଜଳିଗଲା ଘର, ଜଣଙ୍କର ମୃତ୍ୟୁ

ଚାନ୍ଦବାଲି,୨୪ା୫(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ହୋଇଥିବା ଅଦିନିଆ କାଳବୈଶାଖୀରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର ଜଳେଶ୍ବରପୁର ପଞ୍ଚାୟତ ଅନ୍ତର୍ଗତ ନୂଆଗାଁ ଇଛାପୁର ଗ୍ରାମର କାଳନ୍ଦୀ ମହାନ୍ତିଙ୍କ ପୁଅ ଅଜୟ(୩୯) ପାଖ ବିଲରୁ ଚାଷକାର୍ଯ୍ୟ ସାରି ଫେରୁଥିବା ସମୟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କର…

୩୬୦ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୪ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ବୁଧବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ଉତ୍ତରପ୍ରଦେଶ ଆଗ୍ରା ଜିଲା ଜରୁସପତ୍ରା ଗ୍ରାମର ଭିକ୍କି ସିଂଗ, କଗରାଲ ଗ୍ରାମର ମୁକେଶ କୁମାର,…

କୋରାପୁଟରେ ନୂଆ ଡିଆଇଜି ଭାବେ ଦାୟିତ୍ୱ ନେଲେ ଚରଣ ସିଂ ମିନା

କୋରାପୁଟ,୨୪ା୫(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ବୁଧବାର ବରିଷ୍ଠ ଆଇପିଏସ ଚରଣ ସିଂ ମିନା ଦାୟିତ୍ୱ ଗ୍ରହଣ କରିଛନ୍ତି। କୋରାପୁଟସ୍ଥିତ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କାର୍ଯ୍ୟାଳୟରେ ଆୟୋଜିତ ଏକ ଉତ୍ସବରେ ପୂର୍ବରୁ ଥିବା ଡିଆଇଜି ରାଜେଶ ପଣ୍ଡିତଙ୍କଠାରୁ ଶ୍ରୀ ମିନା…

ପୁଣି ଜଲଓ୍ବା ଦେଖାଇଲେ ସନି ଲିଓନି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନି ଲିଓନି ବଡ଼ ପରଦା ସହିତ ସୋସିଆଲ ମିଡିଆରେ ନିଜର ଜଲଓ୍ବା ଦେଖାଇଛନ୍ତି। ଅଭିନୟ ବ୍ୟତୀତ ସେ ନିଜ ଷ୍ଟାଇଲ୍‌ ଷ୍ଟେଟ୍‌ମେଣ୍ଟ ପାଇଁ ବେଶ୍‌ ଜଣାଶୁଣା। ସନିଙ୍କ ଏପରି ଆକର୍ଷଣ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଦେଖିବାକୁ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri