ବ୍ରାହ୍ମଣୀଗାଁ ଶତାୟୁ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ
ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୩୦୮(ଅରୁଣ ସାହୁ/ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁଠାରେ ରହିଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହର ଅଭାବ ଯୋଗୁ ଛାତ୍ରୀଛାତ୍ର ହଇରାଣ ହେଉଛନ୍ତି। ୧୯୧୮ରେ ସ୍ଥାପନ କରାଯାଇଥିବା ସର୍ବ ପୁରାତନ ବିଦ୍ୟାଳୟ ଅବ୍ୟବସ୍ଥା ଯୋଗୁ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ବାଧକ ସାଜୁଛି।…
ସାଉଦି ଆରବରେ ଜରୁରୀ ଅବତରଣ କଲା ଇସ୍ରାଏଲ, ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଦେଲେ ଧନ୍ୟବାଦ
ରିୟାଦ,୩୦।୮: ଭାରତୀୟ ମହାସାଗର ଦ୍ୱୀପ ରାଷ୍ଟ୍ର ସେଶେଲ୍ସରୁ ଏକ ବିମାନକୁ ସୋମବାର ତେଲ ଅବିବ ଅଭିମୁଖେ ଯାତ୍ରା କରିବା ପରେ ସାଉଦି ଆରବରେ ଜରୁରୀକାଳୀନ ଅବତରଣ କରିଛି। ଏହା ପରେ ମଙ୍ଗଳବାର ଦିନ ଏହାକୁ ତେଲ ଅବିବକୁ ପଠାଯାଇଥିଲା। ୱାଶିଂଟନ ଦୁଇ…
ଉଦ୍ୟୋଗୀ ସାଜିବେ କେନ୍ଦୁଝର ଜିଲାର ଯୁବପିଢ଼ି
କେନ୍ଦୁଝର,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ବସବାସ କରୁଥିବା ବିଭିନ୍ନ ଗୋଷ୍ଠୀ ଏବଂ ସମ୍ପ୍ରଦାୟଙ୍କ ଜୀବନଶୈଳୀରେ ଉନ୍ନତି ଆଣିବା ପାଇଁ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛି। ଏହି ପରିପ୍ରେକ୍ଷୀରେ ପ୍ରସ୍ତାବିତ ‘ଉଦ୍ୟମୀ’ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ଲାଗି…
ଶହୀଦ ସୁଶାନ୍ତଙ୍କ ସ୍ମୃତିରେ ଖୋଲିବ ପାଠାଗାର
ଘସିପୁରା,୩୦। ୮(ନିରଞ୍ଜନ ସାହୁ):ଆନନ୍ଦପୁର ଅଞ୍ଚଳର ସିଆର୍ପିଏଫ୍ ଯବାନ୍ ଶହୀଦ ସୁଶାନ୍ତ ଖୁଣ୍ଟିିଆଙ୍କ ଏକାଦଶାହ ଅବସରରେ ଏକ ବ୍ଲକସ୍ତରୀୟ ପାଠାଗାରର ଭିତ୍ତିପ୍ରସ୍ଥର ସ୍ଥାପନ କରାଯାଇଛି। ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଓ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ଏହି ପାଠାଗାରର ଭିତ୍ତିପ୍ରସ୍ଥର ସ୍ଥାପନ…
ବିଜେଡି, ଭାଜପା ବିରୋଧରେ ଏକାକୀ ଲଢ଼ିବ କଂଗ୍ରେସ: ଶରତ
ନୂଆପଡ଼ା,୩୦।୮(ମକାରୁ ବେମାଲ): ନୂଆପଡ଼ା ଜିଲା ପଟ୍ଟନାୟକ ଫାର୍ମ ହାଉସଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ଏକ କର୍ମୀ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ଜିଲା କଂଗ୍ରେସ୍ କମିଟି ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକଙ୍କୁ ସ୍ବାଗତ…
ଏସିଆ କପରେ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିପାରନ୍ତି କୋହଲି
ନୂଆଦିଲ୍ଲୀ,୩୦।୮: ବୁଧବାରଠୁ ଏସିଆ କପ ୨୦୨୩ ଆରମ୍ଭ ହେଉଛି। ଏହି ଟୁର୍ଣ୍ଣାମେଣ୍ଟରେ ଟିମ ଇଣ୍ଡିଆ ୨ ସେପ୍ଟେମ୍ବରରେ ପାକିସ୍ତାନ ବିପକ୍ଷରେ ଖେଳିବ। ଏସିଆ କପରେ ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ପୂର୍ବତନ ଭେଟେରାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ବିଶ୍ୱ ରେକର୍ଡ ଉପରେ…
ଗ୍ୟାସ୍ ଦର ହ୍ରାସ ପ୍ରଧାନମନ୍ତ୍ରୀଙ୍କ ରାଖୀ ଉପହାର: ଧର୍ମେନ୍ଦ୍ର
ଭୁବନେଶ୍ୱର, ୩୦।୮(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ରନ୍ଧନ ଗ୍ୟାସ୍ର ମୂଲ୍ୟ ହ୍ରାସ ଓ ଅତିରିକ୍ତ ଉଜ୍ଜ୍ୱଳା ହିତାଧିକାରୀ ଯୋଡ଼ିବା ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି…
ଇସିଆଇ ଟିମ୍ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା
ଭୁବନେଶ୍ୱର,୨୩୮ (ଅନିଲ ଦାସ): ଆଗୁଆ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।…
ଆଜିଠୁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍ର ସମସ୍ତ ରେକ୍ରେ ତେଜସ୍ କୋଚ୍
ଭୁବନେଶ୍ୱର,୩୦।୮: ଅଗଷ୍ଟ ୩୦ରୁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ସମସ୍ତ ରେକ୍ ତେଜସ୍ କୋଚ୍ ସହ ଚଳାଚଳ କରିବ। ରାଜଧାନୀ ଏକ୍ସପ୍ରେସରେ ଉନ୍ନତ ଟ୍ରେନ୍ ଯାତ୍ରା ଅଭିଜ୍ଞତା ପାଇଁ ଆଧୁନିକ ସୁବିଧା ଯୋଗାଇ ଦିଆଯାଇଛି। ଗତ ୧୯ତାରିଖରୁ ରାଜଧାନୀ ଏକ୍ସପ୍ରେସରେ ତେଜସ୍ର କିଛି…
ଏସିଆ କପ ପୂର୍ବରୁ ଶ୍ରୀଲଙ୍କାକୁ ବଡ ଝଟକା, ମ୍ୟାଚ ଖେଳିବେନି ଏହି ୪ ଖେଳାଳି
କଲମ୍ବୋ,୩୦।୮: ଏସିଆ କପ ୨୦୨୩ ବୁଧବାର ଠାରୁ ଆରମ୍ଭ ହେଉଛି। ଏଥିରେ ଶ୍ରୀଲଙ୍କାର ପ୍ରଥମ ମ୍ୟାଚ ବାଂଲାଦେଶ ସହିତ ଅଛି। ଅଗଷ୍ଟ ୩୧ରେ ଏହି ମ୍ୟାଚ ଖେଳାଯିବ। ଏହି ଟୁର୍ନାମେଣ୍ଟ ପାଇଁ ଶ୍ରୀଲଙ୍କା ଦଳ ଘୋଷଣା କରିଛି। କିନ୍ତୁ ତାଙ୍କର ଚାରିଜଣ…
୫ ଦଫା ଦାବି ନେଇ ରାସ୍ତାରେ ପ୍ରାଥମିକ ଶିକ୍ଷକ
ଭୁବନେଶ୍ୱର,୩୦।୮(ଅନୁରାଧା ମହାରଣା): ରାଜ୍ୟ ପ୍ରାଥମିକ ଶିକ୍ଷକ (ଏକ୍ସ-କ୍ୟାଡର) ମହାସଂଘ ୫ଦଫା ଦାବି ନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛି। ରାଜ୍ୟ ମହାସଂଘର ସଭାପତି ଶରତ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ସହସ୍ରାଧିକ ଶିକ୍ଷକ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ଲୋୟର ପିଏମ୍ଜିରେ ଧାରଣା ଦେବା…
ଫ୍ଲୋରିଡା ଆଡକୁ ଦ୍ରୁତ ଗତିରେ ବଢୁଛି ସାଇକ୍ଲୋନିକ ଝଡ ଇଡାଲିଆ, ଦକ୍ଷିଣ କାରୋଲିନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା
ଓ୍ବାଶିଂଟନ୍,୩୦।୮: ଆମେରିକାର ଦକ୍ଷିଣ ପୂର୍ବ ଉପକୂଳରେ ଏକାସାଙ୍ଗରେ ଦୁଇଟି ବଡ଼ ଝଡ ଆସିବା ପାଇଁ ଚେତାବନୀ ଦିଆଯାଇଛି। ଘୂର୍ଣ୍ଣିବଳୟ ଇଡାଲିଆ ଫ୍ଲୋରିଡା ଉପକୂଳ ଆଡକୁ ଦ୍ରୁତ ଗତିରେ ଗତି କରୁଛି। ଏଥି ସହିତ ବରମୁଣ୍ଡା ନିକଟରେ ଘୂର୍ଣ୍ଣିବଳୟ ଫ୍ରଙ୍କାଲିନ ହେବାର ଆଶଙ୍କା…

