Home Left

ହିନ୍ଦୁଙ୍କୁ ଦୁର୍ବ୍ୟବହାର କରିବା ଏକ ଫ୍ୟାଶନ ହୋଇଗଲାଣି: ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ୍‌

ଲକ୍ଷ୍ନୌ,୨୯।୮:ସମାଜବାଦି ପାର୍ଟି(ଏସ୍‌ପି)ର ଜାତୀୟ ସାଧାରଣ ସମ୍ପାଦକ ସ୍ବାମୀ ପ୍ରସାଦ ମୌର୍ଯ୍ୟ ପୁଣି ଥରେ ବିବାଦରେ ଛନ୍ଦି ହୋଇଯାଇଛନ୍ତି। ରାମଚରିତମାନସ ଏପିସୋଡ ପରେ ସେ ହିନ୍ଦୁ ଧର୍ମକୁ ଏକ ପ୍ରତାରଣା ବୋଲି କହିଛନ୍ତି। ଯେଉଁଥିପାଇଁ ରାଜ୍ୟର ରାଜନୀତି ସରଗରମ ହୋଇଛି। ଏଥି ସହିତ…

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା କାର୍ଯ୍ୟ ପୁଣି ଆରମ୍ଭ

କୋଣାର୍କ,୨୯।୮(ଜ୍ୟୋତିରାଜ ମହାନ୍ତି):୧୩ଶହ ଶତାବ୍ଦୀର ନିର୍ମିତ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହ ଦୀର୍ଘ ୧୨୦ବର୍ଷ ପରେ ପୁଣି ଖୋଲା ହେବା ପାଇଁ ଐତିହାସିକ ନିଷ୍ପତ୍ତି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥା(ଏଏସ୍‌ଆଇ) ପକ୍ଷରୁ ନିଆଯାଇ ଗତ ଜାନୁୟାରୀ ୩ରୁ ବାଲି କଢ଼ା କାର୍ଯ୍ୟ ଆରମ୍ଭ…

ପାଠ ନ ଆସିବାରୁ ଛାତ୍ରଙ୍କୁ ପିଟିଲେ ଶିକ୍ଷକ

ନୀଳଗିରି, ୨୯।୮(ପ୍ରଶାନ୍ତ ବିଶ୍ୱାଳ): ଭୟମୁକ୍ତ ହୋଇ ଛାତ୍ରୀଛାତ୍ରଙ୍କ ମନରେ ପାଠ ପ୍ରତି ଆଗ୍ରହ ସୃଷ୍ଟି କରିବାକୁ ସରକାର ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଘୋଷଣା କରିଛନ୍ତି। ହେଲେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଛତ୍ରପୁର ପଞ୍ଚାୟତ ମଧୂପୁରିଆ ପ୍ରାଥମିକ ବିଦ୍ୟାଳୟରେ ଏଥିରେ ବ୍ୟତିକ୍ରମ ଦେଖିବାକୁ…

ମା’ଙ୍କ ଗହଣା ବନ୍ଧାପକାଇ ହୋଟେଲ ଖୋଲିଥିଲି

୧୯୫୭ ଫେବୃୟାରୀ ୩ରେ ଯାଜପୁରରେ ଜନ୍ମ ଗ୍ରହଣ କରିଥିଲେ ସ୍ବସ୍ତି ଗ୍ରୁପ୍‌ର ସିଏମ୍‌ଡି ଡ. ଜିତେନ୍ଦ୍ର କୁମାର ମହାନ୍ତି। ଦିଲ୍ଲୀ ୟୁନିଭର୍ସିଟିରୁ ଗ୍ରାଜୁଏଶନ ଶେଷ କରି ଓଡ଼ିଶା ଫେରିବା ପରେ ମା’ଙ୍କ ସହଯୋଗରେ ହୋଟେଲ ଇଣ୍ଡଷ୍ଟ୍ରିରେ ପାଦ ରଖିଥିଲେ। ପ୍ରଥମେ ଭୁବନେଶ୍ୱର…

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ସରିଲା

ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ରାତି ୮ଟା ସୁଦ୍ଧା ୬୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଗତ ୧୬ ତାରିଖରୁ ଏହି ପ୍ରକ୍ରିୟା…

ଯୁକ୍ତ୩ ନାମଲେଖା ଶେଷ

ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଚତୁର୍ଥ ପର୍ଯ୍ୟାୟ ନାମଲେଖା ସୋମବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୩୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମ ଲେଖାଇଥିବା ଜଣାପଡିଥିଲେ ମଧ୍ୟ ମୋଟ କେତେ ସଂଖ୍ୟକ ଛାତ୍ରୀଛାତ୍ର ନାମଲେଖାଇଲେ ତାହା ମଙ୍ଗଳବାର ସକାଳ…

ଜାଭେଲିନ ତାରକା କିଶୋରଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର

ଭୁବନେଶ୍ୱର,୨୯ା୮(ଅନିଲଦାସ):ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ପ୍ରଥମ ଓଡ଼ିଆ ଭାବେ ଦେଶ ପାଇଁ ପ୍ରତିନିଧିତ୍ୱ କରି ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଜାଭେଲିନ ତାରକା କିଶୋର ଜେନାଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏହି ଘୋଷଣା…

ଲୋକସେବା ଭବନରେ ପଦୋନ୍ନତି ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୨୯ା୮(ସୁନିତ୍‌ ମିଶ୍ର)ଲୋକସେବା ଭବନରେ ପଦୋନ୍ନତିକୁ ନେଇ ବିବାଦ ଦେଖିବାକୁ ମିଳିଛି। ଏସ୍‌ସି, ଏସ୍‌ଟି (ତଫସିଲଭୁକ୍ତ ଜାତି, ତଫସିଲଭୁକ୍ତ ଉପଜାତି) ଏବଂ ସାଧାରଣ ବର୍ଗର କର୍ମଚାରୀଙ୍କ ମଧ୍ୟରେ ମୁଖ୍ୟତଃ ପଦୋନ୍ନତିକୁ ନେଇ ଦ୍ୱନ୍ଦ୍ୱ ଲକ୍ଷ୍ୟ କରାଯାଇଛି। ସାଧାରଣ ବର୍ଗର ଅଧିକାରୀଙ୍କ ପଦୋନ୍ନତି…

୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଆସିକା,୨୯ା୮(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରେ ୨୦୨୦ରେ ଘଟିଥିବା ନାଗା ଗୌଡ଼ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ଆସିକା ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରବୀର କୁମାର ଚୌଧୁରୀ ଏହି ମାମଲାର…

ଠିକ ଭାବେ ହିଜାବ ନ ପିନ୍ଧିବାରୁ ୧୪ ବାଳିକାଙ୍କ କେଶ କାଟିଲେ ଅଧ୍ୟାପକ

ଜାକର୍ତ୍ତା,୨୯।୮: ଛାତ୍ରୀମାନେ ଠିକ ଭାବେ ହିଜାବ ନ ପିନ୍ଧିବା କାରଣରୁ ଜଣେ ଅଧ୍ୟାପକ ଛାତ୍ରୀଙ୍କ କେଶ କାଟିଥିବା ଖବର ସାମ୍ନାକୁ ଆସିଛି। ଘଟଣାଟି ଇଣ୍ଡେରାନେସିଆରେ ଘଟିଛି। ଏହାକୁ ନେଇ ଇଣ୍ଡୋନେସିଆରେ ହିଂସା ଉପୁଜିବା ସହ ଏହାକୁ ଧାର୍ମିକ ଅସହିଷ୍ଣୁତା ସହ ଯୋଡି…

ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ମାମଲାରେ ନୂଆମୋଡ଼

ଲକ୍ଷ୍ନୌ,୨୯।୮: ପ୍ରେମ ସମ୍ପର୍କ ଏବଂ ଦୁର୍ନୀତି ସମେତ ଅନେକ ଗୁରୁତର ଅଭିଯୋଗରେ ଘେରି ରହିଥିବା ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟଙ୍କୁ ଆଶ୍ୱସ୍ତି ମିଳିଛି। ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ତାଙ୍କ ବିରୋଧରେ ସ୍ବାମୀ ଆଲୋକ ମୌର୍ଯ୍ୟ ଆଣିଥିବା ସମସ୍ତ ଅଭିଯୋଗ ପ୍ରତ୍ୟାହାର କରି…

ଠିକ୍‌ ସମୟରେ ଆସୁନାହାନ୍ତି ଶିକ୍ଷକ, ପିଲା

ଛତ୍ରପୁର,୨୮ା୮(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ କେତେକ ସ୍କୁଲକୁ ଠିକ୍‌ ସମୟରେ ଶିକ୍ଷକ ଓ ଛାତ୍ରୀଛାତ୍ର ଆସୁନାହାନ୍ତି। ଏପରିକି କେତେକ ସ୍କୁଲକୁ ଶିକ୍ଷକ ଓ ଛାତ୍ରୀଛାତ୍ର ଆସୁଥିଲେ ମଧ୍ୟ କ୍ଲାସରୁମ୍‌କୁ ଯାଉନାହାନ୍ତି। ସ୍କୁଲ ପରିସରରେ ଭିଡ ଜମାଉଛନ୍ତି। ଜିଲା ଶିକ୍ଷା ଅଧିକାରୀ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?