Home Left

ମଧ୍ୟପ୍ରଦେଶରେ ୫୦୦ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ୍‌

ନୂଆଦିଲ୍ଲୀ, ୨୩ା୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ସଫଳତା ପରେ ଏହି ଦଳ ଚଳିତ ବର୍ଷ ନିର୍ବାଚନ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ମଧ୍ୟପ୍ରଦେଶ ସମେତ ଅନ୍ୟ ରାଜ୍ୟଗୁଡ଼ିକ ଉପରେ ନଜର ପକାଇଛି। ମଧ୍ୟପ୍ରଦେଶର ଜନସାଧାରଣଙ୍କୁ ଆକୃଷ୍ଟ କରିବା ଲାଗି…

‘ମୋ କଥାକୁ ଲେଖିକରି…’ ପ୍ରଶାନ୍ତ କିଶୋରଙ୍କ ବଡ ଭବିଷ୍ୟବାଣୀ, କହିଲେ ନୀତୀଶଙ୍କ ଫ୍ୟୁଚର

ପାଟନା,୨୩।୫: ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୪ରେ ହେବାକୁ ଯାଉଛି ଲୋକ ସଭା ନିର୍ବାଚନ। ଏବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ ଦେଶର ପ୍ରାୟ ସମସ୍ତ ବିରୋଧୀ ଦଳଙ୍କୁ ଏକାଠି କରିବାରେ ଲାଗି ପଡିଛନ୍ତି। ସେ କିଛି…

ବିରୋଧୀ ଏକତା ବଢ଼ାଇବାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ଖାର୍ଗେଙ୍କ ବାସଭବନରେ ହୋଇଥିବା ଏହି ସାକ୍ଷାତ ଅବସରରେ ବିରୋଧୀ ଏକତା ଉପରେ ଗୁରୁତ୍ୱାରୋପ କରାଯାଇଥିବା ଏବଂ ଆଗାମୀ ଦିନରେ…

ବ୍ରାଜିଲକୁ ହରାଇଲା ଇଟାଲୀ

ବୁଏନ୍‌ସ ଏୟାର୍ସ,୨୩ା୫(ପି.ଟି.): ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟ୍‌ବଲ ବିଶ୍ୱକପ୍‌ରେ ଦେଖିବାକୁ ମିଳିଛି ବଡ଼ ବିପର୍ଯ୍ୟୟ। ଦୁଇ ଟାଇଟଲ ଫେବରିଟ୍‌ ଦଳ ବ୍ରାଜିଲ ଓ ସେନେଗାଲ୍‌ ନିଜର ଓପ୍‌ନିଙ୍ଗ ଗେମ୍‌ରେ ପରାଜିତ ହୋଇଛନ୍ତି। ରବିବାର ଇଟାଲୀ, ଜାପାନ, ନାଇଜେରିଆ ଓ…

ନାର୍କୋ ଟେଷ୍ଟ ପାଇଁ ରେସ୍‌ଲରଙ୍କ ସହମତି

ନୂଆଦିଲ୍ଲୀ,୨୩ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ(ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୯ ଦିନରେ ପହଞ୍ଚତ୍ଛି। ଭାରତର ଅଲିମ୍ପିକ୍ସ ପଦକ ବିଜୟୀ ରେସ୍‌ଲର ସାକ୍ଷୀ ମଲିକ୍‌ ଓ ବଜରଙ୍ଗ ପୁନିଆଙ୍କ ସମେତ ଏସିଆନ୍‌…

ଚେପକ୍‌ ପିଚ୍‌କୁ ନେଇ ଅନିଶ୍ଚିତତା

ଚେନ୍ନାଇ,୨୩ା୫(ପି.ଟି.): ଆଇପିଏଲ୍‌ର କ୍ୱାଲିଫାୟର୍‌-୧ରେ ମଙ୍ଗଳବାର ପରସ୍ପରକୁ ଭେଟିବେ ୪ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ ଓ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ। ଏହା ସହିତ ଆଇପିଏଲର ଶ୍ରେଷ୍ଠ ରଣନୀତିକାର ମହେନ୍ଦ୍ର ସିଂ ଧୋନୀଙ୍କ ଯୋଜନା ଓ ଭାରତୀୟ କ୍ରିକେଟ୍‌ର ଯୁବରାଜ…

କଳିଙ୍ଗରେ ସମର କ୍ୟାମ୍ପ ଉଦ୍‌ଯାପିତ

ଭୁବନେଶ୍ୱର,୨୩ା୫, (ସ୍ପୋଟର୍‌ସ ବ୍ୟୁରୋ): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏକାଧିକ କ୍ରୀଡ଼ାର ସମର କ୍ୟାମ୍ପ ସୋମବାର ଉଦ୍‌ଯାପିତ ହୋଇଛି। ମେ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି କ୍ୟାମ୍ପରେ ୫୦୦ରୁ ଅଧିକ ଶିଶୁ ଅଂଶଗ୍ରହଣ କରିଥିଲେ। ଫୁଟବଲ, ଆଥଲେଟିକ୍ସ, ଜୁଡୋ,…

ଡିସେମ୍ବର ସୁଦ୍ଧା ସବୁ ଡାକ୍ତର ପଦବୀ ପୂରଣ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଆସନ୍ତା ଡିସେମ୍ବର ମାସ ସୁଦ୍ଧା ରାଜ୍ୟରେ ଖାଲିଥିବା ସମସ୍ତ ଡାକ୍ତର ପଦବୀ ପୂରଣ କରାଯିବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ଏହା କହିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆବଶ୍ୟକତାଠାରୁ କମ୍‌…

ସଙ୍କେତ, ବିଶାଲଙ୍କ ଶତକ, ସୋହମ, ମାଧବଙ୍କୁ ୫

ଭୁବନେଶ୍ୱର,୨୩ା୫ (ସ୍ପୋଟର୍‌ସ ବ୍ୟୁରୋ) ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ୧୬ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଟୁର୍ନାମେଣ୍ଟର ପ୍ରଥମ ଚରଣ ଅନୁଷ୍ଠିତ ହେଉଛି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭୁବନେଶ୍ୱର ବି, କେନ୍ଦୁଝର, ନୂଆପଡା, ବରଗଡ, ଖୋର୍ଦ୍ଧା ଓ ଗଜପତି ବିଜୟୀ…

ଆଇସିସି ନିୟମ ଉଲ୍ଲଂଘନ କରିଛନ୍ତି ଅମ୍ପାୟର ଯତୀନ

ଦୁବାଇ,୨୩।୫(ପି.ଟି.): ଭଟିଣ୍ଡାର ଜଣେ ଅମ୍ପାୟର ଯତୀନ କାଶ୍ୟପଙ୍କ ବିରୋଧରେ ଦୁର୍ନୀତି ନିବାରଣ ନିୟମ ଉଲ୍ଲଂଘନ କରିଛନ୍ତି। ୨୦୨୨ରେ କେତୋଟି ଅନ୍ତର୍ଜାତୀୟ ମ୍ୟାଚ୍‌ ଉପରେ ତଦନ୍ତ ବେଳେ ଏହା ଜଣାପଡ଼ିଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ସୋମବାର ପ୍ରକାଶ କରିଛି। କାଶ୍ୟପ କି ପ୍ରକାର…

‘ଆଇଟିସି ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ସୁଦୃଢ଼ କରିବ’

ଖୋର୍ଦ୍ଧା ଅଫିସ,୨୩ା୫: ଖୋର୍ଦ୍ଧା ଶିଳ୍ପାଞ୍ଚଳଠାରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଇଟିସିର ଅତ୍ୟାଧୁନିକ ଇଣ୍ଟିଗ୍ରେଟେଡ ଗ୍ରାହକ ସାମଗ୍ରୀ ଉପତ୍ାଦନ ଏବଂ ଲଜିଷ୍ଟିକ(ଆଇସିଏମଏଲ) ସୁବିଧା କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ୩୫ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କେନ୍ଦ୍ରରେ ନୂତନ କୃଷି ମୂଲ୍ୟବୋଧ…

ମ୍ୟୁଜିୟମ୍‌ରେ ମହିଳାଙ୍କ ହୃଦୟ

ଲଣ୍ଡନ: ନିକଟରେ ଜଣେ ମହିଳା ନିଜ ହୃଦୟ ଦେଖିବାକୁ ମ୍ୟୁଜିୟମ୍‌ରେ ପହଞ୍ଚିଛନ୍ତି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଇଂଲଣ୍ଡର ହମ୍‌ସିର୍‌ର ବାସିନ୍ଦା ୩୮ ବର୍ଷୀୟା ଜେନିଫର ସୁଟନ୍‌ଙ୍କ ପାଇଁ ଲଣ୍ଡନର ହଣ୍ଟେରିୟାନ୍‌ ମ୍ୟୁଜିୟମ୍‌ରେ ଅଙ୍ଗ ପ୍ରଦର୍ଶନୀରେ ନିଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri