Home Left

ଗୁଜରାଟ ଦଙ୍ଗା ଡକ୍ୟୁମେଣ୍ଟାରି: ବିବିସିକୁ ହାଇକୋର୍ଟ ସମନ

ନୂଆଦିଲ୍ଲୀ, ୨୩ା୫: ୨୦୦୨ ଗୁଜରାଟ ଦଙ୍ଗା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବ୍ରିଟିଶ ବ୍ରଡ୍‌କାଷ୍ଟିଂ କର୍ପୋରେଶନ (ବିବିସି)ର ଡକ୍ୟୁମେଣ୍ଟାରି ବିରୋଧରେ କରାଯାଇଥିବା ମାନହାନି ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହାକୁ ସମନ ଜାରି କରିଛନ୍ତି। ଗୁଜରାଟର ଏନ୍‌ଜିଓ ଜଷ୍ଟିସ୍‌ ଫର୍‌…

ପିଲାଙ୍କୁ ସିଟ ଯୋଗାଇବା ନେଇ ଚିନ୍ତା

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ରେକର୍ଡ ସଂଖ୍ୟକ ପିଲା ପାସ୍‌ କରିବା ପରେ ଯୁକ୍ତ ୨ରେ ସମସ୍ତଙ୍କୁ ସିଟ ଯୋଗାଇଦେବା ନେଇ ଉଚ୍ଚଶିକ୍ଷା ବିଭାଗର ଚିନ୍ତା ବଢ଼ିଛି। ଚଳିତ ବର୍ଷ ରାଜ୍ୟର ୫ଲକ୍ଷ ୧୨ ହଜାର ପିଲା ମାଟ୍ରିକ ପାସ କରିଛନ୍ତି।…

ଆସାମରୁ ଏଏଫ୍‌ଏସ୍‌ପିଏ ସମ୍ପୂର୍ଣ୍ଣ ଉଠିବ

ନୂଆଦିଲ୍ଲୀ, ୨୩ା୫: ଆସାମ ଆଇନ ଶୃଙ୍ଖଳା ସ୍ଥିତିରେ କ୍ରମାଗତ ଭାବେ ଉନ୍ନତି ଘଟୁଛି। ଚଳିତ ବର୍ଷ ଶେଷ ସୁଦ୍ଧା ସମଗ୍ର ରାଜ୍ୟରୁ ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍‌ଏସ୍‌ପିଏ) ପ୍ରତ୍ୟାହୃତ ହେବ ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର କହିଛନ୍ତି।…

ଅଧ୍ୟାଦେଶ ବିରୋଧରେ ରାଲି କରିବ ଏଏପି

ନୂଆଦିଲ୍ଲୀ, ୨୩ା୫: ସେବା ଅଧିକାରୀ ନିଯୁକ୍ତି ଓ ବଦଳି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏଏପି ସରକାର ସପକ୍ଷରେ ରାୟ ଦେଇଥିବାବେଳେ ଏହାକୁ ଅକାମୀ କରିଦେବା ଲାଗି କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଛନ୍ତି। ରାଜ୍ୟ ସଭାରେ ଉକ୍ତ ଅଧ୍ୟାଦେଶକୁ ଗୃହୀତ କରାଇ ନ ଦେବା…

ବିଷ୍ଣୋଇ ଗ୍ୟାଙ୍ଗ୍‌ର ୪ ଶୁଟର ଗିରଫ

ଚଣ୍ଡିଗଡ଼, ୨୩ା୫: ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ର ୪ ଜଣ ଶୁଟରଙ୍କୁ ପଞ୍ଜାବ ପୋଲିସ୍‌ର ଆଣ୍ଟି-ଗ୍ୟାଙ୍ଗ୍‌ଷ୍ଟର ଟାସ୍କଫୋର୍ସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମେହଫୁଜ୍‌ ଓରଫ ବିଶାଲ ଖାନ୍‌, ମନ୍‌ଜିତ ସିଂ, ଅଙ୍କିତ୍‌ ଏବଂ ଗୋଲ୍ଡି। ମେହଫୁଜ୍‌ ଓ ମନ୍‌ଜିତଙ୍କ…

ଫିଲ୍ମ ପର୍ଯ୍ୟଟନ ବୃଦ୍ଧିକୁ ଗୁରୁତ୍ୱ

ଶ୍ରୀନଗର, ୨୩।୫: ଜମ୍ମୁ ଓ କଶ୍ମୀରର ଶ୍ରୀନଗରସ୍ଥିତ ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମେଳନ କେନ୍ଦ୍ରରେ ସୋମବାର ଅତି କଡ଼ା ସୁରକ୍ଷା ମଧ୍ୟରେ ଜି୨୦ ପର୍ଯ୍ୟଟନ କାର୍ଯ୍ୟଗୋଷ୍ଠୀ ବୈଠକ ଆରମ୍ଭ ହୋଇଛି। ଜମ୍ମୁ ଓ କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଏହା…

୧୨୧କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ, ୨୩ା୫(ପି.ଟି.): ଛତିଶଗଡ଼ ମଦ ଦୁର୍ନୀତି ମାମଲାର ମନିଲଣ୍ଡରିଂ ଦିଗ ଉପରେ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାୟପୁର ମେୟରଙ୍କ ବଡ଼ଭାଇ ଅନଓ୍ବର ଧେବାର ଏବଂ ଛତିଶଗଡ଼ ରାଜ୍ୟ ମାର୍କେଟିଂ କର୍ପୋରେଶନ ଲିଃର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଆଇଏଏସ୍‌ ଅଫିସର…

ସିବିଆଇ ତଦନ୍ତ ବିରୋଧରେ ସୁପ୍ରିମକୋର୍ଟ ଗଲେ ଅଭିଷେକ

ନୂଆଦିଲ୍ଲୀ, ୨୩ା୫: ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ବିରୋଧରେ ବରିଷ୍ଠ ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଜେରା ବିରୋଧରେ ତାଙ୍କ ଆବେଦନର ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ରାଜି…

ଇସ୍ରାଏଲ୍‌ ଆକ୍ରମଣରେ ୩ ପାଲେଷ୍ଟିନୀୟଙ୍କ ମୃତ୍ୟୁ

ତେଲ୍‌ ଆଭିଭ, ୨୩ା୫: ଓ୍ବେଷ୍ଟ ବ୍ୟାଙ୍କ୍‌ର ଏକ ଶରଣାର୍ଥୀ ଶିବିର ଉପରେ ସୋମବାର ଭୋର ସମୟରେ ଇସ୍ରାଏଲ୍‌ ସେନା ଆକ୍ରମଣ କରିବାରୁ ୩ ଜଣ ପାଲେଷ୍ଟାଇନ୍‌ ନାଗରିକ ନିହତ ହୋଇଛନ୍ତି। ଇସ୍ରାଏଲ୍‌ର ଏଭଳି କାର୍ଯ୍ୟକୁ ଆମେରିକା ନିନ୍ଦା କରିଛି। ନାବ୍‌ଲୁସ୍‌ ସହର ନିକଟରେ…

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୨ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁରରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ଯବାନ ଆହତ ହୋଇଛନ୍ତି। ଗଙ୍ଗାଲୁର ଥାନା ଅଞ୍ଚଳର ପୁସନାର ଏବଂ ହିରୋଲି ମଧ୍ୟରେ ମାଓବାଦୀଙ୍କ ଉପସ୍ଥିତି ନେଇ ଖବର ପାଇ ପୋଲିସ ପକ୍ଷରୁ କୋମ୍ବିଂ…

ଶରଣାର୍ଥୀ ଶିବିରରେ ଇସ୍ରାଏଲ୍‌ର ଆକ୍ରମଣ

ତେଲ୍‌ ଆଭିଭ,୨୨ା୫: ଓ୍ବେଷ୍ଟ ବ୍ୟାଙ୍କ୍‌ର ଏକ ଶରଣାର୍ଥୀ ଶିବିର ଉପରେ େଇସ୍ରାଏଲ୍‌ ସେନା ଆକ୍ରମଣ କରିବାରୁ ୩ଜଣ ପାଲେଷ୍ଟାଇନ୍‌ ନାଗରିକ ନିହତ ହୋଇଛନ୍ତି। ଅନ୍ୟ ୬ ଜଣ ଆହତ ହୋଇଥିବା ବେଳେ ଜଣକ ଅବସ୍ଥା ସଙ୍କଟାପନ୍ନ ରହିଛି। ଇସ୍ରାଏଲ୍‌ର ଏଭଳି କାର୍ଯ୍ୟକୁ…

ଚମ୍ପଟ ମାରିଥିବା ଅଭିଯୁକ୍ତଙ୍କୁ ୩ ଦିନ ପରେ ଧରିଲା ପୋଲିସ

ନାକଟିଦେଉଳ,୨୨ା୫(ଡି.ଏନ.ଏ.): ନାକଟିଦେଉଳ ପୋଲିସ ହେପାଜତରୁ ଚମ୍ପଟ ମାରିଥିବା ଅଭିଯୁକ୍ତ ୩ଦିନ ପରେ ସୋମବାର ଗିରଫ ହୋଇଛନ୍ତି। ସେ ହେଲେ ବୌଦ୍ଧ ଜିଲା ବଘିଆପଡ଼ା ଗ୍ରାମର ସନୁଜ ବେହେରା (୨୦)। ମିଳିଥିବା ସୂଚନା ମୁତାବକ, ସନୁଜଙ୍କ ନାମରେ ନାକଟିଦେଉଳ ଥାନାରେ ଏକ ଚୋରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri