Home Left

ନଦୀରେ ଗାଈ ପାର୍‌ କରୁଥିବା ବେଳେ ଭାସିଗଲେ ଜଣେ ବ୍ୟକ୍ତି

ବରୀ,୨୨ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ତନ୍ତିଘାଇ ଶାଖା ଚିଙ୍ଗୁଡ଼ିଆ ନଦୀରେ ଗାଈକୁ ପାର୍‌ କରୁଥିବା ସମୟରେ ବୋଦୁଅ ପଞ୍ଚାୟତ ଏରଡ଼ା ଗ୍ରାମର ସୁକୁଟା ମଳିକ (୪୫) ନଦୀରେ ବୁଡ଼ି ନିଖୋଜ ହୋଇଛନ୍ତି। ସ୍ଥାନୀୟ ଲୋକେ ଓ ପରିବାର ସଦସ୍ୟମାନେ ଖୋଜାଖୋଜି କରି ବିଫଳ…

ଡିଭାଇଡରରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ନାଚୁଣୀ,୨୨ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡ ବରଡ଼ି ଛକ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ଗଞ୍ଜାମ ଜିଲା…

ଅଜୟ ଦେବଗନଙ୍କ ଫିଲ୍ମକୁ ବଡ଼ ସଫଳତା, ଏହି ଭାଷାରେ ରିମେକ୍‌ ହେବ ‘ଦୃଶ୍ୟମ’

ମୁମ୍ବାଇ: ଅଭିନେତା ଅଜୟ ଦେବଗନଙ୍କ ସୁପରହିଟ୍‌ ଫିଲ୍ମ ‘ଦୃଶ୍ୟମ’ ଆଉ ଏକ ବଡ଼ ସଫଳତା ପାଇଛି। ବର୍ତ୍ତମାନ ‘ଦୃଶ୍ୟମ’ ଫ୍ରାଞ୍ଚାଇଜ ଦେଶ ସହିତ ବିଦେଶରେ ପାଦ ରଖିବାକୁ ଯାଉଛି। ଖୁବ୍‌ଶୀଘ୍ର ଏହି ସର୍ବୋତ୍ତମ ଚଳଚ୍ଚିତ୍ର ଧାରାବାହିକ ଦକ୍ଷିଣ କୋରିଆରେ ରିମେକ୍‌ ହେବ।…

ଦିଲ୍ଲୀରେ ଖାର୍ଗେଙ୍କୁ ଭେଟିବେ ନୀତୀଶ

ନୂଆଦିଲ୍ଲୀ,୨୨।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ଦିଲ୍ଲୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିବେ। ଏହି ସମୟରେ ନୀତୀଶଙ୍କ ସହ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମଧ୍ୟ ଉପସ୍ଥିତ ରହିବେ। ୨୦୨୪ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ବୈଠକ…

ଛତିଶଗଡ଼, ଆନ୍ଧ୍ରକୁ ରାତିଅଧିଆ ବାଲି ଚୋରାଚାଲାଣ

ନବରଙ୍ଗପୁର,୨୨ା୫(ବି.ପ୍ର.): ନବରଙ୍ଗପୁର ଜିଲାରୁ ଛତିଶଗଡ ଓ ଆନ୍ଧ୍ରକୁ ପ୍ରତିଦିନ ଶହଶହ ଟ୍ରକ୍‌ ବାଲି ଚୋରାଚାଲାଣ ହେଉଛି । ପ୍ରଶାସନର ଜାଣତରେ ବାଲି ମାଫିଆମାନେ ଏଭଳି କାର୍ଯ୍ୟରେ ସମ୍ପୃକ୍ତ ରହୁଛନ୍ତି । ଫଳରେ ସରକାର ଲକ୍ଷ ଲକ୍ଷ ଟଙ୍କାର ରାଜସ୍ବ ହରାଉଛନ୍ତି ।…

ସ୍ବାସ୍ଥ୍ୟସେବାରେ ଆସୁନି ସୁଧାର

ବଇଣ୍ଡା,୨୨ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟସେବାରେ ସରକାର ଦେଉଛନ୍ତି ଅନେକ ସୁବିଧା। ଏହାର ସୁଯୋଗ ନେବାକୁ ସରକାରୀ ମେଡିକାଲ ଆସୁଛନ୍ତି ରୋଗୀ। ହେଲେ କେଉଁଠି ଦୀର୍ଘବର୍ଷ ହେଲା ଡାକ୍ତର ନାହାନ୍ତି ତ ଆଉ କେଉଁଠି ଆବଶ୍ୟକ ସଂଖ୍ୟକ କର୍ମଚାରୀ ଅଭାବରୁ ମିଳିପାରୁନି ଚିକିତ୍ସା। ଫଳରେ…

ଅଦୃଶ୍ୟ ଠକ ଆତଙ୍କ

ଢେଙ୍କାନାଳ ଅଫିସ,୨୨।୫: ଢେଙ୍କାନାଳରେ ସାଇବର କ୍ରାଇମ୍‌ ବଢ଼ିବାରେ ଲାଗିଛି। ଜିଲାରେ ଗତ ଦେଢ଼ବର୍ଷ ମଧ୍ୟରେ ଏଭଳି ୭୦ଟି ମାମଲା ରୁଜୁ ହୋଇଥିବାବେଳେ ମାତ୍ର ୮ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ଠକମାନେ ଅତି ଚତୁରତାର ସହ ଆକାଉଣ୍ଟ ଖାଲି କରିଦେଉଥିବାବେଳେ…

ବଢ଼ୁଛି କେନ୍ଦୁଝର ଆମ୍ବର ଚାହିଦା

କେନ୍ଦୁଝର,୨୨ା୫ (ସ୍ବ.ପ୍ର): ଏକଦା କେନ୍ଦୁଝରବାସୀ କଲମି ସୁସ୍ବାଦୁ ଆମ୍ବ ପାଇଁ ବାହାର ରାଜ୍ୟ ଉପରେ ନିର୍ଭର କରୁଥିଲେ। ଏବେ ଚିତ୍ର ବଦଳି ଯାଇଛି, କେନ୍ଦୁଝର ଆମ୍ବ ବାହାର ରାଜ୍ୟକୁ ଚାଲାଣ ହେଉଛି। ମାତ୍ର ଏଥିରେ ବାହାର ରାଜ୍ୟର ବ୍ୟବସାୟୀ ଲାଭବାନ ହେଉଥିବା…

ସମସ୍ୟା ଘେରରେ ପୂର୍ଣ୍ଣବାସୀ କଲୋନୀ ରାଜୀବ ଆବାସ

ବ୍ରହ୍ମପୁର ଅଫିସ,୨୨ା୫: ସହରର ବସ୍ତି ବାସିନ୍ଦାଙ୍କୁ ଥଇଥାନ ପାଇଁ ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ସହରର ୧୨ଟି ସ୍ଥାନରେ ରାଜୀବ ଆବାସ ଆପାର୍ଟମେଣ୍ଟ ନିର୍ମାଣ କରାଯାଇଛି। ଯେଉଁଠାରେ ବସ୍ତି ବାସିନ୍ଦାମାନେ ରହିବାର ସୁଯୋଗ ପାଇଛନ୍ତି। ସୂଚନାଥାଉ କି, ବିଇଏମସି ପକ୍ଷରୁ…

ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ ଚାଲିଛି। ଭଗତଙ୍କ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅନୁଗୁଳିଆପଡ଼ା ବାସଭବନ ଗାଇସିଲେଟ ଥାନା…

ବ୍ରହ୍ମପୁର ରିଙ୍ଗ୍‌ ରୋଡ୍‌ ନିର୍ମାଣରେ ବିଳମ୍ବ

ଛତ୍ରପୁର,୨୨ା୫(ଡି.ଏନ.ଏ): ଗଞ୍ଜାମ ଜିଲାରେ ପ୍ରସ୍ତାବିତ ବ୍ରହ୍ମପୁର ବାଇପାସ ରିଙ୍ଗ୍‌ ରୋଡ୍‌ ନିର୍ମାଣରେ ଅହେତୁକ ବିଳମ୍ବ ହୋଇଛି। ୧୦ ବର୍ଷ ପରେ ବି ଏହି ରିଙ୍ଗ୍‌ ରୋଡ୍‌ ନିର୍ମାଣ କାର୍ଯ୍ୟ ଶେଷ ହୋଇପାରିନାହିଁ। ମୁଖ୍ୟତଃ ଘରୋଇ ଜମି ଅଧିଗ୍ରହଣ ସମସ୍ୟା ଦେଖାଦେଇଆସୁଛି। ଫଳରେ…

ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୨।୫: ବହୁ ବାଦବିବାଦ ପରେ ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ଭାୟା ପୁରୁଣାବଜ଼ାର ରାସ୍ତା ନିର୍ମାଣ ପାଇଁ ରବିବାର ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ମୋଚି ଛକଠାରୁ ଉଚ୍ଛେଦ ଆରମ୍ଭ ହୋଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri