Home Left

ଦର୍ଶନ ପାଇଁ ଭକ୍ତଙ୍କଠାରୁ ଟଙ୍କା ନେଉଥିବା ଅଭିଯୋଗ

ପୁରୀ ଅଫିସ,୨୧ା୫: ଶ୍ରୀମନ୍ଦିରରେ ନିୟୋଜିତ ଥିବା କେତେଜଣ କର୍ମଚାରୀ ଟଙ୍କା ନେଇ ଭକ୍ତକୁ ମହାପ୍ରଭୁଙ୍କ ଦର୍ଶନ କରାଉଥିବା ନେଇ ଅଭିଯୋଗ ହୋଇଛି। ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନଙ୍କ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଥିଲା। ଶ୍ରଦ୍ଧାଳୁମାନେ ଧାଡ଼ିରେ ଯାଇ ଠାକୁରଙ୍କୁ ଦର୍ଶନ…

ଭଞ୍ଜନଗର ସହରରେ ରିଙ୍ଗ୍‌ ରୋଡ଼ ପାଇଁ ବାଟ ଫିଟିଲା

ଭଞ୍ଜନଗର,୨୧ା୫(ଡି.ଏନ.ଏ): ଭଞ୍ଜନଗର ବ୍ଲକର ବିଭିନ୍ନ ସ୍ଥାନରେ ଥିବା ମେଗା ପ୍ରକଳ୍ପରୁ ବର୍ତ୍ତମାନ କେବଳ ଖରିଫ୍‌ ଋତୁରେ ହିଁ ଜମିକୁ ପାଣି ଦିଆଯାଉଛି। ରବି ଋତୁରେ ଚାଷୀଙ୍କୁ ଏହି ସୁବିଧା ମିଳୁନାହିଁ। କିଛିଦିନ ପୂର୍ବେ ଭଞ୍ଜନଗର ବ୍ଲକ ବୁଦୁଲି ଗ୍ରାମର ଚାଷୀମାନେ ଗଣ୍ଡିଶୁଳାରେ…

ମରଣଯନ୍ତା ପାଲଟିଛି ପ୍ରଧାନମନ୍ତ୍ରୀ ସଡ଼କ

ବୁଗୁଡ଼ା,୨୧ା୫(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ସଡ଼କ ପାଲଟିଛି ମରଣ ଯନ୍ତା। ଗୁହାରି ଶୁଣିବାକୁ ବୁଗୁଡ଼ାରେ ନାହାନ୍ତି ଅଧିକାରୀ। ଦୀର୍ଘ ଦିନ ହେଲା ସ୍ଥାୟୀ ଅଧିକାରୀ ନଥିବାରୁ ଭୂତ କୋଠି ପାଲଟି ଗଲାଣି ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟାଳୟ। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ବୁଗୁଡ଼ାଠାରୁ ମୋଟାବାଡ଼ି…

ଦିନକୁ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ପରିବା ନଷ୍ଟ

ବୈଶିଙ୍ଗା,୨୧ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବୁଢ଼ାବଳଙ୍ଗ ଓ ଗଙ୍ଗାହାର ନଦୀ ଅବବାହିକାରେ ପ୍ରଚୁର ପରିମାଣରେ ପନିପରିବା ଚାଷ କରାଯାଇଥାଏ। ଚଳିତ ବର୍ଷ ମଧ୍ୟ ଜହ୍ନି, ବାଇଗଣ, ବିଲାତି, କାକୁଡ଼ି, ପୋଟଳ, ଲଙ୍କା, ଝୁଡ଼ଙ୍ଗ ଆଦିର ଉତ୍ପାଦନ ଭଲ ହୋଇଛି। ମାତ୍ର…

ବରାହ ପୀଠରୁ ମୂର୍ତ୍ତି ଚୋରିକୁ ୮ ବର୍ଷ

ଯାଜପୁରଟାଉନ,୨୧ା୫(ଡି.ଏନ.ଏ.): ଯାଜପୁର ବରାହ ପୀଠରୁ ମୂର୍ତ୍ତି ଚୋରି ଘଟଣାକୁ ୮ ବର୍ଷ ପୂରିଯାଇଛି। ହେଲେ ଏ ପର୍ଯ୍ୟନ୍ତ ଚୋରିର ରହସ୍ୟ ଉନ୍ମୋଚନ ହୋଇପାରିନାହିଁ। ପୋଲିସ ଦୁର୍ବୃତ୍ତଙ୍କୁ କାବୁକରି ପାରିନାହିଁଁ କିମ୍ବା ଚୋରି ମୂର୍ତ୍ତିକୁ ଉଦ୍ଧାର କରିପାରିନାହିଁ। ଯାଜପୁର ସହର ବୈତରଣୀ ନଦୀକୂଳ…

କେନ୍ଦ୍ରାପଡ଼ାରେ ବଢୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ,୨୧ା୫: ଅନୁପ୍ରବେଶ ଓ ଆତଙ୍କବାଦ ସହିତ କେନ୍ଦ୍ରାପଡ଼ା ଜିଲାର ସଂଯୋଗ ରହିଥିବା ବେଳେ ଜିଲା ପ୍ରଶାସନ ଅଥବା ରାଜ୍ୟ ସରକାର କୌଣସି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ଜିଲାର ୪୮ କିଲୋମିଟର ଖୋଲାମେଲା ସମୁଦ୍ର ତଟ ଏବେ…

ଜରିମାନା ଦେବାକୁ ଲୁଟ୍‌ ଜୋରଦାର

ଯାଜପୁର ଅଫିସ,୨୧ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ମୂଲ୍ୟବାନ କଳାପଥର ଚୋରି ଏବେ ଆହୁରି ଜୋର ଧରିଛି। ବିଭିନ୍ନ ପର୍ଯ୍ୟାୟରେ ୨୨ ଜଣ ଲିଜ୍‌ଧାରୀଙ୍କୁ ୩୨୦ କୋଟି ଟଙ୍କା ଜରିମାନା ନିର୍ଦ୍ଦେଶ ହେବା ପରେ ଏପରି ପରିସ୍ଥିତି ସୃଷ୍ଟି ହୋଇଛି।…

ଆଲୋକୀକରଣ ଯୋଜନା ପ୍ରହସନ ପାଲଟିଛି

ନାଉଗାଁ,୨୧ା୫(ସ୍ବ.ପ୍ର.): ଗାଁ ଗହଳି ରାସ୍ତାକୁ ଆଲୋକୀକରଣ କରିବା ପାଇଁ ସରକାରଙ୍କ ତରଫରୁ ନାଉଗାଁ ବ୍ଲକରେ ଆଲୋକୀକରଣ ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି ଯୋଜନା ମାଧ୍ୟରେ ପ୍ରତ୍ୟେକ ଗ୍ରାମର ରାସ୍ତା ପାର୍ଶ୍ୱ, ଗାଁ ଦାଣ୍ଡ ଆଦିରେ ଉଜ୍ୱଳ ଆଲୋକ ଲଗାଯିବାର ନିୟମ ରହିଛି।…

ଜୀବନ ଯନ୍ତ୍ରଣା ଭିତରେ ବଞ୍ଚିବାର ରାହା ଖୋଜୁଥିବା ଦମ୍ପତି

ରାଜନଗର,୨୧ା୫(ଡି.ଏନ.ଏ.): ଜଳଧର ଦାସ, ବୟସ ୮୦। ସ୍ତ୍ରୀ ବାସନ୍ତୀ ଦାସ ବୟସ ୭୫। ବୟସର ଅପରାହ୍ନରେ ପାଦ ଥାପି ସାରିଲେଣି ଦୁହେଁ। ଜଳଧର ଜନ୍ମରୁ କୁଜ୍ଜା। କୁଜ୍ଜା ହେଲେ ବି ଜୀବନ ଯନ୍ତ୍ରଣାକୁ ଭ୍ରୁକ୍ଷେପ ନ କରି କାମ ଧନ୍ଦା କରି…

ଜମ୍ବୁର ସଫଳ ଚାଷୀ ଶ୍ରୀମନ୍ତ: ବାଡ଼ିରେ ଫଳୁଛି ଅଙ୍ଗୁର

ମହାକାଳପଡ଼ା,୨୧ା୫ (ଡି.ଏନ୍‌.ଏ.): ସାଧାରଣତଃ ଥଣ୍ଡା ଜଳବାୟୁରେ ସେଓ, ଅଙ୍ଗୁର, ନାସ୍‌ପାତି, କମଳା, ଲିଚୁ ସମେତ ବିଭିନ୍ନ ଜାତୀୟ ଫଳ ପ୍ରଚୁର ପରିମାଣରେ ଉତ୍ପାଦନ ହୋଇଥାଏ। ବିଶେଷକରି ଭାରତର ହିମାଳୟ ପର୍ବତମାଳାର ପାଦଦେଶ ଯଥା ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ ସମେତ ଆସାମ,…

ବିଦ୍ୟୁତ୍‌ ସେବା ଅପହଞ୍ଚ: ମୋବାଇଲ ଆଲୁଅରେ ରୋଗୀଙ୍କୁ ଇଞ୍ଜେକ୍‌ଶନ

ବରଗଡ଼ ଅଫିସ୍‌,୨୧ା୫: ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅନେକ ସମୟରେ ବିଦ୍ୟୁତ ସେବା ଅପହଞ୍ଚ ହୋଇ ପଡୁଛି। ଫଳରେ ଅନ୍ଧାରରେ ମୋବାଇଲ ଟର୍ଚ୍ଚ ବ୍ୟବହାର କରି ରୋଗୀସେବା କରାଯିବା ଭଳି ଘଟଣା ସାମ୍‌ନାକୁ ଆସିଛି। ଶୁକ୍ରବାର ରାତିରେ ବିଦ୍ୟୁତ କାଟ୍‌ ଯୋଗୁ…

ଅଷ୍ଟମ ଥର ବାପା ହେବେ ବୋରିସ୍‌

ଲଣ୍ଡନ,୨୧।୫: ବ୍ରିଟେନ୍‌ର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌(୫୮) ଅଷ୍ଟମ ଥର ପାଇଁ ବାପା ହେବାକୁ ଯାଉଛନ୍ତି। ବୋରିସ୍‌ଙ୍କ ସ୍ତ୍ରୀ କ୍ୟାରି ଜନ୍‌ସନ୍‌ ୮ ମାସ ଗର୍ଭବତୀ ଥିବା କଥା ସୋସିଆଲ ମିଡିଆ ପୋଷ୍ଟ ଶେୟାର କରି କହିଛନ୍ତି। କିଛି ସପ୍ତାହ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri