Home Left

ଭୁବନେଶ୍ୱରରେ କଳାହାଣ୍ଡିଆ ମେଘ…ଧୂଳିଝଡ଼…ବର୍ଷା

ଭୁବନେଶ୍ୱର,୨୦ା୫(ବ୍ୟୁରୋ)- ରାଜଧାନୀରେ ଶୁକ୍ରବାର ଦିନ ତମାମ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ମାତ୍ର ସନ୍ଧ୍ୟା ପ୍ରାୟ ୬ଟା ବେଳକୁ ଛାରିଆଡ଼େ କଳାହାଣ୍ଡିଆ ମେଘ ଘୋଟିଯାଇଥିଲା। ଏହାସହ ପ୍ରବଳ ବେଗରେ ଧୂଳି ଝଡ ହୋଇଥିଲା। ପବନର ବେଗ ଏତେ ତୀବ୍ର ଥିଲା…

୬ ଜିଲାରେ ବିକାଶମୂଳକ କାର୍ଯ୍ୟ କରିବ ୟୁବିଆଇ

ଭୁବନେଶ୍ୱର,୨୦।୫: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ନୀତେଶ ରଞ୍ଜନ ଭୁବନେଶ୍ୱର ଗସ୍ତରେ ଆସି ବ୍ୟାଙ୍କର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଓଡ଼ିଶାର ୬ ଜିଲାରେ ବ୍ୟାଙ୍କ ଆବଶ୍ୟକ ବିକାଶମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସେ ଇଚ୍ଛା ପ୍ରକାଶ କରିଛନ୍ତି।…

ଗାଡ଼ିରେ ‘ପ୍ରେସ୍‌’ ଲେଖି ଗଞ୍ଜେଇ ଚାଲାଣ

ନନ୍ଦପୁର, ୨୦ା୫ (ଡି.ଏନ୍‌.ଏ.): ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଏବେ ଚାଲାଣକାରୀମାନେ ଏକ ନୂଆ ତରିକା ଆପଣେଇଛନ୍ତି। ଗାଡ଼ିରେ ସେମାନେ ପ୍ରେସ୍‌ ଲେଖି ଗଞ୍ଜେଇ ଚାଲାଣ କରୁଥିବା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ପାଡୁଆ ଥାନା ଅଞ୍ଚଳରେ ଦେଖିବାକୁ…

ମୋଚା ତାଣ୍ଡବ ମ୍ୟାନ୍‌ମାରରେ ୧୪୫ ମୃତ

ବ୍ୟାଙ୍କକ୍‌, ୨୦।୫: ବାତ୍ୟା ମୋଚା ପ୍ରଭାବରେ ମ୍ୟାନ୍‌ମାରରେ ଅଦ୍ୟାବଧି ୧୪୫ ଜଣଙ୍କ ପ୍ରାଣହାନି ଘଟିଛି। ମୃତକଙ୍କ ମଧ୍ୟରେ ୧୧୭ ରୋହିଙ୍ଗ୍ୟା ମୁସଲମାନ ରହିଛନ୍ତି। ମ୍ୟାନ୍‌ମାରର ରାଖିନରେ ମୋଚା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଅନ୍ୟ ଅଞ୍ଚଳରେ ବାତ୍ୟା ଯୋଗୁ କେତେଜଣ ପ୍ରାଣ ହରାଇଛନ୍ତି…

ଭିମ୍‌ସାର ଡାକ୍ତରୀ ଛାତ୍ରୀଛାତ୍ରଙ୍କ ପାଇଁ ଅଡୁଆ

ସମ୍ବଲପୁର,୨୦ା୫(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାର ମେଡିକାଲ କଲେଜ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳ ଖେଳାଯାଉଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ବେପରୁଆ ନୀତି ଯୋଗୁ ପିଲାଙ୍କ ଭବିଷ୍ୟତ ଅଡୁଆରେ ପଡିବା ଭୟ ରହିଛି। ସେମାନଙ୍କୁ ପାସ୍‌ ସାର୍ଟିଫିକେଟ ସହ ଡାକ୍ତର ସ୍ବୀକୃତି ମିଳିବ…

ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୨୦ା୫: ମାଟ୍ରିକ୍‌ ପରୀକ୍ଷାରେ ପୁଅ ୫୧୯ ନମ୍ବର ରଖି ଏ-୧ ଗ୍ରେଡ୍‌ ପାଇଥିଲେ। ଏଥିପାଇଁ ପରିବାର ଲୋକ ବେଶ୍‌ ଖୁସି ଥିଲେ। ଭବିଷ୍ୟତରେ ଡାକ୍ତର ହୋଇ ରୋଗୀଙ୍କ ସେବା କରିବାକୁ ସେ ଲକ୍ଷ୍ୟ ରଖିଥିଲେ। ହେଲେ ଏହି ଖୁସି ବେଶି…

ବିହାର ସରକାରଙ୍କୁ ମୂଳ ରେକର୍ଡ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୦ା୫(ପି.ଟି.): ୧୯୯୪ରେ ବିହାର ଗୋପାଳଗଞ୍ଜ ଜିଲାପାଳ ଜି. କ୍ରିଷ୍ଣେୟାଙ୍କୁ ହତ୍ୟା ମାମଲାରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା ପୂର୍ବତନ ଏମ୍‌ପି ଆନନ୍ଦ ମୋହନଙ୍କ ଦଣ୍ଡ କୋହଳ କରାଯାଇ ଅବଧି ପୂର୍ବରୁ ମୁକ୍ତ କରାଯିବା ଘଟଣାରେ ସୁପ୍ରିମକୋର୍ଟ ବିହାର ସରକାରଙ୍କୁ ଜବାବ ମାଗିଛନ୍ତି। ଆନନ୍ଦ…

ମିଳିଲେ ସାଇ, ରେଜଲ୍ଟ ଚିନ୍ତାରେ ପୁରୀ ପଳାଇଥିଲେ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡ଼ା ଜେଲ ରୋଡ୍‌ରେ ରହୁଥିବା ଛାତ୍ର ସାଇପ୍ରସାଦ ପଣ୍ଡା ନିଖୋଜ ହେବାର ୨ଦିନ ପରେ ଶୁକ୍ରବାର ମିଳିଛନ୍ତି। ସେ ବଡ଼ଗଡ଼ ଅଞ୍ଚଳରେ ରହୁଥିବା ଜଣେ କିନ୍ନରଙ୍କ ପାଖରେ ଥିବାବେଳେ ପରିବାର ଲୋକ ତାଙ୍କୁ…

ଏ. କେ. ବିଷୋୟୀ ଏମ୍‌ସ ଭୁବନେଶ୍ୱରର ନୂଆ ଅଧ୍ୟକ୍ଷ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରର ନୂଆ ଅଧ୍ୟକ୍ଷ ଭାବେ ବିଶିଷ୍ଟ କାର୍ଡିଆକ ସର୍ଜନ ଡ. ଏ. କେ. ବିଷୋୟୀ ନିଯୁକ୍ତ ହୋଇଛନ୍ତି। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ପ୍ରକାଶିତ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ପୂର୍ବରୁ…

ଆଦାନୀକୁ ସୁପ୍ରିମକୋର୍ଟ କମିଟିର କ୍ଲିନ୍‌ଚିଟ୍‌

ନୂଆଦିଲ୍ଲୀ,୨୦ା୫: ଶିଳ୍ପପତି ଗୌତମ ଆଦାନୀଙ୍କୁ ସୁପ୍ରିମକୋର୍ଟ ନିଯୁକ୍ତ କମିଟି ପକ୍ଷରୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକୀୟ ଶର୍ଟସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଣିଥିବା ଷ୍ଟକ୍ସ ଦୁର୍ନୀତି ଅଭିଯୋଗ ନେଇ କୌଣସି ପ୍ରମାଣ ହସ୍ତଗତ ହୋଇ ନ ଥିବା ଜଷ୍ଟିସ୍‌…

ସମ୍ବଲପୁରରେ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ ଟିମ୍‌

ସମ୍ବଲପୁର,୨୦ା୫(ବ୍ୟୁରୋ): ମହାନଦୀ ଜଳ ବିବାଦକୁ ନେଇ ଗଠିତ ହୋଇଥିବା ଟ୍ରିବ୍ୟୁନାଲ ଟିମ୍‌ ଶୁକ୍ରବାର ସମ୍ବଲପୁରରେ ପହଞ୍ଚିଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଏହି ଟିମ୍‌ ବିଭିନ୍ନ ସ୍ଥାନ ପରିଦର୍ଶନ ସହ ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ସନ୍ଧ୍ୟା ୭ଟାରେ ଝାରସୁଗୁଡା…

୫ ଲକ୍ଷ ନୁହେଁ, ମାତ୍ର ୫୮ ହଜାର

ସୁନୀତ୍‌ ମିଶ୍ର ଭୁବନେଶ୍ବର, ୨୦ା୫: ଓଡ଼ିଶାର ବେକାର ଯୁବତୀଯୁବକମାନଙ୍କ ଦକ୍ଷତା ବିକାଶ ଲାଗି ରାଜ୍ୟ ସରକାର ଅନେକ କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ କରୁଥିବା ୨୦୨୩-୨୪ ଆର୍ଥିକ ବର୍ଷ ବଜେଟରେ ଉଲ୍ଲେଖ କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷ ବଜେଟରେ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri