ୟୁବିଆଇର ‘ୟୁ ଜିନିୟସ୍’ ଉଦ୍ଯାପିତ
ଭୁବନେଶ୍ୱର,୨୬।୮: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ) ପକ୍ଷରୁ ଶୁକ୍ରବାର ଏକ ଜାତୀୟ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ‘ୟୁ ଜିନିୟସ୍’ ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାରେ କଟକ, ଭୁବନେଶ୍ୱର, ବାଲେଶ୍ୱର, ବାରିପଦା, ବ୍ରହ୍ମପୁର ଓ ପୁରୀ…
ଜାଗା ମିଶନ ତାଲିକାରେ ଭୂତ ହିତାଧିକାରୀ
ଭୁବନେଶ୍ୱର, ୨୬।୮ (ବନ୍ଦନା ସେଠୀ): ଜାଗା ମିଶନ୍ ସର୍ଭେରେ ହୋଇଥିବା ବଡ଼ କେଳେଙ୍କାରି ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ଦେଇ ବସ୍ତି ଉନ୍ନୟନ କର୍ତ୍ତୃପକ୍ଷ (ଏସ୍ଡିଏ) ତାଲିକାରେ ବହୁ ଅଯୋଗ୍ୟ ତଥା ନିଜ ସମ୍ପର୍କୀୟଙ୍କୁ ସ୍ଥାନ ଦେଇ…
ବଜାଜ୍ ଫାଇନାନ୍ସର ନୂଆ ମାଇଲଖୁଣ୍ଟ
ଭୁବନେଶ୍ୱର,୨୬।୮: ବଜାଜ୍ ଫାଇନାନ୍ସ ଲିମିଟେଡ୍ (ବିଏଫ୍ଏଲ୍)କୁ ନିକଟରେ ଏକ ବିରଳ ସଫଳତା ମିଳିଥିବାବେଳେ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ଭାବେ ଏକ ଐତିହାସିକ ରେକର୍ଡ ହାସଲ କରିଛି। ବିଶେଷକରି ବିଏଫ୍ଏଲ୍ର ଫିକ୍ସଡ ଡିପୋଜିଟ (ଏଫ୍ଡି) ଖାତା ପରିମାଣ ୫୦,୦୦୦ କୋଟି ଟଙ୍କା…
ବିଓବି ପକ୍ଷରୁ ଭିଡିଓ ରି-କେୱାଇସିର ଶୁଭାରମ୍ଭ
ଭୁବନେଶ୍ୱର,୨୬।୮: ବ୍ୟାଙ୍କ ଅଫ୍ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଭିଡିଓ ରି-କେୱାଇସି’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଉକ୍ତ ସୁବିଧା ଉଭୟ ଇଂରାଜୀ ଓ ହିନ୍ଦୀ ଭାଷାରେ ଉପଲବ୍ଧ। ଏପରିକି ଗ୍ରାହକମାନେ ଡିଜିଟାଲ ସେବା ମାଧ୍ୟମରେ…
‘ଧର୍ମାନୁଷ୍ଠାନ, କମ୍ୟୁନିଟି ସେଣ୍ଟରର ଉନ୍ନତୀକରଣ ହେବ’
ବ୍ରହ୍ମପୁର (ସ୍ମୃତି ରଞ୍ଜନ ମହାଲିକ)/ ଗୋପାଳପୁର (ନବୀନରାଜ ଆଚାରୀ) ୨୬ା୮: ୫-ଟି ସଚିବ ଭି. କେ. ପାଣ୍ଡିଆନ ୩ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ବେଳେ ଶୁକ୍ରବାର ପ୍ରଥମ ଦିନରେ ସେ ବେଗୁନିଆପଡ଼ା ବ୍ଲକ ବୁରୁଝୁରୀ, ବ୍ରହ୍ମପୁର ମହାନଗରର ବିବେକ…
ଛାତ୍ରୀଛାତ୍ରଙ୍କୁ ଦିଆଯିବ ଜୈବବିବିଧତା ଶିକ୍ଷା
ଭୁବନେଶ୍ୱର, ୨୬।୮(ଅସମାପିକା ସାହୁ): ‘ମୋ ସ୍କୁଲ୍’ ଅଭିଯାନ ପରିଚାଳନା ସଙ୍ଗଠନର ୪୨ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଣଶିକ୍ଷା ଶାସନ ସଚିବ ଅଶ୍ୱଥି ଏସ୍ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବହୁ ନୂତନ କାର୍ଯ୍ୟକ୍ରମ ହାତକୁ ନେବାକୁ ନିଷ୍ପତ୍ତି ହୋଇଛି।…
ଜେଡ୍ ବ୍ଲାକ୍ର ନୂତନ ଟିଭିସି କ୍ୟାମ୍ପେନିଂ
ଭୁବନେଶ୍ୱର,୨୬।୮: ଦେଶର ପ୍ରମୁଖ ଧୂପକାଠି ବ୍ରାଣ୍ଡ୍ ‘ଜେଡ୍ ବ୍ଲାକ୍’ ପକ୍ଷରୁ ଏକ ନୂତନ ତଥା ଅଭିନବ ଟିଭିସି କ୍ୟାମ୍ପେନିଂ ‘ମନ କି ଶାନ୍ତି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଜେଡ୍…
୭୪ ଜଣଙ୍କୁ ପଦକ ପ୍ରଦାନକଲେ ରାଜ୍ୟପାଳ
ଭୁବନେଶ୍ୱର,୨୬।୮(ସତ୍ୟଜିତ ରାଉତ): ରାଜ୍ୟ ପୋଲିସ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୭୪ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ପାଇଁ ରାଷ୍ଟ୍ରପତି, ରାଜ୍ୟପାଳ…
ଖସିଲା ଶେୟାର ବଜାର କାରବାର
ଭୁବନେଶ୍ୱର,୨୬।୮: କ୍ରମାଗତ ୨ୟ ଦିନ ଲାଗି ଭାରତୀୟ ଶେୟାର ବଜାରର କାରବାରରେ ହ୍ରାସ ଘଟିଛି। ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଶୁକ୍ରବାର ଷ୍ଟକ୍ ମାର୍କେଟର କାରବାର…
ଫରେଷ୍ଟ ବିଟ୍ ହାଉସ ଉଡ଼ାଇଲେ, ଜେସିବି ପୋଡ଼ିଲେ
ନୂଆପଡ଼ା,୨୬।୮(ମକାରୁ ବେମାଲ): ନୂଆପଡ଼ା ଜିଲାରେ ପୁଣି ମାଓବାଦୀମାନେ ତାଙ୍କର ଉପସ୍ଥିତି ଜାହିର କରିଛନ୍ତି। ନୂଆପଡ଼ା ସଦର ମହକୁମାଠାରୁ ୧୦ କି.ମି. ଦୂର ସୁନାବେଡା ଅଭୟାରଣ୍ୟ ଭିତରେ କେରମେଲି ପଞ୍ଚାୟତ ଗୋଲାବନ୍ଧ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ବିଏସ୍ଏନ୍ଏଲ୍ କମ୍ପାନୀରେ କାମ…
ବିଏମ୍ସିରେ ୪୧୬ ନୂଆ ପଦବୀ
ଭୁବନେଶ୍ୱର,୨୬ା୮(ଅନିଲ ଦାସ): କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରବାସୀଙ୍କୁ ମୌଳିକ ସୁବିଧା ଯୋଗାଇଦେବା ସକାଶେ ରାଜ୍ୟ ସରକାର ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି) ପାଇଁ ୪୧୬ ନୂଆ ପଦବୀ ସୃଷ୍ଟି କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପଦବୀଗୁଡ଼ିକୁ ମଞ୍ଜୁର…
ଜାଭେଲିନ୍ ଥ୍ରୋ ଫାଇନାଲରେ ଓଡ଼ିଶାର କିଶୋର
ଭୁବନେଶ୍ୱର, ୨୬।୮ (ତପନ ସ୍ବାଇଁ): ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପର୍ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର କିଶୋର ଜେନା। ଶୁକ୍ରବାର ଅନୁଷ୍ଠିତ ଗ୍ରୁପ୍ ‘ବି’ କ୍ୱାଲିଫିକେଶନ ରାଉଣ୍ଡରେ ସେ ୮୦.୫୫ ମିଟର ଥ୍ରୋ କରି ଏହି ଗୌରବ…

