Home Left

ଦଣ୍ଡପର୍ବ

ଚୈତ୍ରମାସ ଆରମ୍ଭରେ ଓଡ଼ିଶାର ପୁରପଲ୍ଲୀରେ ପାରମ୍ପରିକ ରୀତିନୀତିରେ ପାଳନ ହୋଇଥାଏ ଦଣ୍ଡପର୍ବ । ଏହି ପର୍ବରେ ଭଗତାମାନେ ନିଷ୍ଠାର ସହିତ ମଙ୍ଗଳମୟ ଶିବଙ୍କୁ ଆରାଧନା କରିଥାନ୍ତି। ଦଣ୍ଡନୃତ୍ୟରେ ପୌରାଣିକ, କିମ୍ବଦନ୍ତୀ ଓ ଲୋକକଥାକୁ ନେଇ ସାମାଜିକ ଚଳଣିରେ ସଂସ୍କାର, ଭାଇଚାରା ସୁଦୃଢ…

ନମ୍ବର ପ୍ଲେଟରେ ଚୁଇଂଗମ୍‌ ମାରି ବୁଲୁଛନ୍ତି ଅମାନିଆ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆଇନ ଯେତେ କଡ଼ାକଡ଼ି କରାଯାଉଛି, ଅମାନିଆ ସେତିକି ନୂଆ ନୀତି ଆପଣାଉଥିବା ଦେଖିବାକୁ ମିଳୁଛି। ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ସାବାଡ କରିବାକୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ(ଏଚ୍‌ଏସ୍‌ଆର୍‌ପି)କୁ ବାଧ୍ୟତାମୂଳକ କରାଯାଇଛି। ଫଳରେ କେହି ନିୟମ ଉଲ୍ଲଂଘନ କଲେ ସିସିଟିଭିରେ ଗାଡ଼ି ନମ୍ବରକୁ…

ହଟୁନି ଅଳିଆ, ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୯।୪: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଶୀର୍ଷ ସ୍ଥାନ ହାସଲ ଲାଗି ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ସ୍ବଚ୍ଛ ଭାରତ ସୁସ୍ଥ ଭାରତ ଅଭିଯାନ ଆରମ୍ଭ ହୋଇଥିଲା। ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ସ୍ବଚ୍ଛତାର ପୋଷ୍ଟର, ଓ୍ବାଲ୍‌ ପେଣ୍ଟିଂ କରାଯାଇଛି। ରାସ୍ତାରେ ଅଳିଆ…

ଟ୍ରକ୍‌ ତଳେ ପଶିଗଲା କାର୍‌

ଭଦ୍ରକ ଅଫିସ,୯।୪: ଭଦ୍ରକ ୧୬ ନଂ. ଜାତୀୟ ରାଜପଥ ରାଣୀତାଲ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ୪ ଗୁରୁତରଙ୍କୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଝାରଖଣ୍ଡ ନମ୍ବର ବିଶିଷ୍ଟ ଦୁଇଟି କାର ବାଲେଶ୍ୱର ଆଡ଼କୁ ଯାଉଥିବା…

ଆତଙ୍କ ଖେଳାଇଲେ ଝାଡ଼ଖଣ୍ଡୀ ହାତୀ

ରାଇବଣିଆ/ଜଳେଶ୍ୱର,୯।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ୍‌ ଶ୍ୟାମନଗର ପଞ୍ଚାୟତରେ ଶୁକ୍ରବାର ରାତିରେ ପଶ୍ଚିମବଙ୍ଗ ସୀମା ପଟୁ ୩୦ରୁ ଊଦ୍ଧର୍‌ବ ଝାଡ଼ଖଣ୍ଡୀ ହାତୀ ପଶି ପାଖପାଖି ୧୦୦ ଏକରରୁ ଊଦ୍ଧର୍‌ବ ଧାନ ଚାଷ ମାଡ଼ି ଦଳି ନଷ୍ଟ କରିଦେଇଛନ୍ତି। ରାଇବଣିଆ ଫରେଷ୍ଟ ରେଞ୍ଜ…

ଖଜରାର ଉପକାରିତା

ଭିଟାମିନ୍‌, ଆଇରନ୍‌, ପୋଟାସିୟମ୍‌, କ୍ୟାଲ୍‌ସିୟମ୍‌ ପରି ଅନେକ ଗୁଣକାରୀ ତତ୍ତ୍ୱରେ ଭରା ଖଜରାକୁ ଖାଇଲେ ଶରୀରକୁ ଇନ୍‌ଷ୍ଟାଣ୍ଟ ଏନର୍ଜି ମିଳିଥାଏ। ଖରା, ବର୍ଷା ହେଉ ଅବା ଶୀତ ସବୁ ଋତୁରେ ଏହାକୁ ଆରାମରେ ଖାଇହୁଏ। ତେବେ ଖାଦ୍ୟ ଖାଇସାରିବା ପରେ ନ…

ସୁଖସମୃଦ୍ଧି ଆଣିବ ଫୁଲ

ଫୁଲ କେବଳ ଗଛର ସୌନ୍ଦର୍ଯ୍ୟ ବଢାଏ ତାହା ନୁହେଁ, ବାସ୍ତୁଦୋଷ ଦୂର କରି ଘରକୁ ସୁଖସମୃଦ୍ଧି ଆଣିବାରେ ବି ଅନେକ ସାହାଯ୍ୟ କରିଥାଏ। ତେବେ କେଉଁ ଫୁଲ କି ଶୁଭଫଳ ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ… * ବାସ୍ତୁଶାସ୍ତ୍ର ଅନୁସାରେ, ଘର…

‘ମଣିଷ ସତ୍ୟର ସନ୍ଧାନୀ ହେଉ’

କଟକ ଅଫିସ,୯।୪: ଭଗବାନଙ୍କ ସୃଷ୍ଟିରେ ମନୁଷ୍ୟକୁ ଅମୃତମୟ ଦୃଷ୍ଟିରେ ଦେଖିବା, ମଧୁର ବାଣୀ ବିତରଣ କରିବା ଏକାନ୍ତ ଆବଶ୍ୟକ। ନିଜ ସୁଖସ୍ବାଚ୍ଛନ୍ଦ୍ୟ ସହିତ ଅନ୍ୟର ସୁଖଦୁଃଖରେ ଭାଗିଦାର ହେବା ଉଚିତ୍‌। ଏଥିସହ ମଣିଷ ସତ୍ୟର ସନ୍ଧାନୀ ହେବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ…

ନିଆରା ଗାଁର କଥା

ଯେଉଁ ଗାଁର ଅଛି ନିଜର ସୂର୍ଯ୍ୟ: ଭିଗାନେଲା, ଇଟାଲିର ଏକ ଛୋଟିଆ ଗାଁ। ଯାହାକି ଦୁଇ ସୁଉଚ୍ଚ ପାହାଡ ମଧ୍ୟସ୍ଥ ନିମ୍ନଭାଗରେ ଅବସ୍ଥିତ। ଏହି ଗାଁଟି ଏତେ ନିମ୍ନ ଭାଗରେ ଅଛି ଯେ, ଏହା ଚାରିପଟେ ଥିବା ସୁଉଚ୍ଚ ପାହାଡର ଛାଇ…

ସପ୍ତାହକରେ ୬୧ ଲକ୍ଷ ଜରିମାନା

ଅନୁଗୋଳ ଅଫିସ, ୯ା୪: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଏପ୍ରିଲ୍‌ ପ୍ରଥମ ସପ୍ତାହକୁ ଶୂନ୍ୟ ଦୁର୍ଘଟଣା ମୃତ୍ୟୁ ସପ୍ତାହ ଭାବେ ପାଳନ କରିବା ପାଇଁ ଅନୁଗୋଳ ଜିଲାରେ ଗାଡ଼ି ଯାଞ୍ଚକୁ କଡ଼ାକଡ଼ି କରାଯାଇଥିଲା। ଏପ୍ରିଲ ୧ରୁ ୭ ତାରିଖ ଯାଏ ଅନୁଗୋଳ…

ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ଅଯୋଧ୍ୟା ଗସ୍ତକୁ ସଞ୍ଜୟ ରାଉତ କହିଲେ ‘ସ୍ପନସର୍ଡ’

ମୁମ୍ବାଇ,୯।୪: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ରବିବାର ଉତ୍ତର ପ୍ରଦେଶରେ ପହଞ୍ଚିଛନ୍ତି। ଉଭୟ ନେତା ସେଠାରେ ଥିବା ଅଯୋଧ୍ୟା ଗସ୍ତ କରିବେ। ଅଯୋଧ୍ୟା ଯିବା ପୂର୍ବରୁ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ସିନ୍ଦେ କହିଛନ୍ତି, ମୁଁ ଅଯୋଧ୍ୟା ଯାଉଛି,…

ବୃଦ୍ଧଙ୍କୁ ଟେକି କଚାଡ଼ିଦେଲା ହାତୀ, ଡାକ୍ତରଖାନାରେ ଭର୍ତ୍ତି

କଣ୍ଟାମାଳ,୯ା୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଖଲିଆପାଲି ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇ ରବିବାର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ହାତୀ ଆକ୍ରମଣର ଶିକାର ହୋଇଥିବା ବୃଦ୍ଧ ଜଣକ ହେଲେ ୬୫ ବର୍ଷୀୟ ସମାରୁ ସାହୁ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri