Home Left

ଚେନ୍ନାଇ ପାଇଁ ଚିନ୍ତା ବଢାଇଲା ଦିଲ୍ଲୀ, ପ୍ଲେଅଫ୍‌ ଦୌଡ଼ରୁ ପଡ଼ିପାରେ ବାଦ୍‌…

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୩ର ୧୬ ତମ ସିଜନରେ ବୁଧବାର ଖେଳାଯାଇଥିବା ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ମଧ୍ୟରେ ମୁକାବିଲା ପରେ ପ୍ଲେଅଫ ଦୌଡ଼ ଅଧିକ ରୋମାଞ୍ଚକର ହୋଇଛି। ଯଦିଓ ଦିଲ୍ଲୀ କ୍ୟାପିଟାଲ୍ସ ପ୍ଲେ ଅଫ ଦୌଡରୁ ବାହାରି ସାରିଛି, ହେଲେ ଏହା…

ବିମାନ ଦୁର୍ଘଟଣାର ୨ ସପ୍ତାହ ପରେ ଜୀବନ୍ତ ଉଦ୍ଧାର ହେଲେ ୧୧ ମାସର ଶିଶୁ ସମେତ ୪ ଶିଶୁ

ବୋଗୋଟା,୧୮।୫: କଲମ୍ବିଆର ଆମେଜନରେ ମେ’୧ରେ ଏକ ବିମାନ ଦୁର୍ଘଟଣା ହୋଇଥିଲା। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ସେବେଠାରୁ ଦୁର୍ଘଟଣାଗ୍ରସ୍ତ ବିମାନ ନିକଟରେ ପହଞ୍ଚିବାକୁ ସର୍ଚ୍ଚ ଅପରେଶନ ଜାରି ରହିିଥିଲା। ଏବେ ଦୁର୍ଘଟଣାର ପ୍ରାୟ ୨ ସପ୍ତାହ ପରେ ୪ ଜୀବନ୍ତ…

ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା: ମନ୍ତ୍ରୀ

କଟକ ଅଫିସ,୧୮ା୫: ଗୁରୁବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ତେବେ ଏହି ସମୟରେ ମନ୍ତ୍ରୀ କହିଛନ୍ତି, ଗତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ନ…

ବନ୍ୟାରେ ଚାଲିଗଲା ୯ ଜଣଙ୍କ ଜୀବନ

ରୋମ,୧୮।୫: ୟୁରୋପୀୟ ଦେଶ ଇଟାଲୀର ଉତ୍ତର ଏମିଲିଆ ରୋମାଗନା ଅଞ୍ଚଳରେ ପ୍ରବଳ ବର୍ଷା ପରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିପର୍ଯ୍ୟୟ ହେତୁ ଏ ପର୍ଯ୍ୟନ୍ତ ୯ ଜଣ ପ୍ରାଣ ହରାଇଥିବାବେଳେ ହଜାର ହଜାର ଲୋକଙ୍କୁ ନିଜ ଘର ଛାଡିବାକୁ ପଡିଛି।…

ଶିଳ୍ପ ପ୍ରତିଷ୍ଠା ନାଁରେ ମୂଲ୍ୟବାନ ଗଛ ମୂଳ ଉପାଡି ମାଟି ସମତୁଲ

ଲହୁଣୀପଡା,୧୮ା୫(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅନ୍ତର୍ଗତ ଦର୍ଜୀଂ ପଞ୍ଚାୟତ ଦର୍ଜୀଂ ଗ୍ରାମର ନଦୀପଠା ଜଙ୍ଗଲ ନିକଟରେ ଶିଳ୍ପ ପ୍ରତିଷ୍ଠା ନାଁରେ ଶହ ଶହ ବର୍ଷର ପୁରୁଣା ଗଛକୁ ଦୁବୃର୍ତ୍ତମାନେ ରାତାରାତି କାଟି ସଫା କରି ଦେଇଛନ୍ତି। ଏପରି କି ଏହି…

ପରଲୋକରେ ଭାଜପା ଏମ୍‌ପି ରତନଲାଲ କାଟାରିଆ

ଚଣ୍ଡିଗଡ,୧୮।୫: ପରଲୋକରେ ଭାଜପା ଏମ୍‌ପି ରତନଲାଲ କାଟାରିଆ । ଦୀର୍ଘ ଦିନର ଅସୁସ୍ଥତା ପରେ ଗୁରୁବାର ପିଜିଆଇ ଚଣ୍ଡିଗଡରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବୁଧବାର ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କୁ ଡାକ୍ତରଖାନାରେ ଭେଟିଥିଲେ। ଆଜି ତାଙ୍କ…

ପୋଲିସ ଏସ୍‌ଆଇଙ୍କ ବିରୋଧରେ ବଳାତ୍କାର ମାମଲା

ପଦ୍ମପୁର,୧୮ା୫(ଡି.ଏନ.ଏ): ବରଗଡ଼ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ ସବ୍‌ଇନ୍ସପେକ୍ଟର(ଏସ୍‌ଆଇ)ଙ୍କ ବିରୋଧରେ ପଦ୍ମପୁର ଥାନାରେ ବଳାତ୍କାର ଅଭିଯୋଗ ହୋଇଛି। ସେ ହେଲେ ଅତାବିରା ଥାନାରେ କାର୍ଯ୍ୟରତ ଏସ୍‌ଆଇ ରବୀନ୍ଦ୍ର ହେମ୍ବ୍ରମ। ପଦ୍ମପୁର ଥାନାରେ କାର୍ଯ୍ୟରତ ଥିବାବେଳେ ସେ ଜଣେ ଯୁବତୀଙ୍କୁ ବଳାତ୍କାର କରିଥିବା…

କୋଇଲା ଚୋରଙ୍କ ଢେଲା ମାଡ଼ରେ ଥାନା ଅଧିକାରୀ ଆହତ

ଭଦ୍ରକ,୧୮।୫: ଭଦ୍ରକ ଚାନ୍ଦବାଲି ରାସ୍ତାର ମତୋ ସରକାରୀ ଡାକ୍ତରଖାନା ପାଖରେ ବୁଧବାର ବିଳମ୍ବିତ ରାତିରେ ଏକ କୋଇଲା ବୋଝେଇ ପିକ୍‌ପ ଗାଡି ରାସ୍ତା କଡକୁ ଗଡ଼ି ପଡ଼ିଥିଲା। ଏନେଇ ଖବର ପାଇ ମତୋ ଫାଣ୍ଡି ଅଧିକାରୀ ବୁଦ୍ଧିରାମ ମହାନ୍ତି ସଦଳବଳେ ଘଟଣାସ୍ଥଳରେ…

କାଗଜପତ୍ରରେ ବୃଦ୍ଧାଙ୍କୁ ମାରିଦେଲେ

ହାଟଡ଼ିହୀ,୧୮ା୫ (ଡି.ଏନ୍‌.ଏ.):  କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ରେ ଭତ୍ତା କେଳେଙ୍କାରୀ ଦେଖିବାକୁ ମିଳିଛି। ଜଣେ ଅସହାୟ ବିଧବା ବୃଦ୍ଧା ବଞ୍ଚତ୍ଥିବା ବେଳେ ତାଙ୍କୁ କାଗଜପତ୍ରରେ ମୃତ ଘୋଷଣା କରାଯାଇଛି। ଫଳରେ ବୃଦ୍ଧା ଜଣଙ୍କ ଦୀର୍ଘ ୪ ମାସ ହେବ ମଧୁବାବୁ ପେନ୍‌ସନ…

ଆଡ୍‌ହକ କମିଟି ନିକଟରେ ୧୭୦୦ ଏଣ୍ଟ୍ରି

ନୂଆଦିଲ୍ଲୀ,୧୮ା୫(ପି.ଟି.): ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ୧୭ ଓ ୨୩ ବର୍ଷରୁ କମ୍‌ ଏସିଆନ୍‌ ରେସ୍‌ଲିଂ ଚାମ୍ପିୟନଶିପ୍‌ ଚୟନ ଟ୍ରାଏଲ୍‌ ଆୟୋଜନ କରିଛି ଆଡ୍‌ହକ୍‌ କମିଟି। ଇଣ୍ଡିଆନ ଅଲିମ୍ପିକ୍ସ ଆସୋସିଏଶନ(ଆଇଓଏ) ପକ୍ଷରୁ ରେସଲିଂ ଫେଡେରେଶନର ସମସ୍ତ କର୍ମୀଙ୍କୁ…

କ୍ଷତି ସହୁଛନ୍ତି ତୋଳାଳି, ମାଲାମାଲ ହେଉଛନ୍ତି ବେପାରୀ

ଡାବୁଗାଁ,୧୮ା୫ (ଡି.ଏନ୍‌.ଏ.): ଲଘୁ ବନଜାତ ଦ୍ରବ୍ୟର ଦର ଧାର୍ଯ୍ୟ ଏବଂ ବିକ୍ରି କରିବା ପାଇଁ ସରକାର ପଞ୍ଚାୟତ ସମିତିକୁ ଦାୟିତ୍ୱ ଟେକିଦେଇଛନ୍ତି। ଏହା କିନ୍ତୁ କେବଳ କାଗଜକଲମରେ ସୀମିତ ରହିଯାଉଛି । ଦର ତାଲିକା ପଞ୍ଚାୟତର ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହକାରୀଙ୍କ ପାଖରେ…

ଡୋପିଂ ମାମଲାରେ କେନିଆ ଧାବକ ବାସନ୍ଦ

ମୋନାକୋ, ୧୮ା୫ (ପି.ଟି.): କେନିଆ ଦୂରଗାମୀ ଧାବକ ରୋନେକ୍ସ କିପ୍ରୁଟୋଙ୍କୁ ଡୋପିଂ ମାମଲାରେ ବୁଧବାର ବାସନ୍ଦ କରାଯାଇଛି। ୨୦୧୯ ବିଶ୍ୱ ଚାମ୍ପିୟନଶିପର ୧୦ ହଜାର ମିଟର ବର୍ଗ ରେସ୍‌ରେ ସେ ବ୍ରୋଞ୍ଜ ପଦକ ବିଜୟୀ ହୋଇଥିଲେ। ବୁଧବାର ଆଥ୍‌ଲେଟିକ୍ସ ଇଣ୍ଟେଗ୍ରିଟି ୟୁନିଟ୍‌(ଏଆଇୟୁ)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri