Home Left

ଗୁରୁତର ଅସୁସ୍ଥ ଅଛନ୍ତି ଖଲିଦା ଜିଆ, ଚାଇନାରୁ ବାଂଲାଦେଶ ପହଞ୍ଚିଲେ ବିଶେଷଜ୍ଞ ଡାକ୍ତରୀ ଦଳ, ସୁରକ୍ଷା କଡ଼ାକଡି

ଢାକା,୨।୧୨: ତିନିଥର ବାଂଲାଦେଶ ପ୍ରଧାନମନ୍ତ୍ରୀ ରହିଥିବା ଏବଂ ନ୍ୟାସନାଲିଷ୍ଟ ପାର୍ଟି (BNP) ଅଧ୍ୟକ୍ଷା ଖାଲିଦା ଜିଆଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ତାଙ୍କୁ ଚିକିତ୍ସା ପାଇଁ ଢାକାର ଏଭରକେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ଖରାପ ହେଉଥିବା ଦେଖି, ସୋମବାର ଏକ…

କଶ୍ମୀରରେ ଅନୁପ୍ରବେଶ ଅପେକ୍ଷାରେ ୧୨୦ ଆତଙ୍କବାଦୀ

ଶ୍ରୀନଗର,୨।୧୨: ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅତିକ୍ରମ କରି କଶ୍ମୀରରେ ଅନୁପ୍ରବେଶ କରିବାକୁ ସୀମା ସେପାଖ ଲଞ୍ଚ୍‌ପ୍ୟାଡ୍‌ଗୁଡ଼ିକରେ ୧୦୦ରୁ ୧୨୦ ଆତଙ୍କବାଦୀ ଅପେକ୍ଷାରେ ରହିଥିବା ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ର ଜଣେ ବରିଷ୍ଠ ଅଧିକାରୀ ସୋମବାର କହିଛନ୍ତି। ଏଲ୍‌ଓସିର ପାକିସ୍ତାନ ପାର୍ଶ୍ୱରେ ଆତଙ୍କବାଦୀମାନଙ୍କର…

ହାସିନାଙ୍କୁ ପୁଣି ୫ ବର୍ଷ ଜେଲଦଣ୍ଡ

ଢାକା,୨ା୧୨: ବାଂଲାଦେଶର କ୍ଷମତାଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଏକ ଜମି ଦୁର୍ନୀତି ମାମଲାରେ ସେଠାର ଏକ ଅଦାଲତ ଦୋଷୀସାବ୍ୟସ୍ତ କରିବା ସହ ୫ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଉକ୍ତ ମାମଲାରେ ହାସିନାଙ୍କ ଝିଆରୀ ତଥା ବ୍ରିଟିଶ ପାର୍ଲାମେଣ୍ଟାରିଆନ୍‌ ତୁଲିପ୍‌ ସିଦ୍ଦିକଙ୍କୁ…

ଇମ୍ରାନଙ୍କୁ ନେଇ ପାକିସ୍ତାନରେ ହଙ୍ଗାମା! ରାଓ୍ବଲପିଣ୍ଡିରେ ୧୪୪ ଧାରା ଜାରି

ଇସଲାମାବାଦ,୨।୧୨: ପାକିସ୍ତାନ ସରକାର ରାୱଲପିଣ୍ଡି ଜିଲାରେ ଧାରା ୧୪୪ ଲାଗୁ କରିବାକୁ ଘୋଷଣା କରିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟ ଏବଂ ଉପସ୍ଥିତି ବିଷୟରେ ଗୁଜବ ତୀବ୍ର ହେବା ପରେ ଏହି ପଦକ୍ଷେପ ନିଆଯାଇଛି। ପ୍ରଶାସନ ଭୟ କରିଥିଲା ଯେ…

ଚକ୍ରଧରଙ୍କୁ ଦଳିଦେଲା ବଣୁଆ ହାତୀ: ଘଉଡାଇବା ହେଲା କାଳ

କେନ୍ଦୁଝର,୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାବେଳେ ଗତକାଲି ରାତିରେ ଏକ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଅନ୍ୟ ଜଣେ ଗୁରୁତର ଆହତ…

IPL 2026 Auction: ଆଇପିଏଲ ନ ଖେଳିବାକୁ ନିଷ୍ପତ୍ତି ନେଲେ ଏହି ୪ ଖେଳାଳି

ନୂଆଦିଲ୍ଲୀ,୨।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥିପାଇଁ ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି ନିଲାମ ଅନୁଷ୍ଠିତ ହେବ। ବିଶ୍ୱର ଅନେକ ପ୍ରମୁଖ ଖେଳାଳି ପୂର୍ବରୁ ସେମାନଙ୍କର ନାମାଙ୍କନ ଦାଖଲ କରିସାରିଛନ୍ତି। ତଥାପି, ଏକ…

ଇଣ୍ଡିଗୋ ଫ୍ଲାଇଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ଏମରଜେନ୍ସି ଲ୍ୟାଣ୍ଡିଂ

ମୁମ୍ବାଇ,୨।୧୨: ମୁମ୍ବାଇ ବିମାନବନ୍ଦରରେ ଏକ ଇଣ୍ଡିଗୋ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ବିମାନଟି କୁଏତରୁ ହାଇଦ୍ରାବାଦ ଯାତ୍ରା କରୁଥିଲା। ବିମାନକୁ ଉଡ଼ାଣ ସମୟରେ, ଏକ ବୋମା ଧମକ ମିଳିଥିଲା। ବିମାନଟିକୁ ତୁରନ୍ତ ମୁମ୍ବାଇ ବିମାନବନ୍ଦରରେ ଅବତରଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ, ଇମେଲ…

ଆସୁଛି ବରଗଡ଼ ଧନୁଯାତ୍ରା: ଆରମ୍ଭ ହେଲା କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୨।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ଏହି ମହୋତ୍ସବ ୨୦୨୬ ମସିହା ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ଦିନ ଧରି ଚାଲିବ। ଏଥିପାଇଁ ଆଜିଠାରୁ ବରଗଡ଼ ଗାନ୍ଧିଛକ ନିକଟ କଲ୍ୟାଣ ମଣ୍ଡପରେ ଧନୁଯାତ୍ରା…

ବାଜିଲା ରାଜ୍ୟ ସରକାରଙ୍କ ମୋହର: ଏଣିକି ଆନ୍ଧ୍ରକୁ ଯିବାକୁ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡିବନି, ନିର୍ମାଣ ହେବ…

ଗଜପତି,୨।୧୧(ଗିରିଧାରୀ ପରିଛା): ଉପାନ୍ତ ଗଜପତି ଜିଲାରେ ଆନ୍ଧ୍ର ସହ ଗମନା ଗମନ ସୁବିଧା ଏବଂ ବ୍ୟବସାୟିକ ଦୃଷ୍ଟି କୋଣରୁ ଉଭୟ ରାଜ୍ୟ ମଧ୍ୟରେ ସମ୍ପର୍କ ସୁଦୃଢ ହେବା ଉଦ୍ଦେଶ୍ୟରେ ବହୁଦିନ ଧରି ଲୋକଙ୍କ ଦାବି ରହିଥିଲା। ବଂଶ ଧାରା ନଦୀ ଉପରେ…

୩ ଫୁଟର ଡାକ୍ତର, ଯାହାଙ୍କୁ ୫ ଲକ୍ଷ ଟଙ୍କାରେ କିଣିବାକୁ ଚାହୁଁଥିଲେ ସର୍କସ ବାଲା, ଜାଣନ୍ତୁ ତାଙ୍କ ସଂଘର୍ଷର କାହାଣୀ

ଗାନ୍ଧିନଗର,୨।୧୨: ଗୁଜରାଟର ଭାବନଗରର ସାର୍‌ ତଖତ ସିଂହ ଜୀ ହସ୍ପିଟାଲର ଟ୍ରମା ସେଣ୍ଟରରେ ମଧ୍ୟାହ୍ନ ସମୟ। ଜଣେ ମହିଳାଙ୍କୁ ଷ୍ଟ୍ରେଚରରେ ଅଣାଯାଉଛି। ଏକ ବିଶାଳ ଭିଡ଼ର ଆଗରେ ଠିଆ ହୋଇଛନ୍ତି ଜଣେ ୨୫ ବର୍ଷୀୟ ଯୁବ ଡାକ୍ତର… ଯାହାଙ୍କ ଉଚ୍ଚତା ପ୍ରାୟ…

ଘୂର୍ଣ୍ଣିଝଡ଼ ‘ଡିଟ୍‌ଓ୍ବା’ ପ୍ରଭାବ: ଏସବୁ ଜିଲାରେ ବର୍ଷା….

ଭୁବନେଶ୍ୱର, ୨।୧୨ (ବନ୍ଦନା ସେଠୀ)- ଘୂର୍ଣ୍ଣିଝଡ଼ ‘ଡିଟ୍‌ଓ୍ବା’ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ଶୀତ ପ୍ରକୋପ ସାମାନ୍ୟ କମିଛି। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି। ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ…

ହଠାତ୍‌ ପେଟବ୍ୟଥା ହୋଇ ଅସୁସ୍ଥ ହୋଇପଡିଲେ ୩୫ ଛାତ୍ରୀଛାତ୍ର: ହସ୍ପିଟାଲରେ ଭର୍ତ୍ତି କଲେ କର୍ତ୍ତୃପକ୍ଷ

ବୈପାରୀଗୁଡା,୨।୧୨(କଳ୍ପତରୁ ମହାନ୍ତି): ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ଶୀରିବେଡା ପିଏମଶ୍ରୀ ସରକାରୀ ସ୍କୁଲ ହଷ୍ଟେଲର ୩୫ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ହଠାତ୍‌ ଛାତ୍ରୀଛାତ୍ରଙ୍କ ପେଟବ୍ୟଥା ହୋଇଥିଲା। ଯାହାପରେ କର୍ତ୍ତୃପକ୍ଷ ସୋମବାର ରାତିରେ ମେଡିକାଲରେ ଭର୍ତ୍ତି କରିଥିଲେ। ଭଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri