Home Left

ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୮।୫: ସୋନି ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ଡବ୍ଲ୍ୟୁଏଫ୍‌-ଏଲ୍‌ଏସ୍‌୯୦୦ଏନ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଆର୍ଥ ବ୍ଲୁ ରଙ୍ଗରେ ନଏଜ୍‌ କ୍ୟାନ୍‌ସେଲେସନ୍‌ ସୁବିଧା ଥିବା ଓୟାର ଲେସ୍‌ ଇୟର ବଡ୍‌ ଡବ୍ଲ୍ୟୁଏଫ୍‌-ଏଲ୍‌ଏସ୍‌୯୦୦ଏନ୍‌ର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା…

ଶେଷ ପର୍ଯ୍ୟାୟରେ ୩ ରଥର ଅଖ ନିର୍ମାଣ

ପୁରୀ ଅଫିସ,୧୮ା୫: ରଥଖଳାରେ ତିନିରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ବୁଧବାର ସନ୍ଧ୍ୟା ସୁଦ୍ଧା ତିନି ରଥର ମୋଟ ୪୨ ଚକ ମଧ୍ୟରୁ ୩୮ଟି ଚକର ନିର୍ମାଣ ସରିଥିବା ବେଳେ ଗୁରୁବାର ବାକି ୪ ଚକ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

୧୯ରୁ ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଗୁପ୍ତା ଇଭେଣ୍ଟସ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ପ୍ରଥମ ଥର ପାଇଁ ଏକ ୧୧ ଦିନିଆ ବିଶ୍ୱସ୍ତରୀୟ ମେଳା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷ ମେ ୧୯ରୁ ଭୁବନେଶ୍ୱରର ଜନତା…

ଶୃଙ୍ଖଳିତ ନୀତି ସମ୍ପାଦନ ଉପରେ ଗୁରୁତ୍ୱ

ପୁରୀ ଅଫିସ,୧୮ା୫: ମହାପ୍ରଭୁଙ୍କ ନୀତିରେ ଅନେକ ସମୟରେ ବିଳମ୍ବ ଘଟୁଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଉଥିଲେ ମଧ୍ୟ ସେହି ଅନୁସାରେ ନୀତି ହେଉ ନାହିଁ। ଫଳରେ ଅନେକ ସମୟରେ ନୀତି ବିଳମ୍ବ କାରଣରୁ ଶ୍ରୀବିଗ୍ରହମାନେ ଅନିଦ୍ରା…

ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ପ୍ରକାଶ ପାଇବ ୪ ପୁସ୍ତକ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଓଡ଼ିଶାର ଐତିହ୍ୟ, କୀର୍ତ୍ତିରାଜି, ସଂସ୍କୃତି ଓ ପରମ୍ପରାର ମୁଖଶାଳା ପାଟିଛି ରାଜ୍ୟ ସଂଗ୍ରହାଳୟ। ସାଇତି ରଖିଛି କେତେ ସ୍ମୃତି, କେତେ ଗାଥା। କଳିଙ୍ଗ, ଉତ୍କଳରୁ ଓଡ଼ିଶା ଯାଏ, ପ୍ରାଚୀନରୁ ଅତି ପ୍ରାଚୀନତାର ତଥ୍ୟ, ପୋଥି, ଚିତ୍ର, ସାମଗ୍ରୀ ଅନେକ କିଛି…

ଖୋଲାରେ ପଡ଼ିଛି ରଥ କାଠ

ନିରାକାରପୁର,୧୮ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତରେ ଥିବା ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ପୀଠରେ ପ୍ରତିବର୍ଷ ଅଶୋକାଷ୍ଟମୀରେ ବିଜୟା ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ଯାତ୍ରା ସରିବା ପରେ ଉକ୍ତ ରଥକୁ ଖୋଲାଯାଇ ଆଗାମୀ ବର୍ଷ ପାଇଁ ଏହି କାଠଗୁଡିକୁ…

ସ୍ତ୍ରୀଙ୍କୁ ବାର୍‌ ଖୋଲିବାକୁ ମନାକଲେ ଭିକି

ମୁମ୍ବାଇ: ବଲିଉଡ୍‌ ଅଭିନେତା ଭିକି କୌଶଲଙ୍କ ନିକଟରେ ଏକ ଫିଲ୍ମ ‘ଜରା ହଟ୍‌କେ ଜରା ବଚ୍‌କେ’ର ଟ୍ରେଲର ରିଲିଜ୍‌ ହୋଇଛି। ଯେଉଁଥିରେ ସେ ଅଭିନେତ୍ରୀ ସାରା ଅଲୀଙ୍କ ସହ ସ୍କ୍ରିନ୍‌ ଶେୟାର କରିଛନ୍ତି। ଭିକି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

୭ ସପ୍ତାହରେ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ

ନିଆଳି,୧୮ା୫(ଡି.ଏନ୍‌.ଏ.): ସରକାରଙ୍କ ନିକଟରେ ଭୁଲ୍‌ ତଥ୍ୟ ଉପସ୍ଥାପନ କରାଯାଇ ନିଆଳି ପଞ୍ଚାୟତ ଅଧୀନ ଦିନାସିଂହପାଟଣା ପ୍ରାଥମିକ ବିଦ୍ୟାଳୟକୁ ବିଦ୍ୟାଳୟ ମିଶ୍ରଣ ଯୋଜନାରେ ନିଆଳି ହାଇସ୍କୁଲ ସହିତ ମିଶାଇ ଦିଆଯାଇଥିଲା। ଏ ସମ୍ପର୍କରେ ଜଣାପଡିବା ପରେ ଦିନାସିଂହପାଟଣା, ବାରବୋଡିଆ, ହରିଶପୁର ଗ୍ରାମବାସୀ ଶିକ୍ଷା…

ଭାରତରେ ଫ୍ରାନ୍ସ ରାଜପରିବାର ବଂଶଜ

ଭୋପାଳ, ୧୮।୫: ଫ୍ରାନ୍ସର ବିଶାଳ ରାଜବଂଶ ନିଜ ଶାସନ ସମୟରେ ସାରା ୟୁରୋପରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଭର୍ସେଲ୍ସରେ ଥିବା ଏହାର ରାଜପ୍ରାସାଦ ଥିଲା ଅତି ରମଣୀୟ। କିନ୍ତୁ ଫ୍ରାନ୍ସରେ କ୍ରାନ୍ତି ଅଭିଯାନ ଆରମ୍ଭ ହେବା ପରେ ୧୭୯୩ରେ ରାଜତନ୍ତ୍ର ଶେଷ…

ହିନ୍ଦୁଜା ଗ୍ରୁପ୍‌ ଅଧ୍ୟକ୍ଷଙ୍କ ପରଲୋକ

ଲଣ୍ଡନ,୧୮।୫: ଲଣ୍ଡନରେ ବୁଧବାର ହିନ୍ଦୁଜା ଗ୍ରୁପ୍‌ ଅଧ୍ୟକ୍ଷ ଶ୍ରୀଚାନ୍ଦ ପରମାନନ୍ଦ ହିନ୍ଦୁଜାଙ୍କ ପରଲୋକ ଘଟିଛି। ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ୪ ଭାଇଙ୍କ ମଧ୍ୟରେ ଶ୍ରୀଚାନ୍ଦ ସବା ବଡ଼ ହୋଇଥିବାବେଳେ କିଛିଦିନ ଧରି ସେ ଅସୁସ୍ଥ ଥିଲେ। ଭାରତରେ ଜନ୍ମିତ…

ଗାଁ ପାଣ୍ଠିରୁ ରାସ୍ତା ନିର୍ମାଣ କଲେ ବୁଡ୍ରିଙ୍ଗବାସୀ

ଆର.ଉଦୟଗିର,୧୮ା୫(ଡି.ଏନ.ଏ.): ଜିଲା ଓ ବ୍ଲକ ପ୍ରଶାସନକୁ ଗୁହାରି କରି ନିରାଶ ହେଲେ, ଶେଷରେ ଗ୍ରାମର ହିତ ପାଇଁ ଗ୍ରାମ ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରି ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ ଗ୍ରାମବାସୀ। ଏଭଳି ଏକ ଚିତ୍ର ଦେଖିବା ପାଇଁ ମିଳିଛି…

ଜେଲରୁ ହୋଇଥିଲା ବ୍ଲୁ ପ୍ରିଣ୍ଟ

ବ୍ରହ୍ମପୁର ଅଫିସ,୧୮ା୫: ବଡବଜାର ଥାନା ଅନ୍ତର୍ଗତ ଫାଷ୍ଟଗେଟ୍‌ ଡୁଡୁମା କଲୋନୀ ନିକଟ ଆଚାର୍ଯ୍ୟ ବିହାର ଅଞ୍ଚଳରେ ଗତ ୬ ତାରିଖ ରାତିରେ ବସ୍‌ ହକର ସନାତନ ଚୌଧୁରୀଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିଲା। ଏହି ଘଟଣାର ମାଷ୍ଟରମାଇଣ୍ଡ ସମେତ ୬ଜଣଙ୍କୁ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri