ସଲମାନଙ୍କ ଭଉଣୀଙ୍କ ଘରୁ ୫ ଲକ୍ଷ ଟଙ୍କାର କାନଫୁଲ ଚୋରି କରି ବନ୍ଧାହେଲେ ଚାକର
ମୁମ୍ବାଇ: ସଲମାନ ଖାନ୍ଙ୍କ ଭଉଣୀ ଅର୍ପିତାଙ୍କ ଘରୁ ମଙ୍ଗଳବାର ରାତିରେ ଚୋରି ହୋଇଥିଲା। ଏହା ପରେ ସେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଦାୟର ପରେ ପୋଲିସ ଅର୍ପିତାଙ୍କ ଚାକରଙ୍କୁ ଗିରଫ କରିଛି। ଅର୍ପିତାଙ୍କ ହୀରାର ଏକ କାନଫୁଲ ତାଙ୍କ…
ବଜ୍ରକାପ୍ତା ବିକ୍ରି ପାଇଁ କରିଥିଲେ ଅପେକ୍ଷା: ମାଡ଼ିବସିଲା ଏସ୍ଟିଏଫ୍
ସୋନପୁର,୧୭ା୫(ନି.ପ୍ର.): କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ଟିମ୍ ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ତିଲେଇମାଲ-ଖେମୁଡିଆମୁଣ୍ଡା ରାସ୍ତାରେ ଚଢାଉ କରି ୨ଟି ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଅଢେଇ ଫୁଟ୍ ଲମ୍ବ ମା’ ବଜ୍ରକାପ୍ତାର ଓଜନ ୭କିଲୋ ଓ ଛୁଆ ବଜ୍ରକାପ୍ତାର ଓଜନ ୩ କିଲୋ।…
ଯାତ୍ରୀବାହୀ ବସ୍-ସ୍କୁଟି ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର
ହିଞ୍ଜିଳିକାଟୁ,୧୭ା୫(ଡି.ଏନ୍.ଏ.): ବୁଧବାର ଅପରାହ୍ନରେ ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସାରୁ-ସମରଝୋଳ ମଧ୍ୟବର୍ତ୍ତୀ ରାସ୍ତାରେ ଯାତ୍ରୀବାହୀ ବସ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ…
ଟସ୍ ଜିତି ପଞ୍ଜାବର ବୋଲିଂ ନିଷ୍ପତ୍ତି
ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା ଆଇପିଏଲର ୬୪ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଅଧିନାୟକ ଶିଖର ଧାଓ୍ବନ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ପ୍ରଥମେ…
ହତ୍ୟାକାରୀଙ୍କୁ ଆଜୀବନ ଜେଲ
କେନ୍ଦୁଝର,୧୭।୫(ସ୍ବ.ପ୍ର.): ଜଣେ ବୃଦ୍ଧା ହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ଦୌରାଜଜ୍ ଚିତ୍ତରଞ୍ଜନ ମହାପାତ୍ର ଅଭିଯୁକ୍ତ ଦେବାନନ୍ଦ ନାଏକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ଅଭିଯୁକ୍ତଙ୍କୁ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ…
୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିଏସ୍ଏସ୍ଓ, ଧରିଲା ଭିଜିଲାନ୍ସ
ବେଗୁନିଆପଡ଼ା,୧୭ା୫(ଡି.ଏନ୍.ଏ.): ୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବିଏସ୍ଏସ୍ଓ। ବାର୍ଦ୍ଧକ୍ୟ ଭତ୍ତା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ବିଏସ୍ଏସ୍ଓଙ୍କୁ ଭିଜିଲାନ୍ସ ଧରିଛି। ବ୍ରହ୍ମପୁର ଖଲ୍ଲିକୋଟ ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ,…
ବିଏଲ୍ଏଫ୍ ଆକାଉଣ୍ଟରୁ ଟଙ୍କା ଆତ୍ମସାତ୍ ଘଟଣାକୁ ନେଇ ତୀବ୍ର ହେଉଛି ଅସନ୍ତୋଷ
ଆନନ୍ଦପୁର,୧୭ା୫(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ବିଏଲ୍ଏଫ୍ ଆକାଉଣ୍ଟରୁ ଟଙ୍କା ଆତ୍ମସାତ୍ ଘଟଣାକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ରାଜନୈତିକ ବ୍ୟକ୍ତିବିଶେଷଙ୍କ ବାହୁ ଛାୟା ତଳେ ରହିଥିବା ସମ୍ପାଦିକା ପୂର୍ବତନ ସଭାପତିଙ୍କ ପ୍ରରୋଚନାରେ ବିଭିନ୍ନ ଅନିୟମିତତା କାର୍ଯ୍ୟ କରିବା, ଅର୍ଥ…
ଆନନ୍ଦପୁର ପୌର ଅଧିକାରୀଙ୍କ ବଦଳି, ବର୍ଷକ ମଧ୍ୟରେ ବଦଳିଲେଣି ୩ ଅଧିକାରୀ
ଆନନ୍ଦପୁର,୧୭ା୫(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦର ନୂତନ ପାରିଷଦ ଗଠନ ହେବାର ବର୍ଷକ ମଧ୍ୟରେ ୩ ପୌର ଅଧିକାରୀଙ୍କ ଦାୟିତ୍ୱକୁ ନେଇ ଚର୍ଚ୍ଚା ଜୋର ଧରିଛି। ବର୍ତ୍ତମାନ ଆନନ୍ଦପୁର ପୌରଅଧିକାରୀ ଭାବେ ନିଯୁକ୍ତି ପାଇଥିବା ଅଶୋକ କୁମାର ରାଉତଙ୍କ ବଦଳି ଆଦେଶକୁ ନେଇ ଏଭଳି…
ଭୁଲ୍ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୩ କଥା, ନଚେତ ହେବ ବିବାହ ବିଚ୍ଛେଦ
ସ୍ତ୍ରୀ-ସ୍ବାମୀଙ୍କ ସମ୍ପର୍କ ଅତ୍ୟନ୍ତ ପବିତ୍ର ବୋଲି ବିବେଚନା କରାଯାଏ। ଯଦି ଏହି ସମ୍ପର୍କରେ ସତ୍ୟ, ବିଶ୍ୱାସ ଏବଂ ପ୍ରେମ ମିଶି କି ରହିଥାଏ ତେବେ ଏହା ଅଧିକ ଶକ୍ତିଶାଳୀ ହୁଏ। ପ୍ରାୟତଃ କୁହାଯାଏ, ସାଥୀଙ୍କ ସାମ୍ନାରେ ଆମେ ସବୁକିଛି କହିବା ଉଚିତ।…
ସବୁଦିନ ପାଇଁ ବନ୍ଦ ହେଲା ଦାରୁଠେଙ୍ଗ ଡମ୍ପିଂୟାର୍ଡ
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ଦାରୁଠେଙ୍ଗ ଡମ୍ପିଂୟାର୍ଡକୁ ନେଇ ଅନେକ ସମୟରେ ନାନା ବିବାଦ ଉପୁଜିଥିଲା। ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ତେବେ ବୈଠକର ନିଷ୍ପତ୍ତି ଅନୁଯାୟୀ, ସବୁଦିନ ପାଇଁ ଦାରୁଠେଙ୍ଗ ଡମ୍ପିଂୟାର୍ଡ ବନ୍ଦ ହୋଇଛି। ଏ ନେଇ ଦାରୁଠେଙ୍ଗ ସରପଞ୍ଚଙ୍କୁ ଚିଠି…
ଗ୍ରେଡ୍ ପେ’ ବୃଦ୍ଧି ଦାବିରେ ମୁଖ୍ୟ ଶାସନ ସଚିବଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅମଲା ସଂଘର ମିଳିତ ମଞ୍ଚ ପକ୍ଷରୁ ଗ୍ରେଡ୍ ପେ’ ବୃଦ୍ଧି ଦାବିରେରେ ବୁଧବାର ରାଜ୍ୟ ମୁଖ୍ର ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ବିଡିଓ ବିଜୟ କୁମାର…
ଆଇରନ ବୋଝେଇ ଟ୍ରକ ଧକ୍କାରେ ବାପା ମୃତ ପୁଅ ଗୁରୁତର
ପାଟଣା,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ମୁମ୍ବାଇ କଲିକତା ୪୯ ନମ୍ବର ଜାତୀୟ ରାଜପଥର ଡାବରଚୁଆ ନିକଟରେ ମଙ୍ଗଳବାର ରାତ୍ରି ଏକ ଆଇରନ ବୋଝେଇ ଟ୍ରକ ବାପା-ପୁଅଙ୍କୁ ଧକ୍କା ଦେଇଛି। ଦୂର୍ଘଟଣାରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ…
Archives


