Home Left

୨୦୨୨-୨୩ରେ ଆସିଛନ୍ତି ସର୍ବାଧିକ ପର୍ଯ୍ୟଟକ

ସମ୍ବଲପୁର,୮ା୪ (ବ୍ୟୁରୋ): ଦେଶର ଅନ୍ୟ ଅଭୟାରଣ୍ୟ ତୁଳନାରେ ସମ୍ବଲପୁରର ଡେବ୍ରିଗଡ ଅଭୟାରଣ୍ୟକୁ ୨୦୨୨-୨୩ ବର୍ଷରେ ସର୍ବାଧିକ ପର୍ଯ୍ୟଟକ ଆସିଛନ୍ତି। ଏହି ବର୍ଷରେ ଏଠାରେ ଥିବା ଇକୋ ଟୁରିଜମରୁ ୨ କୋଟି ୫୦ ଲକ୍ଷ ଟଙ୍କା ରାଜସ୍ବ ଆଦାୟ ହୋଇଥିବା ବେଳେ ପ୍ରାୟ…

ସାଇବର ଅପରାଧୀଙ୍କୁ ବଳପାଉନି

ଭୁବନେଶ୍ୱର, ୮।୪(ବ୍ୟୁରୋ): ସମୟ ବଦଳୁଛି। ବୈଷୟିକ ଜ୍ଞାନକୌଶଳର ପ୍ରସାର ଘଟୁଛି। ଇଣ୍ଟରନେଟ୍‌, କମ୍ପ୍ୟୁଟର, ସୋସିଆଲ ମିଡିଆ ଆଦିର ବହୁଳ ବ୍ୟବହାର ହେଉଛି। ଗୋଟିଏ ପଟେ ଡିଜିଟାଲ ଦେଣନେଣ ବୃଦ୍ଧି ପାଉଥିବାବେଳେ ସମାନ୍ତରାଳ ଭାବେ ସାଇବର ଅପରାଧୀଙ୍କ ଦୌରାତ୍ମ୍ୟ ମଧ୍ୟ ବଢ଼ିଚାଲିଛି। ସେମାନେ…

୧୨ ହଜାର ଟଙ୍କାରେ ଶିଶୁପୁତ୍ରକୁ ବିକିଦେଲେ ବାପା

ଚଣ୍ଡିଖୋଲ,୮ା୪(ଡି.ଏନ.ଏ.): ମାତ୍ର ୧୨ ହଜାର ଟଙ୍କାରେ ଶିଶୁପୁତ୍ରକୁ ବିକ୍ରିକରି ଦେଇଛନ୍ତି ବାପା। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲା ବଡ଼ଚଣା ବ୍ଲକ ଶାସନ ପୁରୁଷୋତ୍ତମପୁରର ଆଦିବାସୀ ବସ୍ତି ଚମାରଖଟି ଗ୍ରାମରେ। ଏହି ଗ୍ରାମର ଘନ ସିକୁ ଓ ତାଙ୍କ…

ମାନବ ସମ୍ବଳକୁ ମୂଲ୍ୟଯୁକ୍ତ କରାଯିବା ଗୁରୁତ୍ୱପୂର୍ଣ୍ଣ: ମନ୍ତ୍ରୀ

ଭୁବନେଶ୍ବର, ୮ା୪(ବ୍ୟୁରୋ): ପ୍ରତ୍ୟେକ ଜିନିଷକୁ ମୂଲ୍ୟଯୁକ୍ତ କରିବା ହେଉଛି ବର୍ତ୍ତମାନ ସମୟର ଆବଶ୍ୟକତା। ଏହି କ୍ରମରେ ନୂତନ ଭାରତର ଅଭିବୃଦ୍ଧି ନିମନ୍ତେ ମାନବ ସମ୍ବଳକୁ ମୂଲ୍ୟଯୁକ୍ତ କରାଯିବା ଗୁରୁତ୍ୱପୂର୍ଣ୍ଣ ବୋଲି ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ କହିଛନ୍ତି ା ଓଡ଼ିଶା ସରକାରଙ୍କ ଦକ୍ଷତା…

ସାଇବର ଠକେଇର ଶିକାର ସ୍ତ୍ରୀଙ୍କୁ ତଲାକ୍‌ ଦେଲେ ସ୍ବାମୀ

ଡେରାବିଶ,୮ା୪(ସ୍ବ.ପ୍ର.): ସାଇବର ଠକେଇର ଶିକାର ହୋଇଥିବା ଜଣେ ମହିଳାଙ୍କୁ ତଲାକ ଦେଇଛନ୍ତି ସ୍ବାମୀ। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ କୁଶିଆପାଳ ପଞ୍ଚାୟତ ବାବୁରାମପାଟଣା ଗଁାରେ ଏହି ଘଟଣା ଘଟିଛି। ଗଁାର ଶେଖ୍‌ ରାଜିଦଙ୍କ ସ୍ତ୍ରୀ ଜମରୁନ୍‌ ବିବି ସାଇବର…

ବୌଦ୍ଧରୁ ପୁରୀ ଗଲା ରଥକାଠ

ବୌଦ୍ଧ, ୮।୪(ସ୍ବ.ପ୍ର.): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଚଳିତବର୍ଷ ଶୁକ୍ରବାର ପ୍ରଥମ ରଥ କାଠ ବୌଦ୍ଧ ବନଖଣ୍ଡରୁ ପୁରୀକୁ ପଠାଯାଇଛି। ଏ ନେଇ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଜିଲାପାଳ…

ବାଲେଶ୍ୱର ମୁଖ୍ୟ ଗିରଫ, ରିମାଣ୍ଡରେ ଆଣି ଜେରା

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୮।୪: ଆମେରିକାରୁ ପରିଚାଳିତ ମୋବାଇଲ ଆପ୍‌ ‘କ୍ଲାଉଡ୍‌ ଫଟ୍‌’ରେ ଅଳ୍ପ ଟଙ୍କା ନିବେଶ କରି ଲକ୍ଷାଧିକ ଟଙ୍କା ପାଇବା ଆଶାରେ ଦେଶବ୍ୟାପୀ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଠକେଇର ଶିକାର ହୋଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ…

ସତର୍କ ରହିବାକୁ ରାଜ୍ୟକୁ ପରାମର୍ଶ

ନୂଆଦିଲ୍ଲୀ,୮ା୪: ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନ୍‌ସୁଖ ମାଣ୍ଡବ୍ୟ ହସ୍ପିଟାଲଗୁଡ଼ିକରେ ଆସନ୍ତା ସପ୍ତାହରେ ମକ୍‌ଡ୍ରିଲ୍‌ କରାଇବା ପାଇଁ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏପ୍ରିଲ ୧୦ ଓ ୧୧ରେ…

ବିବାଦରେ ଆଇଟି ନିୟମାବଳୀ ସଂଶୋଧନ

ନୂଆଦିଲ୍ଲୀ, ୮ା୪ (ପି.ଟି.): ସୂଚନା ପ୍ରଯୁକ୍ତି (ଆଇଟି) ନିୟମାବଳୀରେ କରାଯାଇଥିବା କଠୋର ସଂଶୋଧନ ସରକାରଙ୍କୁ ମିଛ ଖବର ନିର୍ଦ୍ଧାରଣ କରିବା ପାଇଁ ନିରଙ୍କୁଶ କ୍ଷମତା ଦେବ। ଏଭଳି ସଂଶୋଧନ ଅତ୍ୟନ୍ତ ଚିନ୍ତାଜନକ ବୋଲି ଏଡିଟର୍ସ ଗିଲ୍ଡ ଶୁକ୍ରବାର କହିଛି। ସରକାର ସୂଚନା…

ବୋମା ନିଷ୍କ୍ରିୟ ବେଳେ ବିସ୍ଫୋରଣ

ମାଲକାନଗିରି,୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁରରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ବୋମାକୁ ନିଷ୍କ୍ରିୟ କରିବାକୁ ଯାଇ ଜଣେ ଯବାନ ଗୁରୁତର ହୋଇଛନ୍ତି। ବୋମା ନିଷ୍କ୍ରିୟ ବେଳେ ଏହା ବିସ୍ଫୋରଣ ହୋଇଥିଲା। ସମ୍ପୃକ୍ତ ଯବାନ ଜଣକ…

୫୦ ଜଣଙ୍କୁ ଗୁଳିକରି ହତ୍ୟା

ଆବୁଜା,୭ା୪: ଉତ୍ତର-କେନ୍ଦ୍ରୀୟ ନାଇଜେରିଆର ଏକ ଗାଁରେ କେତେକ ବନ୍ଧୁକଧାରୀ ପ୍ରବେଶ କରି ଆଖିବୁଜା ଗୁଳି ଚଳାଇଛନ୍ତି। ଫଳରେ ଘଟଣାସ୍ଥଳରେ ୫୦ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଅନ୍ୟପକ୍ଷେ ବେନୁ ରାଜ୍ୟର ଉମୋଗିଡି ଗ୍ରାମରେ ଦୁର୍ବୃତ୍ତମାନେ ୪୭ ଜଣଙ୍କୁ ହତ୍ୟା କରିଥିବା ସ୍ଥାନୀୟ ପ୍ରଶାସନ…

ପୁଣି ମଇଁଷି ମାରିଲା ବାଘ: ଗ୍ରାମବାସୀ ଆତଙ୍କିତ

କେନ୍ଦୁଝର/ଘଟଗାଁ,୭ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁ  ରେଞ୍ଜ୍‌ ଅଟେଇ ସଂରକ୍ଷିତ ଜଙ୍ଗଲ ମେଲାଣ ପାଲମଣି ସାହିରେ ବାଘ ପୁଣି ମଇଁଷି ମାରିଛି। କ୍ଷତିପୂରଣ ଦାବିରେ ଗ୍ରାମବାସୀ ବନ ବିଭାଗ କର୍ମଚାରୀଙ୍କୁ ଘେରାଉ କରିଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ମୃତ ମଇଁଷି ମାଲିକଙ୍କୁ ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri