Home Left

ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ର ଛାନ୍‌ଭିନ୍‌

ଖୋର୍ଦ୍ଧା ଅଫିସ,୧୭।୫: ଖୋର୍ଦ୍ଧାରେ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ିବାରେ ଲାଗିଛି। ସହରରେ ନିଶା କାରବାର ସହିତ ଅସାମାଜିକ କାର୍ଯ୍ୟକଳାପ ବଢ଼ିଚାଲିଛି। କଥା କଥାକେ ଫୁଟୁଛି ଗୁଳି। ଏପରିକି ଜୀବନ ନେବାକୁ ପଛାଉ ନାହାନ୍ତି। ଟାଉନ ଥାନା ଅନ୍ତର୍ଗତ ପାନବରଜ ଅଙ୍ଗନଓ୍ବାଡି କେନ୍ଦ୍ର ନିକଟରେ…

ସତ୍ୟପାଲଙ୍କ ଘନିଷ୍ଠ ସହଯୋଗୀଙ୍କ ଘରେ ସିବିଆଇ ଚଢାଉ

ଶ୍ରୀନଗର,୧୭।୫: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ପୂର୍ବତନ ମିଡିଆ ପରାମର୍ଶଦାତା ସୁନକ ବାଲିଙ୍କ ଘରେ ସିବିଆଇ ଚଢାଉ କରିଛି। ସତ୍ୟପାଲଙ୍କ ଅଭିଯୋଗ ଉପରେ ପଞ୍ଜୀକୃତ ହୋଇଥିବା ବୀମା ସ୍କାମ ମାମଲାରେ ଏହି ଚଢାଉ କରାଯାଇଥିବା ସୂଚନା ମିଳିଛି। କିଛି ଦିନ…

୧୪ ବର୍ଷ ହେଲା ପାଇପ୍‌ ପାଣିରୁ ବଞ୍ଚିତ ୩ ଗାଁ

ବୋଲଗଡ଼,୧୭।୫(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକେ କିପରି ବିଶୁଦ୍ଧ ପାନୀୟଜଳ ପାଇପାରିବେ, ସେନେଇ ସରକାର ବିଭିନ୍ନ ଯୋଜନା କରିବା ସହ ପଦକ୍ଷେପ ନେଉଛନ୍ତି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପ୍ରତ୍ୟେକ ବ୍ଲକରେ କାର୍ଯ୍ୟ କରି ନଳକୂପ ଖନନ ଏବଂ ବିଶୁଦ୍ଧ ପାନୀୟ ଜଳଯୋଗାଣ ପ୍ରକଳ୍ପ…

ମା’ଙ୍କୁ ଗିଫ୍ଟ କଲେ ନିଜ ଚୁଟିରେ ପ୍ରସ୍ତୁତ ୱିଗ୍‌

ୱାଶିଂଟନ୍‌: ମାତୃ ଦିବସରେ ଅନେକେ ତାଙ୍କ ମା’ଙ୍କୁ ଖୁସି କରାଇବା ପାଇଁ ବିଭିନ୍ନ ପ୍ରକାରର ଗିଫ୍ଟ ଦେଇଥା’ନ୍ତି। ହେଲେ ନିକଟରେ ଜଣେ ବ୍ୟକ୍ତି ମାତୃ ଦିବସରେ ତାଙ୍କ ମା’ଙ୍କୁ ଏପରି ଏକ ଗିଫ୍ଟ ଦେଇଛନ୍ତି, ଯେଉଁଥିପାଇଁ ସେ ଏବେ ଚର୍ଚ୍ଚାରେ। ଆମେରିକାର…

କ୍ୟାଟ୍‌ଙ୍କୁ ଛାଡପତ୍ର ଦେବେ କି ଭିକି!

ମୁମ୍ବାଇ,୧୭।୫:ବଲିଉଡର ପ୍ରୋମିସଂଗ ଥଙ୍ଗ୍‌ ଭିକି କୌଶଲ ଲକ୍‌ଡାଉନ ପରେ ପୁଣି ବଡ ପରଦାକୁ ଫେରିଛନ୍ତି। ତେବେ ତାଙ୍କର ଦୁଇଟି ଫିଲ୍ମ ଓଟିଟିରେ ରିଲିଜ୍‌ ହୋଇଛି। ୩ବର୍ଷ ପରେ ଫିଲ୍ମ ଦୁନିଆକୁ ଫେରିଥିବା ଭିକିଙ୍କ କେବଳ ଗୋଟିଏ କି ଦୁଇଟି ନୁହେଁ ୪ଟି…

କଣାସରୁ ମିଳିଲା ପ୍ରାଚୀନ ହାତୀ ମୂର୍ତ୍ତି

ଭୁବନେଶ୍ୱର(ବ୍ୟୁରୋ)/କଣାସ,୧୬।୫(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍‌ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ…

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୭।୫: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା ହୋଇଥିବାରୁ…

ପୁରୀ ବେଳାଭୂମିରେ ମରିପଡ଼ିଛନ୍ତି ଜେଲିଫିସ୍‌

ପୁରୀ ଅଫିସ, ୧୬ା୫: ପୁରୀ ବେଳାଭୂମିରେ ବହୁ ସଂଖ୍ୟକ ମୃତ ଜେଲିଫିସ୍‌ ପଡ଼ିରହିଥିବା ମଙ୍ଗଳବାର ଦେଖିବାକୁ ମିଳିଛି। ଏହି ସଂଖ୍ୟା ପ୍ରାୟ ସହସ୍ରାଧିକ ହେବ ବୋଲି ଅନୁମାନ କରାଯାଉଛି। ଏ ନେଇ ପରିବେଶବିତ୍‌ମାନେ ଚିନ୍ତା ପ୍ରକଟ କରିଥିବାବେଳେ ଜେଲିଫିସ୍‌ଗୁଡ଼ିକୁ ଦେଖିବା ଲାଗି…

ମୃତ ମହିଳା ଜିତିଲେ ନିର୍ବାଚନ

ବିଜ୍‌ନୋର, ୧୬ା୫: ଜଣେ ମହିଳାଙ୍କ ମୃତ୍ୟୁର ଦୁଇ ସପ୍ତାହ ପରେ ସେ ଉତ୍ତରପ୍ରଦେଶ ପୌର ନିର୍ବାଚନରେ ବିଜୟୀ ହୋଇଛନ୍ତି। ସମର୍ଥକମାନେ ତାଙ୍କୁ ବିଜୟୀ କରିବା ପାଇଁ ନେଇଥିବା ଶପଥକୁ ପୂରଣ କରିଛନ୍ତି। ୟୁପିର ବିଜନୋର ଜିଲାରେ ଅନୁଷ୍ଠିତ ପୌର ନିର୍ବାଚନରେ ଆଶିୟା…

୧୫୦ କୋଟି କ୍ଲବ୍‌ରେ ଏଣ୍ଟ୍ରି କଲା ‘ଦ କେରଲା ଷ୍ଟୋରି’

ମୁମ୍ବାଇ: ଫିଲ୍ମ ‘ଦ କେରଲା ଷ୍ଟୋରି’ ରିଲିଜ ପୂର୍ବରୁ ଏବଂ ପରେ ଅନେକ ବିବାଦର ଲାଗିରହିଛି। ଏପରିକି କେତେକ ରାଜ୍ୟରେ ଏହି ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହା ସତ୍ତ୍ୱେ ଫିଲ୍ମ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ପାଇଛି ଏବଂ…

ମିଶ୍ର କ୍ରିଏଶନ୍ସ ଏମ୍‌ଡି ଜ୍ୟୋତିରଞ୍ଜନ ଗିରଫ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଫ୍ଲାଟ୍‌ ଦେବାକୁ କହି ୧୫ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏକ ରିଏଲ ଇଷ୍ଟେଷ୍ଟ କମ୍ପାନୀ ଏମ୍‌/ଏସ୍‌ ମିଶ୍ର କ୍ରିଏସନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି)ଙ୍କୁ ମଙ୍ଗଳବାର ଗିରଫ କରିଛି। ସେ…

ଗିନିଜ୍‌ ୱାଲର୍‌ଡ ରେକଡର୍‌ସରେ କ୍ଷୁଦ୍ର ଚର୍ମ କର୍କଟ

ୱାଶିଂଟନ୍‌: ପୋର୍ଟଲ୍ୟାଣ୍ଡର ଓରିଗନ ହେଲ୍‌ଥ ଅଫ୍‌ ସାଇନ୍ସ ୟୁନିଭର୍ସିଟିର ଡାକ୍ତର ଆଲେକ୍‌ଜାଣ୍ଡର ୱିଟ୍‌କୋକସ୍କି ଏବଂ ତାଙ୍କର କିଛି ସହଯେଗୀ ନିକଟରେ ଏକ କ୍ଷୁଦ୍ର ଚର୍ମ କର୍କଟ ରୋଗୀ ଚିହ୍ନଟ କରି ଗିନିଜ୍‌ ୱାଲର୍‌ଡ ରେକର୍ଡ କରିଛନ୍ତି। ଏହାର ବ୍ୟାସ ହେଉଛି ୦.୬୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri