Home Left

ଗଡ଼କରୀଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୧୭ା୫: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ୍‌ ଗଡ଼କରୀଙ୍କୁ ସୋମବାର ସନ୍ଧ୍ୟାରେ ହତ୍ୟା ଧମକ ମିଳିବା ପରେ ଦିଲ୍ଲୀ ପୋଲିସ ଏହାର ତଦନ୍ତ ଚଳାଇଛି। ଗଡ଼କରୀଙ୍କ ନୂଆଦିଲ୍ଲୀ ବାସଭବନକୁ କେହି ଅଜଣା ବ୍ୟକ୍ତି ଫୋନ୍‌ କରି ମନ୍ତ୍ରୀଙ୍କ…

ଖବରଦାତାଙ୍କ ନାଁରେ ସିବିଆଇ ମାମଲା

ନୂଆଦିଲ୍ଲୀ, ୧୭ା୫(ପି.ଟି.): ଭାରତର ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ) ଏବଂ ସୈନ୍ୟବାହିନୀ ସମ୍ପର୍କିତ ସମ୍ବେଦନଶୀଳ ତଥ୍ୟ ସଂଗ୍ରହ କରି ଏହାକୁ ପାକିସ୍ତାନୀ ଓ ଅନ୍ୟ ବିଦେଶୀ ରାଷ୍ଟ୍ରର ଗୋଇନ୍ଦା ସଂସ୍ଥାକୁ ଯୋଗାଉଥିବା ଅଭିଯୋଗରେ ମୁକ୍ତବୃତ୍ତ ଖବରଦାତାଙ୍କ ବିରୋଧରେ କେନ୍ଦ୍ରୀୟ…

ଘରୋଇ ଚାକିରିଆ ହେବେ ସରକାରୀ ବାବୁ

ନୂଆଦିଲ୍ଲୀ,୧୭ା୫: ଘରୋଇ କ୍ଷେତ୍ରରେ କାର୍ଯ୍ୟରତ ବିଶେଷଜ୍ଞମାନଙ୍କୁ କେନ୍ଦ୍ର ସରକାର ବିଭିନ୍ନ ବିଭାଗରେ ଯୁଗ୍ମ ସଚିବ, ନିର୍ଦ୍ଦେଶକ, ଉପସଚିବ ଭାବେ ଠିକା ନିଯୁକ୍ତି ଦେବାକୁ ଯାଉଛନ୍ତି। କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି)କୁ ଏନେଇ ପରାମର୍ଶ…

ଜେଲ ଗଲେ ଡିଆର୍‌ଡିଓ ବୈଜ୍ଞାନିକ

ନୂଆଦିଲ୍ଲୀ, ୧୭ା୫: ପାକିସ୍ତାନର ଗୋଇନ୍ଦା ସଂସ୍ଥାକୁ ଗୋପନୀୟ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଗିରଫ ଡିଆର୍‌ଡିଓ ବୈଜ୍ଞାନିକ ଡ. ପ୍ରଦୀପ କୁରୁଲକରଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମଙ୍ଗଳବାର ମହାରାଷ୍ଟ୍ର ପୁଣେର ଏକ ସ୍ବତନ୍ତ୍ର ଅଦାଲତ ବୈଜ୍ଞାନିକ…

ଅଜଣା ସୂତ୍ରରୁ ଆଞ୍ଚଳିକ ଦଳର ଆୟ ୮୮୭.୫୫ କୋଟି

ନୂଆଦିଲ୍ଲୀ,୧୭ା୫: ୨୦୨୧-୨୨ ଆର୍ଥିକବର୍ଷରେ ଆଞ୍ଚଳିକ ଦଳଗୁଡ଼ିକ ଅଜଣା ସୂତ୍ରରୁ ୮୮୭.୫୫ କୋଟି ଟଙ୍କା ଆୟ କରିଛନ୍ତି, ଯାହାକି ସେମାନଙ୍କ ମୋଟ ଆୟର ୭୬% ବୋଲି ଆସୋସିଏଶନ୍‌ ଅଫ୍‌ ଡେମୋକ୍ରାଟିକ୍‌ ରିଫର୍ମ (ଏଡିଆର୍‌) ପକ୍ଷରୁ ସୂଚନା ଦିଆଯାଇଛି। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ…

ଅସ୍ତିତ୍ୱ ହରାଉଛି କେନ୍ଦ୍ରାପଡ଼ା କେନାଲ

ଜଗନ୍ନାଥ ଧଳ କେନ୍ଦ୍ରାପଡ଼ା ଅଫିସ, ୧୭ା୫: ୧୮୬୬-୬୭ ମସିହାର ନଅଙ୍କ ଦୁର୍ଭିକ୍ଷର ପ୍ରତିକାର ପାଇଁ କେନ୍ଦ୍ରାପଡ଼ା କେନାଲ ଖୋଳାଯାଇଥିଲା। କ୍ଷେତକୁ ପାଣି ସହିତ ପଣ୍ୟ ପରିବହନ ଓ ସ୍ଥାନୀୟ ଅଞ୍ଚଳର ଦୈନନ୍ଦିନ ଆବଶ୍ୟକତା ପୂରଣ କରୁଥିଲା। ରାଜ୍ୟର ଏହି ପୁରାତନ କେନାଲ…

ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ହରିଶଙ୍କର ତିୱାରୀଙ୍କ ପରଲୋକ…

ଲକ୍ଷ୍ନୌ,୧୬।୫ : ଉତ୍ତରପ୍ରଦେଶର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ହରିଶଙ୍କର ତିୱାରୀଙ୍କର ମଙ୍ଗଳବାର ଗୋରଖପୁରରେ ପରଲୋକ ଘଟିଛି। ୟୁପିର ବାହୁବଳି ନେତା ପଣ୍ଡିତ ହରି ଶଙ୍କର ତିୱାରୀ, ଅଖିଲ ଭାରତୀୟ ଲୋକତାନ୍ତ୍ରିକ କଂଗ୍ରେସର ପ୍ରତିଷ୍ଠାତା ତଥା ରାଜ୍ୟ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ।…

ମରଣଯନ୍ତା ପାଲଟିଛି ନୂଆ ଜଗନ୍ନାଥ ସଡକ

ନିରାକାରପୁର,୧୬।୫: ପୁରୀ-ବଲାଙ୍ଗୀର ନୂଆ ଜଗନ୍ନାଥ ସଡକ ଏବେ ମରଣଯନ୍ତା ପାଲଟିଛି। ଲୋକ ଏବେ ଏହି ବାଟ ଦେଇ ଯିବା ପାଇଁ ବି ଡରିଲେଣି। ଦୈନିକ ହଜାର ହଜାର ପର୍ଯ୍ୟଟକ ଦକ୍ଷିଣ ତଥା ପଶ୍ଚିମ ଭାରତରୁ ଆସି ରାମେଶ୍ୱର ଛକରୁ ନୂଆ ଜଗନ୍ନାଥ…

କେନ୍ଦୁଝରରେ ଆରମ୍ଭ ହେଲା ଆମ୍ବ ମହୋତ୍ସବ

କେନ୍ଦୁଝର,୧୬।୫(ସ୍ବ.ପ୍ର):କେନ୍ଦୁଝରରେ ମଙ୍ଗଳବାର ପୂର୍ବାହ୍ନରେ ଆମ୍ବ ମହୋତ୍ସବରେ ଗାଁ ଆମ୍ବ ପସରା ଷ୍ଟଲ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଉଦ୍‌ଘାଟିତ ହୋଇଯାଇଛି। ମିଶନ ଶକ୍ତି ଏବଂ ଓରମାସ ସହଯୋଗୀତାରେ ଏହି ଷ୍ଟଲ ଖୋଲିଥିବାବେଳେ ଷ୍ଟଲରେ ତେଲକୋଇ, ଘଟଗାଁ, ବଂଶପାଳ ଏବଂ…

ଜିଲାପରିଷଦ ପ୍ରାର୍ଥୀଙ୍କ ନାଁରେ ଠକେଇ ଅଭିଯୋଗ

ଗଞ୍ଜାମ, ୧୬।୫(ଡିଏନଏ ): ଗତ ପଞ୍ଚାୟତ ନିର୍ବାଚନରେ ୧୫ ନମ୍ବର ଜୋନ ପାଇଁ ଜିଲାପରିଷଦ ସଭ୍ୟ ପ୍ରାର୍ଥୀ ହୋଇ ପରାଜିତ ହୋଇଥିବା ସୁମନ୍ତ ଦାସଙ୍କ ବିରୁଦ୍ଧରେ ରମ୍ଭା ଥାନାରେ ଠକେଇ ଅଭିଯୋଗ ହୋଇଛି। ଗଞ୍ଜାମ ବ୍ଲକର ଝାରେଡି ରାଧା ଗୋବିନ୍ଦ ପୁର…

ବିଳମ୍ବରେ ଆସିବ ମୌସୁମୀ

ଭୁବନେଶ୍ୱର,୧୬।୫:ଏବର୍ଷ ବିଳମ୍ବରେ ଆସିବ ମୌସୁମୀ। ଜୁନ୍‌ ୪ତାରିଖରେ କେରଳ ଛୁଇଁବା ନେଇ ସମ୍ଭାବନା କରାଯାଉଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଓଡିଶାକୁ ବିଳମ୍ବରେ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।

ଓଇଏସ ପାଇଲେ କୋକସରା ଜବାହର ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟତ୍ରୀ

କୋକସରା,୧୬।୫(ଡି.ଏନ.ଏ) ଓଡିଶା ଏଜୁକେସନ ସର୍ଭିସରେ କୃତକାର୍ଯ୍ୟ ହୋଇଛନ୍ତି ମଧୁସ୍ମିତା ନାଏକ । ସେ ବର୍ତ୍ତମାନ କୋକସରା ଜବାହର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ଜୁନାଗଡ଼ ବ୍ଲକ ମହିଚଳା ପଞ୍ଚାୟତ ଚକୁଳି ଗ୍ରାମର ସ୍ବର୍ଗତ ଅନାମ ନାଏକଙ୍କ ଝିଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri