Home Left

ପାଠକ ବାପ, ପୁଅଙ୍କ ବିରୋଧରେ ୫ହଜାର ପୃଷ୍ଠାର ଚାର୍ଜଶିଟ୍‌

ଭୁବନେଶ୍ୱର,୨୩।୮(ସତ୍ୟଜିତ୍‌ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ବିରୋଧରେ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଭିଜିଲାନ୍ସ ପକ୍ଷରୁ ୫ ହଜାର ପୃଷ୍ଠା ସମ୍ବଳିତ ଚାର୍ଜଶିଟ୍‌ ଦାଖଲ…

ଅମୃତ ସରୋବର ପ୍ରକଳ୍ପରେ ଅନିୟମିତତା

କାମାକ୍ଷାନଗର, ୨୩।୮(ସୁଧୀର ପରିଡ଼ା): ମାତ୍ର ୮ମାସ ତଳେ ଜଳ ନିଷ୍କାସନ ପାଇଁ ତିଆରି କରାଯାଇଥିବା କଂକ୍ରିଟ୍‌ ପ୍ଲାଟ୍‌ଫର୍ମ ଫାଟି ଅଁା କରିଛି। ଅଧିକ ପାଣି ମହଜୁଦ୍‌ ହେଲେ କାଳେ ଭୁଶୁଡ଼ି ପଡ଼ିବ, ସେହି ଭୟରେ ଜଳାଶୟ ଭିତରକୁ ଯାଉଥିବା ପାହାଡ଼ ପାଣି…

୪୦୦ କୋଟି କ୍ଲବରେ ‘ଗଦର-୨’

ସନି ଦେଓଲଙ୍କ ଫିଲ୍ମ ‘ଗଦର-୨’ ବକ୍ସ ଅଫିସ୍‌ରେ ଜବରଦସ୍ତ ପ୍ରଦର୍ଶନ କରିଛି। ଏହି ଚଳଚ୍ଚିତ୍ରଟି ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ‘ଗଦର-୨’ ବର୍ତ୍ତମାନ ୪୦୦ କୋଟିର କ୍ଲବରେ ଯୋଗ ଦେଇଛି। ଏହି ଫିଲ୍ମଟି ମାତ୍ର ୧୨ ଦିନ ମଧ୍ୟରେ ୪୦୦ କୋଟି ମାର୍କ…

ଗଭୀରକୁ ଲମ୍ବିଛି ଦୁର୍ନୀତି ଚେର

ଢେଙ୍କାନାଳ, ୨୩।୮(ରତନ ନାୟାର): ଢେଙ୍କାନାଳ ପୌରସଂସ୍ଥାରେ ଦୁର୍ନୀତି ଚେର ଗଭୀରକୁ ଲମ୍ବିଛି। ଯେତିକି ଖୋଳତାଡ଼ ହେଉଛି, ସେତେ ବଡ଼ ବଡ଼ ଆର୍ଥିକ ଅନିୟମିତତା ଧରାପଡୁଛି। ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବା ଏବଂ ବିଭିନ୍ନ ପ୍ରକଳ୍ପରେ ଠିକାଦାରଙ୍କ ପକ୍ଷରୁ ଡିପୋଜିଟ୍‌ ହୋଇଥିବା ଆର୍‌ନେଷ୍ଟ ମନି…

ଗୁଣିଗାରେଡ଼ିକୁ କେନ୍ଦ୍ରକରି ଉତ୍ତେଜନା

ଆସିକା,୨୩।୮ (ସୁରେନ୍ଦ୍ର ନାଥ ସାହୁ): କୋଟିନଡ଼ା ଥାନା ଅନ୍ତର୍ଗତ ଆସିକା-କବିସୂର୍ଯ୍ୟନଗର ମୁଖ୍ୟରାସ୍ତାର କୋଟିନଡ଼ା ଗ୍ରାମରେ ଗୁଣିଗାରେଡ଼ିକୁ କେନ୍ଦ୍ର କରି ମଙ୍ଗଳବାର ଶତାଧିକ ପୁରୁଷ ଓ ମହିଳା ଥାନା ପରିସରରେ ରୁଣ୍ଡ ହୋଇଥିଲେ। ଗୁଣିର ଶିକାର ହୋଇଥିବା ସନ୍ଦେହ କରି ପୀଡିତା ମହିଳାଙ୍କୁ…

ଆମେରିକା ରାଷ୍ଟ୍ରପତି ବାଇଡେନଙ୍କ ପାଇଁ ଭାରତ ହେଉଛି ସବୁଠୁ ଗରୁତ୍ୱପୂର୍ଣ୍ଣ ଦେଶ: ଆମେରିକାର ରାଷ୍ଟ୍ରଦୂତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପାଇଁ ଭାରତ ହେଉଛି ସବୁଠୁ ଗରୁତ୍ୱପୂର୍ଣ୍ଣ ଦେଶ। ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାର୍ସେଟୀ ଏହା କହିଛନ୍ତି। ତାଙ୍କୁ ଭାରତରେ ରାଷ୍ଟ୍ରଦୂତ ଭାବେ କାମ କରିବା ପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କୁ କହିଥିଲେ…

କରନ୍‌ଙ୍କ ମୁହଁରୁ ପ୍ରଶଂସା ଶୁଣି ଡରିଲେଣି କଙ୍ଗନା

ବମ୍ବେ: ବଲିଉଡ ନିର୍ଦ୍ଦେଶକ କରନ୍‌ ଜୋହର ଏବଂ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ମଧ୍ୟରେ ତିକ୍ତତା କାହାକୁ ବା ଅଛପା। ଦୁହେଁ ପରସ୍ପର ଉପରକୁ କାଦୁଅ ଫୋପାଡ଼ିବାକୁ କୌଣସି ସୁଯୋଗ ଛାଡ଼ନ୍ତି ନାହିଁ। ହେଲେ ଏବେ ଓଲଟା ଦିଗରେ ପବନ ବୋହିବା ଭଳି…

ଚନ୍ଦ୍ରୟାନ-୩ର ସଫଳତା ପାଇଁ ମୋଦିଙ୍କୁ ଶ୍ରେୟ ଦେଲେ ୟୁପି ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୩।୮: ଚନ୍ଦ୍ରୟାନ-୩ର ସଫଳତା ପାଇଁ ମୋଦିଙ୍କୁ ଶ୍ରେୟ ଦେଇଛନ୍ତି ୟୁପି ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ। ସେ କହିଛନ୍ତି ଯେ, ଚନ୍ଦ୍ରୟାନ-୩ ମିଶନ ଶେଷ ହେବା ପାଇଁ ଦେଶ ଅପେକ୍ଷା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ଦ୍ରୁତ ଗତିରେ ଆଗେଇ…

ଅଭିନେତ୍ରୀ ଶବାନା ଆଜମୀଙ୍କ ନାଁ ନେଇ ଅନ୍‌ଲାଇନ୍‌ ଠକେଇ

ମୁମ୍ବାଇ,୨୩।୮: ବଲିଉଡ ଅଭିନେତ୍ରୀ ଶବାନା ଆଜମୀଙ୍କ ନାଁ ନେଇ ଅନ୍‌ଲାଇନ୍‌ ଠକେଇ ହୋଇଛି। ଏନେଇ ଅଭିନେତ୍ରୀ ପୋଲିସରେ ମାମଲା ରୁଜୁ କରିଛନ୍ତି। ସେ ଟୁଇଟର୍‌ରେ ତାଙ୍କ ନାମରେ ଅନଲାଇନ ଠକେଇର କରାଯାଉଥିବା କହିଛନ୍ତି। ତାଙ୍କ ନାମରେ ଏପରି କରାଯାଉଥିବାରୁ ଏଭଳି ଅଭିନେତ୍ରୀ…

ରିଲିଜ୍‌ ପୂର୍ବରୁ ଫିଲ୍ମରେ ହେଲା ପରିବର୍ତ୍ତନ

ମୁମ୍ବାଇ: ଅଭିନେତା ଶାହରୁଖ ଖାନଙ୍କ ଫିଲ୍ମ ‘ଜୱାନ’ର ରିଲିଜ୍‌ ତାରିଖ ଯେତିକି ପାଖେଇ ଆସୁଛି, ପ୍ରଶଂସକମାନେ ଏହି ଫିଲ୍ମକୁ ନେଇ ସେତିକି ଉତ୍ସାହିତ ଅଛନ୍ତି। ‘ଜୱାନ’ର ଟ୍ରେଲର କିଛି ଦିନ ମଧ୍ୟରେ ରିଲିଜ୍‌ ହେବାକୁ ଯାଉଛି। ଏହି ସମୟରେ ସେନ୍ସର ବୋର୍ଡ…

ଭେଟେରାନ କ୍ରିକେଟର ହିଥ୍‌ ଷ୍ଟ୍ରିକଙ୍କ ମୃତ୍ୟୁ ଖବର ଗୁଜବ

ହରାରେ,୨୩।୮: ଜିମ୍ବାଓ୍ବେ ଦଳର ଭେଟେରାନ ଅଲରାଉଣ୍ଡର ହିଥ୍‌ ଷ୍ଟ୍ରିକ୍‌ ଜୀବିତ ଅଛନ୍ତି। ତାଙ୍କର ପରଲୋକକୁ ନେଇ ବୁଧବାର ସୋସିଆଲ ମିଡିଆରେ ମିଥ୍ୟା ଖବର ଭାଇରାଲ ହୋଇଥିଲା। ଏହି ୪୯ ବର୍ଷୀୟ କ୍ରିକେଟରଙ୍କ କ୍ୟାନ୍‌ସରରେ ପୀଡ଼ିତ ହେବା ଯୋଗୁ ମୃତ୍ୟୁ ଘଟିଥିବା କୁହାଯାଇଥିଲା।…

ଆଜି ଭାରତ-ଆୟାର୍ଲାଣ୍ଡ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଡବ୍‌ଲିନ୍‌୍‌,୨୩।୮: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ୨ଟି ମ୍ୟାଚରେ ଭାରତୀୟ ଦଳ ୨-୦ରେ ଅଗ୍ରଣୀ ହାସଲ କରିଛି। ବର୍ତ୍ତମାନ ଜସପ୍ରୀତ ବୁମ୍‌ରାଙ୍କ ଅଧିନାୟକତ୍ୱରେ ସିରିଜର ତୃତୀୟ ମ୍ୟାଚ ଜିତି ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?