Home Left

ଆଜି ଦିଲ୍ଲୀ ଯିବେ ଶିବକୁମାର

ନୂଆଦିଲ୍ଲୀ,୧୬।୫: କଂଗ୍ରେସର କର୍ନାଟକ ସଭାପତି ଡି.କେ ଶିବକୁମାର ମଙ୍ଗଳବାର ଦିଲ୍ଲୀ ଯିବେ। ଦିଲ୍ଲୀରେ ପହଞ୍ଚିବା ପରେ ରାଜ୍ୟରେ ସରକାର ଗଠନ ସମ୍ପର୍କରେ ଆଲୋଚନା କରିବେ। ଶିବକୁମାରଙ୍କ ଭାଇ ତଥା ଦଳର ଏମ୍‌ପି ଡି.କେ ସୁରେଶ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପଦବୀ…

ହଷ୍ଟେଲରେ ଅଗ୍ନିକାଣ୍ଡ: ୧୦ ମୃତ

ଓ୍ବିଲିଂଟନ,୧୬।୫: ନ୍ୟୁଜିଲ୍ୟାଣ୍ଡର ଓ୍ବିଲିଂଟନରେ ଏକ ଚାରି ମହଲା ହଷ୍ଟେଲରେ ନିଆଁ ଲାଗି ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ନିଆଁ ଲାଗିବା ପରେ ଉଦ୍ଧାରକାରୀ ଦଳ ଏବଂ ଅଗ୍ନିଶମ କର୍ମଚାରୀଙ୍କ ଟିମ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା…

ଆଇସିସି ନିୟମରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୫(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ୍‌ (ଆଇସିସି) ପକ୍ଷରୁ ଏହାର କିଛି ନିୟମରେ ପରିବର୍ତ୍ତନ କରାଯାଇଛି। ବିବାଦୀୟ ସଫ୍ଟ ସିଗ୍‌ନାଲ ନିୟମ ହଟାଇବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ କୌଣସି କ୍ୟାଚ୍‌ର ନିଷ୍ପତ୍ତି ଟିଭି ଅମ୍ପାୟରଙ୍କୁ ରେଫର କରିବା ପୂର୍ବରୁ ଅନ୍ୟ ଫିଲ୍ଡ ଅମ୍ପାୟର…

ଟି୨୦ରେ ଯୁବ ଖେଳାଳିଙ୍କୁ ସୁଯୋଗ ମିଳୁ: ଶାସ୍ତ୍ରୀ

ନୂଆଦିଲ୍ଲୀ, ୧୬।୫ (ପି.ଟି.): ଭାରତୀୟ କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଟି ୨୦ ଦଳରେ ଯୁବ ଖେଳାଳିଙ୍କ ସାମିଲ ଉପରେ ଗୁରୁତ୍ୱ ଦେଇଛନ୍ତି। ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରି ଅଭିଜ୍ଞ ଖେଳାଳିଙ୍କୁ ଦିନିକିଆ ଓ ଟେଷ୍ଟ…

ୟୁପିଆଇ ତଥ୍ୟ ପାଇଁ ଏନ୍‌ପିସିଆଇକୁ ଚିଠି ଲେଖିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୫(ବ୍ୟୁରୋ): ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଅଧିକ ତଦନ୍ତ ଜାରି ରଖିଛି। ୩ ଅଭିଯୁକ୍ତ ପଠାଣିସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ସୌମ୍ୟ…

ଗିଲ୍‌ଙ୍କ ପ୍ରଥମ ଆଇପିଏଲ୍‌ ଶତକ

ଅହମଦାବାଦ, ୧୬।୫: ଭାରତ ପାଇଁ ତିନୋଟି ଯାକ ଫର୍ମାଟରେ ଶତକ ଅର୍ଜନ କରି ସାରିଥିବା ଶୁବମନ ଗିଲ୍‌ ଆଇପିଏଲରେ ନିଜର ପ୍ରଥମ ଶତକ ହାସଲ କରିଛନ୍ତି। ଗିଲଙ୍କ ୧୦୧ ରନ୍‌ ବଳରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ…

ପଚା ଫଳ ବିକିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ,୧୬ା୫: ସହରରେ ପଚା ଫଳ ବିକିଲେ ଏଣିକି ଦୃଢ଼ କାର୍ଯ୍ୟନୁଷ୍ଠାନ ନିଆଯିବ। ଦୋକାନୀ ସିଧାସଳଖ ବ୍ଲାକ ଲିଷ୍ଟେଡ୍‌ ହେବା ସହ ସମ୍ପୃକ୍ତ ଦୋକାନୀଙ୍କ ଫଟୋ କାନ୍ଥରେ ଲାଗିବ। କେବଳ ସେତିକି ନୁହଁ ଅପରାଧୀଙ୍କୁ ଯେପରି ତଡ଼ିପାର କରାଯାଉଛି, ପଚା ଫଳ…

ବିଏମ୍‌ସି ପକ୍ଷରୁ ଥ୍ରୀ ଆର୍‌ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୧୬।୫ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଛି ଥ୍ରୀ ଆର୍‌ (R) ବା ରିଡ୍ୟୁସ୍‌, ରି-ୟୁଜ୍‌ ଓ ରିସାଇକେଲ। ଅର୍ଥାତ୍‌ କମ୍‌ ଉପଯୋଗ କରିବା, ତା’ର ପୁନଃ ବ୍ୟବହାର କରିବା ଏବଂ ପୁନଃ ଚକ୍ରଣ କରିବା।…

ସରକାରୀ ଅର୍ଥରେ ଦୁବାଇ ଗସ୍ତ ନିନ୍ଦନୀୟ: ବିରୋଧୀ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସୋମବାରଠାରୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଏହି ବିମାନରେ ବିଜେଡିର ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ବିଧାୟକ ଦୁବାଇ ଗସ୍ତ କରିଛନ୍ତି। ବିଧାୟକଙ୍କ ଗସ୍ତକୁ ବିରୋଧୀ ଭାଜପା ଓ କଂଗ୍ରେସ ପକ୍ଷରୁ କଡା ସମାଲୋଚନା କରାଯାଇଛି। ଭାଜପା…

ଭାଙ୍ଗିବନି ଶିନ୍ଦେ-ଫଡ୍‌ନବିସ ସରକାର: ଅଜିତ ପାଓ୍ବାର

ମୁମ୍ବାଇ,୧୬।୫: ମହାରାଷ୍ଟ୍ରର ରାଜନୈତିକ ସଙ୍କଟକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରା ଶୁଣାଯାଇଥିବା ରାୟ ପରେ ଏବେ ସମସ୍ତଙ୍କ ଅପେକ୍ଷା ମହାରାଷ୍ଟ୍ର ବିଧାନସଭାର ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ। କାରଣ ସେ ହିଁ ଶିନ୍ଦେ ଗ୍ରୁପର ୧୬ ବିଧାୟକଙ୍କ ଅଯୋଗ୍ୟତା ଉପରେ ଶେଷ ନିଷ୍ପତ୍ତି ନେବେ।…

ଉତ୍କଟ ହେଉଛି ଖାଦ୍ୟ, ପାନୀୟଜଳ ସଙ୍କଟ

କୋଣାର୍କ,୧୬।୫(ଡି.ଏନ୍‌.ଏ.): କୋଣାର୍କସ୍ଥିତ ଚନ୍ଦ୍ରଭାଗା ବାଲୁଖଣ୍ଡ ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କୁ ଖାଦ୍ୟ ଓ ପାନୀୟଜଳର ଘୋର ଅଭାବ ରହୁଥିବାରୁ ଧୀରେ ଧୀରେ ଉତ୍କଟ ରୂପ ନେବାରେ ଲାଗିଛି। ବନ ବିଭାଗ ପକ୍ଷରୁ ଏହାର କୌଣସି ବ୍ୟବସ୍ଥା କରାଯାଉ ନ ଥିବାରୁ ବିଗତ ଦିନରେ ହରିଣ…

‘ଦ କେରଲା ଷ୍ଟୋରି’କୁ ନେଇ ଜମ୍ମୁ-କଶ୍ମୀରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅନେକେ ଆହତ

ଜମ୍ମୁ,୧୬।୫: ବଲିଉଡର ବିବାଦୀୟ ମୁଭି ‘ଦ କେରଲା ଷ୍ଟୋରି’କୁ ନେଇ ଗୋଟିଏ ପଟେ ରାଜନୈତିକ ଲଢେଇ ଜାରି ରହିଥିବା ବେଳେ ଏବେ ଜମ୍ମୁ ଓ କଶ୍ମୀରରେ ମେଡିକାଲ ଛାତ୍ରଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୫ ମେଡିକାଲ ଛାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri