Home Left

ଓରିଏଣ୍ଟ ଇଲେକ୍‌ଟ୍ରିକ୍‌ର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୧୬।୫: ଓରିଏଣ୍ଟ ଇଲେକ୍‌ଟ୍ରିକ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି କମ୍ପାନୀର ବହୁ ପ୍ରତୀକ୍ଷିତ ତଥା ବିଏଲ୍‌ଡିସି ଟେକ୍ନୋଲୋଜିରେ ନିର୍ମିତ ଫ୍ୟାନ୍‌ଗୁଡ଼ିକର ଏକ ବ୍ୟାପକ ରେଞ୍ଜର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସାଧାରଣ ଫ୍ୟାନ୍‌ ତୁଳନାରେ ଓରିଏଣ୍ଟର…

ଆଇପିଓ ଜରିଆରେ ୬୨୫ କୋଟି ହାସଲ ଲକ୍ଷ୍ୟ

ନୂଆଦିଲ୍ଲୀ,୧୬ା୫: ଫିନ୍‌କେୟାର ସ୍ମଲ ଫାଇନାନ୍ସ ବ୍ୟାଙ୍କ ପକ୍ଷରୁ ଇନିସିଆଲ୍‌ ପବ୍ଲିକ୍‌ ଅଫରିଂ (ଆଇପିଓ) ଅଣାଯିବ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ମଧ୍ୟ ଆଇପିଓ ସଂକ୍ରାନୀୟ ଡ୍ରାଫ୍‌ଟ ରେଡ୍‌ ହେରିଂ ପ୍ରୋସ୍‌ପେକ୍ଟସ୍‌ (ଡିଏଚ୍‌ଆର୍‌ପି)…

ହୋଣ୍ଡା ସାଇନ୍‌ ୧୦୦ ସିସିର ଡେଲିଭରି

ନୂଆଦିଲ୍ଲୀ,୧୬।୫: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ହୋଣ୍ଡା ସାଇନ୍‌ ୧୦୦ ସିସିର ଗ୍ରାହକ ଡେଲିଭରି କାର୍ଯ୍ୟକ୍ରମର ଶୁଭାରମ୍ଭ ସମ୍ପକର୍ର୍ରେ ଘୋଷଣା କରାଯାଇଛି। କର୍ନାଟକର ନର୍ସାପୁରାଠାରେ ଥିବା କମ୍ପାନୀର ୩ୟ କାରଖାନାରୁ ହୋଣ୍ଡା ସାଇନ୍‌ ୧୦୦ ସିସିର…

ଏୟାର୍‌ ହୋଷ୍ଟେସ୍‌ଙ୍କ ସହ ଦୁର୍ବ୍ୟବହାର: ଯାତ୍ରୀ ଗିରଫ

ଅମୃତସର,୧୬।୫: ଦୁବାଇରୁ ଅମୃତସର ଆସୁଥିବା ବିମାନରେ ଜଣେ ଯୁବକ ଏୟାର ହୋଷ୍ଟେସ୍‌ଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଜଲନ୍ଧରସ୍ଥିତ କୋଟଲିର ରଜିନ୍ଦର ସିଂଙ୍କର କୌଣସି କାରଣରୁ ଏୟାର ହୋଷ୍ଟେସ୍‌ଙ୍କ ସହ ଝଗଡ଼ା ହୋଇଥିଲା। କିଛି ସମୟ ଯୁକ୍ତିତର୍କ ଚାଲିବା ପରେ…

ଗୁରୁଦ୍ୱାରାରେ ମଦ ପିଇବାରୁ ଯୁବତୀଙ୍କୁ ହତ୍ୟା

ପଟିଆଲା,୧୬।୫: ଦୁଃଖ ନିବାରଣ ସାହିବ ଗୁରୁଦ୍ୱାରା ପରିସରରେ ଜଣେ ଯୁବତୀ ମଦ ପିଇବା ନେଇ ଜଣେ ଯୁବକ ତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ପରଓ୍ବିନ୍ଦର କୌର (୩୦) ସରୋବର ନିକଟରେ ବସି ମଦ ପିଉଥିବାର ଗୁରୁଦ୍ୱାରା ସଙ୍ଗତ ଦେଖିଥିଲେ। ସେମାନେ…

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆଉ ଜଣେ ଗିରଫ

ନୂଆଦିଲ୍ଲୀ, ୧୬ା୫: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିବିଆଇ ସୋମବାର ଇଣ୍ଡିଆ ଆହେଡ୍‌ ନ୍ୟୁଜ୍‌ର ଅରବିନ୍ଦ କୁମାର ସିଂଙ୍କୁ ଗିରଫ କରିଛି। ବେଆଇନ ଭାବେ ସଂଗୃହୀତ ୧୭ କୋଟି ଟଙ୍କାକୁ ସିଂ ହାଓ୍ବଲା ଚ୍ୟାନେଲ ଜରିଆରେ ସାଉଥ୍‌ ଗ୍ରୁପ୍‌ ପାଖକୁ ପଠାଇଥିବା…

ରୁଷିଆ ଉପରେ କଟକଣା ବଢ଼ାଇବାକୁ ଯୋଜନା

ମସ୍କୋ/କିଭ୍‌, ୧୬ା୫: ୟୁକ୍ରେନ ଉପରେ ତୁହାକୁ ତୁହା ମିଶାଇଲ ବର୍ଷା କରିଚାଲିଥିବା ରୁଷିଆ ଉପରେ କଟକଣା ବଢ଼ାଇବାକୁ ଜି୭ ସମିଟ୍‌ର ସଦସ୍ୟ ଦେଶ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏ ସଂକ୍ରାନ୍ତରେ ଚଳିତ ସପ୍ତାହରେ ଜାପାନରେ ସମିଟ୍‌ ପକ୍ଷରୁ ବୈଠକ ଆୟୋଜନ କରାଯିବ।…

ଅବସର ନେବାବେଳେ ଭାବବିହ୍ବଳ ହେଲେ ଜଷ୍ଟିସ୍‌ ଶାହ

ସୁପ୍ରିମକୋର୍ଟର ଚତୁର୍ଥ ସର୍ବବରିଷ୍ଠ ବିଚାରପତି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହ ସୋମବାର ଅବସର ଗ୍ରହଣ କରିଛନ୍ତି। କୋର୍ଟ ରୁମ୍‌ରେ ତାଙ୍କର ଶେଷ କାର୍ଯ୍ୟଦିବସରେ ଜଷ୍ଟିସ୍‌ ଶାହ ଭାବବିହ୍ବଳ ହୋଇଯାଇଥିଲେ। ସେ ଅବସର ନେବା ଲୋକ ନୁହନ୍ତି, ଜୀବନର ଏକ ନୂଆ ଇନିଂସ ଆରମ୍ଭ…

ଛାଡ଼ପତ୍ର ପାଇଁ ସମାନ ଆଇନ ହେଉ

ଛାଡ଼ପତ୍ର ପାଇଁ ଧର୍ମ, ଲିଙ୍ଗ ନିର୍ବିଶେଷରେ ସମସ୍ତଙ୍କ ନିମନ୍ତେ ସମାନ ଆଇନ ଓ ସମାନ ପ୍ରକ୍ରିୟା ଅବଲମ୍ବନ କରାଯାଉ ବୋଲି କ୍ରିକେଟର ମହମ୍ମଦ ଶାମିଙ୍କ ସ୍ତ୍ରୀ ହାସିନ ଜାହାଁ ସୁପ୍ରିମକୋର୍ଟଙ୍କୁ ନିବେଦନ କରିଛନ୍ତି। ତଲାକ ଦେବାର ଏକମାତ୍ର ଅଧିକାର ମୁସଲମାନ ପୁରୁଷଙ୍କୁ…

ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ ଗିରଫ

ନୂଆଦିଲ୍ଲୀ, ୧୫ା୫: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିବିଆଇ ସୋମବାର ଇଣ୍ଡିଆ ଆହେଡ୍‌ ନ୍ୟୁଜ୍‌ର ଅରବିନ୍ଦ କୁମାର ସିଂଙ୍କୁ ଗିରଫ କରିଛି। ବେଆଇନ ଭାବେ ସଂଗୃହୀତ ୧୭ କୋଟି ଟଙ୍କାକୁ ଅରବିନ୍ଦ ଚ୍ୟାନେଲ ଜରିଆରେ ସାଉଥ୍‌ ଗ୍ରୁପ୍‌ ପାଖକୁ ପଠାଇଥିବା ଅଭିଯୋଗ…

ଓଲଟିଲା ଟ୍ରାକ୍ଟର, ଚାପି ହୋଇ ଚାଳକ ମୃତ

ଜୁନାଗଡ,୧୫।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାନ୍ଦୁଲବନ୍ଦ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ସାମାନକୁ ଆସିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡିବାରୁ ଚାଳକ ଜଣକ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଗୌଡଛେଣ୍ଡିଆ ଗଁାର ମୁରଲୀ…

ଇନ୍ଦ୍ରାବତୀ ବାମ କେନାଲରୁ ବନ୍ଦ ହେଲା ଜଳସେଚନ

ଭବାନୀପାଟଣା,୧୫।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ବାମ କେନାଲରେ ସୋମବାରଠାରୁ ରବି ଚାଷ ପାଇଁ ଜଳସେଚନ ବନ୍ଦ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଜାନୁୟାରୀ ୭ ତାରିଖରେ ରବି ଚାଷ ପାଇଁ ବାମ କେନାଲରେ ଜଳ ସେଚନ ଆରମ୍ଭ ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri