Home Left

ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ

ଭୁବନେଶ୍ୱର,୨୦।୮: ବିଶିଷ୍ଟ ସାହିତି୍ୟକ ପଦ୍ମଶ୍ରୀ ବିନୋଦ ପଶାୟତ ପରଲୋକ ଘଟିଛି। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ପଦ୍ମଶ୍ରୀ ବିନୋଦ ପଶାୟତ। ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ...

୧୦ ଦଫା ଦାବି ନେଇ ଜିଲା କୃଷକ ମହାସଂଘ ପକ୍ଷରୁ ଗଣଧାରଣା

ବଲାଙ୍ଗୀର, ୨୦।୮:( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୃଷକ ମହାସଂଘ ପକ୍ଷରୁ ୧୦ ଦଫା ଦାବି ନେଇ ବୁଧବାର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ସାର କଳା ବଜାର ବନ୍ଦ, ଧାନ ପଞ୍ଜିକରଣ ସମୟ ବୃଦ୍ଧି, ବଲାଙ୍ଗୀରରେ...

ବୋଲେରୋ ଧକ୍କାରେ ବାଇକ ଦୁର୍ଘଟଣାଗ୍ରସ୍ତ: ଗୋଡ଼ରେ ଚଢ଼ିଗଲା

ରାୟଗଡ଼ା,୨୦।୮(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବ୍ଲକ ପେଣ୍ଟା ପଞ୍ଚାୟତ ମହକୁମାସ୍ଥିତ ଶିବ ମନ୍ଦିର ନିକଟରେ ବୋଲେରୋ ଧକ୍କାରେ ମୋଟରସାଇକେଲ ଚାଳକ ଓ ଆରୋହୀ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ବାଇକ ଚାଳକ ସାମାନ୍ୟ ଆହତ ହୋଇଥିଲେ ହେଁ ଆରୋହୀଙ୍କ ଗୋଡ଼ ଉପରେ ବୋଲେରୋ ମାଡ଼ିଯିବାରୁ...

ନାମାଙ୍କନ ଭରିଲେ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍‌

ନୂଆଦିଲ୍ଲୀ,୨୦ା୮: ବୁଧବାର ନାମାଙ୍କନ ଭରିଛନ୍ତି ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍‌। ଦଳୀୟ ନେତାଙ୍କ ଉପସ୍ଥିତିରେ ରାଧାକ୍ରିଷ୍ଣନ୍‌ ଆଜି ନାମାଙ୍କନ ଭରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଏବଂ ଭାଜପା...

୪ ହାର୍ଡକୋର୍‌ ମାଓବାଦୀଙ୍କ ଆତ୍ମସମର୍ପଣ: ଥିଲା ୨୨ ଲକ୍ଷର…

ମାଲକାନଗିରି,୨୦।୮(ଦୁର୍ଯ୍ୟୋଧନ ପାତ୍ର): ୪ ହାର୍ଡକୋର୍‌ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୀମାନ୍ତ ଛତିଶଗଡ଼ କୋଣ୍ଡାଗାଁ ଜିଲାରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ସେମାନେ ଦୀର୍ଘଦିନ ଧରି ଓଡ଼ିଶାଛତିଶଗଡ଼ ସୀମାରେ ସକ୍ରିୟ ଥିଲେ। ସମସ୍ତ ମାଓବାଦୀଙ୍କ ନାଁରେ ୨୨ ଲକ୍ଷର ପୁରସ୍କାର...

ପିଲାଙ୍କୁ ମିଳିବ ଚାଉଳ ସହ ଟଙ୍କା: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୨୦ା୮(ସୁଚିସ୍ମିତା ସାହୁ):ରାଜ୍ୟର ସମସ୍ତ ଶିଶୁ(ବାଲ୍‌)ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ଦିନର ଚାଉଳ ସହ ରନ୍ଧନ ବାବଦ ଟଙ୍କା ପ୍ରଦାନ କରାଯିବ। ପ୍ରଧାନ ଶିକ୍ଷକମାନେ ତୁରନ୍ତ ପିଲାଙ୍କୁ ଏହା ବଣ୍ଟନ କରି ସରକାରଙ୍କୁ ଜଣାଇବେ। ଏଥିପ୍ରତି ଜିଲା ଶିକ୍ଷା ଅଧିକାରୀ...

ଶିଶୁବାଟିକା ପିଲାଙ୍କୁ ମିଳିବ ମାଗଣା ୟୁନିଫର୍ମ: ପ୍ରତ୍ୟେକ ପିଲା ପାଇଁ ଖର୍ଚ୍ଚ ହେବ…

ଭୁବନେଶ୍ୱର,୨୦ା୮(ସୁଚିସ୍ମିତା ସାହୁ):ସରକାରୀ ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଡ୍ରପ୍‌ଆଉଟ ହାର ରୋକିବା ସହ ପିଲାଙ୍କୁ ବିଦ୍ୟାଳୟମୁହଁା କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଶିଶୁ ବାଟିକା ଛାତ୍ରୀଛାତ୍ରଙ୍କୁ...

କାହିଁକି ଭାରତ ଉପରେ ଟାରିଫ୍‌ ଲଗାଇଲା ଆମେରିକା: ପ୍ରଥମଥର ବଡ଼ କାରଣ କହିଲା ହ୍ବାଇଟ ହାଉସ

ନୂଆଦିଲ୍ଲୀ,୨୦।୮: ଭାରତ ଉପରେ ଲାଗୁ ହୋଇଥିବା ଟାରିଫ୍‌ ସମ୍ପର୍କରେ ଆମେରିକା ଲଗାତାର ନୂଆ ଦାବି କରୁଛି। ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲେଭିଟ କହିଛନ୍ତି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ-ୟୁକ୍ରେନ ବିବାଦର ଅନ୍ତ ପାଇଁ ଭାରତ ଉପରେ...

ଟିକସ ଫାଙ୍କି, ତଣ୍ଡ ଗଣିଲେ …

ରିଷିଡ଼ା, ୧୮ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ପୋଲିସ ସୂଚନା ଅନୁସାରେ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ଟିମ୍‌ ମଙ୍ଗଳବାର ଟିକସ ଫାଙ୍କି ବେଆଇନ ଭାବେ ସାମଗ୍ରୀ ଚାଲାଣ କରୁଥିବା ଦୁଇଟି ଗାଡିଠାରୁ ଜରିମାନା ଆଦାୟ କରିଛି। ସୂଚନା...

ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ: ପଥର ମାଡ଼ ପରେ…

ନୂଆଦିଲ୍ଲୀ,୨୦।୮: ଏକ ଜନଶୁଣାଣି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରେ ଆକ୍ରମଣ ହୋଇଛି। ଏହି ଜନଶୁଣାଣି ମୁଖ୍ୟମନ୍ତ୍ରୀଙ୍କ ସିଭିଲ ଲାଇନ୍ସସ୍ଥିତ ସରକାରୀ ବାସଭବନରେ ଅନୁଷ୍ଠିତ ହୋଇଥିଲା। କୁହାଯାଉଛି ଯେ, ଜଣେ ବ୍ୟକ୍ତି ସେଠାରେ ପଥର ଭଳି କୌଣସି ଜିନିଷ...

ଏନ୍‌ଏସି ଘୋଷଣା ନେଇ ଦାବି

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ)- ରାଜ୍ୟରେ ନୂଆ ଏନଏସି ପାଇଁ ଗତ ଶନିବାର ଡ୍ରାଫ୍ଟ ନୋଟିସ ପ୍ରକାଶ ପାଇଥିଲା। ଏଥିରେ ୭ ଜିଲାରେ ୧୨ ଏନ୍‌ଏସି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା। ହେଲେ...

ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ବସ୍‌: ୫୦ରୁ ଅଧିକ ଲୋକଙ୍କ ଚାଲିଗଲା ଜୀବନ

କାବୁଲ,୨୦।୮: ଆଫଗାନିସ୍ତାନରେ ଏକ ବଡ଼ ସଡ଼କ ଦୁର୍ଘଟଣାରେ ଅତି କମରେ ୭୧ ଜଣଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ପୋଲିସ ଏବଂ ଜଣେ ପ୍ରାଦେଶିକ ଅଧିକାରୀ କହିଛନ୍ତି, ପଶ୍ଚିମ ଆଫଗାନିସ୍ତାନରେ ୫୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଇରାନରୁ ଫେରୁଥିବା ପ୍ରବାସୀଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri