Home Left

ବିବାହର ୮ ମାସ ପରେ ନାବାଳିକା ଉଦ୍ଧାର

ଆନନ୍ଦପୁର,୧୫।୫(ସ୍ବ.ପ୍ର.): ବିବାହର ୮ ମାସ ପରେ ବାଲେଶ୍ୱର ଜିଲା ଅଞ୍ଚଳର ଜଣେ ନାବାଳିକାଙ୍କୁ ସୋମବାର ଆନନ୍ଦପୁର ଥାନା କୋଡ଼ପଡ଼ାର ଗଉଡ଼ଡିହା ଅଞ୍ଚଳରୁ ଚାଇଲ୍ଡଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ବାଲେଶ୍ୱର ଜିଲା ଖଇରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଆନନ୍ଦପୁର ଥାନା…

ଚକା ଫାଟି ପୋଲ ତଳକୁ ଖସିଲା ଟ୍ରାକ୍ଟର

ଆନନ୍ଦପୁର,୧୫।୫(ସ୍ବ.ପ୍ର.): ଘସିପୁରା ଥାନା ଦରଡ଼ିପାଳ ଗ୍ରାମର ଦିପୁନ ନାଏକ ନାମକ ଜଣେ ଯୁବକ ଟ୍ରାକ୍ଟର ଧରି ଯାଉଥିବା ବେଳେ ରେମାଳ ପୋଲ ଉପରେ ଚକା ଫାଟିଯାଇଥିଲା। ଫଳରେ ଟ୍ରାକ୍ଟର ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡ଼ିଥିଲା। ଟ୍ରାକ୍ଟର ତଳେ ଚାଳକ ଦିପୁନ…

କର୍ନାଟକରେ ଭାଜପା ହାରିବା ପରେ ଆରଏସ୍‌ଏସ୍‌ ଅଧିକାରୀଙ୍କୁ ଭେଟିଲେ ବୋମ୍ମାଇ

ବେଙ୍ଗାଲୁରୁ,୧୫।୫: କର୍ନାଟକ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ ସୋମବାର ରାଷ୍ଟ୍ରୀୟ ସ୍ବୟଂସେବକ ସଂଗଠନ(ଆରଏସ୍‌ଏସ୍‌)ର ଅଧିକାରୀମାନଙ୍କୁ ଭେଟଛନ୍ତି। ଏଥିରେ ବୋମ୍ମାଇ ରାଜ୍ୟ ନିର୍ବାଚନ ଫଳାଫଳ ସହ ଜଡିତ ଏବଂ ଭବିଷ୍ୟତ ପାଇଁ ଦଳକୁ ପୁନର୍ବାର…

ବିଜୟ ଲକ୍ଷ୍ୟରେ ହାଇଦ୍ରାବାଦ

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଆଇପିଏଲ୍‌ ୬୨ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆରଏଚ୍‌) ଅଧିନାୟକ ଆଡେନ ମାର୍କ୍ରାମ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ବ୍ୟାଟିଂ କରିବ। ଗୁଜରାଟ…

ବଡିଗାର୍ଡଙ୍କ ସହ ବାଇକ୍‌ରେ ଗଲେ ଅନୁଷ୍କା, ଭିଡିଓ ଭାଇରାଲ

ମୁମ୍ବାଇ: ନିକଟରେ ବଲିଉଡର ଭେଟେରାନ ଅଭିନେତା ଅମିତାଭ ବଚ୍ଚନ ସୁଟିଂ କରିବାକୁ ଯାଉଥିବାବେଳେ ମୁମ୍ବାଇର ଟ୍ରାଫିକରେ ଫସି ଯାଇଥିଲେ। ଯାହା ପରେ ବିଗ୍‌ ବି ବିନା ଦ୍ୱିଧାରେ ଜଣେ ଅପରିଚିତ ବ୍ୟକ୍ତିଙ୍କଠାରୁ ଲିଫ୍ଟ ମାଗି ଠିକ ସମୟରେ ତାଙ୍କ ଗନ୍ତବ୍ୟ ସ୍ଥଳରେ…

ଇମ୍ରାନ୍‌ଙ୍କୁ ଫାଶୀ ଦିଆଯାଉ, ସଂସଦରେ ଉଠିଲା ଦାବି

ଇସଲାମାବାଦ,୧୫।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ(ପିଟିଆଇ)ର ମୁଖ୍ୟ ଇମ୍ରାନ୍‌ ଖାନଙ୍କୁ ମୁକ୍ତ କରିବାକୁ ନିଷ୍ପତ୍ତି ନେଇ କୋର୍ଟ ଏବଂ ଶାହାବାଜ ସରକାରଙ୍କ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ଶାହାବାଜ ସରକାରଙ୍କ ମିଳିତ ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ (ପିଡିଏମ)ସହିତ ଜଡିତ ଦଳମାନେ…

ହାସଲ କରିବାକୁ ଚାହୁଁଥିଲେ ବଳିଦାନ ଦେବାକୁ ପଡିବ: କଂଗ୍ରେସକୁ ମମତାଙ୍କ ବାର୍ତ୍ତା

କୋଲକାତା,୧୫।୫: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ମମତା କହିଛନ୍ତି, ଯେଉଁ ସବୁ ସ୍ଥାନରେ କଂଗ୍ରେସର ଭଲ ସ୍ଥିତି ରହିଛି, ସେଠାରେ ଟିଏମସି ସମର୍ଥନ କରିବ। କିନ୍ତୁ ସମର୍ଥନ…

କୋବ୍ରା ବାଟାଲିୟନର ଚିତ୍ରକଳା ପ୍ରଦର୍ଶନୀ

କୋରାପୁଟ,୧୫।୫(ସ୍ବ.ପ୍ର.): କୋରାପୁଟସ୍ଥିତ ଆଞ୍ଚଳିକ ଆର୍ଟ ଗ୍ୟାଲେରିରେ ୨୦୨ କୋବ୍ରା ବାଟାଲିୟନ ପକ୍ଷରୁ ‘ଭାଇବ୍ରାଣ୍ଟ ଟ୍ରାଇବ’ ଉପରେ ଆଧାରିତ ଏକ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ ହୋଇଯାଇଛି। ୨୦୨ କୋବ୍ରା ବାଟାଲିୟନର କମାଣ୍ଡାଣ୍ଟ ବୃନୋ ଏ.ଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ହୋଇଥିଲା। ଏହି ଅବସରରେ ୨୪୧…

୧୭୦ ଯାତ୍ରୀଙ୍କୁ ନେଇ ଦୁବାଇରୁ ଆସିଲା ବିମାନ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ଦୁବାଇରୁ ଓଡ଼ିଶା ଆସିଲା ବିମାନ । ବିନା ଷ୍ଟପେଜରେ ୧୭୦ ଜଣ ଯାତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ସାଢେ ଚାରି ଘଣ୍ଟାର ଯାତ୍ରା ପରେ ସମସ୍ତେ ଭୁବନେଶ୍ବରରେ ପହଞ୍ଚିଥିବା କହିଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ମନ୍ତ୍ରୀ…

ଇମ୍ରାନ ଖାଁଙ୍କୁ ମୁକୁଳାଇଥିବା ଚିଫ ଜଷ୍ଟିସଙ୍କୁ ହଟାଇବାକୁ ଯୋଜନା, ସଂସଦରେ ଆଗତ ହେବ ନିନ୍ଦା ପ୍ରସ୍ତାବ

ଇସଲାମାବାଦ,୧୫।୫: ପାକିସ୍ତାନରେ ରାଜନୈତିକ ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହରିକ-ଏ-ଇନସାଫ(ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାଁଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିବା ପରେ ପିଡିଏମ ବିରୋଧ ପ୍ରଦର୍ଶନ କରିବା ଆରମ୍ଭ କରିଦେଇଛି। ପିଡିଏମ ସମର୍ଥକ ସୁପ୍ରିମକୋର୍ଟଙ୍କୁ ବି…

ଦମ୍ପତିଙ୍କୁ ଗୁଳିମାରି ଫେରାର ହେଲେ ଦୁର୍ବୃତ୍ତ

ସୁନ୍ଦରଗଡ଼,୧୫।୫(ଡି.ଏନ୍.ଏ.): ସୁନ୍ଦରଗଡ କିଞ୍ଜିରକେଲା ଥାନା ହୁରମେଇ ଗ୍ରାମରେ ସୋମବାର ଗୁଳିମାଡ଼ ହୋଇଛି। ଗୁଳିମାଡରେ ଉଭୟ ସ୍ବାମୀ ଓ ସ୍ତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତର ସ୍ବାମୀ ହେଲେ ବସନ୍ତ ବାରା। ଚିକିତ୍ସାପାଇଁ ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ…

ଦିଲ୍ଲୀ ଗଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୧୫।୫: କର୍ନାଟକରେ ପରବର୍ତ୍ତୀ ସରକାର କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗିରହିଛି। ଗୋଟିଏ ପଟେ ସିଦ୍ଦାରାମାୟା ରହିଥିବା ବେଳେ ଅନ୍ୟପଟେ କର୍ନାଟକ କଂଗ୍ରେସ ମୁଖିଆ ଡି.କେ ଶିବକୁମାର ରହିଛନ୍ତି। ଏହି ସମୟରେ ହାଇକମାଣ୍ଡଙ୍କୁ ଭେଟିବାକୁ ଆଜି ଦିଲ୍ଲୀ ଯାଇଛନ୍ତି ସିଦ୍ଦାରାମାୟା। କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri