Home Left

‘ୱାର୍‌-୨’ରେ ଜୁନିୟର ଏନ୍‌ଟିଆର୍‌ଙ୍କ ଏଣ୍ଟ୍ରି

ମୁମ୍ବାଇ: ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶନାରେ ୨୦୧୯ରେ ନିର୍ମିତ ଫିଲ୍ମ ‘ୱାର୍‌’ରେ ବଲିଉଡ୍‌ ଅଭିନେତା ହ୍ରିତିକ ରୋଶନ ଏବଂ ଟାଇଗର ଶ୍ରଫଙ୍କ ଯୋଡିକୁ ସମସ୍ତେ ପସନ୍ଦ କରିଥିଲେ। ତାହା ସେତେବେଳେ ୩୦୦ କୋଟିରୁ ଅଧିକ ଆୟ କରିଥିଲା। ହ୍ରିତିକ୍‌ ଓ ଟାଇଗର ସିନେମାରେ…

ନବକୃଷ୍ଣଙ୍କ ପ୍ରତିମୂର୍ତ୍ତି ପୁନଃ ସ୍ଥାପନ ହେବ

ଅନୁଗୋଳ ଅଫିସ/ଭୁବନେଶ୍ୱର, ୬ା୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ପାର୍କରେ ନବନିର୍ମିତ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତିକୁ ନେଇ ବିବାଦ ବଢ଼ିବା ପରେ ଏଥିରେ ହସ୍ତକ୍ଷେପ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

୭ ଘଣ୍ଟା ଅଟକ ରହିଲେ ବନ କର୍ମଚାରୀ

ଉଦଳା, ୬ା୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଦୀର୍ଘଦିନ ହେବ ବସବାସ କରୁଥିବା ଲୋଧା ସମ୍ପ୍ରଦାୟ ପରିବାରଗୁଡ଼ିକୁ ଉଚ୍ଛେଦ ଦାବି ନେଇ ଉତ୍ତେଜନା ଲାଗି ରହିଥିଲା। ବୁଧବାର ଅଖଣ୍ଡ ଶିକାର ରୋକିବା ଲାଗି ସଚେତନତା କାର୍ଯ୍ୟକ୍ରମରେ ବନବିଭାଗ ଅଧିକାରୀ ଏବଂ…

ଖୋର୍ଦ୍ଧା ଜିଲା ଭାଜପା ସଭାପତିଙ୍କ ହୋଟେଲ ସିଲ୍‌

ଖୋର୍ଦ୍ଧା ଅଫିସ,୬ା୪: ଋଣ ଖିଲାପ ଅଭିଯୋଗରେ ବୁଧବାର ଖୋର୍ଦ୍ଧା ଜିଲା ଭାଜପା ସଭାପତି ରଶ୍ମିରଞ୍ଜନ ମହାପାତ୍ରଙ୍କ ମୁକୁନ୍ଦପ୍ରସାଦସ୍ଥିତ ସୂର୍ଯ୍ୟମୁଖୀ ହୋଟେଲକୁ ସିଲ୍‌ କରାଯାଇଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ଭୁବନେଶ୍ୱର ସର୍କଲ ଅଧିକାରୀ, ସ୍ଥାନୀୟ ଆସିଷ୍ଟାଣ୍ଟ କଲେକ୍ଟର ଶରତ ଚନ୍ଦ୍ର ଦେହୁରି ଓ…

ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା

କୃଷ୍ଣପ୍ରସାଦ,୬ା୪(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଜହ୍ନିକୁଦାରୁ ସାତପଡ଼ାକୁ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ବୁଧବାର ଚିଲିକାରେ ଫସିଯାଇଥିଲା। ଫଳରେ ଏଥିରେ ଥିବା ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ। ଖବରପାଇ ଅନ୍ୟ ଦୁଇଟି ଡଙ୍ଗା ପହଞ୍ଚିବା ପରେ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଥିଲା।…

ଶିକ୍ଷକଙ୍କ ଉପରେ ଅଙ୍କୁଶ, ଛୁଟି ନ ଦେବାକୁ ଚିଠି

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲରେ ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀଶିକ୍ଷକମାନେ ଦୀର୍ଘଦିନ ଧରି ସ୍ଥାୟୀ ନିଯୁକ୍ତି ଦାବି କରିଆସୁଛନ୍ତି। ଏହି କ୍ରମରେ ଗତ ୧ ତାରିଖରେ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ ଓ ୩ ତାରିଖରେ ଓଡ଼ିଶା ସରକାରୀ…

ବାବନ୍ଧରେ ମାଈହାତୀ ମୃତ

ଢେଙ୍କାନାଳ ଅଫିସ, ୬ା୪: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅଧୀନ ବାବନ୍ଧ ସାନସାହି ଗ୍ରାମ୍ୟ ଜଙ୍ଗଲରେ ବୁଧବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ଉକ୍ତ ହାତୀ କିଛିଦିନ ହେଲା ଅସୁସ୍ଥ ଥିଲା। ଠିକ୍‌ ଭାବେ ଚଲାବୁଲା କରିପାରୁ ନ ଥିଲା। ପ୍ରାୟ…

ମେ’ ପହିଲାରୁ ଆରମ୍ଭ ହେବ ଓବିସି ସର୍ଭେ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ ମେ’ ପହିଲାରୁ ଓବିସି ବା ପଛୁଆ ବର୍ଗ ସର୍ଭେ ଆରମ୍ଭ ହେବ। ବିହାର ପରେ ଓଡ଼ିଶା ଏହି ପଛୁଆ ବର୍ଗଙ୍କ ସର୍ଭେ କରିବାକୁ ଯାଉଛି। ମେ’ ୨୦ରେ ଏହି ସର୍ଭେ ଶେଷ ହେବ। ଏହା ପରେ ମେ’ ୨୧ରୁ…

ହାତକଡ଼ି ଲଗାଇ ୭ ମାଇଲ ପହଁରି ରେକର୍ଡ

କାଇରୋ, ୬ା୪: ବିନା ହାତ ଚାଳନାରେ ପାଣିରେ ପହଁରିବା ପ୍ରାୟତଃ ଅସମ୍ଭବ। କିନ୍ତୁ ଏହାକୁ ସମ୍ଭବ କରିବା ସହ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡସ୍‌ରେ ନିଜକୁ ସାମିଲ କରିଛନ୍ତି ଇଜିପ୍ଟର ଶେହାବ ଆଲମ। ସେ ହାତରେ ହାତକଡ଼ି ଲଗାଇ ଗୋଟିଏ କିମ୍ବା ଦୁଇ…

ରାଜ୍ୟକୁ ଆସିବ ୨୬ ହଜାର କୋଟିର ନିବେଶ

ଭୁବନେଶ୍ୱର,୬ା୪(ବ୍ୟୁରୋ): ଜାପାନରୁ ଓଡ଼ିଶାକୁ ଆସିବ ୨୬ ହଜାର କୋଟି ଟଙ୍କାର ନିବେଶ। ଜାପାନରେ ପୁଞ୍ଜିନିବେଶକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ପରେ ଗ୍ରୀନ୍‌ ହାଇଡ୍ରୋଜେନ, ଗ୍ରୀନ୍‌ ଆମୋନିଆ, ଗ୍ରୀନ୍‌ ଏନର୍ଜି, ଆଇଟି, ଇସ୍ପାତ୍‌, ମେଟାଲ ଡାଉନଷ୍ଟ୍ରିମ୍‌…

ସରକାରଙ୍କୁ ସମାଲୋଚନା ବିରୋଧ ନୁହେଁ

ନୂଆଦିଲ୍ଲୀ,୬ା୪: ମାଲାୟାଲମ୍‌ ନ୍ୟୁଜ୍‌ ଚ୍ୟାନେଲ ମିଡିଆଓ୍ବାନ୍‌ ଉପରେ କେନ୍ଦ୍ର ସରକାର ଜାରି କରିଥିବା ପ୍ରସାରଣ କଟକଣାକୁ ବୁଧବାର ସୁପ୍ରିମକୋର୍ଟ ହଟାଇଦେଇଛନ୍ତି। ଏଥିସହ ଉକ୍ତ ଚ୍ୟାନେଲର ଲାଇସେନ୍ସକୁ ୪ ସପ୍ତାହ ମଧ୍ୟରେ ନବୀକରଣ କରିବାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି।…

ବାର୍‌ହା ଆକ୍ରମଣରେ ୪ ଗୁରୁତର

କେନ୍ଦୁଝର,୫ା୪(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାମେବାରୀ ସେକ୍ସନ ଜଜାଙ୍ଗ ପାଚେରୀ ସାହିରେ ବୁଧବାର ଏକ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଜଜାଙ୍ଗ ଗ୍ରାମର ମାନସିଂହ ମୁଣ୍ଡା,ଭଟ୍ଟ ମାଝି,କବିତା ସେଠୀ ଓ ତାଙ୍କ ୪ବର୍ଷର ଶିଶୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri