ଜଳସଙ୍କଟ ଉତ୍କଟ
ବଇଣ୍ଡା, ୧୫।୫(ଡି.ଏନ.ଏ): ଶିଳ୍ପସମୃଦ୍ଧ ଅନୁଗୋଳ ଜିଲାରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଥିବାବେଳେ ଗ୍ରାମାଞ୍ଚଳରେ ଜଳସଙ୍କଟ ଉତ୍କଟ ରୂପ ଧାରଣ କରିଛି। ବିଶେଷ କରି ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ ସମସ୍ୟା ଜଟିଳ ଆଡ଼କୁ ଗତି କରୁଛି। ଗ୍ରୀଷ୍ମପ୍ରବାହର ମୁକାବିଲା…
ତୁଟିଲା ବାସନ୍ତୀ ଦୁର୍ଗାଙ୍କ ଯଜ୍ଞକୁଣ୍ଡ ଜମି ବିବାଦ
ତିହିଡ଼ି,୧୫।୫ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଦୌଲତପୁର ପଞ୍ଚାୟତର ପୀରହାଟ ବଜାରରେ ଥିବା ମା’ ବାସନ୍ତୀ ଦୁର୍ଗାଙ୍କ ଯଜ୍ଞକୁଣ୍ଡ ଜମିକୁ ନେଇ ଲାଗି ରହିଥିବା ବିବାଦ ତୁଟିଛି। ଏହି ଜମି ସର୍ବସାଧାରଣଙ୍କ ବ୍ୟବହାର ପାଇଁ ଉଦ୍ଦିଷ୍ଟ ରହିବ ବୋଲି…
୧୨ ଦଫା ଦାବିରେ ମାଓବାଦୀଙ୍କ ୨୪ ଘଣ୍ଟିଆ ବନ୍ଦ ଡାକରା
ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ସମେତ ୭ଟି ଜିଲାକୁ ମାଓବାଦୀଙ୍କ ପକ୍ଷରୁ ୧୨ଦଫା ଦାବି ନେଇ ୨୪ ଘଣ୍ଟିଆ ବନ୍ଦ ଡାକରା ପାଳନ କରାଯାଉଛି। ଫଳରେ ଏହାର ପ୍ରଭାବରେ ସିମନବାଡ଼ିରେ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିଠାରୁ ବାଲିଗୁଡା,ବ୍ରହ୍ମପୁର, ଭଞ୍ଜନଗର,…
ଧସିଲା ମନ୍ତେଇ ସୁରକ୍ଷାବନ୍ଧ
ଚାନ୍ଦବାଲି,୧୫।୫ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଚରଦିଆ ପଞ୍ଚାୟତ କନକପଲ୍ଲୀ ଗଁା ନିକଟରେ ଶନିବାର ମନ୍ତେଇ ନଦୀର ଶହେ ଫୁଟର ସୁରକ୍ଷା ବନ୍ଧ ଧସିଯାଇଛି। ଫଳରେ ନଦୀକୂଳିଆ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଜଳ ସମ୍ପଦ ବିଭାଗ ପକ୍ଷରୁ ପ୍ରତିବର୍ଷ…
ସୁବର୍ଣ୍ଣରେଖା ନଦୀବନ୍ଧକୁ ନେଇ ତେଜୁଛି ଅସନ୍ତୋଷ
ଜଳେଶ୍ୱର,୧୫ା୫(ଡି.ଏନ.ଏ.): ପୂର୍ବର ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସି ବାଲେଶ୍ୱର ଜିଲାର ଜଳେଶ୍ୱର ସହର ଧ୍ୱସ୍ତବିଧ୍ୱସ୍ତ ହେଉଥିବାରୁ ଏହାର ପ୍ରତିକାର ଲାଗି ସରକାରଙ୍କ ପକ୍ଷରୁ ୬କୋଟି ୬୦ଲକ୍ଷ ଟଙ୍କାର ଏକ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି। କିନ୍ତୁ ମୂଳବନ୍ଧକୁ ଅଧିକ ସୁଦୃଢ କରିବା…
ରାଇସୁଆଁ-ସାହାଡ଼ାପୁର ରାସ୍ତା ଶୋଚନୀୟ
କେନ୍ଦୁଝର,୧୫ା୫(ଡି.ଏନ୍.ଏ.): କେନ୍ଦୁଝର ସଦର ବ୍ଲକ୍ ରାଇସୁଆଁ-ସାହାଡାପୁର ଗୁରୁତ୍ୱପୂର୍ଣ୍ଣ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିିଛି। ମରାମତି ଅଭାବରୁ ପିଚୁ ଉଠି ମେଟାଲ ଦେଖାଯାଉଛି। ଫଳରେ ଦୈନିକ ଛୋଟବଡ଼ ଦୁର୍ଘଟଣା ଘଟୁଛି। ରାସ୍ତା ଉପରେ ନିର୍ଭରଶୀଳ ଶହଶହ ଲୋକ ଗମନାଗମନରେ ଅସୁବିଧା ଭୋଗୁଛନ୍ତି। ଜିଲା…
ପୋତାଯାଇଥିବା ପୋଖରିକୁ ଖୋଳିଲା ପ୍ରଶାସନ
ବାରଙ୍ଗ,୧୫ା୫(ଡି.ଏନ୍.ଏ.): ଦେଢ଼ବର୍ଷ ପୂର୍ବେ ପୋତାଯାଇଥିବା ଏକ ପୋଖରିକୁ ରବିବାର ତହସିଲ ପକ୍ଷରୁ ପୁଣିଥରେ ଖୋଳାଯାଇଛି। ବାରଙ୍ଗ ତହସିଲ ଅନ୍ତର୍ଗତ ପାଟପୁରଛକ ନିକଟରେ ରହିଥିବା ଗଁା ପୋଖରୀକୁ ଗ୍ରାମବାସୀ ଦୈନନ୍ଦିନ କାର୍ଯ୍ୟ ନିମନ୍ତେ ବ୍ୟବହାର କରିଥାନ୍ତି। ଦୁଇଟି ପ୍ଲଟ୍କୁ ନେଇ ନିର୍ମିିତ ପୋଖରିର…
ଗର୍ଭବତୀଙ୍କୁ କିରୋସିନ ଢାଳି ନିଆଁ ଲଗାଇଦେଲେ ପୂଜକ
ଭୁବନେଶ୍ୱର,୧୫।୫ (ବ୍ୟୁରୋ): ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ। ଜଣେ ବିବାହିତା ଗର୍ଭବତୀ ମହିଳାଙ୍କୁ ପ୍ରେମରେ ଫସାଇ ପାଖରେ ରଖିଲେ। ଏବେ କୌଣସି କାରଣରୁ ତାଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ। ମହିଳା ଜଣକ ଗର୍ଭବତୀ ଥିବାବେଳେ ସେ ଏବେ…
ଲୟୋଲା ସ୍କୁଲର ଉଲ୍ଲେଖନୀୟ ସଫଳତା
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ପରୀକ୍ଷାରେ ଭୁବନେଶ୍ୱରସ୍ଥିତ ଲୟୋଲା ସ୍କୁଲ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଦଶମରେ ୨୧୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୨୧୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରୀ ପ୍ରିତିକା ମିଶ୍ର ଓ ଛାତ୍ର ଆୟୁଷ ନନ୍ଦ ୯୯.୨୦…
ଓଡ଼ିଶାରେ ପାସ୍ ହାର ଉତ୍ସାହଜନକ
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ସିଆଇଏସ୍ସିଇ ବୋର୍ଡ ପକ୍ଷରୁ ରବିବାର ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ଅପରାହ୍ନରେ ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ଛାତ୍ରୀଛାତ୍ର ଉତ୍ସାହଜନକ ପ୍ରଦର୍ଶନ କରିଛନ୍ତି। ରାଜ୍ୟରେ ଦଶମ ପାସ୍ ହାର ୯୮.୫୪ ପ୍ରତିଶତ (ଦେଶରେ ୯୮.୯୪%)…
ଚାଷୀଙ୍କ କାମରେ ଲାଗୁନି ମନ୍ଦାକିନୀ ବ୍ୟାରେଜ
ନିରାକାରପୁର,୧୫ା୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ ୮ହଜାର ୯୬୩ ହେକ୍ଟର ଚାଷଜମି ରହିଥିବା ବେଳେ ୭ ହଜାର ୫୦୦ ହେକ୍ଟର ଚାଷ ଜମି ଚାଷ ଉପେଯାଗୀ ରହିଛି। ଉକ୍ତ ବ୍ଲକରେ ପ୍ରାୟ ୬୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି।…
ଗ୍ରୀଷ୍ମଋତୁରେ ସ୍ବାସ୍ଥ୍ୟର ଯତ୍ନ
ସୂର୍ଯ୍ୟ ସକଳ ଶକ୍ତିର ଆଧାର। ଜୀବଜନ୍ତୁ, କୀଟପତଙ୍ଗ, ବୃକ୍ଷଲତା ଆଦି ସମଗ୍ର ଜୀବଜଗତ ନିମନ୍ତେ ସୂର୍ଯ୍ୟରଶ୍ମିର ନିହାତି ଆବଶ୍ୟକତା ରହିଛି। ଗ୍ରୀଷ୍ମଋତୁରେ ହିଁ ସୌରରଶ୍ମିର ପ୍ରଖରତା ହେତୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଦ୍ୱାରା ଜୀବଜଗତ ପାଇଁ ଏହା ବେଳେବେଳେ କ୍ଷତି ପହଞ୍ଚାଇଥାଏ। ଜଳବାୟୁ…
Archives


