Home Left

ଅମିତାଭଙ୍କ ସହ ସନ୍ଧ୍ୟା କାଟିବା ପାଇଁ ଚାହୁଁଥିଲେ ରେଖା, ହାତରୁ ଚାଲିଯାଇଥିଲା ଏହି ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା ଅମିତାଭ ବଚ୍ଚନ ଏବଂ ରେଖାଙ୍କ ଯୋଡ଼ିକୁ କିଏ ବା ନ ଜାଣେ। ‘ମୁକଦ୍ଦର କା ସିକନ୍ଦର’ରୁ ‘ସିଲସିଲା’ ପର୍ଯ୍ୟନ୍ତ ଏହି ଯୋଡ଼ିକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ। ଏହି ଯୋଡ଼ିଙ୍କ ଫିଲ୍ମ ଆସିବା ମାତ୍ରେ ବକ୍ସ ଅଫିସରେ…

ବିଷାକ୍ତ ମଦ ପିଇ ୫ ମୃତ, ୧୪ ଗୁରୁତର

ଭିଲୁପୁରମ୍‌,୧୪।୫: ତାମିଲନାଡୁ ଭିଲୁପୁରମ୍‌ ଜିଲାରେ ବିଷାକ୍ତ ମଦ ପିଇ ଜଣେ ମହିଳାଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୪ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ବିଷାକ୍ତ ମଦ ପିିଇ ଅସୁସ୍ଥ ହେବା ପରେ ୫ଜଣଙ୍କୁ ଶନିବାର…

ବୁଲୁଛି ଛୁଆ ସହ ମା’ ବାଘ

ନୂଆପଡ଼ା ଅଫିସ,୧୪।୫: ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡା ଅଭୟାରଣ୍ୟସ୍ଥିତ ଜାମଗାଁ ସିଆର୍‌ପିଏଫ୍‌ କ୍ୟାମ୍ପ ନିକଟରେ ମା’ ଓ ଛୁଆ ବାଘ ବୁଲିଛନ୍ତି। ସିଆରପିଏଫ କ୍ୟାମ୍ପରେ ଲାଗିଥିବା କ୍ୟାମେରାରେ ଏହିସବୁ ଦୃଶ୍ୟ କଏଦ ହେବା ସହ ସ୍ଥାନୀୟ ଲୋକେ ମୋବାଇଲ…

ବିଏସ୍‌ଏନ୍‌ଏଲ୍‌ ଗୋଦାମରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୧୪ା୫: ଅଳିଆଗଦାରୁ ଅଗ୍ନିକାଣ୍ଡ ଘଟି ରବିବାର ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ) ଗୋଦାମରେ ମହଜୁଦ ଥିବା ଲକ୍ଷାଧିକ ଟଙ୍କାର ପାଇପ୍‌ ପୋଡି ନଷ୍ଟ ହୋଇଯାଇଛି। ମିଳିଥିବା ସୂଚନାମୁତାବକ, ବୈକୁଣ୍ଠନଗର ନିକଟରେ ବିଏସ୍‌ଏନ୍‌ଏଲ୍‌ର କେବଲ ଓ ପାଇପ୍‌ ଗୋଦାମ ରହିଛି। ରବିବାର…

ଗ୍ରାଣ୍ଡସ୍ଲାମ ବିଜେତା ଡେଭିଡ୍‌ସନଙ୍କ ପରଲୋକ

ମେଲବୋର୍ନ,୧୪ା୫: ଅଷ୍ଟ୍ରେଲିଆ ଟେନିସ୍‌ ଖେଳାଳି ଓଏନ୍‌ ଡେଭିଡ୍‌ସନଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ଡେଭିଡ୍‌ସନ ତାଙ୍କ କ୍ୟାରିୟରରେ ୧୩ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିଲେ। ତନ୍ମଧ୍ୟରେ ୧୧ଟି ମିକ୍ସଡ ଡବଲ୍ସ ଏବଂ ଦୁଇଟି ପୁରୁଷ ଡବଲ୍ସ ଟାଇଟଲ ରହିଛି।…

କାରାଗାରରେ ଗାମୁଛା ବାନ୍ଧି ଝୁଲିପଡ଼ିଲେ

ସମ୍ବଲପୁର,୧୪ା୫(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରର ଜଣେ କଏଦୀ ରବିବାର ପାଇଖାନାକୁ ଶୌଚ ହେବାକୁ ଯାଇ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସଦର ଥାନା ତକବା ଗ୍ରାମର ଧରଣୀଧର ମହାନନ୍ଦ(୪୫)। ଏ ନେଇ ଧନୁପାଲି ପୋଲିସ ଏକ ଅପମୃତ୍ୟୁ…

ପୁଣି ଲାଗିଲା ମାଓବାଦୀ ପୋଷ୍ଟର: ୧୫ରୁ ୭ ଜିଲାକୁ ବନ୍ଦ ଡାକରା

ବାଲିଗୁଡ଼ା,୧୪।୫:(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ପୁଣି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ମାଓବାଦୀ ସଂଗଠନ। ଦାରିଙ୍ଗବାଡ଼ି ଥାନା ଅଧୀନ ୫୯ ନମ୍ବର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ରବିବାର ମାଓବାଦୀ ବ୍ୟାନର ଏବଂ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏପରିକି କୋଟଗଡ଼ ଥାନା…

କାରଖାନାରେ ଦୁର୍ଘଟଣା: ଅକ୍ସିଜେନ ସିଲିଣ୍ଡର ଫାଟି ୩ ଗୁରୁତର

ବଡ଼ବିଲ,୧୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ-ବଲାଣି ରାସ୍ତା ମାଟକାମବେଡ଼ାରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ୍‌ କମ୍ପାନୀ ପ୍ରାଇଭେଟ ଲିମିଟେଡ୍‌ରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଅକ୍ସିଜେନ୍‌ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ…

ଜଳନ୍ତା ଚୁଲିରେ ପଡ଼ି ଶିଶୁ ଗୁରୁତର

ହାଟଡିହୀ,୧୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ପଞ୍ଚାୟତ ଦଲିକି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଗ୍ରାମର ବାଜୁ ହୋଙ୍କ ସ୍ତ୍ରୀ ବୁଧୁନି ଶନିବାର ରାତିରେ ତରକାରୀ ରୋଷେଇ କରୁଥିଲେ l ସେତିକିବେଳେ ଚୁଲି ପାଖରେ ତାଙ୍କର ଏକ…

‘୨୨ ଦିନ ହେଲା ଭାଜପାରୁ କେହି ଆସି ନାହାନ୍ତି ଆମ ପାଖକୁ’, ଅଭିଯୋଗ ଆଣିଲେ ମହିଳା ରେସଲର, ମହିଳା ଏମପିଙ୍କୁ ଲେଖିବେ ଚିଠି

ନୂଆଦିଲ୍ଲୀ,୧୪।୫: ଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଥିବା ମହିଳା ରେସଲରଙ୍କ ଆଖିରେ ପୁଣିଥରେ ଲୁହ ଦେଖିବାକୁ ମିଳିଛି। ଏହି ମହିଳା ରେସଲରମାନେ ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଣିଛନ୍ତି। ସାକ୍ଷି…

କର୍ନାଟକ ନିର୍ବାଚନ ପରେ ଦିଲ୍ଲୀରେ ହଲଚଲ, କେଜରିଓ୍ବାଲଙ୍କୁ ଭେଟିଲେ ଆଦିତ୍ୟ ଠାକରେ

ନୂଆଦିଲ୍ଲୀ,୧୪।୫: ରାଜଧାନୀ ଦିଲ୍ଲୀରେ ରବିବାର ସକାଳେ ଆଦିତ୍ୟ ଠାକରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଭେଟିଛନ୍ତି। ଏହି ସାକ୍ଷାତକାର ପରେ ରାଜନୈତିକ ବାତାବରଣ ସାମାନ୍ୟ ଉଷ୍ମ ହୋଇଯାଇଛି। ଆଦିତ୍ୟ ଠାକରେ କେଜରିଓ୍ବାଲଙ୍କ ଘରୁ ବାହାରୁଥିବା ଦେଖାଯାଇଥିଲା। ଏହି ସାକ୍ଷାତକାର ପରେ ଆଲୋଚନା ହେଉଛି…

ସଲମାନଙ୍କୁ ପ୍ରଶଂସା କଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଦବଙ୍ଗ ଖାନ୍‌ ସଲମାନ ବର୍ତ୍ତମାନ ପର୍ଯ୍ୟନ୍ତ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀଙ୍କୁ କାମ କରିବା ପାଇଁ ସୁଯୋଗ ଦେଇଛନ୍ତି। ସେମାନଙ୍କ କ୍ୟାରିୟର ଗଢ଼ିବାରେ ସଲମାନଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ ଜରିନ ଖାନ୍‌ ଅନ୍ୟତମ। ଆଜି ଅର୍ଥାତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri