Home Left

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି। ଜଣେ ନାବାଳକ ତଥା ପୀଡ଼ିତାଙ୍କ ନାବାଳକ ପ୍ରେମିକଙ୍କୁ ପୋଲିସ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ (୧୯) ଅସାବଧାନତା ବଶତଃ ଗୋଡ଼ ଖସିଯିବାରୁ ବୈତରଣୀ ନଦୀରେ ଭାସିଯାଇ ମୃତ୍ୟୁବରଣ କରିଥିବା…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ ଓ ଅନ୍ୟ ଦୁଇ ପୋଲିସ ଅଫିସରଙ୍କ ନାଁରେ ଅଭିଯୋଗ ଆଣି ସେ କହିଛନ୍ତି,…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ବାମୀଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ଭଳି…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି ADG ପଣ୍ଡା କହିଛନ୍ତି। ୧୫୬ ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇବାରେ ପୋଲିସ ସଫଳ ହୋଇଛି।…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ ମାସରେ ବ୍ୟାଙ୍କଗୁଡ଼ିକ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ପୂରା ୧୪ ଦିନ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ, ବୈଭବ ସୂର୍ଯ୍ୟବଂଶୀ, ମାତ୍ର ୧୭ ବଲରେ ୫୨ ରନର ଏକ ଧମାକାଦାର ଇନିଂସ…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଏକ ପଥର ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି ୦୭ ଇ-୦୭୦୯)…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର ପେସ ଦଳ ଛାଡ଼ି ଭାଜପାରେ ମିଶିଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ଭାଜପା କାର୍ଯ୍ୟାଳୟକୁ ଆସି…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କୁ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି। ମା’ଙ୍କ ଦର୍ଶନ ପାଇଁ ଉଭାସ୍ଥଳକୁ ଭକ୍ତଙ୍କ ସୁଅ ଛୁଟିବାରେ ଲାଗିଛି। ଭକ୍ତମାନେ ଆଣି…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ ଭାବେ ହତ୍ୟା କରାଯାଇଛି । ହତ୍ୟାର ଶୀକାର ହୋଇଥିବା ବ୍ୟକ୍ତିଙ୍କ ନାମ ହେଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri