Home Left

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ ଗରବା ଆୟୋଜନକୁ ନେଇ ଭାଜପା ବିଧାୟକ ସଞ୍ଜୟ ଉପାଧ୍ୟାୟ ମୁସଲିମଙ୍କ ପ୍ରବେଶ ସମ୍ପର୍କରେ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର କାକିନାଡା ଅଞ୍ଚଳର ୨୭ରୁ ଊର୍ଦ୍ଧ୍ୱ ମାଛଧରା ଟ୍ରଲର ଫସିଥିବା ଜଣାପଡ଼ିଛି। ସମୁଦ୍ର ଅଶାନ୍ତ…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କୁ ଏ ନେଇ ପ୍ରଶ୍ନ କରିଛନ୍ତି।…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ । ୧୯୭୧ ମସିହାରେ ରାଜନଗର ବିଧାନସଭା ଉପନିର୍ବାଚନରେ ତତକାଳୀନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା ମୁମ୍ବାଇର ଚକଚକିଆ, ଗ୍ଲାମର ଏବଂ ବିଳାସପୂର୍ଣ୍ଣ ଜୀବନରେ ବ୍ୟସ୍ତ ରୁହନ୍ତି, ସେଠାରେ ତାଙ୍କ…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ପହଞ୍ଚି ଏଣେ ତେଣେ ବୁଲୁଥିବା ବେଳେ ସ୍ଥାନୀୟ ଲୋକ ଏମାନଙ୍କୁ ସନ୍ଦେହ କରି…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଆମେରିକା ଇରାନ ପାଇଁ ଏକ ନୂଆ ଧମକ ଜାରି କରିଛି, ଇରାନ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା ଚିନ୍ତା ବଢ଼ାଇଛି। ପିଆଜ, ଚିନି ଓ ଲେମ୍ବୁ ପରେ ଏବେ ରୋଷେଇରେ ବ୍ୟବହୃତ…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ ଦୁଇ ଦିନ ପାଇଁ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଏଥିସହ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି ସେଲ ସଦସ୍ୟ ଭାବେ ଗୁରୁଦାୟିତ୍ୱ ମିଳିଛି। ଛାତ୍ର ରାଜନୀତିରୁ ଯାତ୍ରା ଆରମ୍ଭ କରିଥିବା…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ। ଉଲ୍ଲେଖନୀୟ ଯେ, ଉତ୍ତର ପ୍ରଦେଶର ୧୦ ଜଣ ରାଜ୍ୟ ସଭା ସାଂସଦଙ୍କ କାର୍ଯ୍ୟକାଳ…

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି । ଏଥର ସେ ରାଜନୀତି ନୁହେଁ, ବରଂ ବୈବାହିକ ଜୀବନ ଓ ସ୍ୱାମୀ-ସ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?