ଆସିଲା Flipkart Big Billion Days Saleର ତାରିଖ! iPhone 17 ଉପରେ ମିଳିବ ଭାରି ଡିସ୍କାଉଣ୍ଟ, କମିଯିବ ଏତେ…
ନୂଆଦିଲ୍ଲୀ,୧୧।୯: ଅନଲାଇନ ସପିଂ ପ୍ରେମୀଙ୍କ ପାଇଁ ବଡ଼ ଖବର। ଫ୍ଲିପକାର୍ଟର ବର୍ଷର ସବୁଠୁ ବଡ଼ ଫେଷ୍ଟିଭ ସେଲ Big Billion Days 2026 ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଆସନ୍ତା ମାସରେ ଆୟୋଜିତ ହେବାକୁ ଥିବା ଏହି ମେଗା ସେଲରେ ସ୍ମାର୍ଟଫୋନ,…
ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍ ପହଞ୍ଚି…
ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ ଅମିରାବାଦ, ବାଙ୍କିଛନ୍ଦା, ମେର୍ଦ୍ଦା, ଓଳିଆ ଗ୍ରାମର ନବମ ଓ ଦଶମ ଶ୍ରେଣୀରେ ପଢୁଥିବା…
ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି
କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ଅତିରିକ୍ତ…
କମାଲ୍ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍ ନେଇ ରଚିଲେ ଇତିହାସ
ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର ବ୍ୟାଟରମାନଙ୍କୁ ନିଜ ସ୍ପିନ ଜାଲରେ ଏପରି ଭାବେ ଫସାଇଥିଲେ ଯେ ଖେଳ ମାତ୍ର…
ଟେଷ୍ଟ କ୍ରିକେଟ୍ର ଇତିହାସ ବଦଳାଇଦେଲେ ଏହି କ୍ରିକେଟର୍: ସମସ୍ତଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ରେକର୍ଡ
ନୂଆଦିଲ୍ଲୀ,୧୧।୯: ଜୋ ରୁଟ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଫିଲ୍ଡର ହୋଇପାରିଛନ୍ତି। ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ସମୟରେ ସେ ଏହି ସଫଳତା ହାସଲ କରିଛନ୍ତି। ପାକିସ୍ତାନର ଦ୍ୱିତୀୟ ଇନିଂସରେ ଅବଦୁଲ୍ଲା ଶଫିକଙ୍କ କ୍ୟାଚ ଧରି ରୁଟ ନିଜ…
ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…
ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍(ନଂ. ଟିଏନ ୩୯-ସିକେ-୧୯୫୯)ରେ ଗୋରୁ ଚାଲାଣ ବେଳେ ସ୍ଥାନୀୟ ଲୋକେ ଅଟକାଇଥିଲେ। ଏହି ସମୟରେ ଉତ୍ତ୍ୟକ୍ତ…
କନ୍ୟା ରାଶିରେ ବୁଧ-ଚନ୍ଦ୍ରଙ୍କ ଏଣ୍ଟ୍ରି: ଆର୍ଥିକ ସମସ୍ୟାରେ ବୁଡିରହିବେ ୩ ରାଶି, ପାଖରୁ ପଳାଇବ ସବୁ ଧନ!
ଭୁବନେଶ୍ୱର: ସେପ୍ଟେମ୍ବର ୧୧ ସନ୍ଧ୍ୟାରେ ଚନ୍ଦ୍ରମା ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିରେ ପୂର୍ବରୁ ଅବସ୍ଥାନ କରୁଥିବା ବୁଧ ଗ୍ରହଙ୍କ ସହ ଚନ୍ଦ୍ରମାଙ୍କ ଯୁତି ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଓ ଚନ୍ଦ୍ର ମନ…
ଦୁଲୀପ ଟ୍ରଫିରେ ଇଶାନ କିଶନଙ୍କ ଦଳ ଇଷ୍ଟ ଜୋନ ମାଲାମାଲ: ହାରିକି ବି ସାଉଥ ଜୋନ୍ ଉପରେ ଟଙ୍କା ବର୍ଷା, ଜାଣନ୍ତୁ କାହାକୁ ମିଳିଲା କେତେ…
ନୂଆଦିଲ୍ଲୀ , ୧୧।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହୋଇଥିଲେ ମଧ୍ୟ ପ୍ରଥମ ଇନିଂସ୍ରେ ବଡ଼ ଅଗ୍ରଣୀ ଯୋଗୁ ଇଷ୍ଟ ଜୋନ ଚାମ୍ପିଅନ ହୋଇଛି। ଫାଇନାଲରେ ଇଷ୍ଟ ଜୋନ ପ୍ରଥମ ଇନିଂସରେ ସାଉଥ ଜୋନ ବିପକ୍ଷରେ ୩୭୨…
ମ୍ୟାଚ ଜିତିବା ପରେ ଖୁସିରେ ଗଦ୍ଗଦ୍ ହୋଇଗଲେ ବୈଭବ, ଶାମିଙ୍କୁ ଦେଲେ ବଡ଼ ଉପହାର: ଦେଖିକି ଭାବପୂର୍ଣ୍ଣ ହୋଇଗଲେ…
ନୂଆଦିଲ୍ଲୀ , ୧୧।୯: ମ୍ୟାଚ ଜିତିବା ପରେ ପଡ଼ିଆରେ ହେଉଥିବା ସେଲିବ୍ରେଶନ ଯେତିକି ଖାସ, ତାଠାରୁ ଅଧିକ ସ୍ମରଣୀୟ ହୋଇଥାଏ ଡ୍ରେସିଂ ରୁମ୍ର ଖୁସିର ମୁହୂର୍ତ୍ତ। ଦୀର୍ଘ ୧୩ ବର୍ଷ ପରେ ଦୁଲୀପ ଟ୍ରଫି ଟାଇଟଲ ଜିତିବା ପରେ ଇଷ୍ଟ ଜୋନ…
ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍ ଦେବ ଲାବ୍ ନିର୍ମିତ ଆଣ୍ଟିଭେନମ୍!
ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ ଉପରେ କରାଯାଇଥିବା ପରୀକ୍ଷାରୁ ଏହା ବିଭିନ୍ନ ପ୍ରଜାତିର ନାଗ ସାପ ବିଷ ବିରୋଧରେ…
ଗଠନ ହେଲା ବଡ଼ ବଡ଼ ରାଜଯୋଗ: ଆଜିଠୁ ୫ ରାଶିଙ୍କ ସୁବର୍ଣ୍ଣ ସମୟ, ନିବେଶରୁ ମିଳିବ ଆଶାଠାରୁ ଅଧିକ ଲାଭ
ଭୁବନେଶ୍ୱର: ସେପ୍ଟେମ୍ବର ୧୧, ୨୦୨୬ ଶୁକ୍ରବାର ଭାଦ୍ରବ ଅମାବାସ୍ୟା। ପଞ୍ଚାଙ୍ଗ ଅନୁସାରେ ଏହି ଦିନ ବୃଷଭୋତ୍ସବ ପାଳନ କରାଯାଏ। ଏଥିସହ ଦ୍ୱିତୀୟ ଚାତୁର୍ମାସର ୧୯ତମ ଦିନ ମଧ୍ୟ ରହିଛି। ପୂର୍ବାଫାଲ୍ଗୁନୀ ଓ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରର ସଂଯୋଗ ସହ ସାଧ୍ୟ ଯୋଗ ଏହି…
ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର
ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪ ଜଣ ହିତାଧିକାରୀ ପଞ୍ଜୀକରଣ କରି ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି। ବର୍ଷା ଯୋଗୁ ବିଦ୍ୟୁତ…

