Home Left

ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୨୦ରେ ନିଜ କକାଙ୍କୁ ପୁତୁରା ଛୁରି ଭୁଶିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣ ଭିତ୍ତିକରି ଜୟପାଟଣା ଜେଏମଏଫିସ କୋର୍ଟ ବିଚାରପତି ପ୍ରତାପ ଚନ୍ଦ୍ର…

୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪।୪(ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ମେ’ ୧୦ ତାରିଖରେ ଅନୁଷ୍ଠିତ ହେବ। ଏଥିନେଇ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇଗଲାଣି। ତେବେ ସ୍ବର୍ଗତଃ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ବର୍ତ୍ତମାନ ୩ ବରିଷ୍ଠ…

ମେଡ୍‌ଭେଡେଭ୍‌ଙ୍କୁ ମାୟାମି ଓପନ୍‌ ଟାଇଟଲ

ମାୟାମି ଗାର୍ଡେନ୍ସ, ୪।୪(ଏପି): ଡାନିଲ ମେଡ୍‌ଭେଡେଭ୍‌ ଚଳିତ ବର୍ଷ ତାଙ୍କ ୪ର୍ଥ ଏଟିପି ଟାଇଟଲ ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ଫାଇନାଲରେ ଜାନିକ୍‌ ସିନରଙ୍କୁ ୭-୫, ୬-୩ ସେଟ୍‌ରେ ହରାଇ ସେ ମାୟାମି ଓପନ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି।…

ଆଜିଠୁ କଳିଙ୍ଗରେ ଆଇଟିଏଫ୍‌ ଟେନିସ୍‌

ଭୁବନେଶ୍ୱର,୪।୪(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହେବ ଆଇଟିଏଫ୍‌(ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ)ଟେନିସ ପ୍ରତିଯୋଗିତା। ସର୍ବଭାରତୀୟ ଟେନିସ୍‌ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ୍‌ ଆସୋସିଏଶନ(ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍‌ ଏସିଆନ୍‌ ୧୪ ବର୍ଷରୁ କମ୍‌…

ଗୋଟିଏ ସୂଚନା ଫଳକରେ ୨ ପ୍ରକଳ୍ପର ନାମ

ବରୀ,୪।୪(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ୍‌ରେ ବିଭିନ୍ନ ଉନ୍ନୟନ ମୂଳକ କାମରେ ଅନିୟମିତତା ହେବା ନୂଆ କଥା ନୁହେଁ। କେତେବେଳେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ରୋଗୀମାନେ କାମ କରୁଥିବା ଦର୍ଶାଇ ଅର୍ଥ ଆତ୍ମସାତ୍‌ ହୋଇଥିଲା…

ଦୁଇ ସାକ୍ଷୀଙ୍କ ବୟାନ ରେକର୍ଡ

ବଲାଙ୍ଗୀର ଅଫିସ, ୪ା୪: କ୍ରାଇମବ୍ରାଞ୍ଚ ଟିମ୍‌ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ବହୁ ଗୁରୁତ୍ୱପୂର୍ଣ୍ଣ ଦିଗକୁ ଅନୁସନ୍ଧାନ କରୁଛି। ମାମଲାର ଦୁଇ ପୀଡିତା ତଥା ସାକ୍ଷୀଙ୍କୁ ବଲାଙ୍ଗୀର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରାଯାଇ ମାଜିଷ୍ଟ୍ରେଟ୍‌ଙ୍କ ସମ୍ମୁଖରେ ୧୬୪ ଧାରାରେ ବୟାନ ରେକର୍ଡ କରାଯାଇଛି।…

ଟାଟା ଷ୍ଟିଲ ମାଇନିଂ ପକ୍ଷରୁ ଓଡ଼ିଶା ଦିବସ ପାଳିତ

କାଳିଆପାଣି,୪।୪(ଡି.ଏନ୍‌.ଏ.): ଟାଟାଷ୍ଟିଲ ମାଇନିଂ କମ୍ପାନୀ ପକ୍ଷରୁ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟରତ ଟାଟା ଷ୍ଟିଲ ମାଇନିଂ କମ୍ପାନୀର କର୍ମଚାରୀ ଓ କଲୋନୀବାସୀ କମ୍ପାନୀର ପ୍ରଶାସନିକ ମୁଖ୍ୟ ଗୌତମ ଚକ୍ରବର୍ତ୍ତୀଙ୍କ ତତ୍ତ୍ୱାବଧାନରେ କଲୋନୀ ପରିସରରେ ପ୍ରଭାତ ଫେରି…

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ କଂଗ୍ରେସ ନେତା

ଯାଜପୁର ସଦର,୪।୪(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ଲୋକସଭା ସଭ୍ୟପଦ ରଦ୍ଦ ଏକ ଅଗଣତାନ୍ତ୍ରିକ ବ୍ୟବସ୍ଥା। ଏହାକୁ କଂଗ୍ରେସ ପକ୍ଷରୁ ନିନ୍ଦା କରାଯାଇଛି। ଯାଜପୁର ବ୍ଲକ କଂଗ୍ରେସର ସଭାପତି ଗଦାଧର ଦାସଙ୍କ ନେତୃତ୍ୱରେ ବରୁଆଁଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ…

ସଂରକ୍ଷିତ ଜଙ୍ଗଲରେ ଅଫିମ ଚାଷ

ଲହୁଣୀପଡ଼ା/ବଣାଇଁ,୪।୪(ଡ଼ି.ଏନ୍‌.ଏ./ସ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡ ମହୁଲପଦା ସଂରକ୍ଷିତ ଜଙ୍ଗଲରେ ଅଫିମ ଚାଷ ହେଉଥିବା ଖବର ମିଳିବା ପରେ ସୋମବାର ପୋଲିସ, ଅବକାରୀ ବିଭାଗ ଓ ବନବିଭାଗ ସ୍କ୍ବାଡ ମିଳିତ ଭାବେ ଘଟଣଶସ୍ଥଳରେ ପହଞ୍ଚି ଥିଲା l ଅବକାରୀ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ…

ପିଏଚ୍‌ସିରେ ନିରାମୟ ଯୋଜନା ପ୍ରହସନ

କୋରେଇ,୪।୪(ଡି.ଏନ.ଏ.): ରାଜ୍ୟ ସରକାର ବର୍ତ୍ତମାନ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ଅନେକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ସରକାରୀ ଚିକିତ୍ସାଳୟକୁ ଆସୁଥିବା ରୋଗୀମାନେ କିପରି ନିଃଶୁଳ୍କ ସେବା ପାଇବେ ସେନେଇ ରାଜ୍ୟରେ ଗତ ୬ବର୍ଷ ହେବ ନିରାମୟ ଯୋଜନା କାର୍ଯ୍ୟକାରୀ…

ଦୁର୍ଦ୍ଦଶାରେ ବୁଡ଼ିଛନ୍ତି ମେସ୍କୋ ଷ୍ଟିଲ୍‌ ବିସ୍ଥାପିତ

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.),୪।୪: ଶିଳ୍ପପ୍ରୀତି ରାଜନୀତି ଯୋଗୁ ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ କର୍ମଚାରୀ ଓ ଶ୍ରମିକ ଛଟେଇ ବଢ଼ିିବାରେ ଲାଗିଛି। ଭିଟାମାଟି ହରାଇଥିବା ବିସ୍ଥାପିତମାନେ ଜୀବିକା ହରାଇ ଭୋକ ଉପାସରେ କାଳାତିପାତ କରୁଛନ୍ତି। ବିସ୍ଥାପିତଙ୍କ ଏଭଳି ଦୁର୍ଦ୍ଦଶା କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରଥମ…

ଲୋନ୍‌ ନାଁରେ ଲୁଟିନେଲେ ୧୭ ହଜାର

ରାଉରକେଲା ଅଫିସ,୪।୪: ଜଣେ ବ୍ୟକ୍ତିଙ୍କୁ ଲୋନ୍‌ କରାଇଦେବାକୁ କହି ତାଙ୍କଠାରୁ ଟଙ୍କା ଲୁଟ୍‌ ହୋଇଥିବା ନେଇ ପ୍ଲାଣ୍ଟସାଇଟ ଥାନାରେ ସୋମବାର ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ପୋଲିସ ସୂଚନା ଅନୁଯାୟୀ, ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଡିଜେଲ କଲୋନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri