Home Left

ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚାର ଦାବିପତ୍ର

କୋରାପୁଟ, ୧୩।୫(ସ୍ବ.ପ୍ର.): ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା କୋରାପୁଟ ଶାଖା ପକ୍ଷରୁ ଶୁକ୍ରବାର ଏକ ଦାବିପତ୍ର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର ମାଝି ଦାବିପତ୍ର ଗ୍ରହଣ କରିଛନ୍ତି। ବର୍ତ୍ତମାନ ରାଜ୍ୟ ସରକାର ଯେଉଁ ଏସଇବିସିଙ୍କ ସ୍ଥିତି ସମ୍ପର୍କରେ ସର୍ଭେ…

ଇଚ୍ଛାପୁର ପଞ୍ଚାୟତ ହିତାଧିକାରୀଙ୍କୁ ମିଳିଲା ୪ ମାସର ଚାଉଳ

ଝରିଗାଁ,୧୩।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତର ପ୍ରାୟ ୧୦ ଗ୍ରାମର ହିତାଧିକାରୀ ସାତ ମାସ ହେବ ପିଡ଼ିଏସ ଚାଉଳ ପାଇନଥିବା ନେଇ ଗୁରୁବାର ରାଜ୍ୟ ସ୍ବତନ୍ତ୍ର ବିକାଶ ପରିଷଦ ଉପଦେଷ୍ଟା ତଥା ନବରଙ୍ଗପୁର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀଙ୍କ ଦୃଷ୍ଟି…

କାଗଜକଳ ଅବସରପ୍ରାପ୍ତ ଶ୍ରମିକଙ୍କୁ ମିଳୁନି ହକ୍‌

ଜୟପୁର, ୧୩।୫(ନି.ପ୍ର.): କାଗଜକଳ ଅବସରପ୍ରାପ୍ତ ଶ୍ରମିକମାନେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କ ପ୍ରୋଭିଡେଣ୍ଟ ଫଣ୍ଡରେ ଲକ୍ଷ ଲକ୍ଷ ଟଙ୍କା ଅଛି, ଲକ୍ଷ ଲକ୍ଷ ଟଙ୍କା ଗ୍ରାଚ୍ୟୁଇଟି ପାଇବେ। କିନ୍ତୁ ତାହା ମିଳୁ ନ ଥିବାରୁ ଜୀବନର ଶେଷ…

ଚନ୍ଦନଯାତ୍ରାରେ ୪୦ ହଜାର ଜନ ସମାଗମ

ବଇଣ୍ଡା, ୧୩।୫ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ବଇଣ୍ଡା ଚନ୍ଦନ ଯାତ୍ରା ଗୁରୁବାର ଠାରୁ ଆରମ୍ଭ ହୋଇଛି। ୪୬ ବର୍ଷରେ ପହଞ୍ଚିଥିବା ଏହି ଯାତ୍ରା ବେଶ୍‌ ଧୁମ୍‌ଧାମରେ ପାଳନ କରାଯାଉଛି। ଯାତ୍ରା କମିଟି ପକ୍ଷରୁ ଆୟୋଜିତ ଏହି ଯାତ୍ରାରେ…

‘ନିର୍ବାଚନ ପାଇଁ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କର’

ଢେଙ୍କାନାଳ ଅଫିସ,୧୩।୫: ଢେଙ୍କାନାଳ ଜିଲା ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର ଲୋକ ସଭା ଭାଜପା ପ୍ରବାସ ଯୋଜନାର କୋର୍‌ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏଥିରେ ଯୋଗଦେଇ ଲୋକ ସଭା ନିର୍ବାଚନମଣ୍ଡଳୀ ଅଧୀନ ୭ ବିଧାନସଭା…

ଯୋରନ୍ଦା ହେବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ

ଢେଙ୍କାନାଳ ଅଫିସ, ୧୩।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାରେ ବଳ୍କଳଧାରୀ ଏବଂ କୌପୀନଧାରୀ ସନ୍ନ୍ୟାସୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ୧୩୦ବର୍ଷ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ଏହାପରେ ଯୋରନ୍ଦା ମହିମାଗାଦିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ଲାଗି ରାଜ୍ୟ…

‘କିସି କା ଭାଇ କିସି କି ଜାନ’କୁ ପଛରେ ପକାଇଲା ‘ଦ କେରଲା ଷ୍ଟୋରି’

ମୁମ୍ବାଇ: ଫିଲ୍ମ ‘ଦ କେରଲା ଷ୍ଟୋରି’କୁ ନେଇ ବିବାଦ ଜାରି ରହିଛି। ଏସବୁ ମଧ୍ୟରେ ଫିଲ୍ମଟି ବକ୍ସ ଅଫିସ ଧମାକାଦାର କଲେକ୍ସନ କରୁଛି। ପ୍ରଥମ ସପ୍ତାହରେ ‘ଦ କେରଲା ଷ୍ଟୋରି’ ସଲମାନ ଖାନଙ୍କ ମଲ୍ଟି ଷ୍ଟାରର ‘କିସି କା ଭାଇ କିସି…

ନିୟମିତ ହେଉନି ବିଇଏମ୍‌ସି ସାଧାରଣ ବୈଠକ

ବ୍ରହ୍ମପୁର ଅଫିସ,୧୩।୫: ବ୍ରହ୍ମପୁର ମହାନଗର ନିଗମ (ବିଇଏମସି)ର ସାଧାରଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଗତ ବର୍ଷର ପୌର ନିର୍ବାଚନ ପରେ ନୂଆ ପରିଷଦ ଗଠନର ବର୍ଷେ ବିତିଛି ଓ ଏହି ସମୟ ଭିତରେ ଏହାକୁ ମିଶାଇ ମାତ୍ର ୩ଟି ସାଧାରଣ…

ବିଏସ୍‌କେୱାଇ କାର୍ଡରେ ଚିକିତ୍ସା ବିଫଳ ଅଭିଯୋଗ

ବ୍ରହ୍ମପୁର ଅଫିସ୍‌,୧୩।୫: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମାଗଣା ସ୍ବାସ୍ଥ୍ୟଗତ ଚିକିତ୍ସା ସେବା ପାଇବା ନିମନ୍ତେ ଅନୁମୋଦନ ପ୍ରଦାନ କରିବା ଦାୟିତ୍ୱରେ ଥିବା ଅଧିକାରୀଙ୍କ ଦାୟିତ୍ୱହୀନତା ଓ ଅବହେଳା ଯୋଗୁଁ ସହରରେ ବିଭିନ୍ନ ରୋଗୀ ସମସ୍ୟାର ସମ୍ମୁଖୀନ ହେଉଥିବା ସହରତଳି…

ଖଡ଼ଗ ନଦୀରେ ପୋଲ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର

ଦାରିଙ୍ଗବାଡି,୧୩।୫(ଡି.ଏନ.ଏ): ଦାରିଙ୍ଗବାଡ଼ିର ଖଡ଼ଗ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର…

ଶିକ୍ଷକଙ୍କ ପଦୋନ୍ନତିରେ ନିୟମକୁ ଅଣଦେଖା ଅଭିଯୋଗ

ଫୁଲବାଣୀ ଅଫିସ, ୧୩।୫: କନ୍ଧମାଳ ଜିଲାରେ ଶିକ୍ଷକଙ୍କ ପଦୋନ୍ନତିରେ ଦୁର୍ନୀତିର ଗନ୍ଧ ବାରିହୋଇଛି। ପ୍ରାଥମିକ ଶିକ୍ଷକ (ପ୍ରାଇମେରୀ ଟିଚର) ଲେଭେଲ ୪ରୁ ଲେଭେଲ ୩କୁ ପଦୋନ୍ନତିରେ ଥିବା ୨୦୧୯ ଶିକ୍ଷା ନିୟମକୁ ଅଣଦେଖା କରାଯାଇଛି ା ଜିଲା ଶିକ୍ଷାଧିକାରୀ ଏହି କାର୍ଯ୍ୟରେ…

ଅଜଣା ଗାଡି ଧକ୍କାରେ ୩ ବାଇକ୍‌ ଆରୋହୀ ମୃତ

ଚଣ୍ଡିଗଡ, ୧୩।୫(ଡି.ଏନ.ଏ.): ଛତିଆ ୧୬ ନଂ ଜାତୀୟ ରାଜପଥ ବଡ଼ଚଣ ର କଢେଇ ପୋଲ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୩ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଚଣ୍ଡିଖୋଲରୁ କଟକ ଆଡକୁ ଗୋଟିଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri