Home Left

ରଥଖଳାରେ ପହଞ୍ଚିଲା ରୁକୁଣା ରଥ

ପୁରୁଣା ଭୁବନେଶ୍ୱର,୪ା୪(ଡି.ଏନ୍‌.ଏ.): ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗୋସାଗରେଶ୍ୱର ଛକ ନିକଟରେ ଅଟକି ରହିଥିବା ରୁକୁୁଣା ରଥକୁ ସୋମବାର ଅପରାହ୍ନ ୪ଟା ୧୫ରେ ଟଣାଯାଇଥିଲା। ରଥରେ ସକାଳ ଧୂପ ପରେ ବିଭିନ୍ନ ନୀତିକାନ୍ତ…

ଯାତ୍ରା ଦେଖିବାକୁ ଆସି ମହିଳା ନିଖୋଜ

ଖୁଣ୍ଟୁଣୀ, ୪।୪(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ରାଧାଦାମୋଦରପୁର ଗ୍ରାମକୁ ଯାତ୍ରା ଦେଖିବାକୁ ପଡ଼ୋଶୀଙ୍କ ସହିତ ଆସିଥିବା ଜଣେ ମହିଳା ଯାତ୍ରା ପଡିଆରୁ ନିଖୋଜ ଥିବା ତାଙ୍କ ସ୍ବାମୀ ସୋମବାର ଥାନାରେ ଅଭିଯୋଗ କରିଛନ୍ତି। ଗୁରୁଡ଼ିଝାଟିଆ ଥାନା ଡେରା ଗ୍ରାମର ରାଜକିଶୋର ଗୁନ୍ଦୁଆଙ୍କ…

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ

ନୂଆଦିଲ୍ଲୀ, ୪।୪(ପି.ଟି.): ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ରାଜନୈତିକ ଇଚ୍ଛାଶକ୍ତିର କୌଣସି ଅଭାବ ନାହିଁ। ଦୁର୍ନୀତିଗ୍ରସ୍ତ ଯେତେ କ୍ଷମତାଶାଳୀ ହୁଅନ୍ତୁ ନା କାହିଁକି, ନିଃସଙ୍କୋଚରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିବିଆଇ ଅଧିକାରୀମାନଙ୍କୁ ଆହ୍ବାନ ଦେଇଛନ୍ତି। କେନ୍ଦ୍ରୀୟ…

ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ: ଜୟଦୀପଙ୍କୁ ସ୍ବର୍ଣ୍ଣ ପଦକ

କଟକ ଅଫିସ, ୪ା୪: କେନ୍ଦ୍ର ସରକାରଙ୍କ ଅନୁବନ୍ଧିତ ଗୁଜରାଟ କାଉସିଲ ଅନ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ଦ୍ୱାରା ୩୦ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ (ନ୍ୟାଶନାଲ ଚାଇଲ୍ଡ ସାଇନ୍ସ କଂଗ୍ରେସ) ଅହମଦାବାଦରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାରତ, ଦୁବାଇ, ସଂଯୁକ୍ତ ଆରବ…

ମାଲିଆନା ଦଙ୍ଗା ମାମଲାରେ ୪୦ ଦୋଷମୁକ୍ତ

ମିରଟ, ୪।୪: ୩୬ ବର୍ଷ ତଳର ମାଲିଆନା ସାମ୍ପ୍ରଦାୟିକ ଦଙ୍ଗା ମାମଲାର ୪୦ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ କୋର୍ଟ ଦୋଷମୁକ୍ତ କରିଦେଇଛନ୍ତି। ୧୯୮୭ ମେ’ ୨୩ରେ ଘଟିଥିବା ଏହି ଦଙ୍ଗାରେ ୭୨ ଜଣ ମୁସଲମାନ ନିହତ ହୋଇଥିଲେ। ବାବ୍ରୀ ମସ୍‌ଜିଦ-ରାମ…

ଅଚଳାବସ୍ଥାରେ ୧୯୩୯ ସ୍କୁଲର ଶୌଚାଳୟ

କଟକ ଅଫିସ,୪ା୪: ଯୋଜନା ପରେ ଯୋଜନା ହେଉଛି, ତଥାପି ସରକାରୀ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ସଜଡ଼ା ହୋଇପାରୁନାହିଁ। ‘ମୋ ସ୍କୁଲ’ ପରି ଯୋଜନା ମାଧ୍ୟମରେ ପୂର୍ବତନ ଛାତ୍ରୀଛାତ୍ରଙ୍କୁ ସ୍କୁଲ ବିକାଶରେ ସାମିଲ କରାଗଲା। ସରକାର ବି ଅର୍ଥ ଯୋଗାଇଲେ। ତା’ପରେ ବି ବିଶେଷ…

ଭାରତୀୟ ବଂଶୋଦ୍ଭବ ପ୍ରଫେସରଙ୍କୁ ୟୁରୋଲୋଜିଷ୍ଟ ଅଫ୍‌ ଦି ଇୟର ପୁରସ୍କାର

ନ୍ୟୁୟର୍କ, ୪।୪: ନ୍ୟୁୟର୍କର ଆଲବର୍ଟ ଆଇନଷ୍ଟାଇନ୍‌ କଲେଜ ଅଫ୍‌ ମେଡିସିନ୍‌ରେ ଆସୋସିଏଟ୍‌ ପ୍ରଫେସର ଥିବା ଭାରତୀୟ-ଆମେରିକୀୟ ଡ. ନିତ୍ୟା ଆବ୍ରାହାମଙ୍କୁ ୟଙ୍ଗ୍‌ ୟୁରୋଲୋଜିଷ୍ଟ ଅଫ୍‌ ଦି ଇୟର ପୁରସ୍କାରରେ ସମ୍ମାନିତ କରାଯାଇଛି। ମୋଣ୍ଟେଫିଓର ୟୁରୋଲୋଜି ରେସିଡେନ୍ସି କାର୍ଯ୍ୟକ୍ରମର ପ୍ରୋଗ୍ରାମ ଡାଇରେକ୍ଟର ଥିବା…

‘ସାଇଗାୟତ୍ରୀ ମାକ୍ରୋ ସ୍କାଏକ୍ରାପର’ ଚିଟ୍‌ଫଣ୍ଡ ସମ୍ପତ୍ତି ବାଜ୍ୟାପ୍ତି

ବାଲେଶ୍ୱର ଅଫିସ, ୪ା୪: ଚିଟ୍‌ଫଣ୍ଡ ଠକେଇ ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ବତନ୍ତ୍ର ଓଡ଼ିଶା ପ୍ରୋଟେକ୍ସନ୍‌ ଇଣ୍ଟରେଷ୍ଟ ଅଫ୍‌ ଇନ୍‌ଭେଷ୍ଟର୍ସ ଡିପୋଜିଟର (ଓପିଆଇଡି) କୋର୍ଟ ଜଜ୍‌ ବିଶ୍ୱଜିତ ଦାସ ସାଇଗାୟତ୍ରୀ ମାକ୍ରୋ ସ୍କାଏକ୍ରାପର ଇଣ୍ଡିଆ ଲିମିଟେଡ଼ କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି…

ଭାରତ ମହାସାଗର ଉପରେ ଚାଇନା ନଜର

ବେଜିଂ, ୪।୪: ସ୍ଥଳଭାଗ ପରେ ଏବେ ଜଳଭାଗକୁ ଟାର୍ଗେଟ୍‌ କରିଛି ଚାଇନା। ଏଣିକି ଭାରତ ମହାସାଗର ଉପରେ ପଡ଼ୋଶୀ ରାଷ୍ଟ୍ର ଚାଇନାର କଡ଼ାକଡ଼ି ନଜର ରହିବ। ନାଚୁରାଲ୍‌ ସାଇନ୍ସ ଫାଉଣ୍ଡେଶନ୍‌ ଅଫ୍‌ ଚାଇନା (ଏନ୍‌ଏସ୍‌ଏଫ୍‌ସି) ପକ୍ଷରୁ ମେରାଇନ୍‌ ସର୍ଭେ ଡେଟା ପ୍ରସ୍ତୁତ…

ବାଣ ଭିଡ଼ାବେଳେ ବିସ୍ଫୋରଣ, ଯୁବକ ମୃତ

ଭୁବନେଶ୍ୱର,୪l୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଜନବସତି ଭିତରେ ବେଆଇନ ଭାବେ ଚାଲିଥିଲା ବାଣ ତିଆରି। ହଠାତ୍‌ ବିସ୍ଫୋରଣ ହେବାରୁ ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ଶହୀଦନଗର ଥାନା ଅନ୍ତର୍ଗତ ଭିଏସ୍‌ଏସ୍‌ନଗର ଜିଏଲ୍‌ କଲୋନିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ…

ସରିଲା ହିନ୍ଦୋଳ, ଅତାବିରା ଏନ୍‌ଏସି ନିର୍ବାଚନ

ଭୁବନେଶ୍ୱର,୪ା୪(ବ୍ୟୁରୋ): ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍‌ଏସିରେ ୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅତାବିରାରେ ୭୪% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଆୟୋଗ…

ବିଷ ଦେଇ ୬ କୁକୁରଙ୍କୁ ହତ୍ୟା

ଭୁବନେଶ୍ୱର,୪ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ମୈତ୍ରୀ ବିହାର ଥାନା ଅନ୍ତର୍ଗତ ସିଅନ ଶ୍ରମିକ ବସ୍ତିରେ ଖାଦ୍ୟରେ ବିଷ ଦିଆଯାଇ ୬ କୁକୁରଙ୍କୁ ହତ୍ୟା କରାଯାଇଛି। ଏଥିମଧ୍ୟରେ ୩ ଛୁଆ ଥିବାବେଳେ ୩ ମା’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri