ଶାଗ ତୋଳିବା ବେଳେ ଗଛରୁ ଖସିପଡି ଚାଲିଗଲା ଜୀବନ
ବାଲିଗୁଡା,୩।୪:(ଡି.ଏନ.ଏ): ଶାଗ ତୋଳିବା ବେଳେ ଗଛରୁ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସୂଚନା ଅନୁଯାୟୀ, କୋଟଗଡ ଥାନା ଅନ୍ତର୍ଗତ ସାର୍ତ୍ତୁଲ ପଞ୍ଚାୟତ ରଡା…
ଭିଏସ୍ଏସ୍ ନଗରରେ ବାଣ ବିସ୍ଫୋରଣ: ଜଣେ ଗୁରୁତର
ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଭିଏସ୍ଏସ୍ ନଗରରେ ସୋମବାର ସନ୍ଧ୍ୟାରେ ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଛନ୍ତି। ଘରେ ବାଣ ଭିଡ଼ୁଥିବା ବେଳେ ଏଭଳି ଘଟିଥିବା ଜଣାପଡ଼ିଛି । ଏଥିରେ ଘରର ଆଜବେଷ୍ଟ ଉଡିଯାଇଛି।
ପାଟଣା ରେଞ୍ଜରେ ଗୋଠଛଡ଼ା ଦନ୍ତା ଗାଁରେ ବୁଲିଲା, ୪ ଘର ଭାଙ୍ଗିଲା
ପାଟଣା,୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ସାଉଥ ଓ ନର୍ଥ ବିଟ୍ ଅଞ୍ଚଳରେ ଏକ ଗୋଠଛଡ଼ା ଦନ୍ତାହାତୀ ପଶି ଉତ୍ପାତ କରିଛି। ରାତିରେ ଗାଁ ଦାଣ୍ଡରେ ବୁଲିବା ସହ ୪ ଜଣଙ୍କ ଘର ଭାଙ୍ଗି ଦେଇଛି। ଲୋକେ…
ଟସ୍ ଜିତି ଲକ୍ଷ୍ନୌର ବୋଲିଂ ନିଷ୍ପତ୍ତି
ଚେନ୍ନାଇ,୩।୪: ଏମ୍ଏ ଚିଦାମ୍ବରମ୍ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଆଇପିଏଲ୍ର ୬ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରିବ। ଅନ୍ୟପଟେ ଲକ୍ଷ୍ନୌର ଅଧିନାୟକ କେଏଲ୍ ରାହୁଲ…
ଯୌତୁକ ନିର୍ଯାତନା : ପୁଅକୁ ଆଣିବାକୁ ଯାଇ ମାଡ଼ ଖାଇଲେ ମହିଳା
ବ୍ରହ୍ମପୁର ଅଫିସ,୩ା୪: ବ୍ରହ୍ମପୁର ସଦର ଥାନାରେ ଜନୈକା ମହିଳା ଶିବାନୀ ସାହୁଙ୍କୁ ତାଙ୍କ ଶଶୁର ଘରେ ଅଧିକ ଯୌତୁକ ଦାବି କରି ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଉଥିବା ସୋମବାର ଅଭିଯୋଗ ହୋଇଛି। ପୋଲିସ ନଂ ୨୦୩/୨୩ରେ ଏକ ମାମଲା ରୁଜୁ…
୬୯ ଦୋକାନ ଘର, କୋଟିଏ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ
କେନ୍ଦୁଝର,୩।୪(ସ୍ବ.ପ୍ର.) : କେନ୍ଦୁଝର ସହର ରାସ ମନ୍ଦିର ବଜାରରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬୯ଟି ଖୁଚୁରା ଦୋକାନ ଜଳି ଯାଇଥିବାବେଳେ ବ୍ୟାପକ ସାମଗ୍ରୀ ପୋଡିଯାଇଥିବା ସୂଚନା ମିଳିଛି। ସଟସର୍କିଟ ଯୋଗୁ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି। ନିଆଁର…
ଟିଡିସିସିଓଏଲ୍ର ଉପାଧ୍ୟକ୍ଷ ହେଲେ ଦିଲୀପ
ଦାରିଙ୍ଗବାଡ଼ି,୩।୪(ଡି.ଏନ୍.ଏ.): ରାଜ୍ୟରେ ଲଘୁ ବନଜାତ ସାମଗ୍ରୀର ସଂଗ୍ରହ ଓ ବିକ୍ରି ବ୍ୟବସ୍ଥା କରି ଆଦିବାସୀମାନଙ୍କ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଗଠିତ ଆଦିବାସୀ ଉନ୍ନୟନ ସମବାୟ ନିଗମର ବିଭିନ୍ନ ପଦବୀ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳର ଦିଲୀପ ପ୍ରଧାନ ରାଜ୍ୟ…
ଷ୍ଟାଟସ୍ ଦେଇ ଜୀବନ ହାରିଲେ ଛାତ୍ର
ଚେନ୍ନାଇ,୩।୪: ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଆଇଆଇଟି) ମାଡ୍ରାସ୍ରେ ୩୨ ବର୍ଷୀୟ ପିଏଚ୍ଡି ଛାତ୍ର ସଚିନ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିବା ପୂର୍ବରୁ ସେ ‘ଆଇ ଆମ୍ ସରି ନଟ୍ ଗୁଡ୍ ଏନଫ୍’ ଲେଖି ହ୍ବାଟର୍ସଆପ୍ରେ ଷ୍ଟାଟସ୍ ଦେଇଥିଲେ। ଷ୍ଟାଟସ୍ ଦେଖି…
ଜେଲରୁ ମୁକୁଳିବା ପରେ କମିଲା ସିଦ୍ଧୁଙ୍କ ସୁରକ୍ଷା
ଚଣ୍ଡିଗଡ଼,୩।୪: ଜେଲରୁ ବାହାରିବା ପରେ ନବଜୋତ ସିଂ ସିଦ୍ଧୁଙ୍କ ସୁରକ୍ଷା ହ୍ରାସ ପାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ତାଙ୍କ ସୁରକ୍ଷାକୁ କମାଇ ଦେଇଛନ୍ତି। ପୂର୍ବରୁ ସିଦ୍ଧୁଙ୍କୁ ଜେଡ୍ ପ୍ଲସ୍ ସୁରକ୍ଷା ଦିଆଯାଉଥିବା ବେଳେ ବର୍ତ୍ତମାନ ଏହାକୁ ହ୍ରାସ କରାଯାଇ ଓ୍ବାଇ…
ହନୁମାନ ଜୟନ୍ତୀରେ ରାମ ନବମୀ ଘଟଣାର ପୁନରାବୃତ୍ତି ନ ହେଉ: ମମତା
କୋଲକାତା,୩।୪: ପଶ୍ଚିମବଙ୍ଗରେ ରାମ ନବମୀ ଉତ୍ସବରେ ହୋଇଥିବା ହିଂସାକାଣ୍ଡ ପରେ ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହନୁମାନ ଜୟନ୍ତୀ ଉତ୍ସବରେ ଯେପରି କୌଣସି ହିଂସାକାଣ୍ଡ ନ ହୁଏ ସେଥିପାଇଁ ଚେତାବନୀ ଦେଇଛନ୍ତି। ପୂର୍ବ ମେଦିନାପୁର ଖେଜୁରୀରେ ଏକ ବୈଠକରେ ସେ କହିଛନ୍ତି,…
ଆବାସ ଗୃହ ନିର୍ମାଣକୁ ନେଇ ବିବାଦ
କେନ୍ଦୁଝର,୩।୪(ସ୍ବ.ପ୍ର.):ମ୍ୟୁନିସିପାଲିଟି କାର୍ଯ୍ୟାଳୟ ସମ୍ମୁଖ ୮ନମ୍ବର ୱାର୍ଡର ଗୌରତୋଟା ସାହିରେ ଆବାସ ଯୋଜନା ଘର ନିମାଣକୁ ନେଇ ବିବାଦ ଦେଖାଦେଇଛି । ଏନେଇ ରିଭା ସେଠୀ ନାମକ ଜଣେ ଭିନ୍ନକ୍ଷମ ମହିଳା ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ଲିଖିତ ଅଭିଯୋଗ କରିଛନ୍ତି। ସେ…
ଟେଲିସ୍କୋପ୍ ଲେନ୍ସରେ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ ଶିକ୍ଷା
କର୍ଲାମୁଣ୍ଡା,୩।୪(ଡି.ଏନ୍.ଏ.): ମହାକାଶ ବିଜ୍ଞାନ ପ୍ରତି ଗ୍ରାମାଞ୍ଚଳ ଛାତ୍ରୀଛାତ୍ର କିପରି ଆକର୍ଷିତ ହେବେ ସେନେଇ ଆଗେଇ ଆସିଛନ୍ତି ଜଣେ ଉଦୀୟମାନ ଯୁବ ପିଏଚ୍ଡି (କୋଷ ବିଜ୍ଞାନ) ଛାତ୍ର ପରେଶ୍ ପ୍ରିୟଦର୍ଶନ ରଣା। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ନିବାସୀ ତଥା ଅବସରପ୍ରାପ୍ତ…
Archives


