ଭୂତକୋଠି ପାଲଟିଛି ଗୋଷ୍ଠୀ ଶୌଚାଳୟ
କୁଜଙ୍ଗ,୧୩।୫ (ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ କୁଜଙ୍ଗ ପରିଚିତ। ଏଠାରେ ବ୍ଲକ, ତହସିଲ କାର୍ଯ୍ୟାଳୟ ସମେତ ଥାନା, ୫ ନ୍ୟାୟାଳୟ, ୫୦ରୁ ଉର୍ଦ୍ଧ୍ୱ ସରକାରୀ କାର୍ଯ୍ୟାଳୟ, ୧୦ରୁ ଊର୍ଦ୍ଧ୍ୱ ରାଷ୍ଟ୍ରାୟତ୍ତ ଓ…
ପାନୀୟଜଳ, ଶିକ୍ଷା ଓ ଉନ୍ନୟନମୂଳକ କାମକୁ ଗୁରୁତ୍ୱ
ରାଜନଗର, ୧୩ା୫ (ଡି.ଏନ.ଏ.): ରାଜନଗର ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷା ପ୍ରତିଭା ପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନୂତନ ନଳକୂପ ଖନନ, ମେଗା ପାନୀୟଜଳ ପ୍ରକଳ୍ପର ଅଗ୍ରଗତି, ଯୁଦ୍ଧକାଳୀନ ଭିତ୍ତିରେ ଅଚଳ ନଳକୂପ ମରାମତି ଉପରେ ଆଲୋଚନା କରାଯାଇଥିଲା।…
‘ଗୃହପାଳିତ ପଶୁପକ୍ଷୀଙ୍କ ମୃତଦେହ ବାହାରେ ଫିଙ୍ଗନି’
ଭୁବନେଶ୍ୱର,୧୩।୫(ବ୍ୟୁରୋ): ୱାର୍ଡ ନମ୍ବର ୫୯ରେ ଶୁକ୍ରବାର ‘ୱାର୍ଡରେ ଦିନେ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ସାମନ୍ତରାପୁର ସରସ୍ବତୀ ମଣ୍ଡପରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ କମିଶନର ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ, ଗଙ୍ଗୁଆ ନାଳ ନିକଟରେ…
ପାରାଶୁଟ୍ ଦୁର୍ଘଟଣା: ସେନା କମାଣ୍ଡୋଙ୍କ ମୃତ୍ୟୁ
ଆଗ୍ରା, ୧୩ା୫(ଆଇଏଏନ୍ଏସ୍): ଉତ୍ତରପ୍ରଦେଶର ଆଗ୍ରା ଜିଲା ଅନ୍ତର୍ଗତ ମାଲପୁରା ଅଞ୍ଚଳରେ ଶୁକ୍ରବାର ଏକ ପାରାଶୁଟ୍ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ସେନା କମାଣ୍ଡୋଙ୍କର ମୃତ୍ୟୁ ଘଟିଛି। କମାଣ୍ଡୋ ଅଙ୍କୁର ଶର୍ମା ପାରାଶୁଟ୍ ଯୋଗେ ଖସୁଥିବାବେଳେ ଏହା ହାଇଟେନ୍ଶନ ବିଦ୍ୟୁତ୍ ତାରରେ ଫସିଯାଇଥିଲେ।…
ଯୋରନ୍ଦା ହେବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ
ଢେଙ୍କାନାଳ ଅଫିସ, ୧୩।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାରେ ବଳ୍କଳଧାରୀ ଏବଂ କୌପୀନଧାରୀ ସନ୍ନ୍ୟାସୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ୧୩୦ବର୍ଷ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ଏହାପରେ ଯୋରନ୍ଦା ମହିମାଗାଦିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ଲାଗି ରାଜ୍ୟ…
ଇ-ଫାଇଲିଂ ୨.୦ ଶୁଭାରମ୍ଭ କଲେ ସିଜେଆଇ
ନୂଆଦିଲ୍ଲୀ, ୧୩ା୫(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶୁକ୍ରବାର ‘ଇ-ଫାଇଲିଂ ୨.୦’ର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ବୈଦ୍ୟୁତିକ ମାଧ୍ୟମରେ ୨୪ ଘଣ୍ଟା ମାମଲା ଦାଏର କରିବା ସୁବିଧା ଉପଲବ୍ଧ ହେବ ବୋଲି ସେ ଆଇନଜୀବୀମାନଙ୍କୁ କହିଥିଲେ। ଏଥିସହିତ ସୁପ୍ରିମକୋର୍ଟ…
୩ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ
ପୁରୀ ଅଫିସ, ୧୩ା୫: ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରରେ ତିନି ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରୁ ତିନିଜଣ ପୂଜାପଣ୍ଡା ସାମନ୍ତ ସେବକ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି…
ରାଜ୍ୟପାଳଙ୍କୁ ରିପୋର୍ଟ ଦେଲେ କୁଳପତି
ବାରିପଦା ଅଫିସ, ୧୩ା୫: ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍ ବିଭ୍ରାଟ ଘଟଣାକୁ ନେଇ ଶୁକ୍ରବାର କୁଳପତି ସନ୍ତୋଷ କୁମାର ତ୍ରିପାଠୀ ରାଜ୍ୟପାଳଙ୍କୁ ରିପୋର୍ଟ ପ୍ରଦାନ…
ଜ୍ଞାନବାପି ମସ୍ଜିଦ ‘ଶିବଲିଙ୍ଗ’ର ବିଜ୍ଞାନସମ୍ମତ ସର୍ଭେ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପ୍ରୟାଗରାଜ, ୧୩ା୫(ଆଇଏଏନ୍ଏସ୍):ଜ୍ଞାନବାପି ମସ୍ଜିଦ ପରିସରରେ ଥିବା ‘ଶିବଲିଙ୍ଗ’ର ବୟସ ନିଶ୍ଚିତ କରିବା ଲାଗି ଏହାର ବିଜ୍ଞାନସମ୍ମତ ସର୍ବେକ୍ଷଣ କରାଇବାକୁ ଅଲ୍ଲାହାବାଦ ହାଇକୋର୍ଟ ଶୁକ୍ରବାର ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେଗଟ ସଂସ୍ଥା (ଏଏସ୍ଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ଭେ ବେଳେ ଉକ୍ତ ଢାଞ୍ଚାର ଯେପରି କୌଣସି…
ଓଟିଇଟି ନିୟମ ବଦଳିଲା
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ବୈଧତା ସୀମା ବୃଦ୍ଧି କରିଛନ୍ତି। ଥରେ ଓଟିଇଟି ପାସ୍ କଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଓଟିଇଟି ପାସ୍ କଲେ ଏହାର ବୈଧତା ୭ ବର୍ଷ ରହୁଥିଲା।…
ଦୁର୍ଗମ ତୁଳସୀ ଗାଁରେ ବରିଷ୍ଠ ପୋଲିସ ଅଧିକାରୀ
ମାଲକାନଗିରି,୧୩ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଥିବା ଦୁର୍ଗମ ତୁଳସୀ ଘାଟିରେ ଗତ ମାସଠାରୁ ଅସ୍ଥାୟୀ ବିଏସ୍ଏଫ୍ କ୍ୟାମ୍ପ ଖୋଲାଯାଇଛି। ଶୁକ୍ରବାର ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଏଡିଜି ଅପରେଶନ ଅମିତାଭ ଠାକୁର, କୋରାପୁଟ ଡିଆଇଜି ରାଜେଶ ପଣ୍ଡିତ, ବିଏସ୍ଏଫ୍ର…
ଖଗେଶ୍ୱରଙ୍କ ଜାମିନ ଖାରଜ
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ରହିଛନ୍ତି। ଏଭଳିସ୍ଥିତିରେ ଖଗେଶ୍ୱରଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଇଡି ମାମଲାରେ…
Archives


