Home Left

ବାପା ଭୂମିକା ତୁଲାଇବେ ଦୂତୀ

ଭୁବନେଶ୍ୱର, ୧୩।୫ (କ୍ରୀଡ଼ା ପ୍ରତିନିଧି): ସମଲିଙ୍ଗୀ ବିବାହକୁ ନେଇ ତର୍କବିତର୍କ ଲାଗି ରହିଥିବାବେଳେ ଭାରତର ସ୍ପ୍ରିଣ୍ଟ୍‌ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ୪ ବର୍ଷ ତଳେ ସମଲିଙ୍ଗୀ ବିବାହ ସମ୍ପର୍କରେ ପ୍ରକାଶ କରି କ୍ରୀଡ଼ା ମହଲରେ…

ପାରିବାରିକ କଳହରେ ବିଷ ପିଇ ଜୀବନ ହାରିଲେ ବିବାହିତା ମହିଳା

କୋକସରା,୧୨।୫(ଡି.ଏନ.ଏ) ପାରିବାରିକ କଳହ ଅସହ୍ୟ ହେବାରୁ ମାନସିକ ଚାପରେ ଆସି କୀଟନାଶକ ଔଷଧ ପିଇ ବିବାହିତ ମହିଳା ଆତ୍ମହତ୍ୟା କରିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ଥାନା କନ୍ଦା ବୁଟୁରା ପଞ୍ଚାୟତ ତୁନଗାଁରେ। ଘାସିରାମ…

‘ତାରକ ମେହେତା କା ଉଲଟା ଚଷମା’ ନିର୍ଦ୍ଦେଶକଙ୍କ ନାଁରେ ଯୌନ ଶୋଷଣର ଅଭିଯୋଗ ଆଣିଲେ ସିରିଏଲ ଅଭିନେତ୍ରୀ

ମୁମ୍ବାଇ,୧୨।୫:ଚର୍ଚ୍ଚିତ ସିରିଏଲ ‘ତାରକ ମେହେତା କା ଉଲଟା ଚଷମା’ ସବୁ ସିରିଏଲ ମଧ୍ୟରେ ଟ୍ରେଣ୍ଡିଂରେ ଥାଏ। ତେବେ ଏହି ଶୋରେ ମିସେସ୍‌ ରୋଶନ୍‌ ସିଂହ ସୋଢି ଭୂମିକାରେ ଅଭିନୟ କରୁଥିବା ଜେନିଫର ମିସ୍ତ୍ରୀ ଶୋକୁ ସବୁଦିନ ପାଇଁ ଶୋ’କୁ ଛାଡି ଦେଇଛନ୍ତି।…

ଗୁଜରାଟରେ ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୫: ଗୁଜରାଟର ନିମ୍ନ ଅଦାଲତର ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରୋକ ଲଗାଇଛନ୍ତି। ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ କରିଥିବା ଜଜ ହରିଶ ହସମୁଖଭାଇ ବର୍ମା ମଧ୍ୟ ଏହି ବିଚାରପତିମାନଙ୍କ ମଧ୍ୟରେ ଅଛନ୍ତି। ଜଷ୍ଟିସ…

କକପିଟ୍‌ ଭିତରକୁ ଯିବାକୁ ଅନୁମତି ଦେଇ ପାଇଲଟ ନିଲମ୍ବିତ, ଏୟାରଲାଇନକୁ ୩୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୨।୫: ଏୟାର ଇଣ୍ଡିଆର ଏକ ପାଇଲଟଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରିପୋର୍ଟ ଅନୁଯାୟୀ, ନିକଟରେ ପାଇଲଟ ତାଙ୍କ ସାଙ୍ଗକୁ କକପିଟ୍‌ ଭିତରକୁ ଯିବାକୁ ଅନୁମତି ଦେଇଥିଲେ। ଯେଉଁଥିପାଇଁ ଏୟାର ଇଣ୍ଡିଆ ପାଇଲଟଙ୍କୁ ୩ ମାସ ପାଇଁ ନିଲମ୍ବିତ କରିଥିବା…

ବଡବିଲରେ ଏକାଧିକ ଚୋରି ମାମଲାରେ ୨ ଗିରଫ

ବଡବିଲ,୧୨।୫(ସ୍ବ:ପ୍ର:): କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳରେ ଘଟିଥିବା ଏକାଧିକ ଚୋରି ମାମଲାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିସହ ଚୋରି ଘଟଣାରେ ସଂପୃକ୍ତ ୨ ଜଣ ବାଳ ଅପରାଧୀଙ୍କୁ ସୁଧାର ଗୃହକୁ ପଠାଇଥିବା…

ଟସ୍‌ ଜିତିଲା ଜିଟି, ବୋଲିଂ କରିବ…

ମୁମ୍ବାଇ,୧୨।୫ଆଇପିଏଲ ୨୦୨୩ର ୫୭ ତମ ମ୍ୟାଚରେ ଶୁକ୍ରବାର ମୁମ୍ବାଇର ୱାଖେଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)ଏବଂ ଗୁଜୁରାଟ ଟାଇଟାନ୍ସ(ଜିଟି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଗୁଜୁରାଟ ଟାଇଟାନ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ…

ଭାଲୁକୁ ନେଇ ବନ ବିଭାଗ ନାକେଦନ, ଲୋକେ ଆତଙ୍କିତ

କେନ୍ଦୁଝର,୧୨।୫(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଯୋଗିମଠ ଗ୍ରାମ ନିକଟରେ ଏକ ବଣୁଆ ଭାଲୁ ଗ୍ରାମାଞ୍ଚଳକୁ ଚାଲି ଆସିବା ଫଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଶୁକ୍ରବାର ସକାଳ ୭ଟା ସମୟରେ ଜଡିପଦା ଜଙ୍ଗଲରୁ ଗୋବର୍ଦ୍ଧନ ଦେଇ ଭାଲୁଟି ଆସୁଥିଲା। ଲୋକମାନେ ଭାଲୁଟିକୁ…

ବାଣପୁର ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବାଣପୁର,୧୨।୫(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ଭୀମପୁର ହରିଜନ ସାହି ଗାଁ ଦାଣ୍ଡରେ ବିଭତ୍ସ ହତ୍ୟା ଘଟଣାରେ ବାଣପୁର ପୋଲିସ ଶୁକ୍ରବାର ଜଣଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି। ସୂଚନା ମୁତାବକ, ଗୁରୁବାର ବାଣପୁର ଭୀମପୁର ହରିଜନ…

କର୍ନାଟକ ନିର୍ବାଚନ ଫଳାଫଳ ପୂର୍ବରୁ କଂଗ୍ରେସ ବିଜୟର ପୂର୍ବାନୁମାନ କଲେ ଡି.କେ ଶିବକୁମାର

ବେଙ୍ଗାଲୁରୁ,୧୨।୫: କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳ ୧୩ ମେ’ ଅର୍ଥାତ୍‌ ଶନିବାର ଆସିବାକୁ ଯାଉଛି। ତେବେ ଏକଜିଟ ପୋଲ ପରେ ସମସ୍ତ ଦଳର ନେତାମାନେ ନିଜ ନିଜ ବିଜୟ ଦାବି କରୁଛନ୍ତି। ଏହି ସମୟରେ କଂଗ୍ରେସ ଅଧ୍ୟକ୍ଷ ଡି.କେ ଶିବକୁମାର କହିଛନ୍ତି,…

ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଆଶ୍ୱସ୍ତି

ମୁମ୍ବାଇ,୧୨।୫: ମହାରାଷ୍ଟ୍ର ସରକାର ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ବଡ ଆଶ୍ୱସ୍ତି ଦେଇଛନ୍ତି। ପରମବୀର ସିଂଙ୍କ ବିରୋଧରେ ଥିବା ସମସ୍ତ ଅଭିଯୋଗକୁ ଫେରାଇ ନିଆଯାଇଛି। ଏହାସହ ରାଜ୍ୟ ସରକାର ଡିସେମ୍ବର ୨୦୨୧ରେ ଜାରି କରିଥିବା ନିଲମ୍ବନ ଆଦେଶକୁ ବି…

ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ

ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଅଧୀନ ଗଞ୍ଜାମ ବ୍ଲକର ମାଳି ଜଗନ୍ନାଥପୁର ଗାଁରେ ହୋଇଥିବା ଏକ ବଳାତ୍କାର ମାମଲାରେ ଶୁକ୍ରବାର ଛତ୍ରପୁର ଏଡିଜେ ମନୋରଞ୍ଜନ ଦାଶ ଶୁଣାଣି କରି ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri