ଫିଲ୍ମ ‘ ଦ କେରଲା ଷ୍ଟୋରି’: ସୁପ୍ରିମକୋର୍ଟରେ ଆଉ ଏକ ପିଟିସନ ଦାଖଲ
ନୂଆଦିଲ୍ଲୀ,୧୨।୫: ଫିଲ୍ମ ‘ ଦ କେରଲା ଷ୍ଟୋରି’ ସମ୍ବନ୍ଧରେ ଆଉ ଏକ ଆବେଦନ ସୁପ୍ରିମକୋର୍ଟରେ ଦାଖଲ କରାଯାଇଛି। ଏଥିରେ ସିନେମା ଦେଖିବା ଲୋକଙ୍କ ପାଇଁ ସୁରକ୍ଷା ଦାବି କରାଯାଇଛି। ଏହା ସହିତ ଏହି ଚଳଚ୍ଚିତ୍ର ପ୍ରଦର୍ଶନ କରୁଥିବା ଥିଏଟରଗୁଡ଼ିକ ପାଇଁ ସୁରକ୍ଷା…
‘ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯାଉ’
ପୁରୀ ଅଫିସ, ୧୨ା୫: ସନାତନ ହିନ୍ଦୁ ଧର୍ମର ଚାରିଧାମ ମଧ୍ୟରେ ଶ୍ରୀକ୍ଷେତ୍ର ପୁରୀ ଅନ୍ୟତମ ତଥା ପ୍ରମୁଖ ଧାମ ଭାବେ ବିବେଚନା କରାଯାଇଥାଏ। ଶ୍ରୀମନ୍ଦିରରେ ବିଗ୍ରହମାନଙ୍କୁ ଦର୍ଶନ କରିବା ନିମନ୍ତେ ଦେଶ ବିଦେଶରୁ ବହୁ ଭକ୍ତ ପୁରୀକୁ ଆସିଥାନ୍ତି। ଶ୍ରୀମନ୍ଦିରରେ ପ୍ରବେଶ…
ଏନ୍ଓସି ବିନା ଚାଲିଛି ବେସରକାରୀ ସ୍କୁଲ
ରାଉରକେଲା ଅଫିସ,୧୨।୫: ରାଉରକେଲା ଶିକ୍ଷା ଜିଲାରେ ବେସରକାରୀ ସ୍କୁଲ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଉକ୍ତ ସ୍କୁଲ ପରିଚାଳନା ପାଇଁ ସରକାରଙ୍କ ନିର୍ଦ୍ଧାରିତ ୫୧ଟି ମାନଦଣ୍ଡ ରହିଛି। ତେବେ ଏହି ମାନଦଣ୍ଡ ଅଭାବରୁ ଅନେକ ସ୍କୁଲକୁ ଗତ ଦୁଇବର୍ଷ ହେଲା…
୫ ବର୍ଷ ହେଲା ଶେଷ ହେଉନି ପୋଲ କାମ
କେସିଙ୍ଗା, ୧୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅନ୍ତର୍ଗତ ମଶାଣିବନ୍ଧ ଓ ଭମରମାଲ ସଂଯୋଗ କରୁଥିବା ଦେହେରେନ୍ ଯୋର ଆଜକୁ ୫ବର୍ଷ ହେଲା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ଏ ନେଇ ଅଞ୍ଚଳବାସୀ ବହୁବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।…
ସହାୟତା ଅପେକ୍ଷାରେ ରିୟାନ୍ସି
ଖଡ଼ିଆଳ, ୧୨।୫(ଡି.ଏନ୍.ଏ.): କଡ୍ନୀ ରୋଗରେ ପୀଡ଼ିତ ହୋଇ ୨୦୨୦ରେ ସ୍ବାମୀ ଜିତେନ୍ଦ୍ର ଆରପାରିକୁ ଚାଲିଗଲେ। ସ୍ବାମୀଙ୍କ ବିୟୋଗକୁ ଭୁଲିବାକୁ ଚେଷ୍ଟା କରୁଥିବା ବେଳେ ଝିଅ ରିୟାନଂସି ଏବେ ସିକଲିନ ରୋଗରେ ପୀଡ଼ିତ। ଆୟର କୌଣସି ପନ୍ଥା ନାହିଁ। ଯାହା ଥିଲା ସ୍ବାମୀଙ୍କ…
ଗୁଜରାଟକୁ ୪,୪୦୦ କୋଟି ମୂଲ୍ୟ ପ୍ରକଳ୍ପର ଉପହାର ଦେଲେ ପ୍ରଧାନମନ୍ତ୍ରୀ
ଅହମ୍ମଦାବାଦ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିି ଶୁକ୍ରବାର ଗୁଜରାଟ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ଏଠାରେ ସେ ପ୍ରାୟ ୪,୪୦୦କୋଟି ଟଙ୍କା ମୂଲ୍ୟ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କ ଆବାସ ଯୋଜନା ଅଧୀନରେ ନିର୍ମିତ ଘର ମଧ୍ୟ…
ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ନାବାଳିକା
ଚିତ୍ରକୋଣ୍ଡା,୧୨।୫: ମାଲକାନଗିରି ଜିଲା ଚିତ୍ରକୋଣ୍ଡାସ୍ଥିତ ବାଲିମେଳା ଜଳଭଣ୍ଡାରରେ ବୁଡ଼ି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିତ୍ରକୋଣ୍ଡା ଅପରେଟର କଲୋନୀର ପଦ୍ମିନୀ କାନ୍ଦୁଲିଆ(୧୫)। ମିଳିଥିବା ସୂଚନା ମୁତାବକ, ପରିବାର ଲୋକଙ୍କ ସହ ପଦ୍ମିନୀ ଆଈ ଘର ଚିତ୍ରକୋଣ୍ଡାସ୍ଥିତ ଦୋରାଘାଟକୁ ବୁଲିବାକୁ…
କନଷ୍ଟେବଳଙ୍କ ସନ୍ଦେହଜନକ ମୃତ୍ୟୁ
ନିଶ୍ଚିନ୍ତକୋଇଲି,୧୨ା୫(ସ୍ବ.ପ୍ର.): ଡ୍ୟୁଟି କରିବାକୁ ଆସି ପୋଲିସ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ପରିବାର ଲୋକେ ତଦନ୍ତ ଦାବି କରିଛନ୍ତି। ଏପରି ଘଟଣା ଘଟିଛି କଟକ ଜିଲା ନିଶ୍ଚିନ୍ତକୋଇଲିର ଜିଗ୍ନିପୁର ଠାରେ। କଟକ ପୋଲିସ ହେଡ କ୍ବାର୍ଟର୍ସରେ କନଷ୍ଟେବଳ ଭାବେ ଶ୍ରୀନିବାସ ରାଉତ…
କଡ଼ା ସୁରକ୍ଷା ମଧ୍ୟରେ ହାଇକୋର୍ଟରେ ହାଜର ହେଲେ ଇମ୍ରାନ, ଚାଲିଛି ଶୁଣାଣି
ଇସଲାମାବାଦ,୧୨।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ (ପିଟିଆଇ)ର ମୁଖ୍ୟ ଇମ୍ରାନ ଖାନଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦ ହାଇକୋର୍ଟରେ ହାଜର କରାଯାଇଛି। ଅଲ-କାଦିର ଟ୍ରଷ୍ଟ ମାମଲାରେ ତାଙ୍କ ଜାମିନ ଉପରେ ଶୁଣାଣି ହେଉଛି। ତାଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ…
ପରିଣୀତିି-ରାଘବଙ୍କ ନିର୍ବନ୍ଧରେ ସାମିଲ ହେବେ ପ୍ରିୟଙ୍କା
ମୁମ୍ବାଇ: ଅଭିନେତ୍ରୀ ପରିଣୀତିି ଚୋପ୍ରା ଏବଂ ରାଜନେତା ରାଘବ ଚଡ୍ଡା ଆଜିକାଲି ସେମାନଙ୍କ ବିବାହକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଖବର ଅନୁଯାୟୀ, ଉଭୟ ୧୩ ମେ’ରେ ରାଜକୀୟ ଶୌଳୀରେ ନିର୍ବନ୍ଧ କରିବାକୁ ଯାଉଛନ୍ତି। ଏନେଇ ସମସ୍ତ ପ୍ରସ୍ତୁତି କରାଯାଇଛି । ଏହି…
ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ପାଟବସ୍ତ୍ର ପ୍ରସ୍ତୁତି
ଖୋର୍ଦ୍ଧା ଅଫିସ,୧୨ା୫: ଜୁନ୍ ୨୦ରେ ଘୋଷଯାତ୍ରା। ଏଥିଲାଗି ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ଏପଟେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାର ବୁଣାକାର ପରିବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲାଗି ପାଟବସ୍ତ୍ର ଓ ସୂତାଲୁଗା ପ୍ରସ୍ତୁତିରେ…
ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ ପୁରସ୍କାର’
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନକ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ବୈଜ୍ଞାନିକ ଉତ୍କର୍ଷ ପାଇଁ ଜଟଣୀସ୍ଥିତ ‘ନାଇଜର’ର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ…
Archives


