ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ
ଅନୁଗୋଳ ଅଫିସ,୧୨।୫: ହାତୀ ଆକ୍ରମଣରେ ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳ ଅନ୍ତର୍ଗତ ଗଡତରାସ ପଞ୍ଚାୟତ ଅଧୀନ ଯାମୁଣ୍ଡା କୂଳିଆପଶି ସାହିର ଜଣେ ବୃଦ୍ଧାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ବୈଦେହୀ ପ୍ରଧାନ(୬୫)। ମିଳିଥିବା ସୂଚନା ମୁତାବକ, ବୈଦେହୀ ଗାଁ ପାଖରେ…
ଗାଁ ଛାଡୁଛନ୍ତିି ଲୋକେ
ବାରିପଦା ଅଫିସ,୧୨ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଶିଆଳିଘାଟି ଓ ପାଉଁଶିଆ ପଞ୍ଚାୟତ ଅନ୍ତର୍ଗତ ୪ଟି ଗ୍ରାମର ଲୋକେ ପ୍ରଶାସନିକ ଅବହେଳାରୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଆଗକୁ ବର୍ଷା ଦିନ ଥିବାରୁ ଏବେଠାରୁ ଏହି ୪ ଗ୍ରାମର ଲୋକେ ଜଳବନ୍ଦୀ ହେବା…
ରୋକାଯାଇପାରୁନି ବାଲି ଚୋରାଚାଲାଣ
ଜଳେଶ୍ୱର,୧୨ା୫(ଡି.ଏନ.ଏ.): ଏନ୍ଜିଟି ପକ୍ଷରୁ ବିଭିନ୍ନ ଆଇନଗତ ସମସ୍ୟା ଦ୍ୱାରା ଚୋରାବାଲି ଚାଲାଣରେ ରୋକ ଲଗାଇବାକୁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ବନ୍ଦ କରାଯାଇପାରୁନାହିଁ। ଫଳରେ ପ୍ରତିଦିନ ସୁବର୍ଣ୍ଣରେଖା ନଦୀର ବାଲି ଚୋରାରେ ବିଭିନ୍ନ ସ୍ଥାନକୁ ଚାଲାଣ ହେଉଛି। ଜଳେଶ୍ୱର ତହସିଲଦାର ମିହିର…
ବ୍ରହ୍ମପୁର ଉପକଣ୍ଠରେ ପୁଣି ଜଣେ ଯୁବକଙ୍କୁ ହତ୍ୟା
ବ୍ରହ୍ମପୁର ଅଫିସ,୧୨ା୫: ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଥିବା ଏକ ଜମିରେ ମୃତଦେହ ଫିଙ୍ଗିଦେଇଛନ୍ତି ଦୁର୍ବୃତ୍ତ। ଖବର ପାଇ ସଦର ଥାନା…
ମସଜିଦରେ ନମାଜ ପଢିବାକୁ ହିନ୍ଦୁ ମହିଳାଙ୍କୁ ସୁରକ୍ଷା ଦେଲେ ହାଇକୋର୍ଟ
ପ୍ରୟାଗରାଜ,୧୨।୫: ଉତ୍ତରାଖଣ୍ଡ ହାଇକୋର୍ଟ ଗୁରୁବାର ଜଣେ ୨୨ ବର୍ଷର ଯୁବତୀଙ୍କୁ ମସଜିଦରେ ନମାଜ ପଢିବାକୁ ନେଇ ପୋଲିସ ସୁରକ୍ଷା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ୨୨ ବର୍ଷର ହିନ୍ଦୁ ଯୁବତୀ ଉତ୍ତରାଖଣ୍ଡ ହାଇାକୋର୍ଟରେ ଅପିଲ କରିଥିଲେ କି ତାଙ୍କୁ ମସଜିଦରେ ନମାଜ…
ବାତ୍ୟା ମୋଚାକୁ ନେଇ ପଶ୍ଚିମବଙ୍ଗରେ ଆଲର୍ଟ
ନୂଆଦିଲ୍ଲୀ/କୋଲକାତା,୧୨।୫: ଦକ୍ଷିଣ ପୂର୍ବ ଏବଂ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋଚା’ ଘନୀଭୂତ ହୋଇ ଶୁକ୍ରବାର ଉଗ୍ର ରୂପ ନେବାରେ ଲାଗିଛି। ଏହାର ପ୍ରଭାବରେ ଉତ୍ତର-ପୂର୍ବ ରାଜ୍ୟ ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା…
ଶିରିନଙ୍କ ମୃତ୍ୟୁକୁ ନେଇ ପ୍ରଥମ ଥର କ୍ଷମା ମାଗିଲେ ଇସ୍ରାଏଲ ସୁରକ୍ଷା ବଳ
ଓ୍ବାଶିଂଟନ,୧୨।୫: ଗତ ବର୍ଷ ମେ’ ମାସରେ ଓ୍ବେଷ୍ଟ ବ୍ୟାଙ୍କରେ ଜଣେ ଜଣାଶୁଣା ଖବରଦାତା ଶିରିନ ଅବୁ ଅକଲେଡଙ୍କର ଗୁଳି ବାଜିବାରୁ ମୃତ୍ୟୁ ହୋଇଥିଲା। ଉତ୍ତର ଓ୍ବେଷ୍ଟ ବ୍ୟାଙ୍କର ଜୋନିନ ଅଞ୍ଚଳରେ ହୋଇଥିବା ଇସ୍ରାଏଲ ସେନାଙ୍କ ଗୁଳିକାଣ୍ଡରେ ଶିରିନଙ୍କ ହତ୍ୟାକୁ କତର ଆଧାରିତ…
ଜିଲା ଶ୍ରମ କାର୍ଯ୍ୟାଳୟରେ ଟେଣ୍ଡର ଫିକ୍ସିଂ
ନୟାଗଡ଼ ଅଫିସ,୧୨।୫: ନୟାଗଡ଼ ଜିଲା ଶ୍ରମ କାର୍ଯ୍ୟାଳୟରେ କମ୍ପ୍ୟୁଟର କିଣା ଓ ଆଉଟ ସୋସିର୍ର୍ଂ ଏଜେନ୍ସିଂ ଚୟନରେ ଫିକି୍ସଂ କରାଯାଇ ଥିବା ଅଭିଯୋଗ ହୋଇଛି। ଜିଲା ଶ୍ରମ ଅଧିକାରୀ ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତ ଯାଜପୁର ଏବଂ କଟକ ବାସିନ୍ଦାଙ୍କୁ ଅନୁକମ୍ପା…
ଖଣି ବ୍ୟବସାୟୀଙ୍କ ଆଡ୍ଡାସ୍ଥଳୀ ଭାଙ୍ଗିଲା ପୋଲିସ
ନୟାଗଡ଼ ଅଫିସ/ରଣପୁର, ୧୨।୫(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ମୟୂରଝାଲିଆ ମୌଜାର ବେଆଇନ ମାଙ୍କଡ଼ାପଥର ଓ ମୋରମ ଖଣି ସମ୍ପର୍କିତ ମାମଲାରେ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) କୋଲକତାଙ୍କ ଆଦେଶକୁ ପ୍ରଶାସନ ପକ୍ଷରୁ ଧିରେ ଧିରେ କାର୍ଯ୍ୟକାରୀ କରାଯାଇଛି। ଏହି ଘଟଣାରେ…
୧୧ବର୍ଷ ଝିଅର ପରାମର୍ଶରେ ବାପା ଚଳାଇଲେ ସୋଲାର ଅଟୋରିକ୍ସା
ନୂଆଗାଁ,୧୨।୫(ଡି.ଏନ.ଏ.): ଅଧିକାଂଶ ସମୟରେ ଛୋଟ ପିଲାମାନଙ୍କ ଗଠନ ମୂଳକ ପରାମର୍ଶ ସଫଳତା ଆଣିଥାଏ। ସେମିତି ଜଣେ ୧୧ବର୍ଷ ବୟସ୍କ ଝିଅର ପରାମର୍ଶରେ ଜଣେ ଯୁବକ ନିଜ ପରିବାରର ଆର୍ଥିକ ସ୍ଥିତିକୁ ବଦଳାଇବାରେ ସକ୍ଷମ ହୋଇଛନ୍ତି। ଏହି ଘଟଣା ଏବେ ନୟାଗଡ଼ ଜିଲା…
ସହରାଞ୍ଚଳରେ ସଫଳ ହେଉନି ଆବାସ ଯୋଜନା
ଭୁବନେଶ୍ୱର,୧୨।୫(ବ୍ୟୁରୋ): ୨୦୨୨ ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗାଇ ଦେବାକୁ ସରକାର ଘୋଷଣା କରିଥିଲେ। ସେଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହି କ୍ରମରେ ୨୦୧୫ରେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏଓ୍ବାଇ)…
ମହାପ୍ରଭୁଙ୍କ ଜମିରେ ଥିବା ୧୪୭ କ୍ରଶର ବନ୍ଦ ନିର୍ଦ୍ଦେଶ
ପୁରୀ ଅଫିସ,୧୨ା୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭୂସମ୍ପତ୍ତିର ପରିଚାଳନା ଓ ସୁରକ୍ଷା ସମ୍ପର୍କରେ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଖୋର୍ଦ୍ଧା ଓ ବେଗୁନିଆ ଅଞ୍ଚଳରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିରେ ସମୁଦାୟ ୨୩୨ଟି…
Archives


