Home Left

ପୂର୍ବତନ ପ୍ରେମିକଙ୍କୁ ଡେଟ୍‌ କରୁଥିବା ନେଇ ଚର୍ଚ୍ଚା

ମୁମ୍ବାଇ: ପ୍ରସିଦ୍ଧ ଅଭିନେତ୍ରୀ ତଥା ମିସ୍‌ ୟୁନିଭର୍ସ ୧୯୯୪ ପେଗାଣ୍ଟର ବିଜେତା ସୁସ୍ମିତା ସେନ୍‌ ତାଙ୍କ ଚଳଚ୍ଚିତ୍ର କ୍ୟାରିୟର ଅପେକ୍ଷା ସେ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ତାଙ୍କ ପୂର୍ବତନ ପ୍ରେମିକ ରୋହମାନ ଶାଓଲଙ୍କ ସହ…

ଆଜି ଅନ୍ତର୍ଜାତୀୟ ନର୍ସ ଦିବସ: ଆମ ନର୍ସ ଆମ ଭବିଷ୍ୟତ

ଗତ ଅଢ଼େଇ ବର୍ଷର କରୋନା ମହାମାରୀ ସାରା ବିଶ୍ୱକୁ ପ୍ରଭାବିତ କରିଛି ଏବଂ ସ୍ବାସ୍ଥ୍ୟସେବା ବ୍ୟାପାର ଉପଯୋଗ କରାଯାଇ ଏହାର ଭୟାବହତାରୁ ଅନେକ ମୂଲ୍ୟବାନ୍‌ ଜୀବନ ରକ୍ଷା କରାଯାଇପାରିଛି। ସ୍ବାସ୍ଥ୍ୟସେବା-ଉଭୟ ଚିକିତ୍ସା ଓ ସେବା ଯେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହା ପୁଣିଥରେ…

ସହରରେ କୃତ୍ରିମ ବନ୍ୟା, ଜଳବନ୍ଦୀ ନେଇ ଆକ୍ସନପ୍ଲାନ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଜୁନ ମାସରେ ସାଧାରଣତଃ ଓଡ଼ିଶାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ଆଗମନ ହୋଇଥାଏ। ମେ’ ମାସ ଚାଲିଥିବାବେଳେ ମୌସୁମୀ ପୂର୍ବରୁ ସହରାଞ୍ଚଳରେ କିପରି ଜଳବନ୍ଦୀ ଓ କୃତ୍ରିମ ବନ୍ୟା ସ୍ଥିତିକୁ ଏଡାଯିବ, ସେନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ଆକ୍ସନପ୍ଲାନ…

ଭାରତୀୟ ଦଳରେ ସ୍ଥାନ ପାଇପାରନ୍ତି ରିଙ୍କୁ

ନୂଆଦଲ୍ଲୀ, ୧୨ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭଲ ପ୍ରଦର୍ଶନ କରୁଥିବାରୁ କୋଲକାତା ନାଇଟ ରାଇଡର୍ସ (କେକେଆର) ଯୁବ ବାମହାତି ଖେଳାଳି ରିଙ୍କୁ ସିଂ ଖୁବ୍‌ ଶୀଘ୍ର ଭାରତୀୟ କ୍ରିକେଟ ଦଳ ପାଇଁ ଡକରା ପାଇପାରନ୍ତି ବୋଲି ପୂର୍ବତନ ସ୍ପିନର ହରଭଜନ…

ଭାରତ ତୃତୀୟ ସ୍ଥାନକୁ ଖସିଲା

ଦୁବାଇ,୧୨ା୫: ସଦ୍ୟ ପ୍ରକାଶିତ ଆଇସିସି ପୁରୁଷ ଅନ୍ତର୍ଜାତୀୟ ଦିନିକିଆ ର଼୍ୟାଙ୍କିଙ୍ଗ ଟିମ୍‌ ତାଲିକାରେ ଭାରତ ଗୋଟିଏ ସ୍ଥାନ ତଳକୁ ଖସି ତୃତୀୟ ସ୍ଥାନ ଅଧିକାର କରିଛି। ଅଷ୍ଟ୍ରେଲିଆ ପୂର୍ବଭଳି ପ୍ରଥମ ସ୍ଥାନରେ ରହିଛି। ବାର୍ଷିକ ଅପ୍‌ଡେଟ୍‌ରେ ୫ ଥର ବିଶ୍ୱ ଚାମ୍ପିୟନ…

ଆଗକୁ ବର୍ଷା, ନାଳ ସଫା କରୁନି ପୌର ପରିଷଦ

ନବରଙ୍ଗପୁର,୧୨।୫(ବି.ପ୍ର.): କିଛିଦିନ ମଧ୍ୟରେ ବର୍ଷା ଆରମ୍ଭ ହୋଇଯିବ। ନବରଙ୍ଗପୁର ସହରର ବିଭିନ୍ନ ଓ୍ବାର୍ଡରେ ନାଳ ସଫା କରାଯାଇନାହିଁ। ଫଳରେ ଅଳ୍ପ ବର୍ଷାରେ ମଧ୍ୟ ପାଣି ଜମି ରାସ୍ତାରେ ଭାସିବା ଆଶଙ୍କା ରହିଛି। ସଫେଇ ଦାୟିତ୍ୱ ପୌର ପ୍ରଶାସନ ଏକ ଘରୋଇ ସଂସ୍ଥାକୁ…

ରାସ୍ତା କାର୍ଯ୍ୟର ସୂଚନାଫଳକ ନ ଥିବାରୁ ଘଟୁଛି ଦୁର୍ଘଟଣା

କୋରୁକୋଣ୍ଡା, ୧୨ା୫(ଡି.ଏନ. ଏ.): ମାଲକାନଗିରି ଜିଲା ସଦରରୁ ବାଲିମେଳା ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ବହୁ ସଂଖ୍ୟାରେ ଗାଡିମୋଟର ଚଳାଚଳ କରେ। ବୁଧବାରଠାରୁ ପୋଟ୍ରେଲ ଛକଠାରୁ ଶିରାଗୁଡ଼ା ଛକ ମଧ୍ୟରେ ଥିବା ଏକ ଛୋଟ ଘାଟିକୁ କାଟି ସମତୁଲ କରିବା କାର୍ଯ୍ୟ…

ଚମ୍ପେଇତର ମିଳୁନି ଉଚିତ ମୂଲ୍ୟ

ମାଥିଲି,୧୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଚମ୍ପେଇତର ଉଚିତ ମୂଲ୍ୟ ଲୋକଙ୍କୁ ମିଳୁନାହିଁ। ଏନେଇ ବଜାର ସୁବିଧା ନ ଥିବାରୁ ଲୋକେ ଦଲାଲଙ୍କ ଶିକାର ହେଉଛନ୍ତି। ଦିନ ସାରା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଲୋକେ ଆମ୍ବ ସଂଗ୍ରହ କରି ସେଥିରୁ ଚମ୍ପେଇତ…

ମୋବାଇଲ ବ୍ୟବହାର ନେଇ ପାହାଡ଼ ଚଢ଼ା

ମାଲକାନଗିରି,୧୨ା୫(ଡି.ଏନ୍‌.ଏ.): ଦେଶକୁ ଡିଜିଟାଲ କରି ସମସ୍ତେ ଡିଜିଟାଲ ହେବାର ସ୍ବପ୍ନ ଦେଖୁଥିବା ବେଳେ କେନ୍ଦ୍ର ସରକାରଙ୍କ ଏହି ଯୋଜନା ମାଲକାନଗିରି ଜିଲାରେ ଅପହଞ୍ଚ ହୋଇ ରହିଛି। ଜିଲାର ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳରେ ମୋବାଇଲ ବ୍ୟବହାର କରିବାକୁ ହେଲେ ଲୋକଙ୍କୁ ଚଢ଼ିବାକୁ…

ଗ୍ରାମବାସୀଙ୍କ ଦାବି ମୁତାବକ କାର୍ଯ୍ୟ ଆରମ୍ଭ କଲା ପ୍ରଶାସନ

ଦଶମନ୍ତପୁର,୧୨ା୫( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଅଧୀନ ଖଣି ପ୍ରଭାବିତ ଅଞ୍ଚଳର କଡିଙ୍ଗାମାଳି ପାହାଡ଼ ପାଦଦେଶରେ ଥିବା ମାଳିଚେମା ଗ୍ରାମର ବିକାଶ ନେଇ ବହୁ ଦାବି କରିବା ପରେ ଏବେ ପ୍ରଶାସନ ଗ୍ରାମର ବିକାଶ ଲାଗି…

ଓଏସ୍‌ଏଲ୍‌କୁ ବେଷ୍ଟ ଷ୍ଟିଭେଡର୍ସ ଆଓ୍ବାର୍ଡ

ଭୁବନେଶ୍ୱର,୧୨।୫: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି ସର୍ବାଧିକ ପଣ୍ୟ ପରିବହନ କରିଥିବାରୁ ଓଏସ୍‌ଏଲ୍‌କୁ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ (ପିପିଏ) ସମ୍ମାନଜନକ ବେଷ୍ଟ ଷ୍ଟିଭେଡର୍ସ…

ଟେକ୍ନୋଲୋଜି କ୍ଷେତ୍ରକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୨।୫: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ପାଳିତ ହୋଇଯାଇଛି। ବିଶେଷ କରି କମ୍ପାନୀ ଇଞ୍ଜିନିୟରିଂ ଏବଂ ଟେକ୍ନୋଲୋଜି କ୍ଷେତ୍ର ପାଇଁ ଉଚ୍ଚମାନର ସ୍ବଦେଶୀ ବିକଶିତ ଉତ୍ପାଦ ମାଧ୍ୟମରେ ଆଲୁମିନିୟମର ଚାହିଦା ପୂରଣ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri