କେଉଁଠି ଅଛନ୍ତି ଅଲି ଖାମନେଇ? ଇସ୍ରାଏଲ-ଆମେରିକା ବୋମା ବର୍ଷା ଭିତରେ କେମିତି ଅଛନ୍ତି ଇରାନର ସୁପ୍ରିମ ଲିଡର
ତେହରାନ,୨୮।୨: ଇସ୍ରାଏଲ ଏବଂ ଆମେରିକା ଇରାନ ବିରୁଦ୍ଧରେ ଯୁଦ୍ଧ ଡାକ ଦେଇଛନ୍ତି। ତେହେରାନ ଏବଂ ଇରାନର ଅନ୍ୟ ଅନେକ ସହରରେ ବିସ୍ଫୋରଣ ଶୁଣାଯାଇଛି। ଇରାନର ରାଜଧାନୀ ଉପରେ ଆକ୍ରମଣର ରିପୋର୍ଟ ମଧ୍ୟରେ, ବିଶ୍ୱର ଧ୍ୟାନ ଏବେ ଗୋଟିଏ ପ୍ରଶ୍ନ ଉପରେ କେନ୍ଦ୍ରିତ:…
ଯୌନଶୋଷଣ ନିରୋଧ ଆଇନ ସଚେତନତା
ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନସେବା କମିଟିର ଅଧ୍ୟକ୍ଷ ସିନିୟର ସିଭିଲ ଜଜ୍ ତଥା…
ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା
ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ଓଡ଼ିଶା ଜୀବିକା ମିଶନ ପକ୍ଷରୁ ବ୍ଲକସ୍ତରୀୟ ଏହି ଦିବସ ପାଳନ କରାଯାଉଛି।…
ସୁନାରେଟ୍ରେ ବଡ଼ ବିସ୍ଫୋରଣ! ଯୁଦ୍ଧ ଭିତରେ ୨୩ହଜାର ବଢିଯିବ ଦର
ନୂଆଦିଲ୍ଲୀ,୨୮।୨: ଆମେରିକା ଇରାନ ଉପରେ ଆକ୍ରମଣ କରିଛି। ଏହି ସମୟରେ, ଇସ୍ରାଏଲ ମଧ୍ୟ ମଧ୍ୟପ୍ରାଚ୍ୟ ଦେଶ ବିରୋଧରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଇରାନ ଆକ୍ରମଣ କରି ପ୍ରତିଶୋଧ ନେଇଛି। ଫଳସୱରୂପ, ଭୂରାଜନୈତିକ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଛି, ଯାହା ଆଗାମୀ…
ଥାଲାପତି ବିଜୟ ହେବେ ମୁଖ୍ୟମନ୍ତ୍ରୀ…ଛାଡପତ୍ର ବିବାଦ ଭିତରେ ଆସିଲା ବଡ଼ ଖବର!
ମୁମ୍ୱାଇ: ତାମିଲ ସିନେମାର ସୁପରଷ୍ଟାର ଥାଲାପତି ବିଜୟ ବର୍ତ୍ତମାନ ବିବାଦରେ ଘେରି ରହିଛନ୍ତି। ତାଙ୍କର ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନ ସବୁବେଳେ ଖବରର ଶିରୋନାମା ପାଲଟିଛି। ପ୍ରଥମେ, ତାଙ୍କ ଫିଲ୍ମ ଜନ ନାୟାଗନକୁ ନେଇ ବିବାଦ ଥିଲା, ଏବଂ ଏବେ ତାଙ୍କର…
ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…
ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି…
କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ
ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟହାନି ଯୋଗୁ ଶରୀରର ବିକାଶ ହେଉନାହିଁ। ଏହାର ନିରାକରଣ ପାଇଁ ରାଜ୍ୟ…
ଏହି ଅଭିନେତ୍ରୀଙ୍କ ଯୋଗୁ ଭାଙ୍ଗିଗଲା ଥଲାପତି ବିଜୟଙ୍କ ଘର: ବଢୁଛି ଚର୍ଚ୍ଚା
ତାମିଲ ସୁପରଷ୍ଟାର ଥଲାପତି ବିଜୟଙ୍କ ବ୍ୟକ୍ତିଗତ ଜୀବନ ଚର୍ଚ୍ଚାର ପରିସରକୁ ଆସିଛି। ତାଙ୍କ ସ୍ତ୍ରୀ ସଙ୍ଗୀତା ସୋର୍ନାଲିଙ୍ଗମ ଅଭିନେତାଙ୍କ ଠାରୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଚେଙ୍ଗାଲପଟୁ ପରିବାର କୋର୍ଟରେ ଦାୟର ହୋଇଥିବା ଛାଡପତ୍ର ଆବେଦନରେ ବ୍ୟଭିଚାର, ମାନସିକ ନିଷ୍ଠୁରତା ଏବଂ…
ଗର୍ଭବତୀଙ୍କୁ ମିଳିବ ୫୦୦୦ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ
ନୂଆଦିଲ୍ଲୀ,୨୮।୨: ପ୍ରତ୍ୟେକ ମାତାପିତା ନିଜ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଚିନ୍ତିତ। ମାତାପିତାମାନେ ସେମାନଙ୍କ ପିଲାମାନଙ୍କ ଶିକ୍ଷାଠାରୁ ଆରମ୍ଭ କରି ସେମାନଙ୍କ ସ୍ବାସ୍ଥ୍ୟ ପର୍ଯ୍ୟନ୍ତ ସବୁକିଛି ବିଷୟରେ ସର୍ବଦା ଚିନ୍ତିତ ଥାଆନ୍ତି। ଏହି ଚିନ୍ତାଗୁଡ଼ିକୁ ଦୂର କରିବା ପାଇଁ, କେନ୍ଦ୍ର ଏବଂ…
ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା: ନବୀନଙ୍କୁ କୃତଜ୍ଞତା ଜଣାଇ ସବୁ ଦଳ ଠାରୁ ସମର୍ଥନ ଆଶା…
ଭୁବନେଶ୍ୱର, ୨୮।୨: ରାଜ୍ୟ ସଭା ପ୍ରାର୍ଥୀ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡା. ଦତ୍ତେଶ୍ବର ହୋତାଙ୍କ ନାମ ଘୋଷଣା କରିଛନ୍ତି। ଏ ନେଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଡା. ହୋତା। ସେ କହିଛନ୍ତି ସବୁ ଦଳ ଠାରୁ ସମର୍ଥନ ପାଇବାକୁ…
ଆମେରିକା କଲା ଏମିତି କାମ, ଆହୁରି ଭୟାବହ ହେବ ଇସ୍ରାଏଲ-ଆମେରିକା ଯୁଦ୍ଧ!
ଓ୍ବାଶିଂଟନ,୨୮।୨: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଇରାନରେ ଏକକାଳୀନ ୩୦ଟି ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ କରାଯାଇଛି। ଏହି ଆକ୍ରମଣଗୁଡ଼ିକ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଏବଂ ରାଷ୍ଟ୍ରପତି ମାସୁଦ…
Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ
ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ ଟାର୍ଗେଟ କରାଯାଇଛି। ରିପୋର୍ଟ ଅନୁଯାୟୀ, ଇରାନର ୩୦ଟି ସ୍ଥାନରେ ଏକକାଳୀନ ରକେଟ ମାଡ଼…
Archives


