ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ମରଣାନ୍ତକ ଆକ୍ରମଣ
ବ୍ରହ୍ମପୁର ଅଫିସ,୧୧ା୫: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ସହ ମରଣାନ୍ତକ ଆକ୍ରମଣ ହୋଇଛି। ଏନେଇ ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ. ୨୫୬/୨୩) ରୁଜୁକରି ଘଟଣାର ତଦନ୍ତ…
ସିସୋଡିଆଙ୍କ ଜାମିନ ଆବେଦନର ରାୟ ସଂରକ୍ଷିତ, ଭିସି ମାଧ୍ୟମରେ ସ୍ତ୍ରୀଙ୍କ ସହ କଥା ହେବାକୁ ହାଇକୋର୍ଟଙ୍କ ଅନୁମତି
ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମଦ ଦୁର୍ନୀତିରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଜାମିନ ଆବେଦନ ଉପରେ ଗୁରୁବାର ଦିଲ୍ଲୀ ହାଇକୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଛନ୍ତି। ତେବେ ତାଙ୍କୁ ତାଙ୍କ ଅସୁସ୍ଥ ସ୍ତ୍ରୀଙ୍କ ସହ କଥା ହେବାକୁ ଅନୁମତି…
ଟସ୍ ଜିତି ରାଜସ୍ଥାନର ବୋଲିଂ ନିଷ୍ପତ୍ତି
କୋଲକାତା,୧୧।୫: କୋଲକାତାର ଇଡେନ୍ ଗାର୍ଡେନ୍ସରେ ଗୁରୁବାର ଖେଳାଯାଉଥିବା ଆଇପିଏଲର ୫୬ତମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ(ଆର୍ଆର୍) ଅଧିନାୟକ ସଞ୍ଜୁ ସାମସନ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ କୋଲକାତା ନାଇଟ ରାଇଡର୍ସ ପ୍ରଥମେ ବ୍ୟାଟିଂ କରିବ। ଏହି ମ୍ୟାଚ୍…
ଇମ୍ରାନଙ୍କୁ ଆଶ୍ୱସ୍ତି, ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଲେ ପାକ୍ ସୁପ୍ରିମକୋର୍ଟ
ଇସଲାମାବାଦ,୧୧।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ (ପିଟିଆଇ)ର ମୁଖ୍ୟ ଇମ୍ରାନ ଖାନଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ତାଙ୍କ ଗିରଫଦାରୀକୁ ବେଆଇନ ଘୋଷଣା କରିଛନ୍ତି। ଏହାପୂର୍ବରୁ ପ୍ରଧାନ ବିଚାରପତି ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଇମ୍ରାନ…
ସୁପ୍ରିମକୋର୍ଟରେ ହାଜର ହେଲେ ଇମ୍ରାନ
ଇସଲାମାବାଦ,୧୧।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଏ-ଇନସାଫ(ପିଟିଆଇ)ର ମୁଖ୍ୟ ଇମ୍ରାନ ଖାନଙ୍କ ଗିରଫକୁ ନେଇ ଗୁରୁବାର (ମେ ୧୧)ରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ପ୍ରଧାନ ବିଚାରପତି ଉମର ଅତା ବନ୍ଦିଆଲଙ୍କ ଅଧ୍ୟକ୍ଷତାରେ ହୋଇଥିବା ଶୁଣାଣିରେ ଇମ୍ରାନଙ୍କ ଗିରଫକୁ ନେଇ କୋର୍ଟ ଅସନ୍ତୋଷ…
ଏକ୍ସ ବୟଫ୍ରେଣ୍ଡ୍ଙ୍କ ସହ ଡେଟ୍ କରୁଛନ୍ତି ସୁସ୍ମିତା
ମୁମ୍ବାଇ,୧୧।୫: ଯଦି ଆମେ ହିନ୍ଦୀ ସିନେମାର ଦମ୍ଦାର ଅଭିନେତ୍ରୀଙ୍କ ବିଷୟରେ କହିବା ତେବେ ସୁସ୍ମିତା ସେନଙ୍କ ନାମ ନିଶ୍ଚିତ ଭାବରେ ଏଥିରେ ଅନ୍ତର୍ଭୂକ୍ତ ହେବ। ତାଙ୍କ ଚଳଚ୍ଚିତ୍ର କ୍ୟାରିୟର ବ୍ୟତୀତ ସୁସ୍ମିତା ସେନ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହନ୍ତି।…
ସୁପ୍ରିମକୋର୍ଟଙ୍କ ରାୟର କିଛି ଘଣ୍ଟା ପରେ ଆକ୍ସନ ମୁଡରେ କେଜରିଓ୍ବାଲ ସରକାର
ନୂଆଦିଲ୍ଲୀ,୧୧।୫: ଟ୍ରାନ୍ସଫର-ପୋଷ୍ଟିଂ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିର କିଛି ଘଣ୍ଟା ପରେ ଦିଲ୍ଲୀ ସରକାର ସେବା ସଚିବ ଆଶିଷ ମୋରେଙ୍କୁ ହଟାଇ ଦେଇଛନ୍ତି। ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ଦିଲ୍ଲୀର ଆମ ଆଦମୀ ପାର୍ଟି(ଏଏପି) ସରକାରଙ୍କୁ ଏକ ବଡ଼…
ବାପା ହେବେ ଆରସିବିର ଏହି ଅଲରାଉଣ୍ଡର
ନୂଆଦିଲ୍ଲୀ,୧୧।୫: ଆଇପିଏଲରେ ଆରସିବି ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଖୁବ୍ଶୀଘ୍ର ବାପା ହେବାକୁ ଯାଉଛନ୍ତି। ଏନେଇ ସ୍ତ୍ରୀ ବିନି ରମଣ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଶେୟାର କରି କହିଛନ୍ତି, ମୁଁ ଏବଂ ଗ୍ଲେନ ମ୍ୟାକ୍ସୱେଲ ନୂତନ ଶିଶୁର ଆଗମନ ଘୋଷଣା କରି…
କଳାବ୍ୟାଣ୍ଡ ପିନ୍ଧି ପ୍ରତିବାଦ କଲେ ରେସ୍ଲର
ନୂଆଦିଳ୍ଲୀ,୧୧ା୫: ରେସଲିଂ ଫେଡେରେଶନ(ଡବ୍ଲ୍ୟୁଏଫ୍ଆଇ) ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ଦିଲ୍ଳୀର ଯନ୍ତରମନ୍ତରଠାରେ ରେସ୍ଲରଙ୍କ ଧାରଣା ୧୮ ଦିନରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଧାରଣାରେ ବସିଥିବା ରେସ୍ଲରମାନେ କଳାବ୍ୟାଣ୍ଡ ପିନ୍ଧି ପ୍ରତିବାଦ କରିବା ସହ ଏହାକୁ କଳାଦିବସ…
ଅନସ୍କ୍ରିନ ରୋମାନ୍ସର ତଡକା ଦେବେ ସାହିଦଙ୍କ ସହ ରଶ୍ମିକା
ମୁମ୍ବାଇ: ଅଲୁ ଅର୍ଜୁନଙ୍କ ‘ପୁଷ୍ପା: ଦି ରାଇଜ’ର ସୁପର ଡୁପର ସଫଳତା ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ନାଶନାଲ କ୍ରସ ରଶ୍ମିକା ମନ୍ଦାନାଙ୍କ ଲୋକପ୍ରିୟତା ବୃଦ୍ଧି ପାଇଛି। ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ସବୁ ଚଳଚ୍ଚିତ୍ର ର୍ନିମାତା ଏବଂ ବଲିଉଡ ର୍ନିମାତାଙ୍କ ସର୍ବଶେଷ ତଥା…
‘ଏବେ କିଛି ନିଷ୍ପତ୍ତି ହେବାର ବାକି…’ ଶିନ୍ଦେ ସରକାରଙ୍କ ଉପରେ ଏସ୍ସିଙ୍କ ରାୟ ପରେ ଶରଦ ପାୱାରଙ୍କ ପ୍ରତିକ୍ରିୟା
ମୁମ୍ବାଇ,୧୧।୫: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଗୁରୁବାର ନିଷ୍ପତ୍ତି ନେଇ କହିଛନ୍ତି ଉଦ୍ଧବ ଠାକରେ ତାଙ୍କ ସଂଖ୍ୟାଗରିଷ୍ଠତା ପ୍ରମାଣ କରିବା ପୂର୍ବରୁ ଇସ୍ତଫା ଦେଇଛନ୍ତି। ତେଣୁ ତାଙ୍କ ସରକାର ପୁନରୁଦ୍ଧାର ହୋଇପାରିବ ନାହିଁ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ଏନସିପି ସୁପ୍ରିମୋ…
୧୦ଟି ଭାଗରେ ‘ମହାଭାରତ’ ନିର୍ମାଣ କରିବେ ରାଜାମୌଳି
ମୁମ୍ବାଇ: ଫିଲ୍ମ ମେକର ଏସ ଏସ ରାଜମୌଳି ଖୁବଶୀଘ୍ର ଦର୍ଶକଙ୍କୁ ଏକ ବଡ ଉପହାର ଦେବାକୁ ଯାଉଛନ୍ତି। ବାହୁବଳି ଓ ଆରଆରଆର ଭଳି ଦମଦାର ମୁଭି ଭେଟି ଦେଇଥିବା ରାଜାମୌଳି ଏମିତି ଜଣେ ଫିଲ୍ମ ନିର୍ମାତା ଯାହାଙ୍କ ମୁଭିକୁ ଦର୍ଶକେ ଅପେକ୍ଷା…
Archives


