‘ବ୍ରହ୍ମାସ୍ତ୍ର’ ପାର୍ଟ ୨-୩ର ରିଲିଜ ତାରିଖ ଘୋଷଣା କଲେ ନିର୍ମାତା
ମୁମ୍ବାଇ: ଅଭିନେତା ରଣବୀର କପୁର-ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’୨୦୨୨ରେ ବ୍ଲକବଷ୍ଟର ଚଳଚ୍ଚିତ୍ର ହୋଇପାରିଛି। ଏଥି ସହିତ ପ୍ରଶଂସକମାନେ ସେହି ଦିନଠାରୁ ଫିଲ୍ମର ସିକ୍ୱେଲକୁ ଅପେକ୍ଷା କରି ରହିଛନ୍ତି। ଏଭଳି ପରିସ୍ଥିତିରେ ଏକ ଭଲ ଖବର ସାମ୍ନାକୁ ଆସିଛି। ଚଳଚ୍ଚିତ୍ର ନିର୍ମାତା…
ମେ ୨ରେ ୫ ପଞ୍ଚାୟତରେ ୱାର୍ଡ ମେମ୍ବର ନିର୍ବାଚନ
ଗଞ୍ଜାମ, ୪।୪(ଡି.ଏନ୍.ଏ.): ଗଞ୍ଜାମ ବ୍ଲକରେ ୧୫ ପଞ୍ଚାୟତ ମଧ୍ୟରୁ ସୁବଳୟା, ମଲାଡ଼, ପାଲଙ୍ଗ, ସାନ ରାମଚନ୍ଦ୍ରପୁର ଏବଂ ହୁମା ଆଦି ୫ଟି ପଞ୍ଚାୟତରେ ୱାର୍ଡ ମେମ୍ବର ନିର୍ବାଚନ ହୋଇ ନ ଥିଲା। ପଞ୍ଚାୟତର ବିଭିନ୍ନ ୱାର୍ଡ ସଭ୍ୟ ପାଇଁ ଏସ୍ଟି ନିମନ୍ତେ…
ଏପ୍ରିଲ ୬-୧୪ ତାରିଖ ଯାଏ ସାମାଜିକ ନ୍ୟାୟ ସପ୍ତାହ ପାଳନ କରିବ ଭାଜପା
ନୂଆଦିଲ୍ଲୀ,୪।୪: ଆଗାମୀ ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଦେଇଛି। ଇତି ମଧ୍ୟରେ ଭାଜପା ଅନୁସୂଚିତ ଜାତି ଭୋଟରଙ୍କ ନିକଟରେ ପହଞ୍ଚିବାକୁ ଏପ୍ରିଲ ୬ ରୁ ୧୪ ତାରିଖ ପର୍ଯ୍ୟନ୍ତ ସାମାଜିକ ନ୍ୟାୟ ସପ୍ତାହ ପାଳନ କରିବ।…
ବିଶ୍ୱର ସବୁଠୁ ସୁନ୍ଦର କୁକୁଡ଼ା
ଅମରାବତୀ: ସୁନ୍ଦର ପ୍ରତିଯୋଗିତା କେବଳ ମଣିଷ ଲାଗି ନୁହେଁ, ପଶୁପକ୍ଷୀମାନଙ୍କ ପାଇଁ ମଧ୍ୟ ଆୟୋଜିତ ହୋଇଥାଏ। ନିକଟରେ ଆୟୋଜିତ ରାଜ୍ୟସ୍ତରୀୟ ସୁନ୍ଦର ପ୍ରତିଯୋଗିତାରେ ଏକ କୁକୁଡ଼ା ୪ର୍ଥ ସ୍ଥାନ ହାସଲ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରିପୋର୍ଟ ମୁତାବକ, ଆନ୍ଧ୍ରପ୍ରଦେଶର ପ୍ରକାଶମ୍…
କଞ୍ଚା ଆମ୍ବ ପଣା
ଆବଶ୍ୟକ ସାମଗ୍ରୀ- କଞ୍ଚା ଆମ୍ବ- ୪ଟି, ଭଜା ଜିରା ଗୁଣ୍ଡ- ୨ ଚାମଚ, ଗୁଢ଼ କିମ୍ବା ଚିନି ସ୍ବାଦ ଅନୁସାରେ, ପୁଦିନାପତ୍ର- ୧ ବଡ଼ ଚାମଚ, କଳା ଲୁଣ- ୩ ଚାମଚ, ଗୋଲମରିଚ ଗୁଣ୍ଡ- ଅଧା ଛୋଟ ଚାମଚ, ବରଫ ଖଣ୍ଡ-…
ପିଲାଙ୍କୁ ପଢ଼ାନ୍ତୁ ଗ୍ରୁପ୍ରେ
ଏକାଠି ଗ୍ରୁପ୍ ହୋଇ ବସି ପାଠ ପଢ଼ିବା ପିଲାଙ୍କ ପାଇଁ ବହୁତ ଭଲ। ସେମାନଙ୍କ ମଧ୍ୟରେ ଏକ ସକାରାତ୍ମକ ଭାବନା ବୃଦ୍ଧି ପାଇଥାଏ। ଏକୁଟିଆ ପଢ଼ିବା ବଦଳରେ ସାଙ୍ଗମାନଙ୍କ ସହ ଏବଂ ଘରେ ଭାଇଭଉଣୀଙ୍କ ସହ ପାଠ ପଢ଼ିବା ପିଲାଙ୍କ ପାଇଁ…
ଏପ୍ରିଲ ୮ରୁ ତେଲେଙ୍ଗାନା, କର୍ନାଟକ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୮ ଏବଂ ୯ ତାରିଖରେ ତେଲେଙ୍ଗାନା, ତାମିଲନାଡୁ ଏବଂ କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। କର୍ନାଟକରେ ବିଧାନସଭା ନିର୍ବାଚନ ଘୋଷଣା ପରେ ଏହା ତାଙ୍କର ପ୍ରଥମ ଗସ୍ତ ହେବ। ସେ ପ୍ରଥମେ ଶନିବାର…
ଦର୍ଶକଙ୍କ ଅନୁପ୍ରବେଶ ଘଟଣାର ତଦନ୍ତ ଆରମ୍ଭ
ମେଲବୋର୍ନ, ୪।୪ (ଏପି): ଅଷ୍ଟ୍ରେଲିଆନ୍ ଫର୍ମୁଲା ଓ୍ବାନ୍ ଗ୍ରାଁ ପ୍ରି ଶେଷରେ କିଛି ଦେଖଣାହାରି ସୁରକ୍ଷା ବ୍ୟବସ୍ଥାକୁ ଅତିକ୍ରମ କରି ଟ୍ରାକ୍ ଆଡ଼କୁ ଚାଲିଯାଇଥିଲେ। ଏହା କିପରି ଘଟିଲା ଅଷ୍ଟ୍ରେଲିଆ ଗ୍ରାଁ ପ୍ରି ଆୟୋଜକଙ୍କ ତରଫରୁ ତାହାର ତଦନ୍ତ ଆରମ୍ଭ ହୋଇଛି।…
ଦିଲ୍ଲୀ ପାଇଁ ସହଜ ହୋଇ ନ ପାରେ ଟାଇଟନ୍ସ
ନୂଆଦିଲ୍ଲୀ, ୪।୪ (ପି.ଟି.): ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ମଙ୍ଗଳବାର ଖେଳାଯିବାକୁଥିବା ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସହଜ ହୋଇ ନ ପାରେ। ଗୁଜରାଟ ଜାଏଣ୍ଟ୍ସ ଦଳର କେନ୍ ଓ୍ବିଲିୟମସନ ଆଣ୍ଠୁରେ ଆଘାତପ୍ରାପ୍ତ ହୋଇ ଟୁର୍ନାମେଣ୍ଟରୁ…
ଚାଲିଗଲା ଯାତ୍ରୀଙ୍କ ଜୀବନ
ନୂଆପଡ଼ା ଅଫିସ,୪।୪: ନୂଆପଡା ଜିଲା ସଦର ମହକୁମାସ୍ଥିତ ଏକତା ଛକଠାରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ଏକ ଘରୋଇ ବସ୍ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…
ମୌରିସିଓଙ୍କ ଚୁକ୍ତି ମିଆଦ ବଢ଼ାଇଲା ଓଏଫ୍ସି
ଭୁବନେଶ୍ୱର, ୪।୪(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍ ଓଡ଼ିଶା ଏଫ୍ସି (ଓଏଫ୍ସି) ବ୍ରାଜିଲିଆନ ଫୁଟ୍ବଲର ଡିଏଗୋ ମୌରିସିଓଙ୍କ ଚୁକ୍ତି ମିଆଦ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରିଛି। ମୌରିସିଓ ଗତ ସିଜନରେ ୧୨ଟି ଗୋଲ ସ୍କୋର ସହ…
ଆରସିିବି ପେସ୍ ବୋଲର ଟପ୍ଲେ ଆଘାତପ୍ରାପ୍ତ
ବେଙ୍ଗାଲୁରୁ,୪।୪(ପି.ଟି.): ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି) ପେସ୍ ବୋଲର ରିସି ଟପ୍ଲେ ଆଘାତପଆପ୍ତ ହୋଇଛନ୍ତି। ଦଳକୁ ଏହା ଆଉ ଏକ ଧକ୍କା। ଏଠାରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚରେ ଫିଲ୍ଡ୍ିଂ କରୁଥିବା ବେଳେ ତାଙ୍କର ଡାହାଣ କାନ୍ଧରେ ଆଘାତ ଲାଗିଛି। ସ୍କାନ…
Archives


