Home Left

ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଚିନ୍ତା ନାହିଁ

ଖଣ୍ଡପଡ଼ା,୧୧ା୫(ସ୍ବ.ପ୍ର.): ମହାନଦୀ ତଟରେ ନୟାଗଡ଼ ଜିଲାର ଏକାଧିକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ରହିଛି। ବିଶେଷ କରି କଣ୍ଟିଲୋ ନୀଳମାଧବଙ୍କ ମନ୍ଦିର, ସିଧମୂଳାସ୍ଥିତ ଗୋକୁଳାନନ୍ଦ ଜୀଉଙ୍କ ମନ୍ଦିର ଓ ଭାପୁର ବ୍ଳକ ଅଧୀନ ପଦ୍ମାବତୀ ନିକଟ ହନୁମନ୍ତପ୍ରସାଦସ୍ଥିତ ପ୍ରଭୁ ଶ୍ରୀରାମାଶ୍ରମ ରହିଛି। ଏ…

ଫଡ଼ି ଖୋଲିଛି, ଆସୁନାହିଁ କେନ୍ଦୁପତ୍ର

ନୟାଗଡ଼ ଅଫିସ,୧୧ା୫: ଚଳିତ ବର୍ଷ ନୟାଗଡ଼ ଜିଲା ଦଶପଲ୍ଲା ବ୍ଳକରେ କେନ୍ଦୁପତ୍ର ଫଡି ଖୋଲିଥିଲେ ହେଁ ଫଡିକୁ କେନ୍ଦୁପତ୍ର ଆସୁନାହିଁ । ବର୍ଷା ଯୋଗୁ କେନ୍ଦୁପତ୍ର ସଂଗ୍ରହ ଓ ଶୁଖାଇବାରେ ଅସୁବିଧା ହେତୁ ସମସ୍ୟା ସୃଷ୍ଟି ହୋଇଛି। ଫଡି ଖୋଲିଥିଲେ ହେଁ…

ପେଣ୍ଟ୍ରେ ଜିତିଲେ ଚତୁର୍ଥ ଷ୍ଟେଜ୍‌

ରୋମ୍‌, ୧୧।୫: ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ଚତୁର୍ଥ ଷ୍ଟେଜ୍‌ ବିଜେତା ହୋଇଛନ୍ତି ଫ୍ରାନ୍ସର ଓରେଲେନ ପରେଟ-ପେଣ୍ଟ୍ରେ। ଚତୁର୍ଥ (ଇଣ୍ଟରମିଡିଏଟ୍‌) ଷ୍ଟେଜ୍‌ ଭେନୋସାଠାରୁ ଲାଗୋ ଲାସେନୋ ପର୍ଯ୍ୟନ୍ତ ୧୭୨ କିଲୋମିଟର ବିଶିଷ୍ଟ ଥିଲା। ଏହାକୁ ଏଜି୨ଆର ସିଟ୍ରୋନ୍‌ ଟିମ୍‌ର ପେଣ୍ଟ୍ରେ…

ଛତୁଆ ନିମ୍ନମାନର, କମୁନି ପୁଷ୍ଟିହୀନତା

ଯାଜପୁର ଅଫିସ,୧୧ା୫: ଶିଶୁ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପୁଷ୍ଟିହୀନତା ଓ ରକ୍ତହୀନତାର ନିରାକରଣ ଲକ୍ଷ୍ୟ ନେଇ ଛତୁଆ ବଣ୍ଟନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଏହି ଛତୁଆରେ ପରିପୂରକ ପୁଷ୍ଟିକର ଖାଦ୍ୟ ଦେବା ବଦଳରେ ଆବଣ୍ଟିତ ଅର୍ଥକୁ କିପରି ବର୍ଷ…

ଟିଏସ୍‌ଏମ୍‌ଏଲ୍‌କୁ ‘ଏକ୍ସିଲେନ୍ସ ଇନ୍‌ ବାୟୋଡାଇଭର୍ସିଟି ମ୍ୟାନେଜମେଣ୍ଟ’ ସମ୍ମାନ

ନୂଆଦିଲ୍ଲୀ,୧୧।୫: ଦେଶର ପ୍ରମୁଖ ଘରୋଇ ଶିଳ୍ପସଂସ୍ଥା ତଥା ଟାଟା ଗ୍ରୁପ୍‌ର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି କମ୍ପାନୀ ତା’ର କାର୍ଯ୍ୟକ୍ଷେତ୍ରର ପାରିପାର୍ଶ୍ୱିକ ଅଞ୍ଚଳରେ ଜୈବ…

୧୫ ପଦବୀ ଅନୁମୋଦିତ, ୫ ବର୍ଷ ହେଲା ଖାଲି

ରାୟଗଡ଼ା ଅଫିସ,୧୧ା୫: ପାହାଡିଆ ଅଞ୍ଚଳ ରାୟଗଡା ଜିଲାରେ ଦିନକୁ ଦିନ ଭୂତଳ ଜଳସ୍ତର କମିବାରେ ଲାଗିଛି। ନଦୀ, ପୋଖରୀ, ନାଳ ଆଦି ଶୁଖିଲା ପଡ଼ୁଥିବା ବେଳେ କେଉଁଠି ଏସବୁ ପୋତି ହୋଇଗଲାଣି। ଜନସଂଖ୍ୟା ବଢ଼ୁଥିବାରୁ ସେହି ମାତ୍ରାରେ ଅଧିକ ସଂଖ୍ୟକ ବୋରୱେଲ…

୧୨ରେ ଅରୁନ୍ଧତୀ ଜୁଏଲର୍ସର ନୂତନ ଶୋ’ରୁମ୍‌

ଭବାନୀପାଟଣା,୧୧।୫(ସ୍ବ.ପ୍ର.): ଅରୁନ୍ଧତୀ ଜୁଏଲର୍ସର ନୂତନ ଫ୍ଲାଗଶିପ୍‌ ଶୋ’ରୁମ ଆସନ୍ତା ଶୁକ୍ରବାର କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ଶୁଭାରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷେୀରେ ଓଲିଉଡ୍‌ ନାୟିକ ଅର୍ଚ୍ଚିତା ସାହୁ ଯୋଗ ଦେବା ସହ ନୂତନ ଆଉଟ୍‌ଲେଟ୍‌କୁ ଉଦ୍‌ଘାଟନ କରିବେ ବୋଲି ଅରୁନ୍ଧତୀ ପକ୍ଷରୁ…

ଆଇ ଆମ୍‌ କଲାମ ଚଳଚ୍ଚିତ୍ର ପ୍ରଦର୍ଶିତ

ନୂଆଦିଲ୍ଲୀ,୧୧।୫: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଦିବିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ସାମାଜିକ ପ୍ରତିଷ୍ଠାନ ଆଇକେଜେ ଫାଉଣ୍ଡେଶନ ପକ୍ଷରୁ ନିକଟରେ ଆଇ ଆମ୍‌ କଲାମ ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ପଞ୍ଚକୁଲାର ମାତା ମନସା ଦେବୀ ମନ୍ଦିର ନିକଟରେ ଥିବା…

୪ ୱାର୍ଡରେ ପାଇପ୍‌ରୁ ବାହାରୁଛି ଗୋଳିଆ ପାଣି

ଚିକିଟି,୧୧ା୫ (ଡି.ଏନ୍‌.ଏ.):ଗଞ୍ଜାମ ଜିଲାର ୧୨ଟି ୱାର୍ଡକୁ ନେଇ ଗଠିତ ଚିକିଟି ବିଜ୍ଞାପିତ ଅଞ୍ଚଳ ଅଧୀନ ୬, ୭, ୮ ଓ ୯ ନମ୍ବର ୱାର୍ଡରେ ଜନସ୍ବାସ୍ଥ୍ୟ ବିଭାଗ ଅଧୀନରେ ଥିବା ପାଇପ୍‌ରୁ ଗୋଳିଆ ପାଣି ବାହାରୁଥିବା ଅଭିଯୋଗ ହେଉଛି। ଚିକିଟି ଏନ୍‌ଏସିର…

ପ୍ରମୋଦଙ୍କ ଡବଲ ବିଜୟ

ଭୁବନେଶ୍ୱର, ୧୧।୫ (କ୍ରୀଡ଼ା ପ୍ରତିନିଧି): ଥାଇଲାଣ୍ଡର ପଟାୟାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନରେ ଓଡ଼ିଶା ପ୍ରତିଯୋଗୀଙ୍କ ପ୍ରଭାବୀ ପ୍ରଦର୍ଶନ ଅବ୍ୟାହତ ରହିଛି। ବୁଧବାର ଦ୍ୱିତୀୟ ଦିବସରେ ପ୍ରମୋଦ ଭଗତ ଡବଲ ବିଜୟ ହାସଲ କରିଛନ୍ତି। ମନିଷା ରାମଦାସ ଓ ପ୍ରମୋଦ ଯୋଡ଼ି…

ଦାଦନ ଖଟି ଯାଇଥିବା ନାବାଳିକାଙ୍କ ମୃତ୍ୟୁ

ଯାଜପୁର ଅଫିସ ,୧୧ା୫ : ରାଜ୍ୟରେ ଦ୍ରୁତ ଶିଳ୍ପାୟନକୁ ସରକାର ପ୍ରୋତ୍ସାହନ ଯୋଗାଇ ଚାଲିଛନ୍ତି । ଏହାଦ୍ୱାରା ରାଜ୍ୟର ଖଣିଜ ସମ୍ପଦ ଓ ପ୍ରାକୃତିକ ସମ୍ବଳର ବିନିଯୋଗ ହୋଇ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ଘଟିବ । ବେକାରୀ ସମସ୍ୟା ବି ହଟିବ…

ତାଳଦଣ୍ଡା କେନାଲ ପାଣି ପିଇବା, ଗାଧୋଇବାକୁ ଅନୁପଯୁକ୍ତ

ପାରାଦୀପ,୧୧ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଶିଳ୍ପଭିତ୍ତିକ ସହରାଞ୍ଚଳ ପାଇଁ ତାଳଦଣ୍ଡା କେନାଲ ହେଉଛି ଜୀବନରେଖା। କାରଣ ସବୁ ଶିଳ୍ପସଂସ୍ଥା, ପାରାଦୀପ ବନ୍ଦର ଏବଂ ସହରାଞ୍ଚଳବାସୀ ତାଳଦଣ୍ଡା କେନାଲ ପାଣି ଉପରେ ନିର୍ଭରଶୀଳ। ଏହାବାଦ୍‌ ଜଗତ୍‌ସିଂହପୁର ଜିଲାର ବହୁ ଗ୍ରାମାଞ୍ଚଳ ବାସିନ୍ଦା ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri